ଆମ ଜିଲା ଖବର

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଧର୍ମଘଟ

ରାୟଗଡ଼ା ଅଫିସ,୩୧।୧: ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ ୫ ଦିନ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା ପ୍ରଚଳନ, ଦରମାର ପୁନଃ ନିର୍ଦ୍ଧାରଣ, ସମାନ…

କଳାହାଣ୍ଡି ଜିଲାର ୩୨ ବିଦ୍ୟାଳୟକୁ ମିଳିବ ‘ଗାରିମା ରୌପ୍ୟ’ ପୁରସ୍କାର

ଭବାନୀପାଟଣା, ୩୧।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୩୨ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ‘ଗାରିମା ରୌପ୍ୟ’ ପୁରସ୍କାର ମିଳିବ। ଏ ନେଇ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଶିକ୍ଷକଙ୍କ ମହଲରେ ଖୁସି ଦେଖିବାକୁ ମିଳିଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…

ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

କୋଣାର୍କ,୩୧।୧(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବେ। ଏହାପୂର୍ବରୁ ଶୁକ୍ରବାର କୋଣାର୍କକୁ ଶ୍ରଦ୍ଧାଳୁମାନଙ୍କ ଆଗମନ ଲାଗି ରହିଛି। ତେବେ ଚଳିତ…

୫ରେ ପଶ୍ଚିମ ଓଡ଼ିଶା ବନ୍ଦ: ସାମିଲ ହେବନି କଳାହାଣ୍ଡି ଓକିଲ ସଂଘ

ଭବାନୀପାଟଣା, ୩୧।୧ (ଡି.ଏନ୍‌.ଏ.): ଫେବୃୟାରୀ ୫ ତାରିଖରେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ପାଇଁ ଓକିଲ ସଂଘ ନିଷ୍ପତ୍ତି ନେଇଥିବା ବେଳେ ଏହି ବନ୍ଦରେ କଳାହାଣ୍ଡି ବାର୍‌ ଆସୋସିଏଶନ୍‌ ସାମିଲ ହେବ ନାହିଁ ବୋଲି ଜଣାପଡ଼ିଛି। ଶୁକ୍ରବାର ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର…

କନ୍ଧମାଳରେ କରୋନା ଭୟ, ଚାଇନାରେ ରହି ଏମ୍‌ବିବିଏସ୍‌ କରୁଥିବା ଛାତ୍ର ଆକ୍ରାନ୍ତ ସନ୍ଦେହ

ଫୁଲବାଣୀ ଅଫିସ, ୩୧।୧: ଦିନକୁ ଦିନ କାୟା ମେଲାଇବାରେ ଲାଗିଛି ପ୍ରାଣଘାତୀ କରୋନା ଭୂତାଣୁ ସଂକ୍ରମଣ। କେରଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଶୁକ୍ରବାର କନ୍ଧମାଳ ଜିଲା ଫୁଲବାଣୀରେ ଜଣେ ଡାକ୍ତରୀ ଛାତ୍ର କରୋନାରେ ଆକ୍ରାନ୍ତ ଥିବା ସନ୍ଦେହ…

ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ

ଭବାନୀପାଟଣା,୩୧।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ ହୋଇଛି। ଜାନୁୟାରୀ ୧୬ ରୁ ୩୦ ତାରିଖ ପର୍ଯ୍ୟନ୍ତ ଆୟୋଜିତ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଚହକା…

ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ

ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍‌.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍‌ ଏଟିଆର୍‌ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ କରି ଉଡ଼ାଣ କରିଛି । ଏହି ବିମାନ ଝାରସୁଗୁଡ଼ା ଭିଏସ୍‌ଏସ୍‌ ବିମାନ ବନ୍ଦରରୁ ୧୦ଟା…

ରାଷ୍ଟ୍ରାୟତ୍ତ ବ୍ୟାଙ୍କ କର୍ମଚାରୀଙ୍କ ବନ୍ଦ ଡାକରା: କୋରାପୁଟରେ ସମସ୍ତ ବ୍ୟାଙ୍କ ବନ୍ଦ

ଜୟପୁର,୩୧।୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଳିତ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି । ଏହି ଅବସରରେ ଅନ୍ୟାନ୍ୟ ଘରୋଇ ବ୍ୟାଙ୍କକୁ ଆନ୍ଦୋଳନକାରୀ ବନ୍ଦ କରିଛନ୍ତି ।…

ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ଳାବିତ ହେବ ୬୦ ହଜାର ହେକ୍ଟର ଚାଷ ଜମି

ଆନନ୍ଦପୁର, ୩୧।୧(ସ୍ବ.ପ୍ର.)-ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନନ୍ଦପୁର ଗସ୍ତକରି ବହୁ ପ୍ରତିକ୍ଷୀତ ଆନନ୍ଦପୁର ବ୍ୟାରେଜର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଆନନ୍ଦପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାପିଠର ପ୍ଲାଟିନମ୍‌ ଜୁବୁଲି…

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନର ବନ୍ଦ ଡାକରା: କଳାହାଣ୍ଡି ଜିଲାର ସମସ୍ତ ବ୍ୟାଙ୍କ ବନ୍ଦ

ଭବାନୀପାଟଣା,୩୧।୧(ଡି.ଏନ୍‌.ଏ.): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ ୫ ଦିନ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା ପ୍ରଚଳନ, ଦରମାର ପୁନଃ ନିର୍ଦ୍ଧାରଣ, ସମାନ କାମକୁ…

୫-ଟି ସଚିବଙ୍କ ହିଞ୍ଜଳି ଗସ୍ତ: ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ, ଶିକ୍ଷା ବ୍ୟବସ୍ଥା ସୁଧାର ଉପରେ ଗୁରୁତ୍ୱ

ଶେରଗଡ଼, ୩୧।୧(ଡି.ଏନ୍‌.ଏ.): ରାଜ୍ୟର ୫-ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲା ହିଞ୍ଜଳି ବ୍ଲକ ଗସ୍ତରେ ଆସି ବିଭିନ୍ନ ବିଦ୍ୟାଳୟ ଏବଂ ପ୍ରକଳ୍ପ ବୁଲି ଦେଖିଛନ୍ତି। ସକାଳ ୮ଟାରେ ସେ ନନ୍ଦିକ ଗ୍ରାମରେ ଥିବା ଉନ୍ନତ ଉଚ୍ଚ ବିଦ୍ୟାଳୟ ପହଞ୍ଚି…

ଅଜଣା ଗାଡ଼ି ଧକ୍କାରେ ୨ ମୃତ, ଜଣେ ଗୁରୁତର

ସୋର,୩୧।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ଶପୁଲିଆଠାରେ ଶୁକ୍ରବାର ଏକ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭଦ୍ରକ ଅସୁରାଳି ହଂସପୁର ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?