କରୋନା ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ୱାର୍ଡ
ଭଦ୍ରକ ଅଫିସ, ୨।୨- ଦେଶ ଓ ରାଜ୍ୟରେ ଆତଙ୍କ ଖେଳାଇଥିବା କରୋନା ଭାଇରସ୍ଜନିତ ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଶନିବାରଠାରୁ ଭଦ୍ରକ ଜିଲା ଚିକିତ୍ସାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ଏଥିପାଇଁ ଏକ ସ୍ବତନ୍ତ୍ର ଓ୍ବାର୍ଡ ଓ କଣ୍ଟ୍ରୋଲରୁମ୍ ଖୋଲାଯାଇଛି। କଣ୍ଟ୍ରୋଲରୁମ୍ରେ…
ହତ୍ୟାକାରୀ ପୁତୁରା ଗିରଫ
ବାରିପଦା ଅଫିସ/ବାଙ୍ଗିରିପୋଷି,୨ା୨(ଡ଼ି.ଏନ୍.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଉପର ଉଚ୍ଚଡିହା ଗ୍ରାମରେ ଗତ ୨୭ ତାରିଖ ରାତିରେ ବନ୍ଦ କୋଠରିରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଗୁରା ସିଂ (୫୮) ଙ୍କୁ ତାଙ୍କ ପୁତୁରା ଉକ୍ତ ଗ୍ରାମର…
ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ଉତ୍ତେଜନା
ରାଇରଙ୍ଗପୁର,୨ା୨(ଡି.ଏନ୍.ଏ.): ରାଇରଙ୍ଗପୁର କଲେଜ ଛାତ୍ରୀନିବାସ ପଛପଟ ପାଚେରୀ ଏବଂ ଖେଳପଡ଼ିଆ ପାର୍ଶ୍ୱରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ବିବାଦ ଦେଖାଦେଇଛି। ରାଇରଙ୍ଗପୁର ବ୍ଲକ ଅଧୀନ ଭାଲୁବସା ପଞ୍ଚାୟତବାସୀ ଏହି ପ୍ରକଳ୍ପ ନିର୍ମାଣ ସପକ୍ଷରେ ଥିବା ବେଳେ ସ୍ଥାନୀୟ ପୁରୁଣାଘାଟୀ ବସ୍ତି…
ବିଦ୍ୟୁତ୍କାଟ ପ୍ରତିବାଦରେ ଧାରଣା
ଜଳେଶ୍ୱର, ୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳର ଶ୍ୟାମନଗର, କାଳିକ, ଖୁଆଡ, କଳମା ଓ ସର୍ଦ୍ଦାରବନ୍ଧ ପଞ୍ଚାୟତରେ ରାତ୍ରୀ ସମୟରେ ବିଦ୍ୟୁ୍ତ୍କାଟ ଯୋଗୁ ଅନ୍ଧାର ସୁଯୋଗ ଦେଇ ହାତୀପଲ ବ୍ୟାପକ କ୍ଷତି ଘଟାଇ ଚାଲିଛନ୍ତି। ଲୋକମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାରେ…
ବଟି ମାଗିବାକୁ କେନ୍ଦ୍ରକରି ଥାନାରେ ଏତଲା
ଗଞ୍ଜାମ,୧ା୨(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମରେ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମ୍ୟ ଜଳ ଯୋଗାଣ ପକ୍ଷରୁ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଚାଲିଛି। କିନ୍ତୁ କିଛି ଅସାମାଜିକ ବ୍ୟକ୍ତି ଆମ ଏରିଆରେ କାର୍ଯ୍ୟ ହେଉଛି, ତେଣୁ ଆମକୁ ବଟି ଦେବାକୁ…
ଚପଲ ଦୋକାନ ଜଳିଗଲା
ଖଜୁରିପଡ଼ା(ଡି.ଏନ.ଏ.)/ବଲସକୁମ୍ପା,୧ା୨-ଖଜୁରିପଡ଼ା ବଜାରରେ ଥିବା ଏକ ଚପଲ ଦୋକାନରେ ଶୁକ୍ରବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ସମ୍ପୂର୍ଣ୍ଣ ଜଳିଯାଇଛି। ଅଗ୍ନିଶମ କର୍ମଚାରୀମାନେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ବିଦ୍ୟୁତ୍ ଶର୍ଟ ସର୍କିଟ ଯୋଗୁ ଦୋକାନରେ ନିଆଁ ଲାଗିଥିବା…
