ଆମ ଜିଲା ଖବର

ଯୋରନ୍ଦା, କପିଳାସ, ସପ୍ତଶଯ୍ୟାର ହେବ ବିକାଶ

ଢେଙ୍କାନାଳ ଅଫିସ, ୧୧।୨ ବିଶ୍ୱ ପ୍ରସିଦ୍ଧ ମାଘମେଳା ଅବସରରେ ଯୋରନ୍ଦାସ୍ଥିତ ମହିମା ଗାଦି ଧୁନି ମନ୍ଦିର ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ୩ୟ ମହିମା ମହୋତ୍ସବ। ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟଅତିଥି ଭାବେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଲେ,…

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେଭି ତାର

କଣିହାଁ, ୧୧ା୨(ଡି.ଏନ.ଏ.) – ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ନିରୀହ ଜୀବନ ଯାଉଥିଲେ ହେଁ ଚେତୁନାହାନ୍ତି ଅଧିକାରୀ। ବିଭିନ୍ନ ସ୍ଥାନରେ ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟ, ପୁରୁଣା ତାର ଓହଳିଥିଲେ ମଧ୍ୟ ଏହାର ମରାମତି ଦିଗରେ ଆଦୌ ଧ୍ୟାନ ଦେଉନି…

ଚାଷୀଙ୍କ ଋଣ ଟଙ୍କା ଆତ୍ମସାତ୍‌ ଅଭିଯୋଗ

ଅନୁଗୋଳ ସହର, ୧୧।୨ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଚାଙ୍ଗୁଡ଼ିଆ ସେବା ସମବାୟ ସମିତି ବ୍ୟାଙ୍କରେ ଚାଷୀମାନଙ୍କ ଋଣ ଟଙ୍କା ହଡ଼ପ କରାଯାଇଥିବା ନେଇ ସୋମବାର ଚାଙ୍ଗୁଡ଼ିଆ ପଞ୍ଚାୟତର ଚାଷୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ,…

ପରିସ୍ରାଗାର ନିର୍ମାଣ ଦାବି କଲେ ଅଟୋ ଚାଳକ

ଅନୁଗୋଳ ସହର, ୧୧।୨ ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟ ରାଜାଛକ ଅଞ୍ଚଳ ଓ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପରିସ୍ରାଗାର ନିର୍ମାଣ ପାଇଁ ବସ୍‌ଷ୍ଟାଣ୍ଡ ଅଟୋଚାଳକଙ୍କ ପକ୍ଷରୁ ସୋମବାର ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି। ଜିଲାପାଳଙ୍କୁ ଦିଆଯାଇଥିବା ଅଭିଯୋଗପତ୍ରରେ ସେମାନେ ଦର୍ଶାଇଛନ୍ତି ଯେ, ଅନୁଗୋଳର…

ଅଜନା ରୋଗ୍‌ରେ ପୀଡ଼ିତ ଅଯୋଧ୍ୟା: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ପରିବାର

  ବିନିକା,୧୧।୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଁଚେତ୍‌ ଖଇରମାଲ ଗଁା ଟିକ୍ରାପଡ଼ାର ମାଞ୍ଜୋ ସୁନାକଁର ମାଏକିନା ଅଯୋଧ୍ୟା ସୁନା(୪୮)। ସେ ଅନେକ ବଛର ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ପରିବାର ଲୋକ୍‌ ଆସରପାସର…

ଆବାସ ଯୋଜନା ବାଟ୍‌ବନା: ଦଦ୍‌ରା କୁରିଆରେ ଦୁଇ ଗରିବ୍‌ ପରିବାର

  ଜମନକିରା, ୧୧।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଅନେକ୍‌ ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଆଶ୍‌ରେ ଦରକାରୀ କାଗଜପତର ଧରି ପଁଚେତ୍‌ନୁ ବ୍ଲକ ତକ୍‌…

ଅଜାତିରେ ଖାଇ ଅଜେତ୍‌ ହେଇଥିଲେ: ଖଁଦ୍‌ ଦେବାକେ ମନାକଲେ ଜାତିଭାଇ

  ଚିପିଲିମା, ୧୧।୨ (ଡି.ଏନ୍‌.ଏ.)- ବିଗିଅଁାନ ଯୁଗ୍‌ରେ ବି ଅନେକ ଜାତି, ଧରମ୍‌, ସମାଜର ଲୋକ୍‌ ଅଁଧ୍‌ ବିଶୁଆସରେ ବଁାଧି ହେଇ ରହିଛନ୍‌। ଆଏଜ୍‌ ବି ଅନେକ ଲୋକ୍‌ ଫୁକାଝରା, ଗୁନିଗାରେଡ଼ି, ସାମାଜି ବାସଁଦ୍‌ ଲେଖେଁ ଅଁଧ୍‌ ବିଶୁଆସରେ ବିଶାସ୍‌ କରୁଛନ୍‌।…

