ଅଧିକାରୀଙ୍କ ଅନୁପସ୍ଥିତି ନେଇ ଅସନ୍ତୋଷ
ବଇଣ୍ଡା, ୬ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଭାଗୃହଠାରେ ବୁଧବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅତିଥିଭାବେ ସମ୍ବଲପୁର ଏମ୍ପିଙ୍କ ପ୍ରତିନିଧି ପରେଶ ଦେଓ, ବିଡିଓ ଅମୃତା ପ୍ରିୟମ୍ବଦା,…
ତେଲେଙ୍ଗାନାରେ ବଁଧା ପଡ଼ିଛନ୍ ୧୮ ଦାଦନ ଶ୍ରମିକ
ପର୍ଲା, ୬।୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଦଣ୍ଡପାଟ ଅଂଚଲରେ ଦିନୁଦିନ୍କେ ଦାଦନ ସମସିଆ ବଢ଼ତେଲ ଯାଉଛେ। ଦାଦନ ସମସିଆର ସଂଗେ ଯୁଝବାର ଲାଗି ସରକାର ଅନେକ ଯୋଜନା କାଯ୍କାରୀ କରୁଥିଲେ ବି କିଛି କାମ୍ ନାଇଁଦେବାର। ଶ୍ରମିକମାନେ ଟଁକା ଲୋଭ୍ରେ ଦାଦନ…
ଜିଲା ଭିଜିଲାନ୍ସ ଓ ମନିଟରିଂ କମିଟି ବୈଠକ
ଫୁଲବାଣୀ ଅଫିସ, ୬ା୨-ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଠ ଆଇନର ଜିଲାସ୍ତରୀୟ ଭିଜିଲାନ୍ସ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡା. ବୃନ୍ଦା ଡି ଏଥିରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଜିଲା ମଙ୍ଗଳ ଅଧିକାରୀ ଶେଷଦେବ ବେହେରା ଉପସ୍ଥିତ…
ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲା
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।, ୬।୨(ଡି.ଏନ୍.ଏ.)-ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ ହାତୀମୁଣ୍ଡାର ତାମାଙ୍ଗି ସରକାରୀ ଉଚ୍ଚ ବିଦ୍ୟାଳୟ ଫାଟକରେ ବୁଧବାର ତାଲା ପକାଇ ଆନ୍ଦୋଳନ ଚଳାଇଛନ୍ତି ଛାତ୍ରୀଛାତ୍ର ଓ ଅଭିଭାବକ। ଶିକ୍ଷକ ପଦବୀ ପୂରଣ ସହ ବିଦ୍ୟାଳୟରେ ଲାଗିରହିଥିବା ବିଭିନ୍ନ ସମସ୍ୟା ସମାଧାନ ଦାବିରେ ଧାରଣାରେ…
ବିଦ୍ୟୁତ୍ ଶୁଳ୍କ ବୃଦ୍ଧିକୁ ଗଞ୍ଜାମ କଂଗ୍ରେସର ବିରୋଧ
ବ୍ରହ୍ମପୁର ଅଫିସ,୬ା୨-ବିଜୁଳି ଶୁଳ୍କ ବୃଦ୍ଧି ପାଇଁ ବିତରକ ସଂସ୍ଥାଗୁଡ଼ିକ ଜୋରସର ପ୍ରୟାସ ଚଳାଇଛନ୍ତି। ସେଥିପାଇଁ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଗତ ସୋମବାରରୁ ଶୁଣାଣି ଆରମ୍ଭ କରିଛନ୍ତି। ଏବେ ପ୍ରତି ୟୁନିଟ ପିଛା ଘରୋଇ ବ୍ୟବହାର ଲାଗି ୨ ଟଙ୍କା…
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଗୁରୁତର
ଚିକିଟି,୬ା୨(ଡି.ଏନ୍.ଏ.)-କେ.ନୂଆଗଁ। ଥାନା ଚିକିଟି ଫାଣ୍ଡି ଜାନକୀ ମଣିପୁର ଶାସନରେ ବୁଧବାର ରାତି ସାଢ଼େ ୯ଟାରେ ଗ୍ୟାସ୍ ସିଲିଣ୍ଡର ଫାଟି ୩ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନିରଞ୍ଜନ ପାଢ଼ୀ, ତାଙ୍କ ସ୍ତ୍ରୀ ସୁନନ୍ଦା, ପୁଅ ଅଜିତ। ପଡ଼ୋଶୀ ସାଇବାଣୀ ପ୍ରଧାନ, ଦଣ୍ଡାସୀ…
