ଆମ ଜିଲା ଖବର

ଭାରତବାସୀ ସଂଗଠନର ଧାରଣା

ବାରିପଦା ଅଫିସ,୧ା୨- କେନ୍ଦ୍ର ସରକାରଙ୍କ ଲକ୍ଷ୍ୟହୀନ ଶାସନ ବ୍ୟବସ୍ଥା ଯୋଗୁ ଦେଶରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟ, ମାନ୍ଦାବାସ୍ଥା, ବେରୋଜଗାରି ସମେତ ଅନ୍ୟାନ୍ୟ ବିଭାଜନକାରୀ ନୀତି ବିରୋଧରେ ଭାରତବାସୀ ସଂଗଠନ ପକ୍ଷରୁ ବାରିପଦା ଗାନ୍ଧୀ ପାର୍କ ସ୍ଥିତ ମହାତ୍ମା ମାନ୍ଧୀଙ୍କ ପ୍ରତିମୂର୍ତ୍ତି…

ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ବାତିଲ ଦାବିରେ ରାସ୍ତାରୋକୋ

ଜଳେଶ୍ୱର, ୧।୨(ଡି.ଏନ.ଏ.)-ଜଳେଶ୍ୱର ଟାଉନ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଆଦେଶ ବାତିଲ ଦାବିରେ ପରିଚାଳନା କମିଟି ଓ ଅଭିଭାବକମାନେ ଆଜକୁ ୪ ଦିନ ଧରି ବିଦ୍ୟାଳୟ ସମ୍ମୁଖରେ ଧାରଣା ଚାଲୁ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜଳେଶ୍ୱର ବିଇଓ ବିଜୟ ନାଥ…

ଭିଜିଲାନ୍ସ ଜାଲରେ ଆର୍‌ଆଇ

ରେମୁଣା, ୧।୨(ଡି.ଏନ.ଏ.)-୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ରେମୁଣା ତହସିଲ ଅଧିନ ପଞ୍ଚାଗଡ଼ ଆର୍‌ଆଇ ଅରବିନ୍ଦ ସିଂ। ତାଙ୍କୁ ବାଲେଶ୍ୱର ଭିଜିଲାନ୍ସ ପୋଲିସ ଲାଞ୍ଚ ଟଙ୍କା ସହ ଗିରଫ କରିଛି। ପଞ୍ଚାଗଡ଼ ଆର୍‌ଆଇ ସର୍କଲ ଅନ୍ତର୍ଗତ…

ଦୁଇ ବଛର ହେଲା ଚାଲିଛେ ତିଆରି କାମ୍‌: ପାଏନ୍‌ ପ୍ରକଳ୍ପକେ ନେଇ ଅଁଧାରେ ଗଁ।ବାସୀ

ଡୁଙ୍ଗୁରିପାଲି, ୧ା୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ପହଣ୍ଡି ଗଁାରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ତରଫୁ ୨ ବଛର ହେଲା ଗୁଟେ ପିଇଲା ପାଏନ୍‌ ପ୍ରକଳ୍ପର କାମ୍‌ ଚାଲିଛେ। ହେଲେ ପ୍ରକଳ୍ପଟା କେଭେ ପୂରା ହେବା ଆର ଗଁାବାସୀ…

ସେବା ମନ୍‌ଭାବ ଆଘେ ହାରମାନିଛେ ବଏସ୍‌

ବିନିକା,୧।୨(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଁଚେତ୍‌ ଗଣେଶପୁରର ହଲକାପୁର ଗଁାର ଲକ୍ଷୀନ୍ଦ୍ର କାଣ୍ଡ(୭୫)। ପରିବାର କହେଲେ ମାଏକିନା ଉକିଆ(୭୦) ଆର ପୁଓ ଈଶ୍ୱର(୩୨)କୁଁ ନେଇ ସଁସାର। ପରିବାରଟା ନିହାତି ଗରିବ୍‌, ସଁପତି କହେଲେ ୧ ଏକର ଜମି ରହିଛେ।…

କଥାରେ ଆଦିବାସୀ ଅଂଚଲର ବିକାଶ: ମଉଲିକ୍‌ ସୁବିଧାରୁ ବଁଚିତ୍‌ କୋଲପଡ଼ାବାସୀ

  ଲାଠୋର, ୧।୨ (ଡି.ଏନ୍‌.ଏ.)- ସରକାର ଆଦିବାସୀ ଅଧୁଷିତ ଅଂଚଲର ବିକାଶ ଲାଗି ଅନେକ ଯୋଜନା କାଯ୍‌କାରୀ କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଦେଖ୍‌ବାକେ ଗଲେ ଅନେକ ଜାଗାରେ ସରକାରୀ ବିକାଶ କାଗଜ କଲମଥି ରହିଯାଉଛେ। ଏନ୍‌ତା…

