ଆମ ଜିଲା ଖବର

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି କରାଯାଇଛି। ଜାରି କଟକଣାରେ ଅନୁଗୋଳ ଅଧୀନ ଜଙ୍ଗଲରେ ବଣଭୋଜି କିମ୍ବା ସାମାଜିକ ସମାବେଶ…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ ଛାତ୍ରୀଙ୍କୁ ଜାନୁଆରୀ ୧୪ ତାରିଖରେ ଗଣବଳାତ୍କାର କରାଯାଇଥିବା ନେଇ ଛାତ୍ରୀଜଣକ ତାଙ୍କ ମା’ଙ୍କୁ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ରାମଚନ୍ଦ୍ର ବିଷୋୟୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ପ୍ରଧାନାଚାର୍ଯ୍ୟ ଭଗବତୀ…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ ହଲଠାରେ ଅନୁଷ୍ଠିତ ହୋଇଥିଲା।ବିଡିିଓ ଅଚ୍ୟୁତାନନ୍ଦ ଯାନୀ ଏହାର ଶୁଭାରମ୍ଭ କରିଥିଲେ। ଶକ୍ତିଶିଖା ନାମକ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ ୧୦୧୩ କୋଟି ଟଙ୍କା ବ୍ୟୟରେ ସରକାର ଏକ ବୃହତ ଡ୍ୟାମ୍‌ ନିର୍ମାଣ ଯୋଜନା…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ ଆଗାମୀ ଦିନରେ ବିଦ୍ୟୁତ୍‌ ଟିକସ ବୃଦ୍ଧି କରିବ। ତେଣୁ ଏହାକୁ ବିରୋଧ କରି…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। କେନ୍ଦୁଝର ଜିଲା ଘସିପୁରା ଥାନା ଦେଓଗାଁ ପଞ୍ଚାୟତ ଡିହସାହି ଗାଁର ବିପିନ ପରିଡ଼ାଙ୍କୁ…

ନାବାଳିକାଙ୍କୁ ଗର୍ଭବତୀ କରିଥିଲେ ୭୦ ବର୍ଷର ବୃଦ୍ଧ: ମା’ ହେବା ପରେ ସିଲ୍‌ ହେଲା ଲକ୍ଷ୍ମୀ ହସ୍ପିଟାଲ

ଯାଜପୁରରୋଡ଼/ଧର୍ମଶାଳା,୨୧।୨(ପବିତ୍ର ରଞ୍ଜନ ମହାନ୍ତି/ଶିବ ପ୍ରସାଦ ମହାନ୍ତି): ନାବାଳିକା ପ୍ରସବ ଘଟଣାରେ ଜିଲା ପ୍ରଶାସନ ପକ୍ଷରୁ ଯାଜପୁର ରୋଡସ୍ଥିତ ଲକ୍ଷ୍ମୀ ହସ୍ପିଟାଲକୁ ଶନିବାର ସିଲ୍‌ କରାଯାଇଛି । ଏହା ପୂର୍ବରୁ ଲକ୍ଷ୍ମୀ ହସ୍ପିଟାଲର ମାଲିକ ଏବଂ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି ଶନିବାର ଅପରାହ୍ନରେ ପୁରୁଣା କଟକ ବଙ୍କ କଲୋନୀରେ ବାଣ ବିସ୍ଫୋରଣ ଘଟିଥିଲା। ବାଣ…

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍‌ ଆସି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ତାଳଚେର ଅଞ୍ଚଳର ଅମିତ ସାହୁ,ବିସ୍ମୟ ଦାସ ଏବଂ ଅନୁଗୋଳ ଅଞ୍ଚଳର ଗୋପାଳ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍‌ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?