ଆମ ଜିଲା ଖବର

ଖୋଲୁନି ମଣ୍ଡି: ଗାଁରେ ଦଲାଲଙ୍କ ରାଜ୍‌

ବିଷମକଟକ, ୩୧।୧(ଡ଼ି.ଏନ.ଏ) – ସରକାର କୃଷକମାନଙ୍କ ଆର୍ଥତ୍କ ଅଭିବୃଦ୍ଧିର ବିକାଶ ଦିଗରେ ଗୁରୁୁତ୍ୱାରୋପ କରି ବିଭିନ୍ନ କିସମର ଚାଷ କରିବା ନିମନ୍ତେ ଚାଷୀକୁ ପ୍ରୋତ୍ସାହନ ଦେଉଛନ୍ତି। ଏଥିସହ ସେମାନଙ୍କ ଉତ୍ପାଦିତ କୃଷି ଜାତ ଦ୍ରବ୍ୟକୁ ବିକ୍ରି କରିବା ନିମନ୍ତେ ବଜାର ସୃଷ୍ଟି…

ଅଧାରେ ଶ୍ରେଣୀଗୃହ, ବାରଣ୍ଡାରେ ପଢୁଛନ୍ତି ପିଲା

ବୋରିଗୁମ୍ମା,୩୧ା୧(ଡି.ଏନ୍‌.ଏ.) – ବୋରିଗୁମ୍ମା ବ୍ଲକର ୩୦ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ଖୋଲିବା ପାଇଁ ଲକ୍ଷ୍ୟ ରହିଥିଲା। ସେହି ଅନୁସାରେ ନୂଆ ଉଚ୍ଚ ବିଦ୍ୟାଳୟ ନିର୍ମାଣ ନ କରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଉଚ୍ଚ ବିଦ୍ୟାଳୟରେ ରୂପାନ୍ତରିତ କରିବା ଯୋଜନା କରାଗଲା। ଯେଉଁ…

ଛେଉଁଡ୍‌ ଭାଇବହେନ୍‌କୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ପର୍ଲା, ୩୧।୧ (ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ମା’ବାପ୍‌ ଛେଉଁଡ୍‌ ଭାଇବହେନ୍‌କୁ ଜିଲା ଶିଶୁ ୟୁନିଟ କତୁରପକ୍ଷ ସାହାଯ୍‌ର ହାତ୍‌ ବଢ଼େଇଛନ୍‌। ଗୁରୁବାର ଜିଲା ଶିଶୁ ମଙ୍ଗଲ ୟୁନିଟର ନିରଦେଶକ ଗୋଲାପ ଅବ୍‌ବୁଲ୍ଲା…

ଦାଦନ ଯାଇ ବଛ୍‌ରେ ହେଲା ଲାପତା: ସୁନାଧରକଁର ବାଟ୍‌ ଚାହିଁଛନ୍‌ ପରିବାର ଲୋକ୍‌

ଖପ୍ରାଖୋଲ, ୩୧ା୧(ଡି.ଏନ୍‌.ଏ.)-ରାଏଜ୍‌ ସରକାର ଦାଦନ ସମସିଆର ସଂଗେ ଯୁଝ୍‌ବାର ଲାଗି ଅନେକ ଯୋଜନା କାଯ୍‌କାରୀ କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ପଶ୍ଚିମ ଓଡ଼ିଶାରେ ଦାଦନ ସମସିଆ ଥମ୍‌ବାର ନଁା ନାଇଁଧରବାର। କେତେବେଲେ ଗଁାକେ ଦାଦନ ଶ୍ରମିକ ଶବ…

ତଦନ୍ତକାରୀ ଏସ୍‌ଆଇ ନିଲମ୍ବିତ

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ଥାନା ଲିଙ୍ଗରାଯୋଡ଼ିର ବାପି ଓରଫ୍‌ ସତ୍ୟଜିତ୍‌ ପ୍ରଧାନ(୩୩)ଙ୍କଠାରୁ ୩ ବନ୍ଧୁକ ଓ ୯ ଜୀବନ୍ତ ଗୁଳି ଜବତ କରାଯିବା ମାମଲାର ଠିକ୍‌ ଭାବେ ତଦନ୍ତ କରି ନ ଥିବାରୁ ତଦନ୍ତକାରୀ ଅଧିକାରୀ ଅନୁଗୋଳ ଥାନା…

ଆରଆଇଙ୍କୁ ଅଟକ ରଖିଲେ ଗ୍ରାମବାସୀ

କଣିହାଁ,୩୧।୧(ଡି.ଏନ.ଏ.) – ଅନୁଗୋଳ ଜିଲା ବଡ଼ଗୁଣ୍ଡୁରୀ ରାଜସ୍ବ ନିରୀକ୍ଷକ ଏକ ଟ୍ରଷ୍ଟ ପାଇଁ ବୁଧବାର ଜଗା ଚିହ୍ନଟ କରିବା ନିମନ୍ତେ ବାରିହାପୁର ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିଲେ। ପରେ ପୋଲିସ ଓ ତହସିଲ ପ୍ରଶାସନ ପହଞ୍ଚି ବୁଝାଶୁଝା କରିବା…

ଏଫ୍‌ଏସ୍‌ଟିପି ପରିଦର୍ଶନ କଲେ ଅନ୍ତର୍ଜାତୀୟ ଟିମ୍‌

ଅନୁଗୋଳ ଅଫିସ୍‌, ୩୧।୧ – ଅନୁଗୋଳ ପୌରପାଳିକା ପକ୍ଷରୁ ପଞ୍ଚମହଲାରେ ନିର୍ମାଣ ହୋଇଥିବା ଫିକଲ ସ୍ଲଜ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ (ଏଫ୍‌ଏସ୍‌ଟିପି) ପରିଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ଟିମ୍‌। ଏହି ଟିମ୍‌ରେ ଆସିଥିବା ୫ ଜଣିଆ ସଦସ୍ୟ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ…

ଆବାସ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୩୧ା୧ – ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ବୁଧବାର ଅପରାହ୍ନରେ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ରାଜେଶ ପ୍ରଭାକର ପାଟିଲ ଏକ ଗସ୍ତରେ ଆସି ବିଭିନ୍ନ ଯୋଜନାର ସମୀକ୍ଷା…

ଖବରକାଗଜରେ ଲୋକଙ୍କ କଥା ଉପସ୍ଥାପନ କରୁଥିଲେ ଗାନ୍ଧିଜୀ

ଢେଙ୍କାନାଳ ଅଫିସ,୩୧ା୧- ଢେଙ୍କାନାଳ ଭାରତୀୟ ଜନସଞ୍ଚାର ସଂସ୍ଥାନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ଗୁରୁବାର ‘ମହାତ୍ମା ଗାନ୍ଧୀ: ସାମ୍ବାଦିକ ଓ ସମ୍ପାଦକ’ ମନୋଗ୍ରାମ ଉନ୍ମୋଚିତ ହୋଇଛି। ଭାରତୀୟ ସାମ୍ବାଦିକ କ୍ଷେତ୍ରରେ ଗାନ୍ଧୀଙ୍କ ଅବଦାନ ଅତୁଳନୀୟ ଥିଲା। ତାଙ୍କ ଭାଷା ଥିଲା…

କାମ ବନ୍ଦ କଲେ ଗ୍ରାମବାସୀ

ଡୁବୁରୀ,୩୧-୧(ଡିଏନଏ):ସୁକିନ୍ଦା ବ୍ଲକ ଗୋବରଘାଟି ପଞ୍ଚାୟତ ବେଲହୁଡ଼ିଠାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଉଛି। ସରକାରଙ୍କ ସମସ୍ତ ନୀତିନିୟମକୁ ଖୋଲା ଉଲ୍ଲଂଘନ କରି ବିନା ସୂଚନା ଫଳକରେ ଏହି ରାସ୍ତା କାର୍ଯ୍ୟ କରାଯାଉଥିବାରୁ ଗ୍ରାମବାସୀ ଏହାକୁ ତୀବ୍ର ବିରୋଧ କରିଛନ୍ତି।…

ଫୁଲବାଣୀରେ ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

ଫୁଲବାଣୀ ଅଫିସ,୩୧ା୧- ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ୩ ଦିନିଆ କନ୍ଧମାଳ ଗସ୍ତରେ ଆସି ଗୁରୁବାର ଫୁଲବାଣୀରେ ପହଞ୍ଚତ୍ଛନ୍ତି। ଅପରାହ୍ନ ପ୍ରାୟ ୧ଟାବେଳେ ଫୁଲବାଣୀ ସର୍କିଟ୍‌ ହାଉସ୍‌ରେ ପହଞ୍ଚତ୍ବାପରେ ସେଠାରେ ଜିଲାପାଳ ଡା. ବୃନ୍ଦା ଡି,…

ଟୋକନ ନ ମିଳିବାରୁ ଖୋଲିନି ମଣ୍ଡି

ଯାଜପୁର ଅଫିସ,୩୧-୧:ଯାଜପୁର ଜିଲାରେ ଧାନ ସଂଗ୍ରହରେ ବିଳମ୍ବ କାରଣରୁ ଚାଷୀ ବହୁଳ ଭାବେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ପୂର୍ବରୁ ଧାନ ଅମଳ କରି ଚାଷୀ ଅଭାବ ଅନାଟନ ଯୋଗୁ ଦଲାଲ ହାତରେ କୁଇଣ୍ଟାଲ ପିଛା ୫୦୦ରୁ ୬୦୦ ଟଙ୍କା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?