ଜାତୀୟସ୍ତରରେ ବ୍ରହ୍ମପୁରର ତବଲା ବାଦକ ଦୀପ୍ତ ପୁରସ୍କୃତ
ବ୍ରହ୍ମପୁର ଅଫିସ,୬ା୨-ବୟସ ମାତ୍ର ୧୪ ବର୍ଷ । କିନ୍ତୁ ଏହି ବୟସରେ ତାଙ୍କର ତବଲା ବାଦନ ଆଗରେ ସମସ୍ତେ ସ୍ତବ୍ଧ ହୋଇଯାଇଛନ୍ତିି । ନିଜର ପ୍ରତିଭା ପ୍ରଦର୍ଶନ କରି ସେ ଜାତୀୟସ୍ତରରେ ପୁରସ୍କୃତ ହୋଇ ଗଞ୍ଜାମ ଜିଲା ପାଇଁ ଗୌରବ ଅଣିଛନ୍ତି…
ସେବା ସମବାୟ ସମିତି ସମ୍ପାଦକ ନିଲମ୍ବିତ: କାଳିଆ ଯୋଜନା ଅର୍ଥ ହେରଫେର
ଛତ୍ରପୁର/ଧରାକୋଟ,୬ା୨(ଡି.ଏନ.ଏ)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ସିଙ୍ଗିପୁର ସେବା ସମବାୟ ସମିତିରେ କାଳିଆ ଯୋଜନା ଅର୍ଥ ହେରଫେର ହୋଇଥିଲା। କାଳିଆ ଅର୍ଥ ପାଇବାକୁ ଥିବା ହିତାଧିକାରୀମାନଙ୍କ ବ୍ୟାଙ୍କ ଆକାଉଣ୍ଟ ବଦଳରେ ଅନ୍ୟ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହୋଇଥିବା ଅଭିଯୋଗ ହୋଇଥିଲା ।…
ଧାନ, ବାଦାମ ସବ୍ସିଡି ହେରଫେର
ଘସିପୁରା,୬।୨(ଡି.ଏନ.ଏ.)-ଘସିପୁରା ବ୍ଲକ ଦେଉଗାଁ ପଞ୍ଚାୟତ ଅନ୍ତର୍ଗତ କୋଚିଆନେଣ୍ଡି ଗ୍ରାମର ଚାଷୀଙ୍କ ନାମରେ ଧାନ ଓ ବାଦାମ ଚାଷ ବାବଦକୁ ଆସିଥିବା ସବ୍ସିଡି ଅର୍ଥ ବାଟ ମାରଣା ହୋଇଥିବା ଅଭିଯୋଗରେ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ରାଜ୍ୟ ସରକାର ଶ୍ରୀ…
ସାମାନ୍ୟ ବର୍ଷାରେ ଧୋଇଗଲା ୨୦ ଲକ୍ଷର ଡ୍ରେନ୍
ଆନନ୍ଦପୁର, ୬।୨(ସ୍ବ.ପ୍ର.)-ଆନନ୍ଦପୁର ପୌର ପରିଷଦ ୭ନଂ ଓ୍ବାର୍ଡ଼ରେ ଦେଖିବାକୁ ମିଳିଛି ସହରାଞ୍ଚଳ ବିକାଶର ନଗ୍ନ ଚିତ୍ର। ୨୦ ଲକ୍ଷ ଟଙ୍କାରେ ନିର୍ମିତ ହୋଇଥିବା ଜଳ ନିଷ୍କାସନ ନାଳ ମାତ୍ର କେଇଟା ଦିନରେ ସାମାନ୍ୟ ବର୍ଷାରେ ଧୋଇଗଲା। ଧୋଇ ଯାଇଥିବା ନାଳର ଅବସ୍ଥାକୁ…
ରେଳବଜେଟରେ ଯାଜପୁର ନିରାଶ
ଯାଜପୁର ଅଫିସ,୬ା୨: ରେଳବଜେଟ ୨୦୨୦-୨୧ ଓଡ଼ିଶା ଏବଂ ବିଶେଷକରି ଯାଜପୁର ଜିଲା ପାଇଁ ନିରାଶଜନକ ହୋଇଛି। ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନରୁ ଧାମରା(ଭାୟା-ବିରଜାକ୍ଷେତ୍ର ଓ ଆରଡି)କୁ ସିଧାସଳଖ ଟ୍ରେନ ସଂଯୋଗ ପାଇଁ ଦୀର୍ଘବର୍ଷର ଦାବି ଚଳିତ ବଜେଟରେ ମଧ୍ୟ ଉପେକ୍ଷିତ ହୋଇଛି। ଏହାସହ ଯାଜପୁରରୋଡ…
ବ୍ୟକ୍ତିଗତ ସ୍ବାର୍ଥରେ ଲାଗୁଛି ବିଧାୟକ ପାଣ୍ଠି
ଯାଜପୁର ଅଫିସ,୬।୨: ବ୍ୟକ୍ତିଗତ ବ୍ୟବସାୟିକ ଅନୁଷ୍ଠାନକୁ ବିଧାୟକ ପାଣ୍ଠି(ଏମଏଲଏ ଲ୍ୟାଡ) ଖର୍ଚ୍ଚ ହେବା ଘଟଣାକୁ ନେଇ ଦଶରଥପୁର ବ୍ଲକ ବିରିପଟା ପଞ୍ଚାୟତବାସୀଙ୍କ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଇଛି। ଚାରିବାଟିଆଠାରେ ଶାସକ ଦଳର ଜଣେ କର୍ମୀଙ୍କ ପୁଅ ନାମରେ ଥିବା ଏକ ଇଟା…

