ଆମ ଜିଲା ଖବର

କଲେଜ ସମସ୍ୟା ନେଇ ଏସ୍‌ପି ଅଫିସ ଆଗରେ ଛାତ୍ରୀଙ୍କ ଧାରଣା

ଭଦ୍ରକ ଅଫିସ, ୪ା୨- ସୋମବାର ମଧ୍ୟାହ୍ନରୁ ୪ଜଣ କଲେଜ ଛାତ୍ରୀ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। କଲେଜରେ ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ସେମାନେ ବାରମ୍ବାର କଲେଜ କର୍ତ୍ତୃପକ୍ଷ, ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ତାଙ୍କ ଦାବି ପ୍ରତି…

ବାଲି ମାଫିଆଙ୍କ ଆତଙ୍କରାଜ୍‌ ଆର୍‌ଆଇ, ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବାଲି ମାଫିଆମାନେ ବେଆଇନ ଭାବେ ବାଲି ଚାଲାଣ କରୁଛନ୍ତି। ଏନେଇ ଅଭିଯୋଗ ହେଉଥିଲେ ସୁଦ୍ଧା ବାଲି ମାଫିଆମାନେ ଖାତିର ନ କରି ଆତଙ୍କରାଜ…

ପୁରୁଣା ବାରିପଦା କଲେଜରେ ଉତ୍ତେଜନା

କୁଆମରା ୪।୨(ଡିଏନଏ)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ମନୋଜ କୁମାର ସାହୁଙ୍କୁ ନେଇ କଲେଜର ସୋମବାର ପୁଣି ବିବାଦୀୟ ପରିସ୍ଥିତି ଦେଖାଦେଇଛି। ପୋଲିସ ହସ୍ତକ୍ଷେପ ପରେ ପରିସ୍ଥିତି ଶାନ୍ତ ପଡ଼ିଛି। ସୂଚନା…

ପୁଅର ଦରମା ପାଇଁ ମା’ ବାପାଙ୍କ ଆମରଣ ଅନଶନ

ଖୁଣ୍ଟା,୪ା୨(ଡ଼ି.ଏନ୍‌.ଏ.)-ପୁଅର ଦରମା ଟଙ୍କା ମଞ୍ଜୁର ପାଇଁ ମା’ବାପାଙ୍କୁ ଆମରଣ ଅନଶନରେ ବସିବାକୁ ପଡ଼ିଛି । ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ। ଉକ୍ତ ସ୍ବାସ୍ଥ୍ୟ କେନ୍ଦ୍ରରେ ସହକାରୀ ଡାକ୍ତର ରୂପେ କାର୍ଯ୍ୟରତ ସଂକଳ୍ପ…

ପିଆରଏମ ମେଡିକାଲ କଲେଜ ଅଧୀକ୍ଷକଙ୍କ ବହିଷ୍କାର ଦାବି କଲା ଭଞ୍ଜସେନା

ବାରିପଦା ଅଫିସ, ୪ା୨- ପଣ୍ଡିତ ରଘୁନାଥ ମୁର୍ମୁ (ପିଆରଏମ୍‌) ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ବିପର୍ଯ୍ୟସ୍ଥ ସ୍ବାସ୍ଥ୍ୟସେବା ବିରୋଧରେ ସୋମବାର ଭଞ୍ଜସେନାର କାର୍ଯ୍ୟକର୍ତ୍ତା ଜିଲା ପ୍ରଶାସନ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଲାଗି ରହିଥିବା ଅବ୍ୟବସ୍ଥାକୁ ସଜାଡ଼ିବା…

ସରସ୍ବତୀ ମୂର୍ତ୍ତି ଭସାଣି ବେଳେ ଗଣ୍ଡଗୋଳ, ୪ ଆହତ

ସୋର, ୪।୨(ଡି.ଏନ.ଏ.)-ସରସ୍ବତୀଙ୍କ ମୂର୍ତ୍ତି ଭସାଣକୁ କେନ୍ଦ୍ର କରି ସୋର ଥାନା ଅଧୀନ ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଈଶ୍ୱରପୁର ଓ ମାଟିଆପଲା ଗ୍ରାମର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି। ସୋର ପୋଲିସ ପହଞ୍ଚତ୍ବା ପରେ ଗଣ୍ଡଗୋଳ ଶାନ୍ତ ପଡ଼ିଥିଲା। ଅନ୍ୟପକ୍ଷରେ ସୋର ପୋଲିସ…

