ସତ୍ୟ ଜାଣିବାର ଶକ୍ତି ରାଧାନାଥଙ୍କର ଥିଲା: ତଥାଗତ
କଟକ ଅଫିସ, ୭।୧୨: କେଉଁଟା ସତ କେଉଁଟା ମିଛ ତାହା ଜାଣିବାର ଶକ୍ତି ରାଧାନାଥ ରଥଙ୍କ ପାଖରେ ଥିଲା। ସେ ଜଣେ ବ୍ୟକ୍ତି ନ ଥିଲେ, ସେ ଥିଲେ ଏକ ଅନୁଷ୍ଠାନ। ସମାଜର ଚିନ୍ତାଧାରା ରାଧାନାଥଙ୍କଠାରୁ ହିଁ ଆରମ୍ଭ ହୋଇଥିଲା। ଏ…
ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଜାରି
କେନ୍ଦୁଝର,୭।୧୨(ସ୍ବ.ପ୍ର.): କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ବାଇପାସ ଛକ ହୋଣ୍ଡା ସୋ’ରୁମ ନିକଟସ୍ଥ ରାସ୍ତାକଡ଼ରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଯୁବକଙ୍କ ପରିଚୟ ମିଳିପାରିନାହିଁ। ଶୁକ୍ରବାର ବିଳମ୍ବିତ ରାତିରେ କିଛି ଦୁର୍ଘଟଣା…
ବାରାହା ଫାଶରେ ଫସି ଚାଷୀ ମୃତ
ଛେଣ୍ଡିପଦା,୭।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଗୋପିବଲ୍ଲଭପୁର ଗାଁରେ ବାରାହା ଫାସରେ ପଡି ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ କୋଶଳା ଖଳିନାଳ ଗାଁର ନବକିଶୋର ପ୍ରଧାନ। ସୂଚନାଯୋଗ୍ୟ, ନବକିଶୋର ଶୁକ୍ରବାର ବିଳମ୍ବିତ ରାତିରେ ଶିକାରୀ ବାରାହା ଶିକାର…
ପୁରୀ ନାବାଳିକା ଗଣବଳାତ୍କାର ମାମଲା: ତୃତୀୟ ଅଭିଯୁକ୍ତ ରାମଚନ୍ଦ୍ର ଗିରଫ
ପୁରୀ ଅଫିସ, ୭।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ କୁମ୍ଭାରପଡ଼ା ପୋଲିସ ଶୁକ୍ରବାର ତୃତୀୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣାନୁଆଗଁ। ଆଳିଆପୁଟୁ ଗ୍ରାମର ରାମଚନ୍ଦ୍ର ପ୍ରଧାନ(୩୨)। କୌଣସି ସୁତ୍ରରୁ ଖବରପାଇ ପୋଲିସ…
ସେଞ୍ଚୁରିୟନ୍ ବିଶ୍ୱବିଦ୍ୟାଳୟର ସପ୍ତମ ସମାବର୍ତ୍ତନ ଉତ୍ସବ: ପ୍ରକୃତ ଶିକ୍ଷାର ଉଦ୍ଦେଶ୍ୟ ମନୁଷ୍ୟର ପୁନରୁତ୍ଥାନ
ଜଟଣୀ,୭।୧୨(ଡି.ଏନ୍.ଏ.): ଜୀବନର ମାନ ନାଟକୀୟ ଢଙ୍ଗରେ ପରିବର୍ତ୍ତନ ହେଉଛି। ଆଧ୍ୟାତ୍ମିକ ଚେତନା ହିଁ ଆମକୁ ଏକ ସମ୍ପୂର୍ଣ୍ଣ ଓ ସଫଳ ଜୀବନ ଗଠନ କରିବାରେ ସହାୟକ ହୋଇଥାଏ। ବସ୍ତୁଗତ ଲାଳସାର ଊର୍ଦ୍ଧ୍ୱରେ ରହିଲେ ହିଁ ସତ୍ୟର ଆଲୋକପ୍ରାପ୍ତି ହୋଇଥାଏ। ବିଦ୍ୟାର୍ଥୀମାନେ ଏହାକୁ…
ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା: ରାସ୍ତାରେ ବସିଲେ ଛାତ୍ରୀଛାତ୍ର
ବନ୍ତଳା, ୭।୧୨(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟାକୁ ନେଇ ସ୍ଥାନୀୟ ସରପଞ୍ଚ, ଅଭିଭାବକମାନେ ଶୁକ୍ରବାର ସକାଳେ ବିଦ୍ୟାଳୟ ଫାଟକରେ ତାଲା ପକାଇବା ସହିତ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଫଳରେ ଛାତ୍ରୀଛାତ୍ରମାନେ…
ପିସିସି ସଭାପତି ରହିବେ ନିରଞ୍ଜନ: ରୁଦ୍ର ରାଜୁ
