ଆମ ଜିଲା ଖବର

ପଶ୍ଚିମ ଓଡ଼ିଶାରେ ହାଇ କୋର୍ଟର ସ୍ଥାୟୀ ବେଞ୍ଚ ସ୍ଥାପନ ଦାବି: ଝାରସୁଗୁଡାରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଝାରସୁଗୁଡା ଅଫିସ,୫।୨- ଦୀର୍ଘ ଦିନ ହେବ ପଶ୍ଚିମ ଓଡ଼ିଶାରେ ହାଇ କୋର୍ଟର ଏକ ସ୍ଥାୟୀ ବେଞ୍ଚ ସ୍ଥାପନ ଦାବି ହୋଇ ଆସୁଛି। ଏହି ଦାବି ନେଇ ସମଗ୍ର ପଶ୍ଚିମ ଓଡ଼ିଶାରେ ବୁଧବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଝାରସୁଗୁଡାରେ ମଧ୍ୟ…

ପଶ୍ଚିମ ଓଡ଼ିଶା ବନ୍ଦ: ବରଗଡରେ ବନ୍ଦର ପ୍ରଭାବ

ବରଗଡ଼ ଅଫିସ,୫।୨- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ଚାଲିଥିବା ପଶ୍ଚିମ ଓ ବନ୍ଦ ଡାକରାକୁ ବରଗଡ଼ରେ ସମର୍ଥନ ମିଳିଛି। ଜିଲାର ଦୋକାନ, ବଜାର, ସରକାରୀ, ବେସରକାରୀ, ସ୍କୁଲ, କଲେଜ ସହିତ ଯାନବାହାନ ଚଳାଚଳ ବନ୍ଦ ରହିଛି।…

ବର୍ଷାରେ ଭିଜୁଛି ଶହ ଶହ ଧାନ ବସ୍ତା

ବୌଦ୍ଧ,୫।୨(ସ୍ବ.ପ୍ର.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖଟଖଟିଆ ଧାନ ମଣ୍ଡିରେ ଦୀର୍ଘ ୬ ଦିନ ହେଲା ୨୦ରୁ ୨୫ ଚାଷୀ ଟୋକନ ପାଇ ଧାନ ବିକ୍ରି କରିବାକୁ ଆଣିଥିଲେ। କିନ୍ତୁ ଯୋଗାଣ ବିଭାଗ ପକ୍ଷରୁ ଧାନ ଉଠା ଯାଇ ନ ଥିବାରୁ…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ବୌଦ୍ଧ ଜିଲା ବନ୍ଦ ଆରମ୍ଭ

ବୌଦ୍ଧ,୫।୨(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଏବଂ ବୌଦ୍ଧକୁ ଉତ୍ତରାଞ୍ଜଳ ରାଜସ୍ବ ଅଧିନରେ ସାମଲ କରାଯିବା ନେଇ ବୁଧବାର ବୌଦ୍ଧ ଓକିଲ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଆରମ୍ଭ ହୋଇଛି। ଓକିଲ ସଂଘର ପ୍ରତିନିଧିମାନେ ସକାଳ ୬ଟାରୁ…

ଚିଲିକାରେ ୧୪୨ ମାଛଧରା ଡଙ୍ଗା ଯାଞ୍ଚ

ବାଲୁଗାଁ, ୫-୨(ଡି.ଏନ.ଏ.):ଚିଲିକାରେ ଡଙ୍ଗାବୁଡ଼ି ଘଟଣା ପରେ ପ୍ରଶାସନର ଚେତା ପଶିଛି। ଅସୁରକ୍ଷିତ ଭାବେ ଯାତ୍ରୀ ପରିବହନ କରୁଥିବା ମାଛଧରା ଓ ଯାତ୍ରୀବାହୀ ଡଙ୍ଗା ଯାଞ୍ଚ ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଏକ ଟାସ୍କଫୋର୍ସ ଟିମ୍‌ ଗଠନ କରାଯାଇଛି। ଏହି ଟିମ୍‌…

