ଆମ ଜିଲା ଖବର

୧୦ ଲକ୍ଷ ଟଙ୍କାର ଫସଲ ନଷ୍ଟ କଲେ ହାତୀପଲ

ଶେରଗଡ଼,୧୦।୨(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୁଷୁଣ୍ଡା ଗ୍ରାମ ନିକଟ ପାକିଡି ପାହାଡ଼ରେ ହାତୀପଲ ୫୦୦ ଭରଣ ଜମିରେ ଲାଗିଥିବା ପନିପରିବା ଫସଲ ନଷ୍ଟ କରିଦେଇଛନ୍ତି। ସୋମବାର ଭୋର ପ୍ରାୟ ୪ଟାରେ ୧୪ଟି ହାତୀ ଜଙ୍ଗଲ ଆଡକୁ ମୁହାଁଇ ଥିଲେ। ଫଳରେ…

ନିଷ୍ପତ୍ତି ନେଲାନି ବାସ୍ତବ ରୂପ

ପୁରୀ ଅଫିସ,୧୦।୨: ପୁରୀ ଆସୁଥିବା ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ଫେରିବାବେଳେ ଚତୁର୍ଦ୍ଧାବିଗ୍ରହଙ୍କ ଆବିର୍ଭାବ ସହିତ ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରା ବିଷୟରେ ଅବଗତ ହେବେ। ଏଥିସହ ଗୋଟିଏ ଜାଗାରୁ ଜାଣିବେ ଶ୍ରୀମନ୍ଦିର ନିର୍ମାଣ, ଦାରୁବ୍ରହ୍ମଙ୍କ ସଂସ୍ଥାପନ, ମହାପ୍ରଭୁଙ୍କ ଯାନିଯାତ୍ରା, ବେଶ ଓ…

ଧାନ କିଣାରେ ଅସୁବିଧା ନେଇ ଅସନ୍ତୋଷ

ପାଲଲହଡ଼ା, ୧୦ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଡିମିରିଆ ପଞ୍ଚାୟତର ଧାନମଣ୍ଡିରେ ଧାନ ବିକ୍ରିରେ ଅସୁବିଧା ଉପୁଜିବାକୁ ନେଇ ରବିବାର ଚାଷୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ତେବେ ପୋଲିସ ପହଞ୍ଚି ଚାଷୀଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ମିଳିଥିବା…

ସାହିତ୍ୟ ବଞ୍ଚାଇବାକୁ ହେଲେ ଭାଷା ବଞ୍ଚିବା ଜରୁରୀ

ଫୁଲବାଣୀ ଅଫିସ,୧୦ା୨-ଆମ ସାହିତ୍ୟ, ସଂସ୍କୃତି ଓ ପରମ୍ପରା ବଞ୍ଚାଇବାକୁ ହେଲେ ଆମ ମାଟି ମା’ର ଭାଷାକୁ ବଞ୍ଚାଇବାକୁ ପଡ଼ିବ। ଫୁଲବାଣୀ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ କାଦମ୍ବିନୀ ସାହିତ୍ୟ ମହୋତ୍ସବରେ ଅତିଥି ଭାବେ ଯୋଗଦେଇ ପୂର୍ବତନ ଏମ୍‌ପି ତଥା…

ଘଟଣାସ୍ଥଳ ପରିଦର୍ଶନ କରିବେ ଜିଲାପାଳ

ଅନୁଗୋଳ ଅଫିସ୍‌, ୧୦।୨: ଅନୁଗୋଳ ଜିଲାରେ ସରକାରଙ୍କ ‘ଖୁସି’ ଯୋଜନା ଦିଗହରା ହୋଇଯାଇଥିବା ନେଇ ଗତ ୮ ତାରିଖ ‘ଧରିତ୍ରୀ’ରେ ରିପୋର୍ଟ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ତନାଘନା ଆରମ୍ଭ ହୋଇଛି। ଘଟଣା ସମ୍ପର୍କରେ ଜିଲାପାଳ…

ବଦଳିଲା ପାଗ, ମାଘ ମେଳାରେ ଭିଡ଼

ଢେଙ୍କାନାଳ ଅଫିସ,୧୦ା୨: ଢେଙ୍କାନାଳ ଜିଲା ମହିମା ଧର୍ମ ପୀଠ ମହିମାଗାଦି ଯୋରନ୍ଦାରେ ବିଶ୍ୱ ପ୍ରସିଦ୍ଧ ମାଘ ମେଳାର ରବିବାର ଥିଲା ତୃତୀୟ ଦିବସ। ବର୍ଷାପାଗ ଯୋଗୁ ଶନିବାର ମେଳା ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଥିଲା। ଏଥିଯୋଗୁ ଉଠା ଦୋକାନୀମାନଙ୍କର ବ୍ୟବସାୟ ଠପ୍‌…

