ଆମ ଜିଲା ଖବର

ରାଜପଥ ଖୋଳିଦେଉଛି ଠିକାସଂସ୍ଥା

ଛେଣ୍ଡିପଦା,୩।୨(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଯାଇଥିବା ୧୪୯(ବି) ନଂ. ଜାତୀୟ ରାଜପଥ ପାଶର୍‌ବକୁ ବେଆଇନ ଭାବେ ଖୋଳି ସେଠାରେ ପାଇପ ପକାଯାଉଥିବା ଅଭିଯୋଗ ହୋଇଛି। ଏ ନେଇ ଜାତୀୟ ରାଜପଥ ବିଭାଗ ଯନ୍ତ୍ରୀ ଉମାକାନ୍ତ ଦଳେଇ ଶନିବାର ଠିକାସଂସ୍ଥା…

ଛାତ୍ରଙ୍କୁ ମାଡ଼ ଘଟଣା ,ସହକାରୀ ଶିକ୍ଷକ ନିଲମ୍ବିତ

ଦିଗପହଣ୍ଡି,୩ା୨(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ଅଶୋକ କୁମାର ସ୍ବାଇଁଙ୍କୁ ସହକାରୀ ଶିକ୍ଷକଙ୍କ ନିଲମ୍ବିତ…

‘ବ୍ୟାପକ ହେଉ କଳାକାରଙ୍କୁ ଚିହ୍ନଟ ପ୍ରକ୍ରିୟା’

ଢେଙ୍କାନାଳ ଅଫିସ, ୩ା୨ : ସାଂସ୍କୃତିକ ଅନୁଷ୍ଠାନ ଶତରୂପା ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମ୍‌ରେ ଦୁଇଦିନ ଧରି ଆୟୋଜିତ ହେଉଥିବା କାରୁବାକୀ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏମ୍‌ପି ମହେଶ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, କଳା ଏବଂ କଳାକାରଙ୍କୁ…

ହିଙ୍ଗୁଳାଙ୍କ ହୁଣ୍ଡିରୁ ମିଳିଲା ୩.୬୨ ଲକ୍ଷ

ତାଳଚେର, ୩ା୨(ନି.ପ୍ର.) ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଗୋପାଳପ୍ରସାଦସ୍ଥିତ ପୀଠରେ ଥିବା ହୁଣ୍ଡିଗୁଡିକୁ ଶନିବାର ଖୋଲା ଯାଇଥିଲା। ଟ୍ରଷ୍ଟବୋର୍ଡ ସଦସ୍ୟ ମୁରଲୀଧର ସାହୁ, ସନ୍ତୋଷ କୁମାର ପ୍ରଧାନ, ଗଗନ ବିହାରୀ ସାହୁ ପ୍ରମୁଖଙ୍କ ଉପସ୍ଥିତିରେ ହୁଣ୍ଡି ଖୋଲା ଯାଇ ମୋଟ…

୯ରୁ ଭଞ୍ଜ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟ: ଭାଗନେବେ ନେପାଳ, ରାଜ୍ୟ ବାହାରର ୨ ଟିମ

ଭଞ୍ଜନଗର,୩।୨(ଡି.ଏନ.ଏ)-ଭଞ୍ଜନଗର ଜେଲ ପଡ଼ିଆରେ ଆସନ୍ତା ୯ ତାରିଖରୁ ୫ମ ଭଞ୍ଜ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟ ଆରମ୍ଭ ହେବ। ଏଥିରେ ନେପାଳ, ରାଜ୍ୟ ବାହାରର ୨ ଏବଂ ରାଜ୍ୟର ୫ ଏପରି ମୋଟ ୮ ଟିମ ଭାଗ ନେବେ। ଭଞ୍ଜନଗର ଫୁଟବଲ ଆସୋସିଏଶନ…

ସଫଳତା ପଛରେ ରହିଛି କଠିନ ପରିଶ୍ରମ

ଫୁଲବାଣୀ ଅଫିସ, ୩ା୨-ଲୋକେ ଭାବନ୍ତି କନ୍ଧମାଳ ପଛୁଆ ବା ଅନୁନ୍ନତ। ଏବେ ଆଉ ସେ କନ୍ଧମାଳ ନାହିଁ। ଏହା ଉନ୍ନତି ପଥରେ ଆଗେଇ ଚାଲିଛି। ଆଗାମୀ ଦିନରେ ଏହା ଆଗୁଆ ଜିଲାରେ ପରିଣତ ହେବ। ଯେଉଁଠି ବି ଉନ୍ନତି ହୋଇଛି ତା…

