ଆମ ଜିଲା ଖବର

ବନବିଭାଗ ଓ ପୋଲିସ ଉପସ୍ଥିତିରେ ଶାଳଗଣ୍ଡି ଲୁଟ୍‌

ଓଡ଼ଗାଁ, ୪ା୨(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ ଓ ଓଡ଼ଗାଁ ଆଦର୍ଶ ଥାନା ବାହାଡ଼ାଝୋଲା ଫାଣ୍ଡି ଅନ୍ତର୍ଗତ ବନ୍ଧାଭୂମି ଗ୍ରାମ ନିକଟରେ ବନବିଭାଗ ଓ ପୋଲିସ ଉପସ୍ଥିତିରେ ରବିବାର ବିଳମ୍ବିତ ରାତିରେ କେତେକ ଲୋକ ବିପୁଳ ପରିମାଣର ଶାଳଗଣ୍ଡି ଲୁଟି ନେଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ…

ଜିପସମ୍‌ ପରିବହନକୁ ନେଇ ବିବାଦ: ପିପିଏଲ୍‌ କାରଖାନା ଆଗରେ ଜେସିସିର ଧାରଣା

ପାରାଦୀପ,୪ା୨(ସ୍ବ.ପ୍ର.): ପାରାଦୀପରେ ଥିବା ଶିଳ୍ପ ସଂସ୍ଥାର ପଣ୍ୟ ପରିବହନକୁ ନେଇ ବର୍ଷେ ହେଲା ଚାଲିଥିବା ବିବାଦ ସୋମବାର ଭିନ୍ନମୋଡ଼ ନେଇଛି। ଅର୍ଥାତ୍‌ ୩ଟି ଟ୍ରକ ମାଲିକ ସଂଘକୁ ନେଇ ଗଠିତ ଜେସିସି (ଜଏଣ୍ଟ କୋଅର୍ଡିନେସନ୍‌ କମିଟି)ର ସଦସ୍ୟମାନେ ସୋମବାର ପିପିଏଲ୍‌ କାରଖାନା…

କରୋନାକୁ ନେଇ ପାରାଦୀପରେ ପୁଣି ପ୍ରଶାସନିକ ସମୀକ୍ଷା: ବିଦେଶୀ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ହୋଟେଲରେ ରଖିବାକୁ ନିର୍ଦ୍ଦେଶ

ପାରାଦୀପ,୪ା୨(ସ୍ବ.ପ୍ର.): ଚୀନ୍‌ରୁ ସୃଷ୍ଟ କରୋନା ଭାଇରସ୍‌କୁ ନେଇ ଏବେ ବିଶ୍ୱବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ତେବେ କିପରି ଏହାର ପ୍ରତିକାରାତ୍ମକ ବ୍ୟବସ୍ଥା କରାଯିବ ସେ ନେଇ ପୁଣି ସୋମବାର ଜଗତ୍‌ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଏକ ସମୀକ୍ଷା ବୈଠକ ପାରାଦୀପ ସର୍କିଟ୍‌…

ଶ୍ରେଣୀଗୃହରେ ଶୋଇପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ: ସୋସିଆଲ୍‌ ମିଡିଆରେ ଭାଇରାଲ ହେଲା ଫଟୋ

ନାଉଗାଁ,୪ା୨(ସ୍ବ.ପ୍ର.): ଗୋଟିଏ ଦିନରେ ୫ଜଣ ଶିକ୍ଷକଙ୍କୁ ଛୁଟି ଦେଇ ଚର୍ଚ୍ଚାକୁ ଆସିଥିଲେ ନାଉଗାଁ ବ୍ଲକ ଅଧୀନ ବଚ୍ଛାଳୋ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଆବାସ ଲେଙ୍କା। ସୋମବାର ପୁଣି ଥରେ ସେ ଚର୍ଚ୍ଚାକୁ ଆସିଛନ୍ତି। ଯାହାକି ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି।…

ରାୟଗଡ଼ା ଜିଲା ମତ୍ସ୍ୟ କାର୍ଯ୍ୟାଳୟ: କର୍ମଚାରୀ ଅଭାବ, ସଫଳ ହେଉନି ଯୋଜନା

ରାୟଗଡ଼ା ଅଫିସ, ୪।୨- ରାଜ୍ୟ ସରକାର ମତ୍ସ୍ୟଚାଷୀଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ମତ୍ସ୍ୟ ପୋଖରୀ ଯୋଜନା, ମତ୍ସ୍ୟଜୀବୀ ପରିବାରର ପିଲାଙ୍କ ପାଇଁ ମେଧାବୃତ୍ତି ବ୍ୟବସ୍ଥା କରାଯାଇଛି। ଚାଷୀମାନେ ଯେପରି ସୁବିଧାରେ ସରକାରୀ ସହାୟତା ପାଇପାରିବେ, ସେଥିପାଇଁ ମତ୍ସ୍ୟ ବିଭାଗ କାର୍ଯ୍ୟାଳୟ…

କଣିହାଁରେ ପ୍ରତିଷ୍ଠା ହେବ ଜେଏମ୍‌ଏଫ୍‌ସି

କଣିହାଁ, ୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଜେଏମ୍‌ଏଫସି) ପ୍ରତିଷ୍ଠା ହେବ। ଏ ନେଇ ସୋମବାର ଅପରାହ୍ନ ୫ଟାରେ ଜିଲା ଦୌରାଜଜ୍‌ ଅଶାନ୍ତ କୁମାର ଦାସ କଣିହାଁ ପରିଦର୍ଶନରେ ଆସି ଏହି ସୂଚନା ଦେଇଛନ୍ତି।…

