ଆମ ଜିଲା ଖବର

ଅଲେଖ ମହିମା ଧ୍ୱନିରେ ପ୍ରକମ୍ପିତ ଯୋରନ୍ଦା

ଢେଙ୍କାନାଳ ଅଫିସ, ୮।୨ – ମନରେ ନ ଥିଲା ବର୍ଷା ଭୟ। ଖାତିର ନ ଥିଲା କୋହଲା ପାଗକୁ। ଶୂନ୍ୟପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣର ଭାବ ନେଇ ଏକାଠି ହୋଇଥିଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ଅଲେଖ ମହିମା ଧ୍ୱନିରେ ଫାଟି ପଡୁଥିଲା ସମଗ୍ର…

୩୧ କେନ୍ଦ୍ର ସମ୍ବେଦନଶୀଳ

ଅନୁଗୋଳ ଅଫିସ, ୮।୨ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଜିଲାରେ ଚଳିତ ବର୍ଷ ମୋଟ ୧୭ ହଜାର ୪୯୨ ଜଣ ପରୀକ୍ଷାର୍ଥୀ…

‘ଖୁସି’ ଯୋଜନା ଦିଗହରା

ଅନୁଗୋଳ ଅଫିସ୍‌, ୮।୨ – ଅନୁଗୋଳ ଜିଲାରେ ଦିଗହରା ହୋଇଯାଇଛି ସରକାରଙ୍କ ‘ଖୁସି’ ଯୋଜନା। ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କିଣାଯାଇଥିବା ସାନିଟାରି ନାପକିନ ଜିଲା ମୁଖ୍ୟ ଚିକିତ୍ସାଳୟରେ ପଡ଼ି ପଡ଼ି ନଷ୍ଟ ହୋଇଯାଇଛି। କାହିଁକି ଏହାର ଯତ୍ନ ନିଆଗଲା ନାହିଁ…

ମାନ୍ୟତା ପାଇଁ ମୂଲ୍ୟାଙ୍କନ

ଢେଙ୍କାନାଳ ଅଫିସ, ୮।୨ – ବଦଳିବ କପିଳାସ ଜୁ’ର ମାଷ୍ଟର ପ୍ଲାନ। ଏଥିପାଇଁ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ କରାଯିବ ଲେ-ଆଉଟ୍‌। ଥିମ୍‌ ଅନୁଯାୟୀ ରହିବେ ଜଙ୍ଗଲୀ ଜନ୍ତୁ। ଅପରିଷ୍କାର ପରିବେଶରୁ ଚିଡ଼ିଆଖାନାକୁ ମୁକ୍ତ କରାଯିବ। ସଫାସୁତରା ଉପରେ ଦିଆଯିବ ସ୍ବତନ୍ତ୍ର ଦୃଷ୍ଟି।…

ସିସିଟିଭି ନଜରରେ ରହିବ ଫୁଲବାଣୀ ସହର

ଫୁଲବାଣୀ ଅଫିସ, ୮ା୨ -ଏଥର ସାବାଡ ହେବେ ଦ୍ରୁତଗତିରେ ଗାଡି ଚଳାଉଥିବା ଚାଳକ। ବ୍ୟାଙ୍କ ସମ୍ମୁଖ ସମେତ ସହରର ବିଭିନ୍ନ ସ୍ଥାନରେ ଚୋରି ଏବଂ ଛିନ୍‌ତାଇ କରି ଖସି ଯାଉଥିବା ଅପରାଧୀ ଆଉ ଖସିବା ସମ୍ଭବ ହେବ ନାହିଁ । କାରଣ…

ସହଯୋଗ ବିନା ଉନ୍ନୟନମୂଳକ କାର୍ଯ୍ୟ ଅସମ୍ଭବ

ଫୁଲବାଣୀ ଅଫିସ, ୮ା୨-ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟିର ପ୍ରଥମ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ଅଙ୍ଗଦ କହଁର ଏଥିରେ ଅଧ୍ୟକ୍ଷତା କରି ବିଭିନ୍ନ ବିଭାଗୀୟ ପଦାଧିକାରୀଙ୍କ ବିନା ସହଯୋଗରେ ସରକାରଙ୍କ କୌଣସି…

