ଆମ ଜିଲା ଖବର

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ ବେଡା ଶାଳ ନିକଟ ପଡ଼ିଆରେ ଶୁକ୍ରବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନୁଷ୍ଠିତ…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌ ରଞ୍ଜନ କୁମାର ଉଲ୍ଲାକା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପାଠ ପଢା ସହ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି । ୩୯ ଶିକାରିକୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୯ ଦେଶୀ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା ଠୁଙ୍କିଛନ୍ତି ଛାତ୍ରୀଛାତ୍ର। ମେଧାବୃତ୍ତି ନ ମିଳିବା ଓ ବିଭିନ୍ନ ବିଭାଗର ପରୀକ୍ଷାଫଳ ୨…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ ହରାଉଥିବାରୁ ଏହାର ପୁନଃରୁଦ୍ଧାର ସହ ସୌନ୍ଦର୍ଯ୍ୟକରଣ ଲାଗି ସହରବାସୀ ଦୀର୍ଘ ବର୍ଷ ହେଲା…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ କରିଦେଇଛନ୍ତି। ସେମାନେ ହେଲେ କଟକ ଜିଲାର ଅଶୋକ ଜେନା ଓ ହୃଷିକେଶ ଦେହୁରୀ।…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ ଶାବକର ମୃତଦେହ ଗୁରୁବାର ବ୍ୟବଚ୍ଛେଦ ହୋଇଛି। ୪ ଜଣ ପ୍ରାଣୀ ବିଶେଷଜ୍ଞ ସମ୍ପୃକ୍ତ…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌ ରାସ୍ତାରେ ଏକ ନବଜାତ ଶିଶୁର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶିଶୁ ଜନ୍ମ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଛତ୍ରପୁର ଥାନା ଅରୁଗୁଣୀ ଗ୍ରାମର ଆର. ରାଜା ରାଓ।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା ସହ ରାଜ୍ୟ ବ୍ୟାପୀ ହଇଚଇ ସୃଷ୍ଟି ହୋଇଛି। ମୁଖ୍ୟ ଜିଲା ଯୋଗାଣ ଅଧିକାରୀ…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ପକ୍ଷରୁ ନିଜର ପ୍ରଚାର ପ୍ରସାର ପାଇଁ ଏଭଳି ଗଛକୁ କଣ୍ଟାପିଟା ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?