ଆମ ଜିଲା ଖବର

ଗାଜଲବାଡ଼ି ଘାଟିରେ ସରୁନି ଗାର୍ଡଓ୍ବାଲ କାର୍ଯ୍ୟ, ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଟଳିଲା ବଡ଼ଧରଣର ଦୁର୍ଘଟଣା

ଦାରିଙ୍ଗବାଡ଼ି,୨।୨(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ରବିବାର ସକାଳେ ଏକ ବଡ଼ ଧରଣର ଦୁର୍ଘଟଣା ଟଳି ଯାଇଛି। ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରକ୍‌ଟିକୁ ରୋକିବାରେ ସଫଳ ହୋଇଛନ୍ତି। ସୂଚନାଯୋଗ୍ୟ, ଟ୍ରକ ନଂ.(ଓଆର-୧୫ ଆର୍‌-୦୩୬୩) ଦାରିଙ୍ଗବାଡ଼ିରୁ ୫୯ନଂ ଜାତୀୟ ରାଜପଥରେ ବ୍ରହ୍ମପୁର…

ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର, ପୋଷ୍ଟର: ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଉଲ୍ଲେଖ

ମାଲକାନଗିରି,୨।୨(ସ୍ବ.ପ୍ର.): ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର ଓ ପୋଷ୍ଟର ରବିବାର ଦେଖିବାକୁ ମିଳିଛି। ପୋଲିସ ଓ ସରକାରଙ୍କୁ ବିରୋଧ କରି ଏହି ପୋଷ୍ଟର ଲଗାଯାଇଛି। ଯୋଡ଼ାମ୍ବରୁ ପଣସପୁଟ ପର୍ଯ୍ୟନ୍ତ ଦୀର୍ଘ ୧୦ କିଲୋମିଟର ଯାଏ ଏହି ପୋଷ୍ଟର ଲାଗିଥିବା ଦେଖିବାକୁ…

ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ…

ଗୁରୁତର ଅବସ୍ଥାରେ ଭାଲୁଛୁଆ ଉଦ୍ଧାର

ପାଟଣା,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଫୁଲପାହାଡ଼ି ଗ୍ରାମ୍ୟ ଜଙ୍ଗଲରୁ ଶନିବାର ପୂର୍ବାହ୍ନରେ ଏକ ଆହତ ଭାଲୁ ଛୁଆକୁ ବନବିଭାଗ ଉଦ୍ଧାର କରି ପ୍ରାଥମିକ ଚିକିତ୍ସା କରି ଜଙ୍ଗଲର ଛାଡିଦେଇଥିଲା। ହେଲେ ରବିବାର ସକାଳୁ ଭାଲୁ ଛୁଆଟିକୁ ତାର…

ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀଙ୍କ ତୀବ୍ର ବିରୋଧ: ଘଟଣାସ୍ଥଳ ଛାଡିଲେ କମ୍ପାନୀ କର୍ତ୍ତୃପକ୍ଷ

କୁଆଁରମୁଣ୍ଡା,୨।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ସରକାରୀ ଡାଏରି ଫାର୍ମର ୨୦ ଏକରରୁ ଊର୍ଦ୍ଧ୍ୱ ଜାଗାରେ ବେଆଇନ ପାଚେରି ନିର୍ମାଣକୁ ଅଞ୍ଚଳବାସୀ ତୀବ୍ର ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରୁ ଏକ ଘରୋଇ କମ୍ପାନୀ…

ଏସ୍‌ସିବି ମେଡିକାଲରେ ପ୍ରଥମ କରୋନା ସନ୍ଦିଗ୍ଧ

କଟକ ଅଫିସ,୨।୨: ଚାଇନାର ସିଚୁଆନ ସ୍ଥିତ ସାଉଥ ୱେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ ପଢୁଥିବା ଫୁଲବାଣୀର ଜଣେ ଡାକ୍ତରୀ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ଚିକିତ୍ସାଲାଗି ତାଙ୍କୁ ଏସ୍‌ସିବି ମେଡିକାଲର ସ୍ବତନ୍ତ୍ର ଆଇସୋଲେଶନ୍‌ ୱାର୍ଡରେ ଭର୍ତ୍ତି କରାଯାଇଛି।…