ଓପନ୍‌ ମ୍ୟୁଜିୟମରେ ୨୦ ସ୍କ୍ରାପ୍‌ କଳାକୃତି

ବ୍ରହ୍ମପୁର ଅଫିସ,୮ା୨-ଦକ୍ଷତା ବିକାଶରେ ବ୍ରହ୍ମପୁର ଆଇଟିଆଇ ସାରା ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହା ରାଜ୍ୟର ଅନ୍ୟ ଆଇଟିଆଇ ଓ ବୈଷୟିକ ଅନୁଷ୍ଠାନ ପାଇଁ ଦକ୍ଷତା ବିକାଶର ସ୍ବାଭିମାନ, ଆଦର୍ଶର ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛି ବୋଲି ରାଜ୍ୟ…

ଚିହ୍ନଟ ୪ଗାଁର ବିସ୍ଥାପିତଙ୍କ ସହ ଆଲୋଚନା

ଦିଗପହଣ୍ଡି,୮ା୨(ଡି.ଏନ୍‌.ଏ.)-ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ଛେଳିଗଡ଼ ଗ୍ରାମ ନିକଟରେ ଏକ ବୃହତ ଜଳସେଚନ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ୧୯୯୯ ମସିହାରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ୨୦୦୪ରେ ଏହି ପ୍ରକଳ୍ପ ସ୍ବୀକୃତି ପାଇବା ପରେ…

ପୀଠକୁ ବଢ଼ିଲା ବସ୍‌ ଭଡ଼ା, ଭୋଜି କଲେ ଫି ଆଦାୟ

ଛତ୍ରପୁର,୮ା୨(ଡି.ଏନ.ଏ)-ଗଞ୍ଜାମ ଜିଲାର ଆରାଧ୍ୟା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ । ଚଳିତବର୍ଷ ୫…

ଆଟେଣ୍ଡାଣ୍ଟଙ୍କ ଦ୍ୱାରା ଚାଲିଛି ପ୍ରାଣୀ ଚିକିତ୍ସା

ଗୋପାଳପୁର,୮ା୨-କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଅନେକ ଯୋଜନା ପ୍ରଣୟନ କରୁଛନ୍ତି। ବଜେଟରେ ମଧ୍ୟ କୃଷକଙ୍କ ବିକାଶ ପାଇଁ ଲୋକାଭିମୁଖୀ ଯୋଜନା ମାଧ୍ୟମରେ ବ୍ୟୟ ଅଟକଳ କରୁଛନ୍ତି। ଚାଷୀମାନଙ୍କ ନିମନ୍ତେ ରିହାତିରେ ଋଣ ପ୍ରଦାନ ବ୍ୟବସ୍ଥା…

ପରମେଶ୍ୱରଙ୍କୁ ମିଳୁନି ବାର୍ଦ୍ଧକ୍ୟ ଭତ୍ତା

ରାଇସୁଅଁ।, ୮।୨ (ଡି.ଏନ.ଏ.)-ସରକାର ଗରିବ, ଅସହାୟ, ନିରାଶ୍ରୟଙ୍କ ଥଇଥାନ ପାଇଁ ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର ପଞ୍ଚାୟତ କାର୍ଯ୍ୟାଳୟର ଖାମଖିଆଲି ମନୋଭାବ ଏବଂ ଜିଲାପ୍ରଶାସନର ଆନ୍ତରିକତାର ଅଭାବ ଯୋଗୁ ସରକାରଙ୍କ ବହୁ ଜନକଲ୍ୟାଣ ଯୋଜନାର ସୁଫଳ ଯୋଗ୍ୟହିତାଧିକାରୀଙ୍କ ନିକଟରେ ପହଞ୍ଚି…

ପ୍ରୋ-ମିନେରାଲ କାରଖାନା ଚାଲୁ କରିବାକୁ ଦାବି: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ପଞ୍ଚାୟତବାସୀ

ଝୁମ୍ପୁରା, ୮ା୨(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ବସନ୍ତପୁର ପଞ୍ଚାୟତରେ ଅବସ୍ଥିତ ପ୍ରୋ-ମିନେରାଲ କାରଖାନା ଚଳାଇବାକୁ ବସନ୍ତପୁର, ନୟାଗଡ ଏବଂ ମଲଦା ପଞ୍ଚାୟତବାସୀ ଦାବି କରିଛନ୍ତି। ପଞ୍ଚାୟତବାସୀଙ୍କ ଜୀବନଜୀବିକା କଥାକୁ ଚିନ୍ତା କରି ପଦକ୍ଷେପ ନେବାକୁ ପଞ୍ଚାୟତବାସୀଙ୍କ ପକ୍ଷରୁ ଗିରିଧାରୀ ବେହେରା, ଦାସ ମହାକୁଡ, ବିପିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?