ହରିପୁର ଘାଟରୁ ବେଆଇନ ବାଲି ଚାଲାଣ
ବାରିପଦା ଅଫିସ,୩୧ା୧- ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ପ୍ରତାପପୁର ପଞ୍ଚାୟତର ବୁଢ଼ାବଳଙ୍ଗ ନଦୀର ହରିପୁର ବାଲିଘାଟରୁ ବେଆଇନ ଭାବେ ବାଲି ଚାଲାଣ ହେଉଛି। ସ୍ଥାନୀୟ ଲୋକେ ତହସିଲ କର୍ତ୍ତୃପକ୍ଷଙ୍କୁ ଏନେଇ ଅବଗତ କରାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ…
ଖଡି ଛୁଇଁ ବିଦ୍ୟା ଆରମ୍ଭ କଲେ ଶିଶୁ
ଉଦଳା,୩୧ା୧(ଡ଼ି.ଏନ୍.ଏ.)- ଉଦଳାଠାରେ ଥିବା ମା’ ସରସ୍ବତୀଙ୍କ ମନ୍ଦିରରେ ଗୁରୁବାର ବାଗଦେବୀଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଶ୍ରଦ୍ଧାଳୁମାନେ ଲମ୍ବାଧାଡିରେ ଆସି ମା’ଙ୍କ ପୂଜା କରିଥିଲେ। ଭୋର ୫ଟାରେ ମନ୍ଦିର ଦ୍ୱାର ଫିିଟା ଯିବା ପରେ ସାଢେ ୫ ଟାରେ ମନ୍ଦିର ମାର୍ଜନା, ନେତ୍ରବନ୍ଧନ,…
ବାପା ମାଡ଼ରେ ୮ ବର୍ଷର ଝିଅ ଗୁରୁତର
ଉଦଳା ,୩୧ା୧(ଡ଼ି.ଏନ୍.ଏ.)- ନିଶା ଯେ ମଣିଷକୁ କେଉଁ ସ୍ତରକୁ ନେଇଯାଇପାରେ ତାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ପାଟଶାଣୀପୁର ପଞ୍ଚାୟତର ଖଲାଡି ଗ୍ରାମରେ। ଏହି ଗ୍ରାମର ଜଣେ ନିଶାସକ୍ତ ବ୍ୟକ୍ତି ତାଙ୍କ ୮ ବର୍ଷର…
ଗାନ୍ଧିଜୀଙ୍କ ଶହୀଦ ଦିବସରେ କବିତା ପାଠୋତ୍ସବ
ବାଲେଶ୍ୱର ଅଫିସ, ୩୧।୧-ମହାତ୍ମା ଗାନ୍ଧୀଙ୍କ ୭୨ତମ ଶହୀଦ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ବାଲେଶ୍ୱର ସିନେମାଛକସ୍ଥିତ ଶହୀଦ ପାର୍କସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଜିଲା ପ୍ରଶାସନ ତରଫରୁ ମାଲ୍ୟାର୍ପଣ କରାଯାଇଥିଲା। ପରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ସ୍ମୃତିସଭା…
ଅଭିଭାବକ, ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଜାରି: ଫିକା ପଡିଲା ସରସ୍ବତୀ ପୂଜା
ଜଳେଶ୍ୱର, ୩୧।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟିରେ ଟାଉନ୍ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ ଡିଇଓ ନିଲମ୍ବନ ଓ ବଦଳି କରିବା ନେଇ ୨ ଦିନ ଧରି ଛାତ୍ରୀଛାତ୍ର, ଅଭିଭାବକ ଓ ପୁରାତନ ଛାତ୍ରୀଛାତ୍ର ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନ ଗୁରୁବାର ୩ୟ ଦିବସରେ ପହଞ୍ଚତ୍ଛି।…
ଗର୍ଭବତୀ ନାବାଳିକାର ଆତ୍ମହତ୍ୟା ଉଦ୍ୟମ
ଉମରକୋଟ,୩୦।୧(ଡି.ଏନ.ଏ.)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇ ଗର୍ଭବତୀ ହେବା ପରେ ଲୋକଲଜା ଭୟରେ ବିଷ ଖାଇ ଗୁରୁବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ପରିବାର ଲୋକେ ନାବାଳିକାଙ୍କୁ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।…
