କଲ୍ୟାଣ ମଣ୍ଡପରୁ ମୃତଦେହ ଉଦ୍ଧାର
ହିିଞ୍ଜିଳିକାଟୁ,୨ା୧୧: ହିିଞ୍ଜିଳିକାଟୁ ପୌରାଞ୍ଚଳ ନୂଆଁଗଡ଼ ଶିବ ମନ୍ଦିର ନିକଟରେ ନିର୍ମାଣାଧୀନ ବାପୁଜୀ କଲ୍ୟାଣ ମଣ୍ଡପରୁ ଶନିବାର ପୋଲିସ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବି ଗୌଡୁଣୀ ଗଁାର ରାଜୁ ପ୍ରଧାନ (୨୨)।…
କଳାପଟାରେ ଅଙ୍କ କଷି ନ ପାରିବାରୁ ଛାତ୍ରୀଙ୍କୁ ଦଣ୍ଡ : ଶିକ୍ଷକଙ୍କୁ ନିଲମ୍ବନ କଲେ ବିଇଓ, ଥାନାରେ ମାମଲା
ଔପଦା,୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ପଣ୍ଡୁଆ ପ୍ରାଥମିକ ବିଦ୍ୟାଳୟର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ କଳାପଟାରେ ଅଙ୍କ କଷି ନ ପାରିବାରୁ ସହକାରୀ ଶିକ୍ଷକ ତାଙ୍କୁ ଦଣ୍ଡବିଧାନ କରିଥିଲେ। ପରିଣାମସ୍ବରୂପ ଉକ୍ତ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବନ ହେବାକୁ…
ଜିଲାପରିଷଦ ଉପନିର୍ବାଚନ : ବିଜେଡିରୁ ୨, ଭାଜପାରୁ ୪ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ
କୋରାପୁଟ,୨।୧୧(ସ୍ବ.ପ୍ର.) : ଚଳିତମାସ ୨୭ ତାରିଖରେ ହେବାକୁ ଥିବା କୋରାପୁଟ ଜିଲା ଦଶମନ୍ତପୁରର ୧ନଂ. ଜୋନ୍ ଏବଂ ପଟ୍ଟାଙ୍ଗି ବ୍ଲକର ୧ନଂ. ଜୋନ୍ରେ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଶନିବାର ଶାସକ ବିଜେଡି ପକ୍ଷରୁ ୨ଜଣ ପ୍ରାର୍ଥୀ ଓ ଭାଜପା ପକ୍ଷରୁ…
ବାପା, ପୁଅଙ୍କୁ ହତ୍ୟା : ଥାନାରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ
ମାଲକାନଗିରି,୨।୧୧(ଡି.ଏନ୍.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଉଦୁଲିବେଡ଼ା ଗ୍ରାମର ପିତା-ପୁତ୍ରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଉଦୁଲିବେଡ଼ା ଗ୍ରାମର ନିଳେନ୍ଦ୍ର ଖିଲ ଓ ବାପା ସୁଦନ ଖିଲ ଶୁକ୍ରବାର ରାତିରେ ଘରକୁ ଫେରି ନ ଥିବାରୁ ନିଳେନ୍ଦ୍ରଙ୍କ ସ୍ତ୍ରୀ ଡାଳିମ୍ବ…
ପ୍ରଧାନମନ୍ତ୍ରୀ ଆବାସ ଅନିୟମିତତା ନେଇ ତଦନ୍ତ
ତିହିଡ଼ି,୨।୧୧ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଜଣେ ଯୁବତୀଙ୍କୁ ବିଧବା ଦର୍ଶାଇ ଯୋଜନାରେ ସାମିଲ କରାଯାଇଥିବା ଅଭିଯୋଗରେ ଦର୍ଶାଯାଇଥିଲା। ଏହି ଅଭିଯୋଗ କ୍ରମେ ଜିଲା ଅତିରିକ୍ତ…
ବାର୍ହା ଆକ୍ରମଣରେ ଚାଷୀ ଗୁରୁତର
ଖୋର୍ଦ୍ଧା ଅଫିସ,୨।୧୧ : ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଅରାଙ୍ଗ ଗାଁରେ ବସନ୍ତ ଶବର(୪୦) ବିଲକୁ ଯାଇଥିବାବେଳେ ଶନିବାର ପୂର୍ବାହ୍ନରେ ବାର୍ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟାବସ୍ଥା…
ଭାଲୁ ଆକ୍ରମଣ ବୃଦ୍ଧ ଗୁରୁତର