ପୁରୀ ଅଫିସ, ୭।୧୨: ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପଦବୀକୁ ନେଇ କଂଗ୍ରେସ ଦଳରେ ଯେଉଁ କନ୍ଦଳ ଚାଲିଛି ସେଥିରେ ନୂଆ ଟୁଇଷ୍ଟ ଆଣିଛନ୍ତି ଏଆଇସିସି ସମ୍ପାଦକ ରୁଦ୍ର ରାଜୁ। ଶୁକ୍ରବାର ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଦଳର ସାଙ୍ଗଠନିକ…
ଅନୁଗୋଳରେ ଯୋଗଦେଲେ ନୂତନ ଆର୍ଟିଓ
ଅନୁଗୋଳ ଅଫିସ, ୭।୧୨ – ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ) ଭାବେ ଜିତେନ୍ଦ୍ର କୁମାର ଭୋଇ ଶୁକ୍ରବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ସେ କେନ୍ଦୁଝରରେ ଏମ୍ଭିଆଇ ଭାବେ କାର୍ଯ୍ୟ କରୁଥିଲେ। ଏଠାରେ ପୂର୍ବରୁ ଥିବା ଆରଟିଓ ଧନଞ୍ଜୟ ସେନାପତିଙ୍କ ପଦୋନ୍ନତି…
ଜାତୀୟ ତମାଖୁ ବର୍ଜନ ସଚେତନତା ‘ତମାଖୁ ସବୁଠାରୁ ମାରାତ୍ମକ’
ଢେଙ୍କାନାଳ ଅଫିସ, ୭।୧୨ – ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍ସି) ପରିସରରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ଶୁକ୍ରବାର ମହାବିଦ୍ୟାଳୟସ୍ତରୀୟ ଜାତୀୟ ତମାଖୁ ବର୍ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ସିଡିଏମ୍ଓ ଡା. ନିରଞ୍ଜନ ମିଶ୍ର କହିଲେ,…
ବ୍ଲକ୍ଗ୍ରାଣ୍ଟ କର୍ମଚାରୀଙ୍କୁ ମିଳିବ ପେନ୍ସନ ସୁବିଧା: ସରକାରଙ୍କୁ ହାଇକୋର୍ଟଙ୍କ ଆଦେଶ
କଟକ ଅଫିସ, ୭।୧୨: ବ୍ଲକ୍ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଅବସର ପରେ ପେନ୍ସନ ସୁବିଧା ଯୋଗାଇଦେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଖୋର୍ଦ୍ଧା ଜିଲା ରଘୁନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅବସରପ୍ରାପ୍ତ ଲାଇବ୍ରେରିଆନ୍ ମାର୍କଣ୍ଡ ବେହେରାଙ୍କ ପକ୍ଷରୁ ରୁଜୁ କରାଯାଇଥିବା ଏହି ମାମଲାର ଶୁଣାଣି କରି…
ବରା ଉପରେ ପିଆଜ ପ୍ରଭାବ
ଢେଙ୍କାନାଳ ଅଫିସ, ୭।୧୨ – ପିଆଜ ଦରକୁ ନେଇ ସବୁଠି ଏବେ ଚର୍ଚ୍ଚା। ରୋଷେଇ ଘରେ ସବୁଠାରୁ ବେଶି ଖୋଜା ପଡୁଥିବା ଏହି ଅତ୍ୟାବଶ୍ୟକ ପରିବା ଶୁକ୍ରବାର ୧୬୦ ଛୁଇଁଛି। ଏହାର ପ୍ରଭାବ ପଡିଛି ଦୈନନ୍ଦିନ ଜୀବନଚର୍ଯ୍ୟା ଉପରେ। ଫାଷ୍ଟଫୁଡ୍ଠାରୁ ଆରମ୍ଭ…
ସିମନବାଡ଼ି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ: ଶିକ୍ଷକ ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ
ଦାରିଙ୍ଗବାଡ଼ି,୭।୧୨(ଡି.ଏନ.ଏ)-କନ୍ଧମାଳ ଜିଲାରେ ଗତବର୍ଷ ମାଟ୍ରିକ ରେଜଲ୍ଟ ଭଲ ହୋଇ ନ ଥିଲା। ଏନେଇ ବିଭିନ୍ନ ବିଦ୍ୟାଳୟକୁ ରିପୋର୍ଟ ମଗା ଯାଇଥିଲା। ମାତ୍ର ପ୍ରମୁଖ ସମସ୍ୟା ଶିକ୍ଷକ ଅଭାବ ପ୍ରତି କେହି ଦୃଷ୍ଟି ଦେଲେନାହିଁ। ଏଭଳି ଶିକ୍ଷକ ଅଭାବ ସମସ୍ୟା ଦେଖିବାକୁ ମିଳିଛି…
Archives