ନକଲି ମଦ କାରଖାନା ଠାବ, ୨ ଗିରଫ
ସିମୁଳିଆ, ୩୦।୧(ଡି.ଏନ.ଏ.)-କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଦ୍ୱାରା ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ସାହୁଖର୍ଦ୍ଦା ଅଞ୍ଚଳରେ ଚାଲିଥିବା ନକଲି ମଦ କାରଖାନା ଉପରେ ଚଢାଉ କରାଯାଇଛି । ମଦ କାରଖାନା ଚଳାଇଥିବା ମାମୁ ସୁରେଶ କୁମାର ମହାନ୍ତି ଓ ଭଣଜା…
ଗୋଟିଏ ରାତିରେ ୭ ଦୋକାନରୁ ଚୋରି
ରୂପ୍ସା, ୩୦।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ଅଞ୍ଚଳରେ ବୁଧବାର ରାତିରେ ସିରିଜ୍ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଆଜବେଷ୍ଟସ ଛପର ଭାଙ୍ଗି ଦୁର୍ବୃତ୍ତମାନେ ଗୋଟିଏ ରାତିରେ ୭ଟି ଦୋକାନରୁ ଚୋରି କରିବା ଘଟଣା ପୋଲିସ ସୁରକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି…
ଚକୋଲେଟ୍ ପ୍ରଲୋଭନ ଦେଖାଇ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର
ସଜନାଗଡ଼, ୩୦।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚକୋଲେଟ୍ ପ୍ରଲୋଭନ ଦେଖାଇ ଏକ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏନେଇ ଶିଶୁକନ୍ୟାଙ୍କ ବାପା ନୀଳଗିରି ନୀଳଗିରି ଥାନାରେ ଅଭିଯୋଗ କରିବା ପରେ ପୋଲିସ ନୀଳଗିରି…
ପୋଖରୀକୁ ଭୁଶୁଡ଼ିଲା ଗାର୍ଡଓ୍ବାଲ
ବାସୁଦେବପୁର,୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଲବଗାସ୍ଥିତ ଝାଡ଼େଶ୍ୱର ମହାଦେବଙ୍କ ପୋଖରୀ ଗାର୍ଡଓ୍ବାଲ ଭୁଶୁଡ଼ି ପଡ଼ିଛି। ଏହି ପୋଖରୀରେ ଗତ କିଛିମାସ ତଳେ ନିର୍ମାଣ ହୋଇଥିବା ଗାର୍ଡଓ୍ବାଲ ହଠାତ୍ ଭାଙ୍ଗି ପଡ଼ିଛି। ଏହି ଗାର୍ଡ଼ଓ୍ବାଲ ପଞ୍ଚାୟତ ପାଣ୍ଠିରୁ ନିର୍ମାଣ ହୋଇଥିବା ସୂଚନା ମିଳିଛି।…
ଯୁବ କଂଗ୍ରେସ ପକ୍ଷରୁ ଗାନ୍ଧୀଙ୍କ ତିରୋଧାନ ଦିବସ
ଫୁଲବାଣୀ ଅଫିସ, ୩୦ା୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଫୁଲବାଣୀରେ ଗୁରୁବାର ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଗାନ୍ଧି ଛକରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହାପରେ ସେଠାରେ ଏକ ସଭା ହୋଇଥିଲା ।…
‘ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ’
ଭଞ୍ଜନଗର,୩୦।୧(ଡି.ଏନ.ଏ.)-କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜଣେ ବିଶ୍ୱ ପ୍ରସିଦ୍ଧ କବି। ତାଙ୍କ ସମ୍ପର୍କରେ ଯେଉଁଭଳି ପ୍ରଚାର ଓ ପ୍ରସାର ହେବା କଥା ତାହା ଆଜି ପର୍ଯ୍ୟନ୍ତ ହୋଇପାରିନାହିଁ । ଉପେନ୍ଦ୍ର ଭଞ୍ଜଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ ବୋଲି ଗୁରୁବାର ଶ୍ରୀପଞ୍ଚମୀରେ କବିସମ୍ରାଟଙ୍କ…

