ଆମ ଜିଲା ଖବର

ସଚ୍ଚୋଟତା ଏକ ଜୀବନଶୈଳୀ

ବରଗଡ଼ ଅଫିସ,୩୧।୧୦- ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଇଛି। ଏହି ଅବସରରେ ଅନୁଷ୍ଠିତ ସଚେତନତା ସଭାରେ ବରଗଡ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଏସ୍‌ପି ପଦ୍ମିନୀ ସାହୁ, ବରିଷ୍ଠ ଓକିଲ ଶଙ୍କର୍ଷଣ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଆମ୍ବୁଲାନ୍ସ ଅଟକ ରଖିଲେ ଗ୍ରାମବାସୀ

ଖଇରା,୩୧।୧୦(ଡି.ଏନ୍‌.ଏ.): ସିକନ୍ଦରାବାଦର ଏକ କେମିକାଲ କମ୍ପାନୀରେ କାର୍ଯ୍ୟ କରୁଥିବା ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ସଇଁ ଗ୍ରାମର ଶ୍ରୀଧର ମହାନ୍ତି(୪୩)ଙ୍କ ଦୁଇଦିନ ତଳେ ସେଠାରେ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। କମ୍ପାନୀର ଠିକାଦାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଶ୍ରୀଧରଙ୍କ ମୃତଦେହକୁ ସଂପୃକ୍ତ…

ଜାତୀୟ ଏକଦା ଦିବସରେ ଗଣଦୌଡ଼

ସଜନାଗଡ଼,୩୧।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳିର ଭାଜପା ପକ୍ଷରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୫ତମ ଜନ୍ମଦିବସ ପାଳିତ ହୋଇଯାଇଛି। ଏହି ଦିବସକୁ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଇଛି। ଏହି ଅବସରରେ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ…

ଆଣ୍ଡାମାନ ଫେରିଲେ ନାବିକ ଅମ୍ରିତ

ପୁରୀ ଅଫିସ, ୩୧ା୧୦: ସମୁଦ୍ର ମଧ୍ୟରେ ସାଥୀଙ୍କୁ ହରାଇବା ସହ ପଥ ହୁଡ଼ି ୫୭ଦିନ ଧରି ଜୀବନ ସହ ସଂଘର୍ଷ କରି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ଉପକୂଳରେ ପହଞ୍ଚିଥିବା ଆଣ୍ଡାମାନର ନାବିକ ଅମ୍ରିତ କୁଜୁର(୩୬) ନିଜ ଘରକୁ ଫେରିଯାଇଛନ୍ତି।…

୧୮ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଅଭିଯୋଗକାରୀ ସନ୍ତୋଷ ମାଷ୍ଟରମାଇଣ୍ଡ

କଟକ ଅଫିସ, ୩୧ା୧୦: କଟକ ଜିଲା ଖୁଣ୍ଟୁଣୀ ଥାନା ନିକଟରେ ମଙ୍ଗଳବାର ଘଟିଥିବା ୧୮ ଲକ୍ଷ ଟଙ୍କା ଲୁଟ୍‌ ଘଟାଣର ବୁଧବାର ପର୍ଦ୍ଦାଫାଶ ହୋଇଛି। କୌଣସି ଦୁର୍ବୃତ୍ତ ଏହି ଲୁଟ୍‌ରେ ସାମିଲ ନାହାନ୍ତି। ଟଙ୍କା ନେଇ ଯାଉଥିବା କର୍ମଚାରୀ ଜଣଙ୍କ ନିଜେ…

ଜଗଦ୍ଧାତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୩୧।୧୦: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଗୁରୁବାର ମା’ ଜଗଦ୍ଧାତ୍ରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କର ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ବାଘ ବାହନ ଥିବା ବେଳେ…

କଥାରେ ସୀମିତ ସ୍ବଚ୍ଛତା

ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍‌, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ ୫ମାସ ହେଲା ଗୁରୁତ୍ୱ ଦେଇଆସୁଛି ଜିଲା ପ୍ରଶାସନ। ସଭାସମିତି, ବୈଠକରେ ଅଧିକାରୀମାନେ ପ୍ଲାଷ୍ଟିକ୍‌ ବାରଣ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୩୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ମାରୁଢିପ ଗାଁରେ ଭାଲୁ ଆକ୍ରମଣରେ ଗୁରୁବାର ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣକ ହେଲେ ମାରୁଢିପ ଗାଁର ଅଚ୍ୟୁତ ମାଝି (୪୧)। ସୂଚନାଯୋଗ୍ୟ, ଉକ୍ତ ଗଁାର ଅଚ୍ୟୁତ ମାଝି…

ସୋଲଡ଼ାରେ ପ୍ରଶାସନ ପକ୍ଷରୁ ପଲ୍ଲିସଭା: ଧଉରାଗୋଠ ପ୍ରକଳ୍ପକୁ ଗ୍ରାମବାସୀଙ୍କ ବିରୋଧ

ବଇଣ୍ଡା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଧଉରାଗୋଠ ଗ୍ରାମରେ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପ ନିର୍ମାଣ ପୂର୍ବରୁ ଏହାକୁ ବିରୋଧ କରିଛନ୍ତି ସୋଲଡ଼ା ଗ୍ରାମବାସୀ। ଆଠମଲ୍ଲିକ ଉପଖଣ୍ଡ ପ୍ରଶାସନ ପକ୍ଷରୁ ବୁଧବାର ଏ ସମ୍ପର୍କିତ…

ବିଦ୍ୟାଳୟରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ରକ୍ତହୀନତାର ଶିକାର ୪୫

ବନ୍ତଳା, ୩୧ା୧୦(ଡି.ଏନ.ଏ.) – ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ୧୨ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣା ପରେ ବୁଧବାର ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଟିମ୍‌ ସ୍କୁଲକୁ ଯାଇ…

ରାଷ୍ଟ୍ରୀୟ ଭାବ୍‌ ମାନବିକତାର ଅସଲ ପରିଚଏ

ଲାଠୋର, ୩୧।୧୦(ଡି.ଏନ୍‌.ଏ.)- ଜାତି ଭିନ୍‌ ଭିନ୍‌ ମୁନୁଷ୍‌ ଏକ। ଭାଷା ଭିନ୍‌ ଭିନ୍‌ ସାହିତିଅ ଗୁଟେ। ରାଷ୍ଟ୍ରୀୟ ଭାବ୍‌ ହେଉଛେ ମାନବିକତାର ଅସଲ ପରିଚଏ। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଜାମଚୁଅଁାନେ ଅନୁଷ୍‌ଠିତ ଝରିଆ ଯାଦବ ସମାଜର ଗରିଗୋବର୍ଦ୍ଧନ ପୂଜାର ଉଦ୍‌ଯାପନୀ…

ଥାନାରେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ମାଡ଼

କଟକ ଅଫିସ,୩୧ା୧୦: ରାଜଧାନୀର ନନ୍ଦନକାନନ ଥାନାରେ ଜଣେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ୧୪ ଘଣ୍ଟାର ଅଟକ ପରେ କୌଣସି ପ୍ରମାଣ ନ ପାଇ ଶେଷରେ ସମ୍ପୃକ୍ତ ଅଟୋ ଚାଳକଙ୍କୁ ଛାଡି ଦେଇଛି। ସେ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri