ଆମ ଜିଲା ଖବର

ତାଳଚେର ବିଧାୟକଙ୍କ କ୍ୟାମ୍ପ ଅଫିସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିଗଲା ଗାଡ଼ି, ପୋଲିସର ତଦନ୍ତ ଆରମ୍ଭ

ତାଳଚେର, ୮।୧୨(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁର ସ୍ଥିତ କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଥିବା ଜଣାପଡ଼ିଛି। ଏଥିରେ ବିଧାୟକଙ୍କ ଫର୍‌ଚ୍ୟୁନର ଗାଡ଼ି ଓ ବିଜୁ ଯୁବ ବାହିନୀର ଏକ…

ଭୁଲ ତଥ୍ୟ ଦେଇ ବ୍ୟାଙ୍କରୁ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଋଣ ଉଠାଣ: ଜଣେ ଅଟକ

ବାସୁଦେବପୁର,୮।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଗୁଆଗଡ଼ିଆ ଗ୍ରାମର ଜଣେ ଏରୋନେଟିକ୍‌ ଇଞ୍ଜିନିୟର ଦୁଇଟି ବ୍ୟାଙ୍କରେ ଭୁଲ କାଗଜପତ୍ର ଦେଇ ଅନ୍ୟ ଜଣେ ଯୁବକଙ୍କ ନାମରେ ଆକାଉଣ୍ଟ ଖୋଲି ପ୍ରାୟ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଋଣ ଉଠାଣ…

ବାସୁଦେବପୁର ସୁନା ଦୋକାନରେ କର୍ନାଟକ ପୋଲିସର ଚଢ଼ାଉ: ବ୍ୟବସାୟୀ ଗିରଫ

ବାସୁଦେବପୁର,୮।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ଥାନା ଅନ୍ତର୍ଗତ ଇରମ ବଜାରରେ ଏକ ସୁନା ଦୋକାନ ଉପରେ କର୍ନାଟକ ପୋଲିସ ସ୍ଥାନୀୟ ପୋଲିସ ସହାୟତାରେ ଶନିବାର ଚଢ଼ାଉ କରି ଦୋକାନୀ ଦୁଲାଳ ସାହୁଙ୍କୁ ଗିରଫ କରିଛି। ତାଙ୍କ ଠାରୁ ପୋଲିସ ୫…

ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ ଉତ୍ସବ: ଯୋଗ ଦେଲେ ରାଷ୍ଟ୍ରପତି

ଖୋର୍ଦ୍ଧା ଅଫିସ,୮।୧୨: ଖୋର୍ଦ୍ଧା ବରୁଣେଇରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କରିବା ନେଇ ଆୟୋଜିତ କାର୍ଯ୍ୟକମରେ ସେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କ ବ୍ୟତିତ ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ମୁଖ୍ୟମନ୍ତ୍ରୀ ନବୀନ…

ବ୍ଲକ ରୋଡ୍‌ରୁ ବାଇକ୍‌ ଚୋରି ଅଭିଯୋଗ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରୋଡ୍‌ରୁ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଚୋରି ଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ପାଇପ ମିସ୍ତ୍ରୀ କୁଟେଶ୍ବର ପ୍ରଧାନ ବ୍ଲକ ରୋଡ୍‌ରେ ଜଣେ ବ୍ୟକ୍ତିଙ୍କ ଘରେ ପାଣି ପାଇପ ମରାମତି କରିବା…

ଖ୍ରୀଷ୍ଟ କଲେଜ ପରିସରରେ କ୍ରିସ୍‌ମାସ କ୍ୟାରୋଲ ଉତ୍ସବ

କଟକ ଅଫିସ,୮।୧୨: କଟକସ୍ଥିତ ଖ୍ରୀଷ୍ଟ କଲେଜ ପରିସରରେ କ୍ରିସ୍‌ମାସ କ୍ୟାରୋଲ ଉତ୍ସବ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି କଟକ ଓଡ଼ିଆ ବାପ୍‌ଟିଷ୍ଟ ଚର୍ଚ୍ଚର ସଭାପତି ଲାଲମୋହନ ରାଉଳ କହିଥିଲେ, କଟକ ଭାଇଚାରା ସଂସ୍କୃତିରେ କ୍ୟାରେଲ ଉତ୍ସବ ଶାନ୍ତି ଓ…

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ: ଦୂର ହେଉନି ଅଧ୍ୟାପକ ସଙ୍କଟ, ୨୬୭ ପଦବୀରେ ଅଛନ୍ତି ୯୫