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ଦମ୍ପତି

  କୋମନା, ୧୧ା୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ଅସାହା, ଭୂମିହୀନ ପରିବାରମାନକୁ ଆବାସ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକଁର ଉଦାସୀନତା ଲାଗି ହକ୍‌ଦାର ଗରିବ୍‌ ଦୁଖି…

‘ଉତ୍ସବ ପ୍ରଧାନପାଟ-୨୦୨୦’ଉଦ୍‌ଘାଟିତ : ନୃତ୍ୟ ଓ ଗୀତର ତାଳେତାଳେ ଝୁମିଲେ ଦର୍ଶକ

ଦେବଗଡ, ୧୧ା୨(ଡି.ଏନ.ଏ) -ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତଥା ଦେବଗଡ ଜିଲାର ଗର୍ବ ଓ ଗୌରବ ପ୍ରଧାନପାଟ ଜଳପ୍ରପାତ ପାଦଦେଶରେ ନିର୍ମିତ ଶାଳବଣ ଘେରା ମୁକ୍ତାକାଶ ରଙ୍ଗମଞ୍ଚରେ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ସୋମବାର ଦେବଗଡ ଜିଲାର ସାଂସ୍କୃତିକ ମହୋତ୍ସବ…

ଏସ୍‌ଇସିସି ତାଲିକାରେ ଭୁଲ୍‌ଭଟକା: ଆବାସ ଯୋଜନାରୁ ବଁଚିତ୍‌ ୩୪ ଆଦିବାସୀ ପରିବାର

  ଲାଠୋର, ୧୧।୨ (ଡି.ଏନ୍‌.ଏ.)- କେନ୍ଦ୍ର ସରକାର ୨୦୧୧ ସାଲେ ସାରାଦେଶରେ ଏସ୍‌ଇସିସି(ସାମାଜିକ, ଆର୍ଥତ୍କ, ଜାତି ଭିତ୍ତିକ) ଜନଗଣନା କରେଇଥିଲେ। ସେ ହିସାବେ ଆମର ରାଏଜେ ବି ସରକାରୀ କରମ୍‌ଚାରୀମାନେ ଘର ଘର ବୁଲି ଇ ଜନଗଣନା କରିଥିଲେ। ହେଲେ ସରକାରୀ…

ମିଳୁନି ଆଶାନୁରୂପ କର୍ମନିଯୁକ୍ତି

କେନ୍ଦ୍ରାପଡ଼ା ଅଫିସ୍‌, ୧୧।୨:କେନ୍ଦ୍ରାପଡ଼ା ଜିଲାରେ କର୍ମ ନିଯୁକ୍ତି ଏକ ପ୍ରମୁଖ ସମସ୍ୟା। ଜିଲାରେ ଶିଳ୍ପ ପ୍ରତିଷ୍ଠାନ ନଥିବା ବେଳେ ଅର୍ଥକରୀ ଫସଲ ପାଇଁ ପ୍ରୋତ୍ସାହନ ନ ଥିବାରୁ ଜିଲାର ଅନେକ ବ୍ୟକ୍ତି ଜିଲା ବା ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି।…

ପେଣ୍ଟିଂ ଆର୍ଟିଷ୍ଟଙ୍କ ଜୀବନ ଦୁର୍ବିଷହ: ଫ୍ଲେକ୍ସ, ଷ୍ଟିକର ଲଗାଇ ଅନୁଦାନ ହଡ଼ପ ଉଦ୍ୟମ

ନୟାଗଡ଼ ଅଫିସ,୧୧ା୨: ସହରର ସୌନ୍ଦର୍ଯ୍ୟକରଣ ଓ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ପ୍ରାଚୀରରେ ବିଜ୍ଞାପନ ଲେଖାଯାଉଛି। ଏଥିଲାଗି ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କାର ଅନୁଦାନ ଆସୁଛି। ହେଲେ ଏହାର ସୁଫଳ ନୟାଗଡ଼ ଜିଲାର ପେଣ୍ଟିଂ ଆର୍ଟିଷ୍ଟଙ୍କ ପାଖରେ ଅପହଞ୍ଚ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?