ଆହତ ମହିଳାଙ୍କୁ ଡାକ୍ତରଖାନା ନେଲେ ମନ୍ତ୍ରୀ

ସଇଁତଲା, ୫-୨ (ଡି.ଏନ.ଏ.):ମଙ୍ଗଳବାର ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଷାଣ୍ଡପାଲି ଛକରେ ବାଇକରୁ ପଡ଼ି ଜଣେ ମହିଳା ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଟିଟିଲାଗଡ଼ ବିଧାୟିକା ତଥା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ନବରଙ୍ଗପୁର,୫-୨(ବି.ପ୍ର.):ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ସ୍ପେଶାଲ ଟ୍ରାକ କୋର୍ଟ ଜଜ୍‌ ମନୋରଞ୍ଜନ ଦାଶ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୫ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ୨୦୧୮ ଅଗଷ୍ଟ ୧୬…

ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ

ସମ୍ବଲପୁର, ୫-୨ (ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ଆନ୍ଦୋଳନ ଜାରି ରହିଛି। ହେଲେ ଆଇନଜୀବୀମାନେ ଆନ୍ଦୋଳନ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ…

ଚୁଆପାଣି ପିଉଛନ୍ତି କାଣ୍ଡସିଲିବାସୀ

ଟିକିରି,୫ା୨(ଡି.ଏନ୍‌.ଏ.) – ରାୟଗଡ଼ା ଜିଲା କାଶୀପୁର ବ୍ଲକ ପୋଡାପାଡି ପଞ୍ଚାୟତରେ ରହିଛି କାଣ୍ଡସିଲି ଗ୍ରାମ ା ଏଠାରେ ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହେଉଛନ୍ତି ା ତେଣୁ ଚୁଆ ପାଣି ଉପରେ ନିର୍ଭର କରିବାକୁ ପଡ଼ୁଛି ା ଏମିତି…

ସାମାଜିକ ବାସଁଦ୍‌ ଲାଗି ଅଟ୍‌କିଛେ ବାପର ଶୁଧିକାଯ୍‌

ବିନିକା, ୫।୨ (ଡି.ଏନ୍‌.ଏ)- ଆଏଜ୍‌କାର ବୈଜ୍ଞାନିକ୍‌ ଯୁଗ୍‌ରେ ମୁନୁଷ୍‌ ପୃଥିବୀରୁ ଯାଇ ଚନ୍ଦ୍ରରେ ପାଦ୍‌ ଥାପି ସାଏଲାନ। ହେଲେ ବି ଆମର ସମାଜରେ ଅନେକ୍‌ ଲୋକ୍‌ ଫୁକାଝରା, ଗୁନିଗାରେଡ଼ି, ସାମାଜିକ ବାସଁଦ୍‌ ଲେଖେଁ କୁସଂସ୍କାରରେ ବୁଡ଼ି ରହିଛନ୍‌। ଏନ୍‌ତା ଗୁଟେ ତାଜା…

ଧନସରାରେ ଭୀମା ବିହା ସଂଗେ ବାଲିଯାତ୍‌ରା ଉଦ୍‌ଯାପିତ

କୋକସରା,୫।୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଁଚେତ୍‌ ଧନସରାରେ ଗଲା ୩ ମାସ ଧରି ପାଲିତ ହେଇଥିବାର ବାଲିଯାତ୍‌ରା ମାଘ ମାସ ଉକିଆ ଦଶମୀ ମଙ୍ଗଳବାର ଦିନ ଉଦ୍‌ଯାପିତ ହେଇଯାଇଛେ। ଇ ଯାତ୍‌ରାଟା ଧନସରାର ମା’ଲଙ୍କେଶ୍ୱରୀ ଗଁା ପୂଜା କମିଟି…

୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି

ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ସର୍ବକ୍ଷମା ଯୋଜନା(ଆମନେଷ୍ଟି ସ୍କିମ)ର ଅବଧିକୁ ଆଉ ୧୫ ଦିନ ବୃଦ୍ଧି କରିଛନ୍ତି। ଅର୍ଥାତ୍‌ ଘରମାଲିକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?