ବେଆଇନ କାଠପୋଲ ଉଚ୍ଛେଦକୁ ବିରୋଧ

ଜଳେଶ୍ୱର, ୪।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ପୌରପରିଷଦ ଅନ୍ତର୍ଗତ ୭ ଓ ୮ ନଂ. ୱାର୍ଡ଼ ସନ୍ନିକଟ ସୁବର୍ଣ୍ଣରେଖା ନଦୀରେ ନିର୍ମିତ ହୋଇଥିବା ବେଆଇନ କାଠପୋଲକୁ ଉଚ୍ଛେଦ କରିବାକୁ ଯାଇ ପ୍ରଶାସନକୁ ହଟହଟା ହେବାକୁ ପଡ଼ିଛି। ଜଳେଶ୍ୱର ସହରର ପଞ୍ଚୁଘଣ୍ଟା ଓ ଶିଖରପୁର…

ପ୍ୟାକ୍ସରେ ତାଲା ପକାଇଲେ ଚାଷୀ

ବରୀ,୪ା୨(ସ୍ବ.ପ୍ର):ବରୀ ବ୍ଲକ ଅଧୀନ ଧାରପୁର କୃଷି ସେବା ସମବାୟ ସମିତି (ପ୍ୟାକ୍ସ)ରେ ସୋମବାର ଚାଷୀମାନେ ତାଲା ପକାଇ ଦେଇଥିଲେ। ଦୀର୍ଘ ସମୟ ଧରି ତାଲା ପଡ଼ି ରହିବାରୁ କାର୍ଯ୍ୟାଳୟ ବନ୍ଦ ରହିଥିଲା। ସମିତି ସଭାପତି ସରୋଜ କୁମାର ଜେନାଙ୍କ ହସ୍ତକ୍ଷେପ ପରେ…

ଗଡ଼ୁଛି ଦିନ, ହେଉନି ଜଳସେଚନ ସୁବିଧା

ଯାଜପୁର ଅଫିସ,୪ା୨: ରାଜ୍ୟରେ ୩୫ ପ୍ରତିଶତ କୃଷି କ୍ଷେତ୍ରକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ ବୋଲି ୧୮ବର୍ଷ ତଳେ ସରକାର ଘୋଷଣା କରିଥିଲେ। ହେଲେ ବାସ୍ତବରେ ଏହା ଯାଜପୁର ଜିଲାରେ ଘୋଷଣାରେ ସୀମିତ ରହିଛି। ୮ ବର୍ଷରୁ ଊର୍ଦ୍ଧ୍ୱ ହେବ ଜିଲାରେ…

କଳା, ସଂସ୍କୃତି ସଭ୍ୟତାର ପରିଚୟ ଦେଇଥାଏ

ବିନିକା,୪ା୨(ଡି.ଏନ୍‌.ଏ) ସୁବଣ୍ଣର୍ର୍ପୁର ଜିଲା ବିନିକା ପାପକ୍ଷୟ ଲୋକ ମହୋତ୍ସବର ସୋମବାର ଥିଲା ତୃତୀୟ ସନ୍ଧ୍ୟା ା ଉତ୍ସବରେ ରାଜ୍ୟ ପରିବହନ ଓ ଯୋଜନା ସମନ୍ବୟ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ଦେଇ କଳା ଏବଂ ସଂସ୍କୃତି ସଭ୍ୟତାର ପରିଚୟ…

ଚାଷୀ ସମସ୍ୟା ନେଇ ଜିଲାପାଳଙ୍କୁ ଅଭିଯୋଗ

ଲଖନପୁର, ୪।୨(ଡି.ଏନ୍‌.ଏ.) ଚଳିତ ବର୍ଷ ଝାରସୁଗୁଡା ଜିଲାରେ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଚାଷୀମାନେ ନିଜ ନିଜର ଉପତ୍ାଦିତ ଧାନ ବିକ୍ରି କରିପାରୁନାହାନ୍ତି। ଧାନ ବିକ୍ରି ସମୟରେ କଟ୍‌ନିଛଟ୍‌ନି, ବସ୍ତା ସମସ୍ୟା, ଧାନ ମହଜୁଦ୍‌ ରଖିବା ପାଇଁ ସ୍ଥାନ ଅଭାବ, ଓଜନ…

ଟୋକନ ନାହିଁ, ମଣ୍ଡିରେ ପଡିଛି ଧାନ

ଗଣ୍ଡତୁରୁମ, ୪।୨ (ଡି.ଏନ.ଏ) – ବରଗଡ ଜିଲା ଅତାବିରା ଆରଏମସି ଅଧୀନ ଭେଡେନ ବ୍ଲକରେ ଟୋକନ ଓ ଆଲର୍ଟମେଣ୍ଟ ଅଭାବରୁ ବିକ୍ରି ହୋଇ ନ ପାରି ମଣ୍ଡି ଗୁଡିକରେ ହଜାର ହଜାର ବସ୍ତା ପଡିରହିଛି । ଫଳରେ ବ୍ଲକର ପପଙ୍ଗା ୟାର୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?