ଲଖନପୁର,୨।୧୧(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଭଇଁସାମୁଣ୍ଡା ଗ୍ରାମର ଜଣେ ବୃଦ୍ଧ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମନିଜର ବାରିକ(୬୫ ) । ସୂଚନାଯୋଗ୍ୟ, ମନିଜର ଗ୍ରାମ ନିକଟ ଜଙ୍ଗଲକୁ ଶନିବାର କାଠ ଆଣିବା ପାଇଁ ଯାଇଥିଲେ। ଏହି…
ସର୍ଭିସ୍ ରୋଡର ଶୋଚନୀୟ ଅବସ୍ଥା: ଅଟକିଲା ଅଗ୍ନିଶମ ବିଭାଗ ଗାଡ଼ି
ଆନନ୍ଦପୁର,୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୦ ନଂ ଜାତୀୟ ରାଜପଥର ବାଇଲୋ-ବାରିଗାଁ ଠାରେ ସର୍ଭିସ୍ ରୋଡର ଶୋଚନୀୟ ଅବସ୍ଥାର କରୁଣ ପରିଣତି ଶନିବାର ଦେଖିବାକୁ ମିଳିଛି। ମଧ୍ୟାହ୍ନ ସମୟରେ ବାଇଲୋ ଗ୍ରାମର ମଧୁସୂଦନ ପାଢୀଙ୍କ ଘରେ ବିଦ୍ୟୁତ୍ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା।…
ଅର୍ଥ ଲଗାଣକାରୀ ସଂସ୍ଥା ଏଜେଣ୍ଟଙ୍କଠାରୁ ୫ ଲକ୍ଷ ଲୁଟ୍
ଭବାନୀପାଟଣା,୨।୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବୋର୍ଡା ଫାଣ୍ଡି କାନ୍ଦୁଲଝର ଗାଁ ନିକଟରୁ ଅର୍ଥ ଲଗାଣକାରୀ ସଂସ୍ଥାର ଏଜେଣ୍ଟମାନଙ୍କଠାରୁ ୫ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟିନେଇ ଫେରାର୍ ହୋଇଯାଇଥିବା ନେଇ ବୋର୍ଡା…
ଟ୍ରେନ୍ ଇଞ୍ଜିନରୁ ଖସିଲା ବଗି, ଦୁଇ ଭାଗ ହେଲା ବିଶାଖା ଏକ୍ସପ୍ରେସ୍
ଖୋର୍ଦ୍ଧା ଅଫିସ,୨।୧୧: ଖାର୍ଦ୍ଧା ଜିଲା ବାଲୁଗାଁ ବଡ଼କୂଳ ରେଳକ୍ରସିଙ୍ଗ ପୂର୍ବରୁ ଭୁବନେଶ୍ୱରରୁ ସିକନ୍ଦରାବାଦ ଯାଉଥିବା ବିଶାଖା ଏକ୍ସପ୍ରେସ୍ ଶନିବାର ଦୁଇ ଭାଗ ହୋଇଯାଇଥିଲା। ଏହା ପୂର୍ବତନ ରେଳ କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି। ତେବେ ଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏଭଳି ପରିସ୍ଥିିତି…
ହିତାଧିକାରୀଙ୍କୁ ମିଳୁନି ଗୁହାଳ ନିର୍ମାଣ ଅର୍ଥ : ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ
କର୍ଲାମୁଣ୍ଡା,୨।୧୧(ଡି.ଏନ୍.ଏ) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତରେ ହିତାଧିକାରୀମାନେ କାର୍ଯ୍ୟାଦେଶ ପାଇ ଗୁହାଳ ନିର୍ମାଣ ଶେଷ କରିଥିଲେ ସୁଦ୍ଧା ଆଜିପର୍ଯ୍ୟନ୍ତ ସହାୟତା ରାଶି ପାଇ ନ ଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ବ୍ଲକର ସ.ମାଲପଡ଼ା ପଞ୍ଚାୟତରେ ଏମ୍ଜିଏନ୍ଆରଜିଏରେ…
ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର: ମନ୍ତ୍ରୀ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର। ଏନେଇ ଶନିବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଚ୍ଛିନ୍ନାଞ୍ଚଳ ଗସ୍ତ ପରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି, ଶିକ୍ଷକମାନେ ଯା’ ଆସ କରିବାରେ…
Archives