କଟକ ଅଫିସ,୮।୧୨: ରାଜ୍ୟର ଐତିହାସିକ ଶିକ୍ଷାନୁଷ୍ଠାନ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରୁ ଦୂରହେବା ନଁା ଧରୁନି ଅଧ୍ୟାପକ ସଙ୍କଟ। ଦୀର୍ଘବର୍ଷ ଧରି ଏହି ସମସ୍ୟା ଲାଗି ରହିଥିଲେ ମଧ୍ୟ ଏହାର ସ୍ଥାୟୀ ସମାଧାନ କରାଯାଉନାହିଁ। ଶୁକ୍ରବାର ଚଳିତବର୍ଷର ଶେଷ କାର୍ଯ୍ୟନିର୍ବାହୀ ବୈଠକ(ଇସି) ବିଶ୍ୱବିଦ୍ୟାଳୟ କୁଳପତିଙ୍କ…

ରବିବାର ହେଲେ ଖୋଜା ପଡ଼େ ‘ରୟାଲ କ୍ଲବ’

ସାମାଜିକ କାର୍ଯ୍ୟକଳାପ ସହ ଯୋଡ଼ି ହେଉଛନ୍ତି ଯୁବପିଢ଼ି। ଅଧିକରୁ ଅଧିକ ସଂଖ୍ୟାରେ ଯୁବଗୋଷ୍ଠୀ ଏବେ ନିଜକୁ ସମାଜସେବାରେ ସାମିଲ କରୁଥିବା ଦେଖିବାକୁ ମିଳିଲାଣି। ଫଳରେ ଦିନକୁ ଦିନ କ୍ଲବ ସଂଖ୍ୟା ବଢୁଛି। କେତେଜଣ ଯୁବକ ଏକତ୍ରିତ ହୋଇ ତିଆରି କରୁଛନ୍ତି କ୍ଲବ।…

ପରଲୋକରେ ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତି

ଭୁବନେଶ୍ୱର,୮।୧୨(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭାଗବତ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନିର୍ବାଚନମଣ୍ଡଳୀରୁ…

ଦେବକୁଣ୍ଡ ଯାଉଥିବା ବେଳେ ଟ୍ରକ୍‌କୁ ଧକ୍କା ଦେଲା ଟୁରିଷ୍ଟ ଭ୍ୟାନ୍‌: ୩ ପର୍ଯ୍ୟଟକ ମୃତ, ୧୫ ଗୁରୁତର

ବାଲେଶ୍ୱର ଅଫିସ,୮।୧୨: ବାଲେଶ୍ୱର ଜିଲା ସେରଗଡ଼ସ୍ଥିତ ଜଗନ୍ନାଥ ପେଟ୍ରୋଲ ପମ୍ପ ନିକଟରେ ରବିବାର ଭୋର ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପର୍ଯ୍ୟଟକ ଗାଡ଼ି ଟ୍ରକ୍‌କୁ ପଛରୁ ଧକ୍କା ଦେବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ଜଣ ଗୁରୁତର…

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା ବେଳେ ଆଶା କରାଯାଉଥିବା ଜାଡ଼ ନ ଥିବାରୁ ନିରାଶ ହୋଇଛନ୍ତି। ତେବେ ସେମାନେ ଡୁଲୁରୀ…

ଆରମ୍ଭ ହେଲା ‘ପୁରୀ ପଢ଼େ, ପୁରୀ ବଢ଼େ’ କାର୍ଯ୍ୟକ୍ରମ ବହି ହେଉଛି ବନ୍ଧୁ: ଚିତ୍ରା ଅରୁମୁଗମ୍‌

ପୁରୀ ଅଫିସ, ୮ା୧୨: ଆଗକୁ ଯିବାର ଏକମାତ୍ର ରାସ୍ତା ହେଉଛି ଶିକ୍ଷା। ଯାହା ପାଖରେ ଶିକ୍ଷା ଅଛି ତାଙ୍କୁ କେହି ଅଟକାଇ ପାରିବେ ନାହିଁ। ସ୍କୁଲ ଶିକ୍ଷା ଜଣଙ୍କ ପାଇଁ ପର୍ଯ୍ୟାପ୍ତ ନୁହେଁ। ସ୍କୁଲରେ ଯାହା ପଢା ହେଉଛି ତାହାକୁ ଭଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri