ଆମ ଜିଲା ଖବର

ଥଣ୍ଡାରେ ଠିଆହେଲେ ସ୍କୁଲ ପିଲା; ଇନ୍ଧନ ସଂରକ୍ଷଣ ସଚେତନତା ରାଲି

ଫୁଲବାଣୀ ଅଫିସ, ୩ା୨-ଆଇଓସିଏଲ୍‌ (ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ) ପକ୍ଷରୁ ଇନ୍ଧନ ସଂରକ୍ଷଣ ସଚେତନତା ରାଲି ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ଏହାର ଶୁଭାରମ୍ଭ ପୂର୍ବତନ ଏମ୍‌ପି ଖାରାବେଳ ସ୍ବାଇଁ କରିଥିଲେ। ଏହି ପଦଯାତ୍ରାରେ ସହରର ବିଭିନ୍ନ ସ୍କୁଲର…

ଗାଁ ଲୋକଙ୍କୁ ଚୁଆ ପାଣି ଭରସା

କପ୍ତିପଦା, ୩।୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଗଜାପଥର ଓ ଶରତ ପଞ୍ଚାୟତର ଅଶ୍ୱକୂଟୀ ଛକ ସାହି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଫଳରେ ଗଜାପଥର ଗ୍ରାମରେ ଆଦିବାସୀ ସମ୍ପ୍ରଦାୟର ୩୦୦ ଓ ଅଶ୍ୱକୂଟୀ…

ଆଚରଣ, ଉଚ୍ଚାରଣ ପ୍ରତି ସଚେତନ ରହିବା ଜରୁରୀ

ଜଳେଶ୍ୱର, ୩।୨(ସ୍ବ.ପ୍ର.)-ଓଡ଼ିଶାର ଉପାନ୍ତ ଓ ପଶ୍ଚିମବଙ୍ଗ ସୀମାନ୍ତରେ ଥିବା ଆମ୍ବଳିଅଠା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୬ଷ୍ଠ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ଜଳେଶ୍ୱର ବିଇଓ ବିଜୟ କୁମାର ନାଥ ଉଦ୍‌ଘାଟନ କରି ପ୍ରତ୍ୟେକଙ୍କ ଆଚରଣ ଓ ଉଚ୍ଚାରଣ ଓ ସଂସ୍କାର…

ପଦଯାତ୍ରାରେ ଚାଷୀ: ବୁଲିବେ ୧୨୦୦ କିମି

ନୟାଗଡ ଅଫିସ, ୩ା୨: ପଦଯାତ୍ରାରେ ଗାଁକୁ ଗାଁ ବୁଲୁଛନ୍ତି ଚାଷୀ। ଚାଷୀ ଓ ସାଧାରଣ ଲୋକଙ୍କୁ ସେମାନଙ୍କ ସମସ୍ୟା ଅବଗତ କରାଉଛନ୍ତି । ୨୦ ବର୍ଷରୁ ଊର୍ଦ୍ଧ୍ୱ ଚାଷ କାର୍ଯ୍ୟରେ ନିୟୋଜିତ ହୋଇଥିବା ଚାଷୀଙ୍କୁ ମାସିକ ୫ ହଜାର ପେନସନ, ଧାନ…

ପୋଖରୀରେ କୁମ୍ଭୀର: ଭୟରେ ସ୍ନାନ ପାଇଁ ଯାଉନାହାନ୍ତି ଲୋକେ

ନୟାଗଡ ଅଫିସ, ୩ା୨: ନୟାଗଡ଼ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳ ଗୋପୀନାଥପୁର (ଖଳିସାହି) ଗ୍ରାମର ପାଖାପାଖି ଥିବା ୪ ପୋଖରୀରେ ୩ କୁମ୍ଭୀର ଆତଙ୍କ ଖେଳାଇଛନ୍ତି। ଭୟରେ ସ୍ଥାନୀୟ ଲୋକେ ସ୍ନାନ ପାଇଁ ପୋଖରୀକୁ ଯାଉନାହାନ୍ତି। ପ୍ରାପ୍ତ ସୂଚନା…

ପୂର୍ଣ୍ଣାଙ୍ଗ ହୋଇପାରିଲାନି ଜରାବ୍ୟାଧି ଚିକିତ୍ସା କେନ୍ଦ୍ର: ଅଧିକ ଅନୁଦାନକୁ ମନା କଲେ ସରକାର

ନୟାଗଡ଼ ଅଫିସ, ୩ା୨(ଲୋକନାଥ ମିଶ୍ର): ପରିବର୍ତ୍ତିତ ପ୍ଲାନକୁ ଅନୁମୋଦନ ନ କରି ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜରାବ୍ୟାଧି ଚିକିତ୍ସା କେନ୍ଦ୍ର ନିର୍ମାଣ କରାଯାଇଥିବା ଅଭିଯୋଗ ହୋଇଛି। ୪୦ଲକ୍ଷ ଟଙ୍କାର ଏହି ଘୋଟାଲା ଉପରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