ବାଲେଶ୍ୱର ଷ୍ଟେଶନରେ ଅହୋରାତ୍ର ଉଡ଼ିଲା ତ୍ରିରଙ୍ଗା

ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ରେଳଷ୍ଟେଶନଠାରେ ରେଳ ବିଭାଗ ପକ୍ଷରୁ ଅହୋରାତ୍ର ତ୍ରିରଙ୍ଗା ପତକା ଉଡ଼ିବା ବ୍ୟବସ୍ଥା ଶୁକ୍ରବାରଠାରୁ କରାଯାଇଛି। ସଦର ବିଧାୟକ ମଦନମୋହନ ଦତ୍ତ ଷ୍ଟେଶନରେ ପହଞ୍ଚତ୍ ତ୍ରିରଙ୍ଗା ପତକାକୁ ସଲାମ କରିଥିଲେ। ବିଧାୟକଙ୍କ ଅନୁରୋଧ କ୍ରମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାଇବଣିଆରେ ହାତୀପଲଙ୍କ ଉତ୍ପାତ

ଜଳେଶ୍ୱର, ୧।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅଧୀନ ଶ୍ୟାମନଗର, କାଳିକ, ସର୍ଦ୍ଦାରବନ୍ଧ, କଳମା, ଖୁଆଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗତ ୭ଦିନ ଧରି ହାତୀପଲ ଉପଦ୍ରବ ଚଳାଇଛନ୍ତି। ଅଦ୍ୟାବଧି ରଂଞ୍ଝା, ରଘୁନାଥପୁର, ଗୋରୁଡ଼ବାସୀ, ଘଡ଼ଘଡ଼ା, ସରାଳିବସା, ଧାନଘେରା, ଫୁଲଝରୀ,…

ପ୍ରସ୍ତାବିତ ଓଭରବ୍ରିଜ ପାଇଁ ଉଚ୍ଛେଦକୁ ବିରୋଧ

ବାରିପଦା ଅଫିସ,୩୧ା୧- ମୟୂରଭଞ୍ଜ ଜିଲା ବାରିପଦା ସହରର ପାଳବଣି ଗୋଲେଇଠାରୁ କୃଷ୍ଣଚନ୍ଦ୍ର ଗୋଲେଇ ମଧ୍ୟରେ ରେଳ ଓ ପୂର୍ତ୍ତ ବିଭାଗ ପକ୍ଷରୁ ମିଳିତ ଭାବେ ଓଭରବ୍ରିଜ ନିର୍ମାଣ କରାଯିବ। ଏଥିପାଇଁ ମାଟି ପରୀକ୍ଷା ସରିଥିବା ବେଳେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି।…

ଧର୍ମଘଟ ଯୋଗୁ ବ୍ୟାଙ୍କ ସେବା ବାଧାପ୍ରାପ୍ତ

ବାରିପଦା ଅଫିସ,୩୦ା୧- ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ(ୟୁଏଫବିୟୁ) ତରଫରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ ହୋଇଛି। ଶୁକ୍ରବାର ୟୁନିୟନର କର୍ମକର୍ତ୍ତାମାନେ ବାରିପଦାର ବ୍ୟାଙ୍କ ଅଫ ଇଣ୍ଡିଆ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ଅନ୍ୟ ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ…

ରାଜ୍ୟକୁ ମଦମୁକ୍ତ ଦାବିରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ବାଲେଶ୍ୱର ଅଫିସ, ୩୧।୧-ବାଲେଶ୍ୱର ଉତ୍କଳ ମହିଳା ସମିତି ପକ୍ଷରୁ ରାଜ୍ୟକୁ ମଦ ମୁକ୍ତ କରିବା ପାଇଁ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ଉତ୍କଳ ମହିଳା ସମିତିର ଜିଲା ସଭାନେତ୍ରୀ…

ସିଏଏକୁ ସମର୍ଥନ କରି ଭାଜପାର ଶୋଭାଯାତ୍ରା

ରାୟଗଡ଼ା ଅଫିସ,୩୧।୧: ନାଗରିକ ସଂଶୋଧନ ଆଇନ (ସିଏଏ)କୁ ସମର୍ଥନ କରି ରାୟଗଡ଼ା ଜିଲା ଭାଜପା ପକ୍ଷରୁ ଶୁକ୍ରବାର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ଏକ ଶୋଭାଯାତ୍ରା ବାହାରି ଗଜପତି ଛକରେ ପହଞ୍ଚିଥିଲାା ପରେ ସେଠାରେ ଥିବା ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?