ଆମ ଜିଲା ଖବର

ଟୋକନ ନ ମିଳିବାରୁ ଖୋଲିନି ମଣ୍ଡି

ଯାଜପୁର ଅଫିସ,୩୧-୧:ଯାଜପୁର ଜିଲାରେ ଧାନ ସଂଗ୍ରହରେ ବିଳମ୍ବ କାରଣରୁ ଚାଷୀ ବହୁଳ ଭାବେ ଅଭାବୀ ବିକ୍ରିର ଶିକାର ହେଉଛନ୍ତି। ପୂର୍ବରୁ ଧାନ ଅମଳ କରି ଚାଷୀ ଅଭାବ ଅନାଟନ ଯୋଗୁ ଦଲାଲ ହାତରେ କୁଇଣ୍ଟାଲ ପିଛା ୫୦୦ରୁ ୬୦୦ ଟଙ୍କା ପର୍ଯ୍ୟନ୍ତ…

ଶ୍ରେଣୀଗୃହରେ ଶିକ୍ଷକ ଶୋଇଥିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୩୧।୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଛାତ୍ରୀଛାତ୍ର ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଚଳିତ ଶିକ୍ଷା ବର୍ଷରେ ବିବାଦ ବ୍ଲକ ଶିକ୍ଷା ବିଭାଗର ପିଛା ଛାଡୁନି। ବିଦ୍ୟାଳୟରେ ଶିକ୍ଷକ ଶୋଇଥିବା…

ସତ୍‌ସଙ୍ଗ ଦ୍ୱାରା ସାମ୍ପ୍ରଦାୟିକତା ଦୂର ହୋଇଥାଏ : ତଥାଗତ

ଚଣ୍ଡିଖୋଲ,୩୧-୧(ଡି.ଏନ୍‌.ଏ.):ବର୍ତ୍ତମାନ ଧର୍ମନାମରେ ବିଭେଦ ସୃଷ୍ଟି ହେଉଛି। ଜାତି, ଧର୍ମ, ବର୍ଣ୍ଣକୁ ନେଇ ରାଜନୀତି କରାଯାଉଛି। ଏପରିକି ଭେଦଭାବ ସୃଷ୍ଟି କରାଯାଇ ପରସ୍ପର ପ୍ରତି ବିଦ୍ୱେଷ ଭାବ ସୃଷ୍ଟି ହେଉଛି। ସତ୍‌ସଙ୍ଗ ହେଉଛି ଜୀବନଧାରା ପରିବର୍ତ୍ତନର ମାର୍ଗ। ସମସ୍ତେ ଏଠାରେ ପ୍ରେମପ୍ରୀତିରେ ବାନ୍ଧି…

ଦୁର୍ଘଟଣା ରୋକିବା ପାଇଁ ନୂଆ ପ୍ରୟାସ, ଜାତୀୟ ରାଜପଥ କଡ଼ରେ ଲୋକଙ୍କ ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ,୩୧ା୧- ସଡକ ଦୁର୍ଘଟଣା ଜନିତ ମୃତ୍ୟୁହାର କମାଇବା ପାଇଁ ସରକାର ଅନେକ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି। ଏପରିକି ଦ୍ରୁତ ଗାଡି ଚାଳକଙ୍କୁ ସାବାଡ଼ କରିବା ପାଇଁ ଟ୍ରାଫିକ ନିୟମକୁ କଡାକଡି କରାଯାଇଛି। ଏହା ସତ୍ତ୍ବେ ମଧ୍ୟ ସଡକ ଦୁର୍ଘଟଣାରେ ଲୋକଙ୍କ…

ପୋଲିସ ପରିଚୟ ଦେଇ ସୁନାଚେନ୍‌, ମୁଦି ଲୁଟ୍‌

ଚିକିଟି,୩୧ା୧(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଚିକିଟି ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ ଜଣେ ବୃଦ୍ଧ ଲୁଟର ଶିକାର ହୋଇଛନ୍ତିି ା ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ବଇରିବାଡ ଗ୍ରାମର ପି.ଦଣ୍ଡ। ପୋଲିସ ପରିଚୟ ଦେଇ ଦୁର୍ବୃତ୍ତମାନେ ତାଙ୍କଠାରୁ…

ଆଦାୟ ହେଉଛି ରାଜସ୍ବ, ସୁଧୁରୁନି ହାଟର ଅବସ୍ଥା

ରସୁଲପୁର,୩୧-୧(ଡିଏନଏ):ସାପ୍ତାହିକ ହାଟ ଗ୍ରାମାଞ୍ଚଳ ଲୋକଙ୍କ ବିକାକିଣାର ମାଧ୍ୟମ ହୋଇଆସୁଛି। ଚାଷୀ, ବ୍ୟବସାୟୀ, ଖାଉଟି ସଭିଏଁ ଗାଁ ହାଟରେ ଏକାଠି ହୁଅନ୍ତି। ନିଜ ଆବଶ୍ୟକତା ମୁତାବକ ଜିନିଷ କାରବାର କରି ଫେରିଯାଆନ୍ତି। ଏକଦା ସାପ୍ତାହିକ ହାଟକୁ କାରବାର ପାଇଁ ଲୋକଙ୍କୁ ଅନେକ ବାଟ…

ରାଧାରାଣୀ ପାଣି ପଞ୍ଚାୟତକୁ ଶ୍ରେଷ୍ଠ ପୁରସ୍କାର

ପୁରୁଷୋତ୍ତମପୁର,୩୧ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳି ଗ୍ରାମର ରାଧାରାଣୀ ପାଣିପଞ୍ଚାୟତକୁ ରାଜ୍ୟ ସରକାରଙ୍କ ଉଠା ଜଳ ସେଚନ ବିଭାଗ ପକ୍ଷରୁ ଶ୍ରେଷ୍ଠ ପାଣିପଞ୍ଚାୟତ ଭାବେ ପୁରସ୍କୃତ କରାଯାଇଛି। ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଭୁବନେଶ୍ୱର…

ମହାନଦୀ, ଶାଳିଆରୁ ଗଞ୍ଜାମକୁ ଆସିବ ପାଣି

ଛତ୍ରପୁର,୩୧ା୧(ଡି.ଏନ୍‌.ଏ.)- ନୟାଗଡ ଜିଲା ଦେଇ ଯାଇଥିବା ମହାନଦୀ ଓ ଖୋର୍ଦ୍ଧା ଜିଲା ଦେଇ ଯାଇଥିବା ଶାଳିଆ ଡ୍ୟାମ୍‌ରୁ ଗଞ୍ଜାମ ଜିଲାକୁ ପାଣି ଅଣାଯିବ। ଏନେଇ ୨ଟି ମେଗା ଜଳ ଯୋଗାଣ ପ୍ରସ୍ତାବ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି ସୁରକ୍ଷା କଡ଼ାକଡ଼ି

ଆନନ୍ଦପୁର,୩୧। ୧(ସ୍ବ.ପ୍ର.)- ଶୁକ୍ରବାର ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ନେଇ ଜିଲାଠାରୁ ଆରମ୍ଭ କରି ଉପଖଣ୍ଡ ପ୍ରଶାସନିକ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। କେନ୍ଦୁଝର ଜିଲାପାଳ ଆଶିଷ ଠାକରେ କ୍ରମାଗତ ଭାବେ ଆନନ୍ଦପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟ…

ଅବହେଳିତ କାଣ୍ଡେ ସାହି: ୪୦ରୁ ଊର୍ଦ୍ଧ୍ୱ ପିଲାଙ୍କ ପାଠପଢାରେ ଡୋରି

ତେଲକୋଇ, ୩୧।୧(ଡି.ଏନ.ଏ.)-ତେଲକୋଇ ଆଦିବାସୀ ବହୁଳ ବହୁ ଅଞ୍ଚଳରେ ଯୋଜନା କରାଯାଉଛି। ତେବେ ଛାମୁଣ୍ଡା ପଞ୍ଚାୟତର ସିରିଆବାହାଳ ଗ୍ରାମ ସଂଲଗ୍ନ ୬ନଂ ୱାର୍ଡ କାଣ୍ଡେ ସାହି ଅବହେଳିତ ହୋଇ ରହିଛି। ସିରିଆବାହାଳ ଗ୍ରାମ ଠାରୁ କାଣ୍ଡେ ସାହି ୨କି.ମି. ରାସ୍ତା। ରାସ୍ତା ମଧ୍ୟରେ…

ଉଦ୍‌ଘାଟନ ପୂର୍ବରୁ ଭାଙ୍ଗିଦେଲେ ଫଳକ

ଧାମନଗର, ୩୧।୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକରେ ନୂତନ ଭାବେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଶୁକ୍ରବାର ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ଗୁରୁବାର ରାତିରେ ଉଦ୍‌ଘାଟନ ଫଳକକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଫଳକରେ ସ୍ଥାନୀୟ…

୨ ଫିଲ୍ମର ଶୁଭ ମହୁରତ

ବାରିପଦା ଅଫିସ,୩୧ା୧- ବାରିପଦା ସହର ସ୍ଥିତ ଅମ୍ବିକା ମନ୍ଦିରରେ ଗୁରୁବାର ଓଡ଼ିଆ ଚଳଚ୍ଚିତ୍ର ‘କକୁକୁଲା’ ଓ ଇଂଲିଶ ଫିଲ୍ମ ‘ଦି ଲାଷ୍ଟ ହେଲପ୍‌’ର ଶୁଭ ମହୁରତ ହୋଇଛି। ଏହି କାର୍ଯ୍ୟକ୍ରମକୁ ସିନେ ପ୍ରଯୋଜକ ତଥା ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା ଆନୁଷ୍ଠାନିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?