ବିପୁଳ ପରିମାଣର ଶାଗୁଆନ, ଶାଳ କାଠ ଜବତ: ୨ ଅଟକ
ଛେଣ୍ଡିପଦା,୪।୧(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋରଡ଼ା ଗାଁରେ ମଙ୍ଗଳବାର ଛେଣ୍ଡିପଦା ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ପରିମାଣର ଶାଗୁଆନ ଓ ଶାଳ କାଠ ଜବତ କରାଯାଇଛି। ଏହା ସହ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଅଟକ…
ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ବାଲେଶ୍ୱର ଗସ୍ତ: ‘ମୋ ସରକାରକୁ’ କ୍ରିୟାଶୀଳ ଲାଗି ସମୀକ୍ଷା
ବାଲେଶ୍ୱର ଅଫିସ,୪।୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ମଙ୍ଗଳବାର ବାଲେଶ୍ୱର ଗସ୍ତ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଅପରାଧ ହ୍ରାସକରିବା ବିଶେଷ କରି ‘ମୋ ସରକାରକୁ’ ଅଧିକ କ୍ରିୟାଶୀଳ କରିବା ସହ ଜନସାଧାରଣଙ୍କୁ ସେବା ଯୋଗାଇଦେବା ଉପରେ ଅଭୟ…
ବରଗଡ଼ ବନ୍ଦ : ବହୁ ସମୟ ପରେ ନୂତନ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ସ୍ବାସ୍ଥ୍ୟ କର୍ମଚାରୀ
ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା ଦାବିରେ ମଙ୍ଗଳବାର ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ବରଗଡ଼ ସହରରେ ବନ୍ଦ ପାଳନ କରାଯାଉଛି । ଏହାର ପ୍ରଭାବରେ ଅତ୍ୟାବଶ୍ୟକ ସେବା ବ୍ୟତୀତ ଯାନବାହନ…
ଇସ୍କନ ବିରୋଧରେ ପଦକ୍ଷେପ ନିଆଯିବ: ସଂସ୍କୃତି ମନ୍ତ୍ରୀ
ଭୁବନେଶ୍ୱର (ବ୍ୟୁରୋ)/ପୁରୀ ଅଫିସ, ୪।୨: ମୁମ୍ବାଇରେ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଶେଷକରି ମହାପ୍ରଭୁଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ଏହାର ଘୋର ବିରୋଧ କରାଯାଇଛି। ବାରମ୍ବାର ଇସ୍କନ ଏଭଳି ଆଚରଣ ଦେଖାଇ ବିଧି ପରମ୍ପରାକୁ ବେଖାତିର…
ଏମ୍ପି ଜୁଏଲ ଓରାମଙ୍କ ଝିଅ ବାହାଘରରେ ଯୋଗଦେଲେ ଦୁଇ ରାଜ୍ୟପାଳ
ଲହୁଣୀପଡ଼ା,୪।୨(ଡି.ଏନ.ଏ.): ସୁନ୍ଦରଗଡ଼ ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଜ୍ୟେଷ୍ଠା କନ୍ୟା ଇନ୍ଦୁମତୀଙ୍କ ସହ ବନ୍ଧମୁଣ୍ଡା ନିବାସୀ ସନ୍ତୋଷ ବାରୁୱାଙ୍କ ସୋମବାର ପାରମ୍ପାରିକ ରୀତିନୀତିରେ ବିବାହ ସମ୍ପନ୍ନ ହୋଇଯାଇଛି। ଏନେଇ ଜୁଏଲଙ୍କ ପୈତୃକ ଗ୍ରାମ କେନ୍ଦୁଡିହି ଚଳଚଞ୍ଚଳ ହୋଇଉଠିଥିଲା। ଏହି…
ଚିଲିକା ଡଙ୍ଗାବୁଡ଼ି ଘଟଣାରେ ୪ ଗିରଫ
ବାଲୁଗାଁ,୩।୨(ଡି.ଏନ୍.ଏ.): ରବିବାର ସନ୍ଧ୍ୟାରେ ଚିଲିକା ଡଙ୍ଗା ବୁଡ଼ି ଘଟଣାରେ ସମ୍ପୃକ୍ତ ଡଙ୍ଗା ମାଲିକଙ୍କ ସମେତ ୪ ଜଣଙ୍କୁ ବାଲୁଗାଁ ଥାନା ପୋଲିସ ଗିରଫ କରିଛି। ଅନ୍ୟପକ୍ଷେ ଚିଲିକାରେ ବିନା ଲାଇସେନ୍ସରେ ଚଳାଚଳ କରୁଥିବା ଯାତ୍ରୀବାହୀ ଓ ମାଛଧରା ଡଙ୍ଗା ମାଲିକଙ୍କ ବିରୋଧରେ…
