ଆମ ଜିଲା ଖବର

ଅଦିନିଆ ବର୍ଷାରେ ଯୋଡା ବେହାଲ

ଯୋଡ଼ା, ୯।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଅଦିନିଆ ବର୍ଷା ଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯୋଡା ସହରରେ ଥିବା ପିଚୁ ରାସ୍ତା ଉପରେ କାଦୁଅର ଆସ୍ତରଣ ଚକୋଲେଟ୍‌ର ଭ୍ରମ ସୃଷ୍ଟି କରୁଛି । ଏହା ସହିତ…

ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଏଚ୍‌ଆର୍‌ସି ନିକଟରେ ଫେରାଦ ହେବ ରାଷ୍ଟ୍ରୀୟ ପରିଷଦ

ଭଦ୍ରକ ଅଫିସ, ୯।୨- ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀ ଆତ୍ମହତ୍ୟା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପୋଲିସ ପକ୍ଷରୁ ଶୁକ୍ରବାର ରାତିରୁ ତଦନ୍ତ ଆରମ୍ଭ ହୋଇଥିଲେ ହେଁ ପୋଲିସ ନିଜ ଆଡୁ କାହିଁକି ଚୁପ୍‌ ରହିଥିଲା ସେ ନେଇ…

ସରୁନି ଅଙ୍ଗନୱାଡି ଗୃହ ନିର୍ମାଣ

ଭଦ୍ରକ ଅଫିସ,୯।୨- ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ୩ ରୁ ୬ବର୍ଷର ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଓ ଶିକ୍ଷା ପ୍ରତି ମନୋନିବେଶ କରି ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଣିବା ପାଇଁ ହୋଇଥିବା ଉଦ୍ୟମ ଏକପ୍ରକାର ଫସର ଫାଟିଛି। ପ୍ରାୟତଃ…

ମୟୂରଭଞ୍ଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ: କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

ବାରିପଦା ଅଫିସ, ୯।୨-ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଶନିବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ କରି ବିଭିନ୍ନ ସ୍ଥାନ ପରିଦର୍ଶନ ସହ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ସମନ୍ବିତ ଶିଶୁ ବିକାଶ…

ମନ୍ଥର ଗତିରେ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଜଳେଶ୍ୱର, ୯।୨(ସ୍ବ.ପ୍ର.)-ଦୁଇବର୍ଷ ପୂର୍ବେ ଆରମ୍ଭ ହୋଇଥିବା ବହୁ ପ୍ରତୀକ୍ଷିତ ବାଲେଶ୍ୱର ଜିଲାର ଚାଲନ୍ତି ରେଳ ଓଭରବ୍ରିଜ୍‌ର ଅବଧି ଆଉ ୬ମାସ ବାକି ଅଛି। ଏହାର ଏକ ଚତୁର୍ଥାଂଶ କାମ ସରିଥିବାରୁ ପ୍ରକଳ୍ପ କାମ ଶେଷ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି।…

ବିଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ: ୯ ବଖରା ଜଳିଗଲା, ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ

ଜଳେଶ୍ୱର/ବାଲିଆପାଳ, ବସ୍ତା, ୯।୨(ସ୍ବ.ପ୍ର)- ବାଲେଶ୍ୱର ଜିଲା ୩ଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ମୋଟ ୯ ବଖରା ଜଳିଯିବା ସହ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଜଳେଶ୍ୱର ବ୍ଲକ ଭଣ୍ଡାରୀପଲ୍ଲୀ ପଞ୍ଚାୟତ ଅସ୍ତଡ଼ିହା ଗାଁର ଶୁକ୍ରବାର ରାତିରେ ଅକସ୍ମାତ ଅଗ୍ନିକାଣ୍ଡ ଘଟି…

ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ,୮।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ସଚ୍ଚିଦାନନ୍ଦ…

ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ

ଜମନକିରା,୮।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦିଆଯାଇଥିବା ନେଇ ବାମରା ଡିଏଫ୍‌ଓ…

ନାଟକ ‘ଜାଣି ଅଜଣା’ ମାଧ୍ୟମରେ ସଚେତନତା ବାର୍ତ୍ତା

ରୂପ୍‌ସା, ୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲାସ୍ତରୀୟ ଆଶାକର୍ମୀ ଓ ଗାଁ କଲ୍ୟାଣ ସମିତି ସମାବେଶରେ ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆନୁକୂଲ୍ୟରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ ସଚେତନତା ଭିତ୍ତିକ ନାଟକ ‘ଜାଣି ଅଜଣା’ ମଞ୍ଚସ୍ଥ କରାଯାଇଛି। ଏହି ନାଟକ ମାଧ୍ୟମରେ…

ହାତୀ ଘଉଡ଼ାଇବା ବେଳେ ବାଣ ନିଆଁ କାଳ ହେଲା: ଜଳିଗଲା ଘର, ୪ ଗାଈ ଜୀବନ୍ତ ଦଗ୍ଧ

ଜଳେଶ୍ୱର, ୮।୨(ସ୍ବ.ପ୍ର.): ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ବାଣରେ ନିଆଁ ଲଗାଇ ହାତୀ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଉଥିବା ବେଳେ ନିଆଁ ଏକ ଘର ଉପରେ ପଡିଯାଇଥିଲା। ଘରଟି ସମ୍ପୂର୍ଣ୍ଣ ଜଳିଯିବାରୁ ତା’ ଭିତରେ…

କରୋନା ଭୟ: ବିଦେଶରୁ ଫେରିଥିବା ୧୩ବ୍ୟକ୍ତିଙ୍କ ଡାକ୍ତରୀ ପରୀକ୍ଷା

ଭୋଗରାଇ, ୮।୨(ଡି.ଏନ.ଏ.): କରୋନା ଭାଇରାସ କାୟାବିସ୍ତାର କରି ଚାଲିଥିବା ବେଳେ ବିଦେଶରୁ ଫେରିଥିବା ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳର ୧୩ଜଣ ବ୍ୟକ୍ତିଙ୍କୁ ବିଭିନ୍ନ ବିମାନବନ୍ଦରରେ ଡାକ୍ତରୀ ପରୀକ୍ଷା କରାଯାଇଛି। ତେବେ ରାଜ୍ୟ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ବ୍ୟାପକ ସତର୍କ ଓ ପ୍ରତିଷେଧକ ନିମନ୍ତେ…

ଅଦିନିଆ ବର୍ଷା : ବ୍ୟାପକ ଫସଲ କ୍ଷୟକ୍ଷତି

ସିଂହପୁର,୮।୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ସିଂହପୁର ଅଞ୍ଚଳରେ ଅଦିନିଆ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତିନିଦିନ ହେଲା ଝିପିଝିପି ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ହାଡ଼ଭଙ୍ଗା ଶୀତ ଲୋକଙ୍କୁ କାଳ ସାଜିଛି। ଫଳରେ ଲୋକେ କୋହଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?