ରାସ୍ତାରେ ଧାନବସ୍ତା ରଖି ଅବରୋଧ
ସଜନାଗଡ଼,୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଅନ୍ତର୍ଗତ ଶେରଗଡ଼-ଉଦଳା ୧୯ନମ୍ବର ରାଜ୍ୟ ରାଜପଥ ଗରଡ଼ିହି ଛକଠାରେ ୪ଦଫା ଦାବି ନେଇ ଓଡ଼ିଶା କୃଷକ ସଭା ପକ୍ଷରୁ ରାସ୍ତାରେ ଧାନ ବସ୍ତା ରଖି ଶନିବାର ଦୀର୍ଘ ସମୟ ଧରି ଅବରୋଧ କରାଯାଇଥିଲା। ଫଳରେ ଉଭୟ ପାର୍ଶ୍ୱରୁ…
ନିଯୁକ୍ତି ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ
ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ପୌରାଞ୍ଚଳରେ ସଫେଇ କାର୍ଯ୍ୟ ପାଇଁ ଫେବୃୟାରୀ ପହିଲାରୁ ନୂତନ ଠିକାଦାର ନିଯୁକ୍ତି ହୋଇଛନ୍ତି। ଦୀର୍ଘବର୍ଷ ଧରି ପୌର ପରିଷଦ ଓ ଠିକାଦାରମାନଙ୍କ ଅଧୀନରେ କାର୍ଯ୍ୟ କରିଆସୁଥିବା କେତେକ ସଫେଇ କର୍ମଚାରୀଙ୍କୁ ନିଯୁକ୍ତିରୁ ବାହାର କରିଦେବା ପାଇଁ ନୂତନ…
ଧରିତ୍ରୀ ପ୍ରଭାବ: ଖୋଲିଲା ଓ୍ବାଚ ଟାଓ୍ବାର
କେନ୍ଦୁଝର, ୧ା୨(ସ୍ବ.ପ୍ର.): ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଓ୍ବାଚ ଟାଓ୍ବାରକୁ ଜିଲା ପ୍ରଶାସନ ମକର ପୂର୍ବ ଦିନ ଉଦ୍ଘାଟନ କରିଥିଲେ। ଉଦ୍ଘାଟନର ତିନି ଦିନ ପରେ ତାଲା ପଡିବାରୁ ପର୍ଯ୍ୟଟକମାନେ ନିରାଶ ହୋଇଥିଲେ। ୧ କୋଟି…
ବେଆଇନ ବାଲି ଚାଲାଣ: ୪୫ ହଜାର ଜରିମାନା ଆଦାୟ
ସିଂହପୁର,୧।୨(ଡି.ଏନ୍.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ବରୀ ତହସିଲ ଅଧିନସ୍ଥ ଖରସ୍ରୋତା ନଦୀର ମଧୁସୂଦନପୁର ଘାଟ ନିକଟରୁ ଶନିବାର ବେଆଇନ ବାଲି ଚାଲାଣ ବେଳେ ମୋଟ୍ ୫ଟି ଟ୍ରାକ୍ଟରକୁ ବରୀ ତହସିଲଦାର ଜବତ କରିଥିବା ଜଣାପଡ଼ିଛି। ଖବର ଅନୁଯାୟୀ,…
ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା
ମାଲକାନଗିରି,୧।୨(ଡି.ଏନ୍.ଏ.): ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ମାଲକାନଗିରି ଗସ୍ତରେ ଆସି ମାଓବାଦୀ ସମସ୍ୟା ଓ ଦମନ ନେଇ ବୈଠକରେ ଆଲୋଚନା କରିଛନ୍ତି। ପ୍ରଥମେ ସେ ସ୍ବାଭିମାନ ଅଞ୍ଚଳର ଜନ୍ତାପାଇ, ବଡ଼ପଡ଼ା ଓ ଜାନବାଇ ବିଏସ୍ଏଫ୍ କ୍ୟାମ୍ପକୁ ହେଲିକପ୍ଟର ଯୋଗେ ପରିଦର୍ଶନ କରିଥିଲେ।…
ସିଟି ହସ୍ପିଟାଲ ଘୋଷଣା ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ
ବରଗଡ଼ ଅଫିସ,୧।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଏହି ଦାବି ନେଇ କଂଗ୍ରେସ ୨୪ ଘଣ୍ଟିଆ ଅନଶନକୁ ଓହ୍ଲାଇ ଥିବାବେଳେ ଭାଜପା, ସଚେତନ ନାଗରିକ ମଞ୍ଚ…

