ଆମ ଜିଲା ଖବର

ଦାରିଙ୍ଗବାଡ଼ିରେ ପଥରଖୋଲରୁ ବାହାରୁଛି ଡିଜେଲ: ବୋତଲ, ଜାର୍‌ ଧରି ଲୋକଙ୍କ ଭିଡ଼

ଦାରିଙ୍ଗବାଡ଼ି,୮।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ୍ୟ। ଏକ ଚାଷ ଜମିରେ ଥିବା ପଥରଖୋଲ ମଧ୍ୟରୁ ସ୍ବତଃପ୍ରବୃତ୍ତ ପାଣି…

ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍‌ଆଇ ନିଲମ୍ବିତ

ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍‌ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ତାଙ୍କୁ ନିଲମ୍ବନ କରିଛନ୍ତି । ସୂଚନାଯୋଗ୍ୟ, ବୁଢ଼ାରଜା ଅଞ୍ଚଳରେ…

ଏବେ ବି ଆକାଂକ୍ଷୀ

ସ୍ବାଧୀନତାର ୭୩ ବର୍ଷ ପରେ ବି ବଲାଙ୍ଗୀର ଜିଲା ଅନଗ୍ରସର ଜିଲା ମାନଚିତ୍ରରୁ ମୁକୁଳି ନାହିଁ। ବିଭିନ୍ନ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିକାଶ ମାନକରେ ବଲାଙ୍ଗୀର ଜିଲାର ଅନଗ୍ରସରତା ସ୍ପଷ୍ଟ ପ୍ରତିଫଳିତ ହୋଇଛି। ଅର୍ଥନୈତିକ ଅନଗ୍ରସରତା ଓ ଆଞ୍ଚଳିକ…

କରୋନା: ଆଉ ଜଣଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୮ା୨: କରୋନା ଭୂତାଣୁ ସନ୍ଦେହରେ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଜଗତ୍‌ସିଂହପୁର ଅଞ୍ଚଳର ଛାତ୍ରୀଙ୍କ ରିପୋର୍ଟ ଶୁକ୍ରବାର ଆସିଛି। ତାଙ୍କ ରିପୋର୍ଟ ନେଗେଟିଭ୍‌ ରହିଛି। ଫଳରେ ଓଡ଼ିଶା କରୋନା ଭୟ ଦୂର ହେବାରେ ଲାଗିଛି। ଉକ୍ତ ଛାତ୍ରୀଙ୍କୁ ଖୁବ୍‌ଶୀଘ୍ର…

ପ୍ରଜାପତିରେ ଶ୍ରୀଜଗନ୍ନାଥ

ଗୋପ,୮ା୨(ଡି.ଏନ୍‌.ଏ.): ଗୋପ ବଜାରସ୍ଥିତ ଏକ ଜଳଖିଆ ଦୋକାନରେ ଶୁକ୍ରବାର ବିରଳ ପ୍ରଜାପତି ଦେଖିବାକୁ ମିଳିଛି। ପ୍ରଜାପତିଟି ଦେଖିବାକୁ ଖଇରିଆ ରଙ୍ଗର ହୋଇଥିବାବେଳେ ପ୍ରଜାପତି ମୁଣ୍ଡରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆକୃତିର ଛବି ଦେଖିବାକୁ ମିଳିଛି। ଏହାକୁ ଦେଖିବା ଲାଗି ଲୋକଙ୍କ ଭିଡ଼ ଜମୁଛି।…

ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ,୮ା୨ (ଡି.ଏନ୍‌.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ଶୁକ୍ରବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଏହି ଥାନା ଅଧୀନ ହଳଦୀପଡ଼ିଆ ବସ୍ତିରେ ରହୁଥିବା ବେଣୁଧର ଦାସ। ତାଙ୍କ ଠାରୁ ୮ଗ୍ରାମ ବ୍ରାଉନସୁଗାର…

ମହଙ୍ଗା ପଡିଲା ନାବାଳକଙ୍କୁ ଗାଡିଚାଳନା

ଭଦ୍ରକ ଅଫିସ,୮।୨: ଭଦ୍ରକରେ ଜଣେ ନାବାଳକଙ୍କୁ ଗାଡି ଚଳାଇବା ମହଙ୍ଗା ପଡିଛି। ଭଣ୍ଡାରିପୋଖରୀ ରାଣୀଗଡିଆ ନିକଟରେ ଆରଟିଓ ପକ୍ଷରୁ ତାଙ୍କ ନାଁରେ ୪୨,୫୦୦ଟଙ୍କା ଜରିମାନା କରାଯାଇଛି। ଗାଡ଼ିର କାଗଜ ପତ୍ର ନ ଥିବା ବେଳେ ନାବାଳକ ଜଣକ ହେଲ୍‌ମେଟ ପିନ୍ଧି ନ…

