ଆମ ଜିଲା ଖବର

ଗଞ୍ଜାମରେ ଶିଶୁ ସୁରକ୍ଷା ଆୟୋଗ: ଶୈଶବ ସୁରକ୍ଷିତ ଦିଗରେ ସଚେତନତା

ଛତ୍ରପୁର,୫।୨(ଡି.ଏନ୍‌.ଏ.) : ୨୦୨୫ ସୁଦ୍ଧା ରାଜ୍ୟ ହେବ ଶିଶୁଶ୍ରମିକ ମୁକ୍ତ। ଶୈଶବ କିପରି ସୁରକ୍ଷିତ ରହିବ ସେ ଦିଗରେ ସରକାର ଲକ୍ଷ୍ୟ ରଖିଛନ୍ତି। ଛତ୍ରପୁର ସର୍କିଟ ହାଉସ ପରିସରରେ ବୁଧବାର ଏନେଇ ଆୟୋଜିତ ଏକ ଖବରଦାତା ସମିଳନୀରେ ରାଜ୍ୟ ଶିଶୁ ସୁରକ୍ଷା…

ହାଇକୋର୍ଟ ବେଞ୍ଚ ଦାବିରେ ବିଜେପୁର ବନ୍ଦ: ଜୀବନଯାତ୍ରା ବ୍ୟାହତ

ବିଜେପୁର,୫।୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବିରେ ବୁଧବାର ହୋଇଥିବା ଆନ୍ଦୋଳନରେ ବରଗଡ଼ ଜିଲା ବିଜେପୁର ବ୍ଲକରେ ବନ୍ଦ ପାଳନ କରାଯାଇଛି। ସ୍ବତଃସ୍ଫୁର୍ତ୍ତ ଭାବେ ଦୋକାନ ବଜାର ବନ୍ଦ ହୋଇଥିବା ବେଳେ ଯାନବାହନ ଚଳାଚଳ ବନ୍ଦ ରହିଛି। ଆଇନଜୀବୀମାନେ ପିକେଟିଂ…

ଓପିଏସ୍‌ସିର ନୂଆ ପୋର୍ଟାଲ ଉଦ୍‌ଘାଟିତ: ଛାତ୍ରୀଛାତ୍ରଙ୍କୁ ମିଳିବ ସମସ୍ତ ତଥ୍ୟ

କଟକ ଅଫିସ,୫।୨: ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)ର ନୂଆ କମ୍ପ୍ରେନସିଭ୍‌ ସିଲେକ୍ସନ ମ୍ୟାନେଜମେଣ୍ଟ ସିଷ୍ଟମ (ସିଏସ୍‌ଏମ୍‌ଏସ୍‌) ପୋର୍ଟାଲ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ପୋର୍ଟାଲରେ ଆଶାୟୀ ଛାତ୍ରୀଛାତ୍ରଙ୍କୁ ଓପିଏସ୍‌ସିର ସମସ୍ତ ତଥ୍ୟ ମିଳିପାରିବ। ଏପରିକି ଏଥିରେ ପଞ୍ଜୀକରଣ ବେଳେ ପରୀକ୍ଷାର୍ଥୀଙ୍କୁ ଏକ…

ବେଆଇନ ହୋମିଓପ୍ୟାଥିକ୍‌ ଔଷଧ ଜବତ

ଜୟପୁର,୫।୨(ଡି.ଏନ.ଏ): କୋରାପୁଟ ଜିଲା ଜୟପୁର ସହର ଲିଙ୍ଗରାଜ ନଗରଠାରେ ବେଆଇନ ଭାବେ ରଖାଯାଇଥିବା ୮୦୦ଟି ହୋମିଓପ୍ୟାଥିକ ଔଷଧ ବୋତଲ ଜବତ କରାଯାଇଛି। ଟାଉନ ଥାନା ଏବଂ ଡ୍ରଗ୍ସ ବିଭାଗ ମିଳିତ ଭାବେ ଏହି ଚଢାଉ କରିଥିଲେ। ଗୃହ ମାଲିକଙ୍କ ହୋମିଓପ୍ୟାଥି ଦୋକାନ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ପୁରୀ ଅଫିସ,୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟି ବୈଠକ ବୁଧବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ। ବିଶେଷକରି ଶ୍ରୀମନ୍ଦିର ଐତିହ୍ୟ କରିଡର, ସୁପ୍ରିମକୋର୍ଟରେ ଦାୟର…

ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ଦ୍ୱିତୀୟ ଦିନରେ

ଭଣ୍ଡାରିପୋଖରୀ୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଥିଲେ। ସେମାନଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଶରତ ଚନ୍ଦ୍ର ସ୍ବାଇଁ ଓ ରାଜସ୍ବ ନିରୀକ୍ଷକ ରାମନାରାୟଣ ସାମଲ ଆହତ…

ପଶ୍ଚିମ ଓଡ଼ିଶା ବନ୍ଦ: ପଦ୍ମପୁରବାସୀଙ୍କ ସମର୍ଥନ

ପଦ୍ମପୁର/ବରଗଡ଼ ଅଫିସ,୫।୨(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ପଦ୍ମପୁରବାସୀ ମଧ୍ୟ ସମର୍ଥନ କରିଛନ୍ତିି। ଜିଲାର ଦୋକାନ, ବଜାର, ସରକାରୀ, ବେସରକାରୀ, ସ୍କୁଲ, କଲେଜ ସହିତ ଯାନବାହନ…

କାଳୀ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ,୫।୨(ଡି.ଏନ୍‌.ଏ.): ପ୍ରସିଦ୍ଧ ତନ୍ତ୍ର ପୀଠ ପୁରୀ ଜିଲା ସତ୍ୟବାଦୀ ଥାନା ବୀରଗୋବିନ୍ଦପୁର ଗ୍ରାମର ମା’ ଦକ୍ଷିଣକାଳୀ ପୀଠରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଗ୍ରୀଲ ତାଲାଭାଙ୍ଗି କେହି ଦୁର୍ବୃତ୍ତ ମନ୍ଦିରରେ କଳାକନା ବୁଲାଇ ମା’ଙ୍କ ସୁନା, ରୁପା ଅଳଙ୍କାର ସହ…

ପଶ୍ଚିମ ଓଡ଼ିଶା ବନ୍ଦ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ,୫।୨: ଆଇନଜୀବୀଙ୍କ ପକ୍ଷରୁ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବଲାଙ୍ଗୀରରେ ମଧ୍ୟ ଦେଖିବାକୁ ମିଳିଛି। ବୁଧବାର ସକାଳୁ ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ, ଡାକଘର ସମ୍ମୁଖରେ ପିକେଟିଂ କରିଛନ୍ତି । ଏହା ସହ ଜିଲାପାଳଙ୍କ…

ସମ୍ବଲପୁରରେ ବନ୍ଦ ପାଳନ

ସମ୍ବଲପୁର,୫।୨(ବ୍ୟୁରୋ): ପଶ୍ଚିମ ଓଡିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ସମ୍ବଲପୁର ଜିଲାରେ ମଧ୍ୟ ବନ୍ଦ ପାଳନ କରାଯାଇଛି। ଓକିଲ ସଂଘ ସମୁହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ନାଗରିକ କମିଟି…

ବରଗଡ଼ରେ ବନ୍ଦର ପ୍ରଭାବ: କୋର୍ଟ ସମ୍ମୁଖରୁ ଫେରିଲେ ବିଚାରପତି

ବରଗଡ଼ ଅଫିସ,୫।୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ବନ୍ଦ ପାଳନ କରାଯାଉଛି। ଏହି ବନ୍ଦ ପାଳନକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଥିବାବେଳେ ଏହାର ଯଥେଷ୍ଟ ପ୍ରଭାବ ଅନୁଭୂତ ହୋଇଛି। ଦିନ ପ୍ରାୟ ସାଢେ ୧୦ଟାରେ ବିଚାରପତି…

ଦାରିଙ୍ଗବାଡିରେ ପ୍ରବଳ ବର୍ଷା ସହ ଶୀତ ଅନୁଭୂତ

ଦାରିଙ୍ଗବାଡି,୫।୨(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ପ୍ରଭାବରେ ବୁଧବାର ସକାଳଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ବର୍ଷା ଯୋଗୁ ଶୀତର ପ୍ରକୋପ ମଧ୍ୟ ବୃଦ୍ଧି ପାଇବା ସହ ତାପମାତ୍ରା ୧୦ ଡିଗ୍ରୀ ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?