ଆମ ଜିଲା ଖବର

ହ୍ରାସ ପାଉଛି ଅଟୋରିକ୍ସା ଯାତ୍ରୀଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ, ୧ା୨-ବ୍ରହ୍ମପୁର ମହାନଗର ନିଗମରେ ସିଟି ବସ ଚାଳାଚଳ ଯୋଗୁ ଅଟୋର ଚାହିଦା କ୍ରମଶଃ କମିବାରେ ଲାଗିଛି। ବ୍ରହ୍ମପୁରରେ ପୂର୍ବରୁ ଗୋପାଳପୁର, ଛତ୍ରପୁର, ହିଞ୍ଜିଳିକାଟୁ ଓ ତାରାତାରିଣୀ ଶକ୍ତିପୀଠ ଗୋଳନ୍ଥରା ନିକଟ ଭୈରବୀପୀଠ ହଳଦିଆପଦର କନିଷି ପାଇଁ ଚଳାଚଳ ହେଉଥିଲା…

ବୈରୀ ଷ୍ଟେଶନ୍‌ରେ ରହିଲା କେନ୍ଦୁଝର-ଭୁବନେଶ୍ୱର ଫାଷ୍ଟ ପାସେଞ୍ଜର

ଛତିଆ,୧।୨(ଡି.ଏନ୍‌.ଏ.): ବୈରୀ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ସଫଳ ହୋଇଛି। ଶୁକ୍ରବାରଠାରୁ ବୈରୀ ଷ୍ଟେଶନରେ କେନ୍ଦୁଝର, ଭୁବନେଶ୍ୱର ପାସେଞ୍ଜର ଟ୍ରେନ୍‌ ରହଣୀ ହୋଇଛି। ଉଭୟ ପଟୁ ୧ ମିନିଟ୍‌ ଲେଖାଏ ରହିବା ପାଇଁ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି…

ପାଚେରିରେ ଅଟକିଛି ପ୍ଲାନେଟାରିୟମ ନିର୍ମାଣ

ବ୍ରହ୍ମପୁର ଅଫିସ,୧ା୨ – ଗୋପାଳପୁର ବେଳାଭୂମି ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଇବା ନିମନ୍ତେ ବିକ୍ରମପୁରଠାରେ ରାଜ୍ୟର ତୃତୀୟ ପ୍ଲାନେଟାରିୟମ ଓ ସାଇନ୍ସ ପାର୍କ ନିର୍ମାଣ ପାଇଁ ଯୋଜନା ହୋଇଛି । ହେଲେ କାର୍ଯ୍ୟରେ ଅଗ୍ରଗତି ହେଉ ନ ଥିବାରୁ ଏହା କେବଳ…

ସଚିବଙ୍କ ନିର୍ଦ୍ଦେଶ ପରେ ବିଭାଗୀୟ ତତ୍ପରତା

ଯାଜପୁର ଅଫିସ,୧।୨: ଯାଜପୁର ଜିଲା ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ହୋଇଥିବା ଅନିୟମିତତା ସଂକ୍ରାନ୍ତରେ ବିଭାଗୀୟ ତତ୍ପରତା ଦେଖିବାକୁ ମିଳିଛି। ଓଡ଼ିଶା ସରକାର ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅଧସ୍ଥନ ସଚିବ ଏସ୍‌.ଆର୍‌. ପଟ୍ଟନାୟକ ତାଙ୍କ ପତ୍ରସଂଖ୍ୟା ୨୩୪୬୪/୧୩ା୧୨ା୨୦୧୯ରେ ନିର୍ଦ୍ଦେଶ…

୧୫ ସୁଦ୍ଧା ବକେୟା ପୈଠ ନ କଲେ ବିଦ୍ୟୁତ୍‌ ବିଚ୍ଛିନ୍ନ

ବ୍ରହ୍ମପୁର ଅଫିସ,୧ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ ପରିବଣ୍ଟନ ସଂସ୍ଥା ସାଉଥକୋ ଅଧୀନ ୮ ଜିଲାର ୧୫ ଲକ୍ଷ ୭୩ ହଜାର ୮୧୫ ଉପଭୋକ୍ତାଙ୍କ ଉପରେ ୧୩୭୪.୨୬ କୋଟି ଟଙ୍କା ବକେୟା ପଡ଼ିଛି। ଆସନ୍ତା ୧୫ ତାରିଖ ସୁଦ୍ଧା ଉପଭୋକ୍ତା ବକେୟା ପୈଠ କରିବା ପାଇଁ…

ଡୁବୁରୀ ଛକରେ ସ୍ଥାପନ ହେବ ଟ୍ରାଫିକ ଲାଇଟ୍‌ ସିଗନାଲ

ଯାଜପୁର ଟାଉନ,୧।୨(ଡି.ଏନ.ଏ): ସଡ଼କ ସୁରକ୍ଷା ସମ୍ପର୍କିତ ପ୍ରଥମ ପାର୍ଲାମେଣ୍ଟାରୀ କମିଟି ବୈଠକ ଜିଲାପରିଷଦ ସଭାଗୃହଠାରେ ଏମ୍‌ପି ଶର୍ମିଷ୍ଠା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଦେଶରେ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବାରୁ ସେଠୀ ଉଦ୍‌ବେଗ ପ୍ରକାଶ କରିବା ସହିତ ଏ ଦିଗରେ ସମସ୍ତଙ୍କର…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଏପାଖ ସେପାଖ