ଗଛରେ ପିଟି ହେଲା ଆମ୍ବୁଲାନ୍ସ: ଡ୍ରାଇଭର ଗୁରୁତର

ସଜନାଗଡ଼, ୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଅନ୍ତର୍ଗତ ସେରଗଡ ଉଦଳା ରାସ୍ତା ୧୯ନଂ ରାଜ୍ୟ ରାଜପଥ ଆମ୍ବୁଡିହା ପେଟ୍ରୋଲ ପମ୍ପ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ଅନ୍ୟ ୨ଜଣ ମଧ୍ୟ ଗୁରୁତର ଆହତ…

ବୁଧବାରିଆ କମିଟି ବାଟବଣା

ପୁରୀ ଅଫିସ, ୮ା୨: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ଲାଗି ଅନେକ ନିଷ୍ପତ୍ତି ନିଆଯାଉଛି। ପରବର୍ତ୍ତୀ ସମୟରେ ଏହା କେତେଦୂର କାର୍ଯ୍ୟକାରୀ କରୁଛି ତାହା ଉପରେ କେହି ଗୁରୁତ୍ୱ ଦେଉନାହାନ୍ତି। ଫଳରେ ଏକାଧିକ ନିଷ୍ପତ୍ତି ବାଟବଣା ହୋଇଯାଉଛି। ଏମିତି ଏକ…

ଭଙ୍ଗାଗଲା ମଣିପୁର ଭବନ

ପୁରୀ ଅଫିସ, ୮ା୨: ଶ୍ରୀମନ୍ଦିର ଚୌହଦିରୁ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଏପ୍ରିଲ ସୁଦ୍ଧା ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ନକ୍ସା ଚୂଡ଼ାନ୍ତ ହେବାକୁ ରହିଛି। ତେଣୁ ଏହାକୁ ନଜରରେ ରଖି ଉଚ୍ଛେଦ କାର୍ଯ୍ୟକୁ ତ୍ୱରାନ୍ବିତ କରିଛି ଜିଲା ପ୍ରଶାସନ। ବର୍ଷା ସତ୍ତ୍ବେ…

ପ୍ରସ୍ତାବିତ ୫୫ ନଂ. ଜାତୀୟ ରାଜପଥ ସମ୍ପର୍କିତ ସମୀକ୍ଷା ବୈଠକ: ଏପ୍ରିଲରୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ୍‌, ୮।୨: ୨୦୧୭ରେ ୫୫ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌) ସମ୍ପ୍ରସାରଣ ପାଇଁ ଘୋଷଣା ହୋଇଥିଲା। ଏଥିରେ ଜଗତ୍‌ସିଂହପୁର ଜିଲାର ୭୮.୩୫ କିଲୋମିଟର ଅନ୍ତର୍ଭୁକ୍ତ କରାଯାଇଛି। ତେବେ ମାର୍ଚ୍ଚ ସୁଦ୍ଧା ଲାଇନ୍‌ ବିଭାଗଗୁଡିକ ପ୍ରସ୍ତାବିତ ରାଜପଥ ଜମିରୁ ଗଛ, ବିଦ୍ୟୁତ୍‌…

ଏ.କେ. ବୋଷ ହେଲେ ପାରାଦୀପ ବନ୍ଦର ଉପାଧ୍ୟକ୍ଷ

ପାରାଦୀପ, ୮।୨ (ସ୍ବ.ପ୍ର.): ଗତ ୪ବର୍ଷ ହେଲା ପାରାଦୀପ ବନ୍ଦର ଉପାଧ୍ୟକ୍ଷ ପଦବୀ ଖାଲି ପଡ଼ିଥିବା ବେଳେ ଶୁକ୍ରବାର ଆଶିଷ କୁମାର ବୋଷ ଉପାଧ୍ୟକ୍ଷ ଭାବେ ଯୋଗଦେଇଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇ ପୋର୍ଟର ଟ୍ରାଫିକ ମ୍ୟାନେଜର ଥିଲେ। ୧୯୮୬ରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?