ଏଲ୍‌ଆଇସି ଅଂଶଧନ ବିକ୍ରିକୁ ବିରୋଧ

ବ୍ରହ୍ମପୁର ଅଫିସ,୩ା୨-ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି)ରୁ ସରକାରଙ୍କ ଅଂଶଧନରୁ କିଛି ପ୍ରତିଶତ ଷ୍ଟକ୍‌ ବଜାର ମାଧ୍ୟମରେ ତଥା ଆଇପିଓ ରୂପେ ବିକ୍ରି କରାଯିବା ଲୋକ ସଭାରେ ଅର୍ଥମନ୍ତ୍ରୀ ଆଗତ କରିଥିବା ୨୦୨୦-୨୧ ଆର୍ଥିକ ବର୍ଷର ବଜେଟରେ ସୂଚାଇଛନ୍ତି। କେନ୍ଦ୍ର ସରକାରଙ୍କ…

ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ: ପୂଜା ହେଲେ ୧୫୦ରୁ ଊର୍ଦ୍ଧ୍ୱ ଗୁରୁଜନ

ଉଦଳା, ୩ା୨(ଡି.ଏନ.ଏ.)-ଆଜିର ସମାଜରେ ବୃଦ୍ଧ ମା’ବାପାଙ୍କୁ ବୃଦ୍ଧାଶ୍ରମରେ ଦେଖିବାକୁ ମିଳୁଛି ା ମା’ ବାପା ଚଳନ୍ତି ଠାକୁର ହୋଇଥିବା ବେଳେ ସେମାନଙ୍କୁ ଅବହେଳା କରୁଛନ୍ତି ଜନ୍ମ କଲା ପିଲାମାନେ ା ଜୀବନର ଶେଷ ପାହାଚରେ ପିଲାଙ୍କ ସ୍ନେହ ଟିକିଏ ପାଇଁ ସେମାନେ…

ରାସ୍‌ତା ତରେ ଜୀବନ୍‌ ଜିବ୍‌କା

ବରପାଲି, ୩।୨ (ଡି.ଏନ.ଏ)- ଧନୀନୁ ଗରିବ୍‌ ସଭେ ପେଟ୍‌ ପାଲବାର ଲାଗି ନାନା ଉପେ ପାଁଚୁଛନ୍‌। ଯାହାର ପଏସା କଉଡ଼ ଅଛେ ବେପାର ବନିଜ କରି ଆରାମ ସେ ଚଲୁଥିଲାବେଲେ ଗରିବ୍‌ ଦୁଖି, ଖଟିଖିଆ ଲୋକ୍‌ ନିଜର ବାହାଜାଂଗଲ ମାଜି କମେଇ…

ଚାକିରି ନାଁରେ ଠକେଇ: ମାଷ୍ଟରମାଇଣ୍ଡ, ଦଲାଲ ଗିରଫ

ବ୍ରହ୍ମପୁର ଅଫିସ,୩ା୨-ବେକାର ଯୁବତୀ ଯୁବକଙ୍କୁ ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଏକ ଠକ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଓ ଜଣେ ଦଲାଲଙ୍କୁ ବୈଦ୍ୟନାଥପୁର ପୋଲିସ ଗିରଫ କରିଛି। ଏହି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଯାଜପୁରର ରବୀନ୍ଦ୍ର କୁମାର ବେହେରା…

୪ ଏକର ଡଙ୍ଗର ଜମିକୁ ଚାଷୋପଯୋଗୀ କଲେ ୯୦ ବର୍ଷୀୟ ବୃଦ୍ଧ

ପାପଡାହାଣ୍ଡି,୩।୨(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକର ଗାଦବା କତରା ଗ୍ରାମର ମୁନା ମାଧବ। ବୟସ ୯୦ରୁ ଊର୍ଦ୍ଧ୍ୱ । ତଥାପି ଜୀବନରେ ହାର ମାନି ନାହାନ୍ତି । ଯେଉଁ କାମ ଯୁବପିଢି କରିପାରିବେ ନାହିଁ, ବୟସର ଅପରାହ୍ନରେ ପହଞ୍ଚି ସେ ତାହା କରି…

ଚରଚାରେ ଦିବ୍ୟାଙ୍ଗ ଛାତ୍ର ଜଗନ୍ନାଥ: ମନ୍‌ବଲ ଆଘେ ହାରମାନିଛେ ଅକ୍ଷମତା

ପାଇକମାଲ,୩।୨(ଡି.ଏନ.ଏ)- କଥାରେ ଅଛେ ମନ୍‌ବଲ ଥିଲେ ସବୁ ସମ୍‌ଭବ। ଏହେଦେ ଏନ୍‌ତା ଝନେ ଦିବ୍ୟାଙ୍ଗ ଛାତ୍ର ନିଜର ମଜବୁତ୍‌ ମନ୍‌ବଲ ଲାଗି ଏହେଦେ ଚରଚାରେ ରହିଛନ୍‌। ସେ ହେଉଛନ୍‌ ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଠ ପଁଚେତ୍‌ ଭେରୁଆମୁଣ୍ଡା ଗଁାର କ୍ଷୀରୋଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?