ଆମ ଜିଲା ଖବର

ବାଲେଶ୍ୱରରେ ପୋଲିସ ମହାନିର୍ଦ୍ଦେଶକ: ‘ଆପରାଧିକ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖ’

ବାଲେଶ୍ୱର ଅଫିସ, ୫।୨-ଓଡ଼ିଶା ପୋଲିସ ବିଭାଗର ମହାନିର୍ଦ୍ଦେଶକ (ଡିଜିପି) ଅଭୟ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବାଲେଶ୍ୱରରେ ପହଞ୍ଚତ୍ ପୂର୍ବାଞ୍ଚଳ ଆଇଜିଙ୍କ ଅଫିସ୍‌୍‌ରେ ୫-ଟି ଓ ମୋ ସରକାର ସହିତ ବିଭିନ୍ନ ଆପରାଧିକ ମାମଲାର ସମୀକ୍ଷା କରିଛନ୍ତି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଜିଲାରେ…

ଧାନର ଅଭାବୀ ବିକ୍ରି ଅଭିଯୋଗ: ଜିଲା ଯୋଗାଣ ଅଧିକାରୀଙ୍କଠାରେ ଅଭିଯୋଗ କଲେ ଚାଷୀ

ବାଲେଶ୍ୱର ଅଫିସ, ୫।୨-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସା ଅଞ୍ଚଳର କସିପଦା ସେବା ସମବାୟ ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ ପାରି ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ଏହାର ପ୍ରତିବାଦ କରି ମଙ୍ଗଳବାର ଚାଷୀମାନେ ଜିଲା…

ଶେଷ ହେଲା ତିହିଡ଼ି ମହୋତ୍ସବ: ମନ ମୋହିଲେ ଶ୍ରବଣ କୁମାର ଓ ଗାନ୍ଧୀ, ଜବାହାର

ତିହିଡ଼ି,୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ତିହିଡ଼ି କାଳୀପଡ଼ିଆରେ ଶ୍ୟାମା କ୍ଲବ ପକ୍ଷରୁ ୫ଦିନ ଧରି ଚାଲିଥିବା ୩ୟ ତିହିଡ଼ି ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି । ମହୋତ୍ସବର ଫାଟକ ପାର୍ଶ୍ୱରେ ଶ୍ରବଣ କୁମାର ଓ ମହାତ୍ମାଗାନ୍ଧୀ ଏବଂ ଜବାହରଲାଲ ନେହେରୁଙ୍କ ଜୀବନ୍ତ ମୂର୍ତ୍ତି…

ତଳଧାତିକା ଗ୍ରାମବାସୀଙ୍କ ଜିଲାପାଳଙ୍କୁ ଦାବିପତ୍ର: ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ

କେନ୍ଦୁଝର/ରାଇସୁଆଁ, ୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ସଦର ବ୍ଲକ ଗୋପୀନାଥପୁର ପଞ୍ଚାୟତ ଧାତିକା ମୌଜାର ତଳସାହି ବାସିନ୍ଦାମାନେ ତାଙ୍କ ଗ୍ରାମକୁ ପ୍ରଶାସନିକ ଉଦାସୀନତା ପ୍ରତିବାଦରେ ସୋମବାର ଜିଲାପାଳଙ୍କୁ ଭେଟିଛନ୍ତି। ଏହି ସମସ୍ୟାଗୁଡିକର ସମାଧାନ ନହେଲେ ଆଗାମୀ ଦିନରେ ସଂପୃକ୍ତ ଜନସାଧାରଣ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ…

୧୦ ଦିନ ହେଲା ଧାନ ଜଗିଛନ୍ତି କର୍ଲାମୁଣ୍ଡା ଚାଷୀ

କର୍ଲାମୁଣ୍ଡା,୪।୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ଜରିଆରେ ଖୋଲିଥିବା ମଣ୍ଡିରେ ଚାଷୀମାନେ ଧାନବସ୍ତା ରଖିବାର ୧୦ ଦିନ ବିତିଛି। ହେଲେ ଧାନ ଉଠାଇବା ଲାଗି ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା ଗ୍ରହଣ କରାଯାଉନାହିଁ। ଫଳରେ ଚାଷୀମାନେ…

ବାଲିଗୁଡ଼ା କୋର୍ଟରେ ନୂତନ ବିଚାରପତିଙ୍କ ଯୋଗଦାନ: ସ୍ବାଗତ କଲା ଓକିଲ ସଂଘ

ବାଲିଗୁଡା,୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା କୋର୍ଟରେ ନୂତନ ଉପଖଣ୍ଡ ବିଚାରପତି (ଏସ୍‌ଡିଜେଏମ୍‌) ଭାବେ ଚିନ୍ମୟୀ ଜେନା ଯୋଗ ଦେଇଛନ୍ତି। ଏହି ଅବସରରେ ମଙ୍ଗଳବାର ତାଙ୍କୁ ବାଲିଗୁଡା ଓକିଲ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ପ୍ରକାଶ ଯେ, ଏସ୍‌ଡିଜେଏମ୍‌ ସୌମ୍ୟରୂପ ସାହୁ…