ବାଲେଶ୍ୱର ଜିଲା ଚିଠି: ଶିଶୁ ସୁରକ୍ଷା ଯୋଜନା

ପଞ୍ଚାୟତସ୍ତରରେ ପିଲାମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଉନ୍ନୟନମୂଳକ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷା ଯୋଜନା ଅନ୍ୟତମ। ଅସୁରକ୍ଷିତ ପିଲାଙ୍କୁ ଉଦ୍ଧାର କରି ଜିଲା ଶିଶୁ କମିଟି ମାଧ୍ୟମରେ ଥଇଥାନ କରାଯିବା ଉଦ୍ଦେଶ୍ୟରେ…

ହଜିଗଲାଣି ମଣିଷପଣିଆ: କାର୍‌ ଡିକିରେ ବାପାଙ୍କ ମୃତଦେହ ସ୍ବର୍ଗଦ୍ୱାର ଆଣିଲେ ପୁଅ

ପୁରୀ ଅଫିସ, ୨।୨: ମୃତଦେହକୁ ମଶାଣି ପର୍ଯ୍ୟନ୍ତ ନେବା ପାଇଁ ଲୋଡ଼ା ହେଉଥିଲା ଛ’ ଖଣ୍ଡ କାଠ। କାନ୍ଦ ବୋବାଳିରେ ଫାଟି ପଡୁଥିଲା ଘରଦ୍ୱାର। ସାହିଭାଇ କୋକେଇ କାନ୍ଧେଇ ମଶାଣି ଅଭିମୁଖେ ଚାଲୁଥିଲେ। ଏବେ ସେ ଦୃଶ୍ୟ ଆଗଭଳି ଆଉ ଏତେମାତ୍ରାରେ…

ମାଟ୍ରିକ ପରୀକ୍ଷା: ୬ରୁ ମିଳିବ ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୨।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥି ନିମନ୍ତେ ଆଡ୍‌ମିଟ କାର୍ଡ ଆସନ୍ତା ୬ ତାରିଖରୁ ମିଳିବ ବୋଲି…

‘ଯାଜପୁରକୁ ରାଜ୍ୟର ସର୍ବଶ୍ରେଷ୍ଠ ପୌରାଞ୍ଚଳରେ ପରିଣତ କରାଯିବ’

ଯାଜପୁର ଟାଉନ,୨।୨(ଡିଏନଏ): ଯାଜପୁର ପୌରାଞ୍ଚଳ ରାଜ୍ୟର ଏକ ଆଦର୍ଶ ଓ ଅତ୍ୟାଧୁନିକ ପୌରାଞ୍ଚଳରେ ପରିଣତ କରାଯିବ ବୋଲି ଜିଲାପାଳ ରଞ୍ଜନ କୁମାର ଦାସ ମତବ୍ୟକ୍ତ କରିଛନ୍ତି। ଯାଜପୁର ପୌରାଞ୍ଚଳକୁ ରାଜ୍ୟର ସର୍ବଶ୍ରେଷ୍ଠ ପୌରାଞ୍ଚଳ କରିବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି…

ନିଯୁକ୍ତି ପ୍ରଦାନରେ କେନ୍ଦ୍ର, ରାଜ୍ୟ ସରକାର ବିଫଳ

ରାହାମା,୨ା୨(ଡି.ଏନ.ଏ.): ଆଜିର ଦିନରେ ଜାତୀୟ ନାଗରିକତା ଅଭିଲେଖ ନୁହେଁ ବରଂ ଜାତୀୟ ବେରୋଜଗାର ଅଭିଲେଖର ଆବଶ୍ୟକତା ରହିଛି। ଜଗତ୍‌ସିଂହପୁର ଯୁବ କଂଗ୍ରେସ ସାଧାରଣ ସମ୍ପାଦକ ଅଶ୍ୱିନୀ ସ୍ବାଇଁ କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏକଥା ପ୍ରକାଶ…

ପ୍ରଧାନଶିକ୍ଷକଙ୍କ ନାମରେ ଅନିୟମିତତା ଅଭିଯୋଗ

ରାହାମା,୨ା୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ବଡ଼ବାଲିକଣି ପଞ୍ଚାୟତରେ ଥିବା ସାନବାଲିକଣି ପ୍ରାଥମିକ ବିଦ୍ୟାଳୟରେ ନାନା ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ ବିଭୁପ୍ରସାଦ ଦାଶ ଏସବୁ ଅନିୟମିତତା କରିଥିବା ନେଇ ଛାତ୍ରାଭିଭାବକ ଓ ବିଦ୍ୟାଳୟ କମିଟି ସଭ୍ୟମାନେ କୁଜଙ୍ଗ ମଣ୍ଡଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?