ବରଗଡ଼ ବନ୍ଦର ପ୍ରଭାବ : ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ଯାଇ ପାରୁ ନାହାନ୍ତି ସ୍ବାସ୍ଥ୍ୟ କର୍ମଚାରୀ
ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା ଦାବିରେ ମଙ୍ଗଳବାର ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ବରଗଡ଼ ସହରରେ ବନ୍ଦ ପାଳନ କରାଯାଉଛି । ତେବେ ହାଟପଦାସ୍ଥିତ ପରିବା ବଜାର ଖୋଲା ଥିବାବେଳେ…
ଜର୍ଜିଆରେ ଚମକିଲେ ଓଡ଼ିଆ କୁନିଝିଅ
ପୁରୀ ଅଫିସ, ୪ା୨: ପୁଣି ଜଣେ ଓଡ଼ିଆ ଅନ୍ତର୍ଜତୀୟସ୍ତରରେ ସଫଳତା ସାଉଣ୍ଟିଛନ୍ତି। ଜର୍ଜିଆରେ ଅନୁଷ୍ଠିତ ୱାଲର୍ଡ ରାଇଜିଂ ଷ୍ଟାର-୨୦୨୦ରେ ୧୨ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ ବେଷ୍ଟ ନ୍ୟାଶନାଲ କଷ୍ଟ୍ୟୁମ ଏବଂ ଟପ୍ ମଡେଲର ମୁକୁଟ ପିନ୍ଧିଛନ୍ତି ପୁରୀର ୫ବର୍ଷୀୟା ଝିଅ…
ପୋଲ ନିର୍ମାଣ ଗତି ମନ୍ଥର
ଝୁମ୍ପୁରା, ୪।୨(ଡି.ଏନ୍.ଏ.)- ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଝୁମ୍ପୁରା-ଉଖୁଣ୍ଡା ରାସ୍ତାର ଝୁମ୍ପୁରା ବ୍ଲକ ଓ ତହସିଲ କାର୍ଯ୍ୟାଳୟର ଅନତି ଦୂରରେ ପୂର୍ତ୍ତ ବିଭାଗ ଦ୍ୱାରା ପୋଲ ନିର୍ମାଣ ପାଇଁ ବିରାଟ ଗାତ ଖୋଳାଯାଇଛି। ତେବେ ଫାଉଣ୍ଡେଶନ ଗାତ ଖୋଳାଯିବାର ୧ବର୍ଷ ଅତିକ୍ରାନ୍ତ ହୋଇଥିଲେ…
କାଶିଆ-କେନ୍ଦୁଘାଟୀ ସେତୁ ନିର୍ମାଣ ଲାଗି ଜିଲାପାଳଙ୍କୁ ଦାବିପତ୍ର
କେନ୍ଦୁଝର, ୪ା୨(ଡି.ଏନ୍.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତର କାଶିଆଠାରୁ କେନ୍ଦୁଘାଟି ପର୍ଯ୍ୟନ୍ତ ବୈତରଣୀ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ କାର୍ଯ୍ୟକାରୀ କରିବାକୁ ସ୍ଥାନୀୟ ଲୋକେ ସୋମବାର ଜିଲାପାଳଙ୍କ ନିକଟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…
ଇଛାମୃତ୍ୟୁ ନିବେଦନ ସତ୍ତ୍ୱେ ମିଳୁନି ରାଜେଶଙ୍କୁ ସହାୟତା
କେନ୍ଦୁଝର, ୪ା୨ (ସ୍ବ.ପ୍ର./ଡି.ଏନ.ଏ.)-ଘଟଗାଁ ବ୍ଲକ ଉପରଡିହା ଗ୍ରାମର ରାଜେଶ କୁମାର ବେହେରା (୨୪) ଦୁସାଧ୍ୟ ଉଇଲସନ ରୋଗରେ ପିଡିତ ଅଛନ୍ତି। ମା’ବାପା ଚିକିତ୍ସା କରି ବହୁ ଖର୍ଚ୍ଚାନ୍ତ ହୋଇଥିଲେ ହେଁ ବହୁ କଷ୍ଟ ଯନ୍ତ୍ରଣାରେ ରାଜେଶ ଦିନ କାଟୁଛନ୍ତି ା ଚିକିତ୍ସା…
ବିଦ୍ୟୁତ୍ ନ ଜାଳି ବିଲ୍: ଉପଭୋକ୍ତାଙ୍କ ଧାରଣା
ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍.ଏ.)- ସରସଦା ପଞ୍ଚାୟତ କୋଳିଗଡ଼ି ଗ୍ରାମର କେନ୍ଦ୍ର ସରକାରଙ୍କ ସୌଭାଗ୍ୟ ଯୋଜନାରେ ସାମିଲ ବିଦ୍ୟୁତ୍ ଉପଭୋକ୍ତା ବିଦ୍ୟୁତ୍ ନ ଜାଳି ବିଲ୍ ଆସୁଥିବା ପ୍ରତିବାଦରେ ଭଣ୍ଡାରିପୋଖରୀ ବିଦ୍ୟୁତ୍ ବିଭାଗ କନିଷ୍ଠଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣା ଦେଇଥିଲେ। କୋଳିଗଡ଼ି ଗ୍ରାମର…