୧୪ରେ ଢେଙ୍କାନାଳ ବନ୍ଦ

ଢେଙ୍କାନାଳ ଅଫିସ,୧୦ା୨: ବରଗଡ ପରେ ଢେଙ୍କାନାଳରେ ସିଟି ହସ୍‌ପିଟାଲ ଦାବି ଜୋର ଧରିଛି। ଏହାକୁ ନେଇ ଢେଙ୍କାନାଳ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରବିବାର ଅପରାହ୍ନ ୫ଟାରେ ସ୍ଥାନୀୟ ଗଣେଶ ବଜାରଠାରେ ଏକ ବୁଦ୍ଧିଜୀବୀ ସମାବେଶ ଓ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…

ପିଏମ୍‌ କିଷାନ ହିତାଧିକାରୀଙ୍କୁ ୨୩ ସୁଦ୍ଧା କ୍ରେଡିଟ୍‌ କାର୍ଡ

ଜଗତ୍‌ସିଂହପୁର ଅଫିସ,୧୦ା୨: ଜଗତ୍‌ସିଂହପୁର ଜିଲାରେ ପାଖାପାଖି ୧,୧୦,୦୦୦ ଲୋକଙ୍କୁ ପ୍ରଧାନମନ୍ତ୍ରୀ (ପିଏମ୍‌) କିଷାନ ଯୋଜନାରେ ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରେ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା ଲେଖାଏ ୪ଟି କିସ୍ତିରେ ୮,୦୦୦ ଟଙ୍କା ମିଳି ସାରିଲାଣି। କିନ୍ତୁ ଅନେକ ହିତାଧିକାରୀଙ୍କୁ କିଷାନ…

ମିନି ବସ୍‌ ଓଲଟି ଜଣେ ମୃତ: ଆହତ ୨୦ ଜଣଙ୍କ ମଧ୍ୟରେ ୧୦ ଶିଶୁ

ନୟାଗଡ଼ ଅଫିସ/ଖଣ୍ଡପଡା,୧୦ା୨(ସ୍ବ.ପ୍ର.): ରବିବାର ଅପରାହ୍ନ ୪ଟାରେ ଖଣ୍ଡପଡା-ନୟାଗଡ଼ ପୂର୍ତ୍ତବିଭାଗ ରାସ୍ତାର କଇଁଥପଲ୍ଲୀ ଗ୍ରାମ ନିକଟରେ ମିନି ବସ୍‌ ଓଲଟି ଜଣଙ୍କର ମୃତ୍ୟୁ ଘଟିଛି । ସେ ହେଲେ ରାମଚନ୍ଦ୍ର ରଣା ଓରଫ ଝୁନା (୪୫), ଘର ଗଞ୍ଜାମ ଜିଲା ଛତ୍ରପୁର ଥାନା…

ବାଇକ୍‌ ପରି ଦୌଡୁଛି ସାଇକେଲ ପ୍ରୋମାନନ୍ଦଙ୍କ ନୂଆ ଉଦ୍ଭାବନ

ନୟାଗଡ଼ ଅଫିସ,୧୦ା୨(ଲୋକନାଥ ମିଶ୍ର): ବାଇକ୍‌ ପରି ଦୌଡୁଛି ସାଇକେଲ। ଷ୍ଟାର୍ଟ କରିବା ପରେ ଆକ୍ସିଲିରେଟର ବଢାଇବା କ୍ଷଣି ଏହାର ବେଗ ବଢ଼ୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ବଦଳରେ ଏଥିରେ ବ୍ୟାଟେରି ସଂଯୋଗ ହୋଇଛି। ଏହାକୁ ୪ ଘଣ୍ଟା ଚାର୍ଜ କଲେ…

ବଲାଙ୍ଗୀର ଲୋକନୃତ୍ୟରେ ଝୁମିଲେ ଦର୍ଶକ

ରାଇକିଆ ୧୦।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ରାଇକିଆ ମହୋତ୍ସବ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ଗୁନ୍ଧାଣୀ ଛକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଉପଦେଷ୍ଟା ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ପଛୁଆ…

କବିତା ପାଠ କଲେ କୁନି କୁନି କବି

ବାଲେଶ୍ୱର ଅଫିସ, ୧୦।୨-ବାଲେଶ୍ୱର ସହର ପାଣିଟାଙ୍କିସ୍ଥିତ ଆତିଥ୍ୟ ଭବନରେ କବି ପ୍ରଶାନ୍ତ ଦାସଙ୍କ ଶିଶୁ କବିତା ପୁସ୍ତକ ‘ବାବୁଲା ଭାରି ଚଗଲା’ ରବିବାର ସନ୍ଧ୍ୟାରେ ଉନ୍ମୋଚିତ ହୋଇଯାଇଛି। ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସାମଗ୍ରିକ ଭାବେ ଉକ୍ତ ପୁସ୍ତକକୁ ଉନ୍ମୋଚିତ କରି କବିତାପାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?