ପାଣି ପାଇଁ ରାସ୍ତାରୋକୋ

ଢେଙ୍କାନାଳ ଅଫିସ, ୪ା୨ ରାସ୍ତା ମରାମତି ଏବଂ ପାନୀୟ ଜଳଯୋଗାଣ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଢେଙ୍କାନାଳ ପୌରାଞ୍ଚଳର ୯ନଂ. ୱାର୍ଡ କଣ୍ଟାନାଳୀ ବାଉତିଖୋଲ ଅଞ୍ଚଳବାସୀ। ପ୍ରତିବାଦ ସ୍ବରୂପ ସେମାନେ ଏକାଠି ହୋଇ ସୋମବାର ପୂର୍ବାହ୍ନ ୮ଟାରୁ ୩ଘଣ୍ଟା ଧରି ଫଟାବନ୍ଧଠାରେ ଢେଙ୍କାନାଳ-ଭାପୁର…

ଭିନ୍ନ ଭଙ୍ଗୀ: ଚର୍ଚ୍ଚାରେ ମାଧବ

ବଅଁରପାଳ, ୪।୨ (ଡି.ଏନ.ଏ.) ୫୫ ନମ୍ବର ଜାତୀୟ ରାଜପଥର ବଅଁରପାଳ ବସ୍‌ଷ୍ଟାଣ୍ଡ ପରି ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଟ୍ରାଫିକ ନିୟନ୍ତ୍ରଣ କରୁଥିବା ହୋମଗାର୍ଡ ମାଧବ ଗୋଚ୍ଛାୟତ ଏବେ ଚର୍ଚ୍ଚାରେ। ଟ୍ରାଫିକ ନିୟନ୍ତ୍ରଣରେ ଭିନ୍ନ ଅଙ୍ଗଭଙ୍ଗୀ ତାଙ୍କୁ ଅନ୍ୟ ହୋମଗାର୍ଡମାନଙ୍କଠାରୁ ସ୍ବତନ୍ତ୍ର କରିଦେଇଛି।…

ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପରଜଙ୍ଗ, ୪।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗସ୍ଥିତ ଇନ୍ଦିରା ଗାନ୍ଧୀ ବୈଷୟିକ ଶିକ୍ଷାନୁଷ୍ଠାନ (ଆଇଜିଆଇଟି)ର ଅଗ୍ନିଭବନ ଛାତ୍ର ନିବାସରୁ ସୋମବାର ଡିପ୍ଲୋମା ୩ୟ ବର୍ଷ ଛାତ୍ର ପଙ୍କଜ ନାୟକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ଛାତ୍ରଙ୍କ ବାପା…

ତାମଡା ପକ୍ଷରୁ ଜିଲାପାଳଙ୍କୁ ଦିଆଗଲା ରିପୋର୍ଟ

ଅନୁଗୋଳ ସହର, ୪।୨ ଅନୁଗୋଳ ସହର ହୁଲୁରିସିଂହାଠାରେ ନିର୍ମାଣ ହେଉଥିବା ଏକ ଆପାର୍ଟମେଣ୍ଟକୁ ନେଇ ଅଭିଯୋଗ ଆସିବା ପରେ ତାଳଚେର-ଅନୁଗୋଳ-ମେରାମଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)ଙ୍କ ପକ୍ଷରୁ ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ଗତ ଜାନୁୟାରୀ ୧୪ରେ ଉକ୍ତ ଅଭିଯୋଗର ତଦନ୍ତ କରି…

‘ଆଜିର ପିଢ଼ି ଆଗାମୀଙ୍କ ପାଇଁ ପ୍ରେରଣାର ଉତ୍ସ ହୁଅନ୍ତୁ’

ଫୁଲବାଣୀ ଅଫିସ, ୪ା୨-କଳା, ସଂସ୍କୃତି, ଐତିହ୍ୟର ପରମ୍ପରାକୁ ନେଇ ଆମ ରାଜ୍ୟ ସ୍ବତନ୍ତ୍ର ା ଉତ୍ସବ ସମସ୍ତଙ୍କୁ ଏକାଠି ବାନ୍ଧି ରଖେ ା ମନକୁ ଉଲ୍ଲସିତ କରେ ା ସମାଜରେ ପରିବର୍ତ୍ତନ ଆଣିବା ପାଇଁ ଯୁବ ସମାଜର ପ୍ରୟାସ ଲୋଡ଼ା ା…

ରାସ୍ତା ଅବରୋଧ କରି ୨୩ ଗିରଫ : ନିଖୋଜଙ୍କ ପତ୍ତା ମିଳୁ ନ ଥିବାରୁ କରିଥିଲେ ଆନ୍ଦୋଳନ

ରାଇକିଆ,୪ା୨(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଜଣେ ଯୁବକ ଗତ ମାସ ୧୫ ତାରିଖରୁ ନିଖୋଜ ଅଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହୋଇଛି। ନିଖୋଜ ଯୁବକଙ୍କ ସମ୍ପର୍କରେ ପତ୍ତା ଲଗାଇବାରେ ପୋଲିସ ସହଯୋଗ କରୁ ନ ଥିବା ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?