ମାଲକାନଗିରି ବସ୍‌ଷ୍ଟାଣ୍ଡରୁ ୮ ଶିଶୁ ଶ୍ରମିକ ଉଦ୍ଧାର

ମାଲକାନଗିରି,୪।୨(ଡି.ଏନ୍‌.ଏ)- ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ବସଷ୍ଟାଣ୍ଡଠାରେ ମଙ୍ଗଳବାର ଚାଇଲ୍ଡ ଲାଇନ ମଙ୍ଗଳବାର ଚଢ଼ାଉ କରି ୮ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଘଟଣାରେ ଜଣେ ଦଲାଲଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ଚିଡ଼ିପାଲ୍ଲୀ…

ଏସ୍‌ସିବି ପୁନର୍ବିନ୍ୟାସ: ଉଚ୍ଛେଦ ପରେ ୫୫ଜଣଙ୍କୁ କ୍ଷତିପୂରଣ ପ୍ରଦାନ

କଟକ ଅଫିସ, ୪।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ନବକଳେବର ଲାଗି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଏସ୍‌ସିବି ଚାରିପଟରୁ ଉଚ୍ଛେଦ କରାଯିବା ପରେ କ୍ଷତିପୂରଣ ପ୍ରଦାନ କରାଯାଇଛି। ପ୍ରଶାସନ ପକ୍ଷରୁ ମୋଟ ୫୫ଜଣଙ୍କୁ କ୍ଷତିପୂରଣ…

ନେଗେଟିଭ୍‌ ଆସିଲା ଫୁଲବାଣୀ ଛାତ୍ରଙ୍କ ରକ୍ତ ନମୂନା

କଟକ ଅଫିସ, ୪।୨: ଚାଇନାର ସିଚୁଆନସ୍ଥିତ ସାଉଥ୍‌ ଓ୍ବେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ୍‌ ପଢ଼ୁଥିବା ଫୁଲବାଣୀର ଜଣେ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଥିଲା। ହେଲେ ମଙ୍ଗଳବାର ତାଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ୍‌ ଆସିଛି। ଫଳରେ ସେ…

ଓପିଟିସିଏଲ୍‌ ଗ୍ରୀଡ୍‌ ମରାମତି ପାଇଁ ବିଦ୍ୟୁତ୍‌ କାଟ୍‌

ଭବାନୀପାଟଣା,୪।୨(ଡିଏନଏ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଭଙ୍ଗାବାବରୀରେ ଥିବା ଓପିଟିସିଏଲ ଗ୍ରୀଡ୍‌ ମରାମତି ପାଇଁ ବିଦ୍ୟୁତ କାଟ ହେବ । ଏ ନେଇ ମଙ୍ଗଳବାର ୱେସ୍କୋର ପୂର୍ବଖଣ୍ଡ ଡିଭିଜନ ନିର୍ବାହୀଯନ୍ତ୍ରୀ ଇଂ ଆଲୋକ ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।…

ଅନ୍ୟମାନଙ୍କ ପାଇଁ ସାଜିଲେ ପ୍ରେରଣା: ସଡ଼କ ଦୁର୍ଘଟଣାରେ ମୃତ ପ୍ରିୟଙ୍କାଙ୍କ କିଡ୍‌ନୀ, ଚକ୍ଷୁ ଦାନ କଲେ ପରିବାର

ଦିଗପହଣ୍ଡି,୪।୨(ଡି.ଏନ୍‌.ଏ.): ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ ଚିକିତ୍ସିତ ହେଉଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ରାଣୀ ସାହିର ପ୍ରିୟଙ୍କାରାଣୀ ରାଜୁ(୨୬)ଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଥିଲା। ପରେ ପରିବାର ଲୋକଙ୍କ ସହମତି ଭିତ୍ତିରେ ପ୍ରିୟଙ୍କାଙ୍କ ଦୁଇଟି କିଡ୍‌ନୀ ଓ ଚକ୍ଷୁକୁ…

ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବିଜେଡି ପ୍ରତିନିଧି ଦଳ

ବରଗଡ଼ ଅଫିସ, ୪।୩- ବରଗଡ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ତଥା ଏହାକୁ ସିଟି ହସପିଟାଲ ଘୋଷଣା ଦାବିରେ ଅସନ୍ତୋଷ ଲାଗି ରହିଛି। ଏହାକୁ ନେଇ ସୋମବାର ଜନଆନ୍ଦୋଳନ ହେବା ପରେ ପୁରୁଣା ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?