ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ଅନଶନରେ କଂଗ୍ରେସ ନେତା
ବରଗଡ଼ ଅଫିସ,୧।୨: ବରଗଡ଼ର ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ସମ୍ପୂର୍ଣ୍ଣ ସୁବିଧା ସହ ସିଟି ହସ୍ପିଟାଲ ଘୋଷଣା ଦାବିରେ ଶନିବାର ପୂର୍ବାହ୍ନ ୧୦ଟାରୁ କଂଗ୍ରେସ ୨୪ ଘଣ୍ଟିଆ ଅନଶନକୁ ଓହ୍ଲାଇଛି। ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ, ମହାତ୍ମା ଗାନ୍ଧୀ, ସ୍ବଭାବ କବି ଗଙ୍ଗାଧର…
ଅଭିଯୋଗ ପରେ ବନ୍ଦ ହେଲା ମଦ ଦୋକାନ
ଡେରାବିଶ (ସ୍ବ.ପ୍ର.)/ ପାଟକୁରା (ଡି.ଏନ.ଏ.), ୧।୨: ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାବିଶ ଓ ଗରଦପୁର ବ୍ଲକ ଅଞ୍ଚଳର ବିକାଶ ନକ୍ସା ଆଙ୍କିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ୩ ସଚିବ କେନ୍ଦ୍ରାପଡା ଜିଲାକୁ ଶୁକ୍ରବାର ଗସ୍ତ କରିଛନ୍ତି। ଜିଲା ପ୍ରଶାସନିକ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ…
ବୋଝ ଉପରେ ବୋଝ
ଏକଦା ହାତୀକୁ ନେଇ ଗର୍ବ କରୁଥିଲା ଢେଙ୍କାନାଳ। ହେଲେ ଏବେ ହାତୀ-ମଣିଷ ସଂଘର୍ଷ ପାଇଁ ଜାତୀୟସ୍ତରରେ ନିନ୍ଦିତ ହେଉଛି ଏହି ଜିଲା। ବର୍ଷତମାମ ହାତୀ ଉପଦ୍ରବ ବନ ବିଭାଗ ପାଇଁ ଚିନ୍ତାର କାରଣ ପାଲଟିଥିବାବେଳେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଥିବା କପିଳାସ…
ବସ୍-ଟ୍ରକ୍ ଧକ୍କା: ୩୦ ଆହତ, ୬ ଗୁରୁତର
ରଣପୁର/ଟାଙ୍ଗୀ,୧।୨(ସ୍ବ.ପ୍ର./ଡି.ଏନ୍.ଏ.): ନୟାଗଡ ଜିଲା ଚାନ୍ଦପୁର ଥାନା ୧୬ ନମ୍ବର ଜାତୀୟ ରାଜପଥର ବେଣ୍ଟଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଟ୍ରକ ସହ ବସ୍ର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଚାଳକଙ୍କ ସମେତ ୩୦ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ଜଣଙ୍କ ଅବସ୍ଥା…
ଖଣିରେ ଚଢ଼ାଉ ବେଳେ ଚଢ଼ିଗଲା ଟ୍ରକ୍: ଶ୍ରମିକ ମୃତ, ୧୫ ପାୱାରଟିଲର, ୧ ଜେସିବି ଜବତ
ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ପୋଲିସ ଜିଲା ଜଙ୍କିଆ ଥାନାର ଅଁଳାଯୋଡି ମାଙ୍କଡାପଥର ଖଣି ଉପରେ ଶୁକ୍ରବାର ଚଢ଼ାଉ ସମୟରେ ଟ୍ରକ ଚଢ଼ି ଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଳିପଡା ସୁରେଶ ସାମନ୍ତରାୟ(୪୮)। ଜଙ୍କିଆ ଥାନା ପୋଲିସ ନଂ. ୨୮/୨୦ରେ…
ପୋଷା କୁକୁର ଯୋଗୁ ପରିବାର ଲୋକଙ୍କ ଜୀବନ ରକ୍ଷା ହେଲା