ଆନନ୍ଦପୁର/ଘସିପୁରା, ୧।୨ (ସ୍ବ.ପ୍ର./ଡି.ଏନ.ଏ.)- ଆପଣ ମାନେ ଖୁସି ତ-ସଦ୍ୟ ସମାପ୍ତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ନିର୍ବାଚନୀ ସଭାରେ ଜନ ସାଧାରଣ ଉଦ୍ଦେଶ୍ୟରେ ଦେଇଥିବା ନାରା ”ଆପଣ ମାନେ ଖୁସି ତ“ ଏଠାରେ ମଧ୍ୟ ଶୁଣିବାକୁ ମିଳିଥିଲା। କିନ୍ତୁ ଏହି…

ସହାୟତା ଅପେକ୍ଷାରେ ସଞ୍ଜୟ

ପଦ୍ମପୁର,୧।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ପଞ୍ଚାୟତ ଅଧୀନ ଗଦି ଗ୍ରାମର ସଞ୍ଜୟ ବଳ(୩୪)। ଘରେ ବାପା, ମା’, ସ୍ତ୍ରୀ ଓ ଦୁଇ ଝିଅପୁଅଙ୍କୁ ନେଇ ତାଙ୍କର ସଂସାର। କେରଳରେ ଏକ ବେସରକାରୀ କମ୍ପାନୀରେ ଚାକିରି କରି ପରିବାର ଚଳାଉଥିଲେ। ହେଲେ…

ଭାରତବାସୀ ସଂଗଠନର ଧାରଣା

ବାରିପଦା ଅଫିସ,୧ା୨- କେନ୍ଦ୍ର ସରକାରଙ୍କ ଲକ୍ଷ୍ୟହୀନ ଶାସନ ବ୍ୟବସ୍ଥା ଯୋଗୁ ଦେଶରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟ, ମାନ୍ଦାବାସ୍ଥା, ବେରୋଜଗାରି ସମେତ ଅନ୍ୟାନ୍ୟ ବିଭାଜନକାରୀ ନୀତି ବିରୋଧରେ ଭାରତବାସୀ ସଂଗଠନ ପକ୍ଷରୁ ବାରିପଦା ଗାନ୍ଧୀ ପାର୍କ ସ୍ଥିତ ମହାତ୍ମା ମାନ୍ଧୀଙ୍କ ପ୍ରତିମୂର୍ତ୍ତି…

ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ବାତିଲ ଦାବିରେ ରାସ୍ତାରୋକୋ

ଜଳେଶ୍ୱର, ୧।୨(ଡି.ଏନ.ଏ.)-ଜଳେଶ୍ୱର ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଆଦେଶ ବାତିଲ ଦାବିରେ ପରିଚାଳନା କମିଟି ଓ ଅଭିଭାବକମାନେ ଆଜକୁ ୪ ଦିନ ଧରି ବିଦ୍ୟାଳୟ ସମ୍ମୁଖରେ ଧାରଣା ଚାଲୁ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜଳେଶ୍ୱର ବିଇଓ ବିଜୟ ନାଥ…

ଭିଜିଲାନ୍ସ ଜାଲରେ ଆର୍‌ଆଇ

ରେମୁଣା, ୧।୨(ଡି.ଏନ.ଏ.)-୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ରେମୁଣା ତହସିଲ ଅଧିନ ପଞ୍ଚାଗଡ଼ ଆର୍‌ଆଇ ଅରବିନ୍ଦ ସିଂ। ତାଙ୍କୁ ବାଲେଶ୍ୱର ଭିଜିଲାନ୍ସ ପୋଲିସ ଲାଞ୍ଚ ଟଙ୍କା ସହ ଗିରଫ କରିଛି। ପଞ୍ଚାଗଡ଼ ଆର୍‌ଆଇ ସର୍କଲ ଅନ୍ତର୍ଗତ…

ଦୁଇ ବଛର ହେଲା ଚାଲିଛେ ତିଆରି କାମ୍‌: ପାଏନ୍‌ ପ୍ରକଳ୍ପକେ ନେଇ ଅଁଧାରେ ଗଁ।ବାସୀ

ଡୁଙ୍ଗୁରିପାଲି, ୧ା୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ପହଣ୍ଡି ଗଁାରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ତରଫୁ ୨ ବଛର ହେଲା ଗୁଟେ ପିଇଲା ପାଏନ୍‌ ପ୍ରକଳ୍ପର କାମ୍‌ ଚାଲିଛେ। ହେଲେ ପ୍ରକଳ୍ପଟା କେଭେ ପୂରା ହେବା ଆର ଗଁାବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?