ଆମ ଜିଲା ଖବର

ଅଦିନିଆ ବର୍ଷା : ବ୍ୟାପକ ଫସଲ କ୍ଷୟକ୍ଷତି

ସିଂହପୁର,୮।୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ସିଂହପୁର ଅଞ୍ଚଳରେ ଅଦିନିଆ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତିନିଦିନ ହେଲା ଝିପିଝିପି ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ହାଡ଼ଭଙ୍ଗା ଶୀତ ଲୋକଙ୍କୁ କାଳ ସାଜିଛି। ଫଳରେ ଲୋକେ କୋହଲା…

ଆବାସ ନିର୍ମାଣ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୮।୨(ଡି.ଏନ.ଏ.): ଭଦ୍ରକ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ, ଭଣ୍ଡାରିପୋଖରୀ ବିଡିଓ ବନମାଳି ତରାଇ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ମିଶ୍ର ଶନିବାର ଭଣ୍ଡାରିପୋଖରୀ ବ୍ଲକ ଅଧୀନ ସାନଶାସନ ପଞ୍ଚାୟତର ବାହାଦୁଲନଗର, ବିମ୍ବଳବର ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ…

ପ୍ରାଣୀ ଚିକିତ୍ସାଳୟ ପୁନଃ କାର୍ଯ୍ୟକ୍ଷମ ଲାଗି ଜିଲାପାଳ, ବିଧାୟକଙ୍କୁ ଦାବି

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ମୂଷାନାଳଠାରେ ଭଗ୍ନ ଅବସ୍ଥାରେ ପଡି ରହିଥିବା ପ୍ରାଣୀ ଚିକିତ୍ସାଳୟକୁ ପୁନର୍ବାର ଚାଲୁ ପାଇଁ ମୂଷାନାଳ ଗ୍ରାମବାସୀ ଜିଲାପାଳଙ୍କୁ ଦାବି କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଆଜକୁ ପ୍ରାୟ ୧୫ ବର୍ଷ ହେବ…

ଇପିଏଫ୍‌ ପେନସନର ଆସୋସିଏଶନ୍‌ର କଳାହାଣ୍ଡି ଜିଲା ପ୍ରଶାସନକୁ ଦାବିପତ୍ର

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): ଅଲ୍‌ ଓଡ଼ିଶା ଇପିଏଫ୍‌ ପେନ୍‌ସନର ଆସୋସିଏଶନ୍‌ କଳାହାଣ୍ଡି ଶାଖା ପକ୍ଷରୁ ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶନିବାର ଜିଲା ପ୍ରଶାସନକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମାସିକ ସର୍ବନିମ୍ନ ପେନ୍‌ସନ ୯ ହଜାର ଟଙ୍କା, ମହଙ୍ଗା ଭତ୍ତା, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ଦୁର୍ଗମ ଅଞ୍ଚଳରେ ମୋବାଇଲ ଟାୱାର ପ୍ରତିଷ୍ଠା ପାଇଁ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଲେ ଜିଲାପାଳ

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌, ଏୟାରଟେଲ ଏବଂ ଜିଓ ନେଟ୍‌ଓ୍ବର୍କ ଲାଗି ଟାୱାର ପ୍ରତିଷ୍ଠା ପାଇଁ ଜିଲାପାଳ ଡ. ଗାଭିଲ ପରାଗ ହର୍ଷଦ ସଂପୃକ୍ତ ମୋବାଇଲ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଥିବା ଜଣାପଡ଼ିଛି। ଜିଲାପାଳ ବିଏସ୍‌ଏନ୍‌ଏଲ୍‌ ଭବାନୀପାଟଣାସ୍ଥିତ ଟିଡିଏମ୍‌,…

ସୂଚନା ଅଧିକାର କର୍ମୀ ରଞ୍ଜନଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ପିସିସି

ମାର୍ଶାଘାଇ,୮।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିକପୁର ଗ୍ରାମର ସୂଚନା ଅଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ୍ୟୁକୁ ନେଇ ଶନିବାର ମାଣିକପୁର ଗ୍ରାମରେ ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ଏକ ପ୍ରତିନିଧି ଦଳ ପହଞ୍ଚିଥିଲେ। ଗତ ୧ ତାରିଖ ସକାଳୁ…

ବୈତରଣୀ ଚଉପଦି ଘାଟିରୁ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇ ମୃତଦେହ ଉଦ୍ଧାର

ପାଟଣା/ଚମ୍ପୁଆ,୮।୨(ସ୍ବ.ପ୍ର/ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପଦି ଘାଟିରେ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଶନିବାର ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ଉଦ୍ଧାର ମୃତଦେହ ଦୁଇଟି ଜଣେ ଯୁବକ ଓ ଜଣେ ମହିଳାଙ୍କର ବୋଲି…

ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ୫ଟି ଉପରେ କଲେ ସମୀକ୍ଷା

ବ୍ରହ୍ମପୁର ଅଫିସ,୮।୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ ସମ୍ମିଳନୀ କକ୍ଷରେ ୫ଟି ପୋଲିସ ଜିଲାର ଏସ୍‌ପିଙ୍କୁ ନେଇ ସମୀକ୍ଷା କରିଛନ୍ତି। ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜର ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବା…

ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଶିକ୍ଷକ ଗିରଫ

କର୍ଲାମୁଣ୍ଡା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲସ୍ଥିତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ଜଣେ ନକଲି ଶିକ୍ଷକଙ୍କୁ ଗିରଫ କରାଯାଇଛି। ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏହି ଘଟଣା ବ୍ଲକରେ ଚର୍ଚ୍ଚାର…

ଦାରିଙ୍ଗବାଡ଼ିରେ ପଥରଖୋଲରୁ ବାହାରୁଛି ଡିଜେଲ: ବୋତଲ, ଜାର୍‌ ଧରି ଲୋକଙ୍କ ଭିଡ଼

ଦାରିଙ୍ଗବାଡ଼ି,୮।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ୍ୟ। ଏକ ଚାଷ ଜମିରେ ଥିବା ପଥରଖୋଲ ମଧ୍ୟରୁ ସ୍ବତଃପ୍ରବୃତ୍ତ ପାଣି…

ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍‌ଆଇ ନିଲମ୍ବିତ

ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍‌ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ତାଙ୍କୁ ନିଲମ୍ବନ କରିଛନ୍ତି । ସୂଚନାଯୋଗ୍ୟ, ବୁଢ଼ାରଜା ଅଞ୍ଚଳରେ…

ଏବେ ବି ଆକାଂକ୍ଷୀ

ସ୍ବାଧୀନତାର ୭୩ ବର୍ଷ ପରେ ବି ବଲାଙ୍ଗୀର ଜିଲା ଅନଗ୍ରସର ଜିଲା ମାନଚିତ୍ରରୁ ମୁକୁଳି ନାହିଁ। ବିଭିନ୍ନ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିକାଶ ମାନକରେ ବଲାଙ୍ଗୀର ଜିଲାର ଅନଗ୍ରସରତା ସ୍ପଷ୍ଟ ପ୍ରତିଫଳିତ ହୋଇଛି। ଅର୍ଥନୈତିକ ଅନଗ୍ରସରତା ଓ ଆଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?