ଜଟଣୀ,୧।୨(ଡି.ଏନ.ଏ.): ପୋଷା କୁକୁର ନାଗ ସାପକୁ ଅଟକାଇବା ଦ୍ୱାରା ପରିବାର ଲୋକଙ୍କ ଜୀବନ ରକ୍ଷା ହୋଇଛି। ଏଭଳି ଦେଖିବାକୁ ମଳିଛି ଜଟଣୀ କୁଦିଆରୀ ଗ୍ରାମରେ ସରୋଜ ସ୍ବାଇଁ ଓ ମନୋଜ ସ୍ବାଇଁଙ୍କ ଘରେ। ଶୁକ୍ରବାର ଅପରାହ୍ନରେ ହଠାତ୍ ପୋଷା କୁକୁର ଦୁଇଟି…
ବ୍ୟାପକ ହେବ ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟର
ଢେଙ୍କାନାଳ ଅଫିସ, ୧।୨ – କପିଳାସ ଚିଡ଼ିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟରକୁ ଅଧିକ ବ୍ୟାପକ କରାଯିବ। ଅଗ୍ରାଧିକାର ଭିତ୍ତିରେ ଜୁ’ରେ ଥିବା ପ୍ରାଣୀଙ୍କ ପାଇଁ ଚିକିତ୍ସା ବ୍ୟବସ୍ଥା କରାଯିବ। ଉକ୍ତ କେନ୍ଦ୍ରରେ ହାତୀ ସମେତ ଅନ୍ୟ ବନ୍ୟପ୍ରାଣୀଙ୍କ ଚିକିତ୍ସା…
ଆହତ ହାତୀକୁ ଖୋଜିବ ଡ୍ରୋନ୍
ଢେଙ୍କାନାଳ ଅଫିସ, ୧।୨ – ଢେଙ୍କାନାଳ ସଦର ରେଞ୍ଜ୍ ଓଡ଼ାପଡ଼ା ବ୍ଲକ ୫୫ନଂ. ଜାତୀୟ ରାଜପଥର ପୋଡ଼ାପଡ଼ା ଛକରେ ଗୁରୁବାର ଭୋର ସମୟରେ ଦ୍ରୁତ ଗତିରେ ଆସୁଥିବା ୧୨ଚକିଆ ଟ୍ରକ୍ ଧକ୍କାରେ ଏକ ହାତୀର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ଅନ୍ୟ ଏକ…
କେନ୍ଦ୍ର ମାନବ ସମ୍ବଳ ବିକାଶ ଯୁଗ୍ମ ସଚିବଙ୍କ ସମୀକ୍ଷା
ଢେଙ୍କାନାଳ ଅଫିସ, ୧ା୨ – କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗର ଯୁଗ୍ମ ସଚିବ ସଚିନ୍ ସିହ୍ନା ଏବଂ ରାଜ୍ୟ ସମଗ୍ର ଶିକ୍ଷା ପ୍ରକଳ୍ପ ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଶୁକ୍ରବାର ଢେଙ୍କାନାଳ ଜିଲା ଗସ୍ତ କରି ବିଭିନ୍ନ ସରକାରୀ ବିଦ୍ୟାଳୟ…
୩ ବର୍ଷ ହେଲା ଶେଯରେ ଶମ୍ଭୁ
ପାଲଲହଡ଼ା, ୧ା୨(ଡି.ଏନ.ଏ.) – ବଢ଼ୁଛି ରୋଗ ଯନ୍ତ୍ରଣା। ଯୁବାବସ୍ଥାରେ ବି ଉଠିବାକୁ ଦେହରେ ବଳ ନାହିଁ। ଶରୀରସାରା ଚର୍ମ ଫାଟିବା ସହ ଘା ହୋଇଗଲାଣି। ଗୋଡ ମଧ୍ୟ ଦିନକୁ ଦିନ ସରୁ ହୋଇଯାଉଥିବାରୁ ଶରୀର ଏକ ପ୍ରକାର ଅକ୍ଷମ ହେବାରେ ଲାଗିଛି।…
ଅନ୍ୟ ୨ ଯୁବକଙ୍କ ସମ୍ପର୍କରେ ରିପୋର୍ଟ ମାଗିଲେ ଏସ୍ପି
ଅନୁଗୋଳ ଅଫିସ୍, ୧।୨ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍ ସତ୍ୟଜିତ୍ ପ୍ରଧାନଙ୍କ ଠାରୁ ୩ ବନ୍ଧୁକ, ଗୋଟିଏ ଭଙ୍ଗା ମାଗାଜିନ୍ ଓ ୯ ଜୀବନ୍ତ ଗୁଳି ଜବତ ମାମଲାର ତଦନ୍ତ ଠିକ୍ ଭାବେ କରାଯାଇ ନ ଥିବାରୁ ଅନୁଗୋଳ…
ମିଠାମକା ଚାଷୀଙ୍କ ମନ ପିତା
କାମାକ୍ଷାନଗର, ୧ା୨ – ବଢୁଛି ମିଠା ମକା (ସୁଇଟ୍ କର୍ନ)ର ଆଦର। ପୌଷ୍ଟିକତତ୍ତ୍ୱରେ ଭରପୂର ହୋଇଥିବାରୁ ଏହା ପାଲଟିଛି ସମସ୍ତଙ୍କ ପସନ୍ଦ। ସାଧାରଣ ମକା ଚାଷଠାରୁ ଅଧିକ ଖର୍ଚ୍ଚ ହେଉଥିଲେ ହେଁ ଚାହିଦା ଥିବାରୁ ସୁଇଟକର୍ନ ଉପରେ ବେଶି ଫୋକସ୍ କରୁଛନ୍ତି…