ଆବାସ ସମ୍ପୂର୍ଣ୍ଣ କରିବାକୁ ପ୍ରଶାସନର ତତ୍ପରତା

ଯାଜପୁର ଅଫିସ,୩।୨: ଯାଜପୁର ଜିଲାରେ ଆବାସ ଗୃହ ନିର୍ମାଣରେ ଅଗ୍ରଗତି ନୈରାଶ୍ୟଜନକ ରହିଛି। ପୂର୍ବରୁ ଏହି ଯୋଜନାରେ ପ୍ରକୃତ ହିତାଧିକାରୀଙ୍କୁ ଘର ମିଳି ନ ଥିବାବେଳେ ଥିଲାବାଲା ଲୋକଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ନଜିର ରହିଛି। ତେବେ ଏନେଇ ବିଭିନ୍ନ…

ନିଶା ଖୁଆଇ ଯୁବକଙ୍କୁ ଲୁଟ୍‌: ରାସ୍ତାକଡ଼ରେ ଫୋପାଡ଼ି ଚାଲିଗଲେ

ଧର୍ମଶାଳା ୨ା୨(ଡିଏନ୍‌ଏ) ଧର୍ମଶାଳା ଥାନା ସାନ ବାଲିକୁଦା ଗ୍ରାମର କେଦାରନାଥ ଜେନା ଅନୁଗୋଳରୁ ଘରକୁ ଫେରୁଥିବାବେଳେ ତାଙ୍କୁ ବାଟରେ ଲୁଟେରା ଚା’ରେ ନିଶା ଦେଇ ଲୁଟ କରିବା ପରେ ରାସ୍ତାକଡ଼ରେ ଫୋପାଡ଼ି ଚାଲିଯାଇଥିବା ଥାନାରେ ଅଭିଯୋଗ ହୋଇଛି। ସ୍ଥାନୀୟ ଲୋକେ କେଦାରଙ୍କୁ…

ଇସ୍କନ ବିରୋଧରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨ା୨:ଇସ୍କନ ପକ୍ଷରୁ ମୁମ୍ବାଇରେ ଗତ ଗୁରୁବାର ଅଦିନିଆ ରଥଯାତ୍ରା ଆୟୋଜିତ ହୋଇଥିଲା। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଓ ମହାପ୍ରଭୁଙ୍କ ପ୍ରତି ଅପମାନ ବୋଲି ଦର୍ଶାଯାଇ ଏଭଳି ରଥଯାତ୍ରାକୁ ଓଡ଼ିଶାରେ ବିଶେଷକରି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳାସ୍ଥଳ ଶ୍ରୀକ୍ଷେତ୍ରରେ ତୀବ୍ର ବିରୋଧ କରାଯାଇଛି।…

ଜେଲ୍‌ରୁ ପ୍ରେମିକଙ୍କୁ ମୁକୁଳାଇବାକୁ ପ୍ରେମିକାଙ୍କ ନିଷ୍ପତ୍ତି: ଜେଲ୍‌ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ପଡିଲା ହାତଗଣ୍ଠି

ବାଲେଶ୍ୱର ଅଫିସ,୨।୨-ପ୍ରତାରଣା ଅଭିଯୋଗରେ ବାଲେଶ୍ୱର ଜିଲା କାରାଗାରରେ ଦଣ୍ଡ ଭୋଗୁଥିବା ପ୍ରେମିକଙ୍କୁ ମୁକୁଳାଇବା ପାଇଁ ପ୍ରେମିକା ବିବାହ ନିଷ୍ପତ୍ତି ନେଇଥିଲେ। ଉଭୟ ପରିବାରଙ୍କ ସମ୍ମତି ଏବଂ କୋର୍ଟର ନିର୍ଦ୍ଦେଶରେ କାରାଗାର ପରିସରରେ ଶନିବାର ସନ୍ଧ୍ୟାରେ ପ୍ରେମୀ ଯୁଗଳଙ୍କ ବିବାହ ଅନୁଷ୍ଠିତ ହୋଇଛି।…

ପୁଣି ଚିଲିକାରେ ବୁଡିଗଲା ଡଙ୍ଗା: ୫ ଗୁରୁତର

ବାଲୁଗାଁ,୨।୨(ଡି.ଏନ.ଏ.): ପୁଣି ଚିଲିକାରେ ଡଙ୍ଗା ବୁଡିଛି। ରବିବାର ୨୫ ଜଣ ଯାତ୍ରୀ କାଳିଜାଇ ଦର୍ଶନ ସାରି ଡଙ୍ଗାରେ ଫେରୁଥିବାବେଳେ ଚିଲିକା ମଝିରେ ଡଙ୍ଗାଟି ବୁଡିଯାଇଥିଲା। ଫଳରେ ସେଥିରେ ଥିବା ଯାତ୍ରୀଙ୍କୁ ଅନ୍ୟ ମତ୍ସ୍ୟଜୀବୀ ଡ଼ଙ୍ଗାରେ ଉଦ୍ଧାର କରିଥିଲେ। ସେମାନଙ୍କ ମଧ୍ୟରୁ ୫…

ବିଏନ୍‌ ହାଇସ୍କୁଲ ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପିତ: ଯୋଗ ଦେଲେ ରାଜ୍ୟପାଳ

ଆନନ୍ଦପୁର,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୁରାତନ ଶିକ୍ଷାନୁଷ୍ଠାନ ବିଏନ୍‌ ହାଇସ୍କୁଲର ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପନ ଦିବସରେ ରବିବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରାଜ୍ୟପାଳ ଆନନ୍ଦପୁର ବିଏନ୍‌ ହାଇସ୍କୁଲ ପ୍ଲାଟିନମ୍‌ ଜୁବୁଲି ଉତ୍ସବରେ ଯୋଗଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?