ପୁରୀରେ ସିଏଏ ସମର୍ଥନରେ ଶୋଭାଯାତ୍ରା
ପୁରୀ ଅଫିସ,୩୦ା୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ ଚାଲିଛି। କେଉଁଠି ଆନ୍ଦୋଳନ ହିଂସା ରୂପ ନେଇ ପୋଡାଜଳା ହେଉଛି ତ ପୁଣି କେଉଁଠି ଭଙ୍ଗାରୁଜା ଏବଂ ପୋଲିସ ଲାଠିମାଡ଼ କରୁଛି । ସେହିପରି ସିଏଏ ସମର୍ଥନରେ…
ଯାତ୍ରାମଣ୍ଡପ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ: କାମ ବନ୍ଦ ଲାଗି ବିଡିଓଙ୍କୁ ଦାବିପତ୍ର
ଜମନକିରା,୩୦।୧(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ଛେମୁଣ୍ଡା ଗାଁରେ ‘ଆମ ଗାଁ ଆମ ବିକାଶ’ ଯୋଜନାରେ ଆରମ୍ଭ ହୋଇଥିବା ଯାତ୍ରାମଣ୍ଡପକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏନେଇ ଗାଁର କିଛି ଲୋକ ଗୁରୁବାର ସ୍ଥାନୀୟ ବିଡିଓଙ୍କୁ…
୪ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ
ସଜନାଗଡ,୩୦।୧(ଡି.ଏନ୍.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ମଛୁଆ ଅଞ୍ଚଳରେ ଜଣେ ୪ ବର୍ଷୀୟା ନାବାଳିକାଙ୍କୁ ଚକୋଲେଟ୍ ପ୍ରଲୋଭନ ଦେଖାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ମୋହନ ସିଂ(୨୦)ଙ୍କୁ ଥାନାରେ ଅଟକ…
କୋଣାର୍କ-ପୁରୀ ବେଳାଭୂମି ମାର୍ଗରେ ଦୁର୍ଘଟଣା: ଦୁଇ ବସ୍ ଧକ୍କାରେ ୮ ଗୁରୁତର, ୯ ଆହତ
କୋଣାର୍କ, ୩୦।୧(ଡି.ଏନ୍.ଏ.): କୋଣାର୍କ ଥାନା ଅଧୀନ କୋଣାର୍କ -ପୁରୀ ବେଳାଭୂମି ମାର୍ଗ ରାସ୍ତାରେ ଗୁରୁବାର ଏକ ଟୁରିଷ୍ଟ ବସକୁ ପଛପଟୁ ଯାତ୍ରୀବାହୀ ବସ୍ ଧକ୍କା ଦେବା ଫଳରେ ୮ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ପ୍ରକାଶ ଯେ,…
ଉଠିଲା ମୃତହାତୀ, ୫୫ନଂ. ଏନ୍ଏଚ୍ରେ ସ୍ବାଭାବିକ ହେଲା ଯାନବାହନ ଚଳାଚଳ
ଢେଙ୍କାନାଳ ଅଫିସ,୩୦।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ. ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଟ୍ରକ୍ ଧକ୍କାରେ ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି କ୍ରେନ୍ ସାହାଯ୍ୟରେ ହାତୀର ମୃତଦେହକୁ…
କଙ୍କଡ଼ାହାଡ଼ ଥାନା ଆଇଆଇସି ସସ୍ପେଣ୍ଡ
ଢେଙ୍କାନାଳ ଅଫିସ,୩୦ା୧: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଆଇଆଇସି ପ୍ରମୋଦ କୁମାର ଲେଙ୍କାଙ୍କୁ ଗୁରୁବାର ସସ୍ପେଣ୍ଡ କରାଯାଇଛି। ଜଣେ ଅସହାୟା ମହିଳାଙ୍କ ଅଭିଯୋଗ ନ ରଖିବାରୁ ଏବଂ ମାମଲା ବୁଝିବାକୁ ଯାଇଥିବା ଯୁବକଙ୍କୁ ମାଡ଼ ମାରି ହାଜତରେ ରଖିବା ଅଭିଯୋଗରେ ପୋଲିସ…
ପାଟଣାରେ ଅଦିନିଆ ବର୍ଷା ସାଙ୍ଗକୁ କୁଆପଥର ମାଡ଼: ଜନଜୀବନ ପ୍ରଭାବିତ
ପାଟଣା,୩୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି। କୁଆପଥର ବର୍ଷା ଯୋଗୁ ଆମ୍ବ ଗଛରୁ ବଉଳସବୁ ଝଡ଼ିପଡ଼ିବା ସହ ଅନ୍ୟାନ୍ୟ ଫସଲ ମଧ୍ୟ…
ବାଲୁଗୁଡ଼ାର ବିଭିନ୍ନ ଅନୁଷ୍ଠାନରେ ମା’ ସରସ୍ବତୀଙ୍କ ପୂଜା
ବାଲିଗୁଡ଼ା,୩୦।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ମା’ସରସ୍ବତୀଙ୍କ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଯଥାବିଧି ଅନୁଯାୟୀ, ପୂଜକଙ୍କ ଦ୍ୱାରା ପୂଜା ଆରମ୍ଭ କରାଯାଇ ପୁଷ୍ପାଞ୍ଜଳି ପ୍ରଦାନ କରାଯାଇଥିଲା l ଏନେଇ ଟାଉନର…
ନାଲ୍କୋରେ ଫୁଲ, ଫଳ ପ୍ରଦର୍ଶନୀ
ବଅଁରପାଳ,୩୦।୧(ଡି.ଏନ୍.ଏ.): ଅନୁଗୋଳ ଜିଲା ନାଲକୋ ନଗରରେ ଗୁରୁବାର ସକାଳେ ଫୁଲ,ଫଳ ଓ ପନିପରିବା ପ୍ରଦର୍ଶନୀ ଉଦ୍ଘାଟିତ ହୋଇଛି। ଡିଏଫ୍ଓ କାର୍ତ୍ତିକ ଭି ଯୋଗ ଦେଇ ଏହି ପ୍ରଦର୍ଶନୀକୁ ଉଦ୍ଘାଟନ କରିଥିଲେ। ନାଲକୋ ଇଡି ମନସା ପ୍ରସାଦ ମିଶ୍ର, ମାନବ ସମ୍ବଳ ମହାପ୍ରବନ୍ଧକ…
୩୦ ମିନିଟ୍ରେ ଜାମିନ ମିଳିବା ଘଟଣା: ଏସ୍ଆଇ ନିଲମ୍ବିତ
ଅନୁଗୋଳ ଅଫିସ,୩୦।୧: ତଦନ୍ତ ପ୍ରକ୍ରିୟାରେ ଅବହେଳା ଓ କେସ୍ ରେକର୍ଡରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ କୋର୍ଟକୁ ପ୍ରଦାନ କରି ନ ଥିବାରୁ ଅନୁଗୋଳ ଥାନା ଏସ୍ଆଇ ଅରକ୍ଷିତ ସେଠୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ ଏସ୍ପି…
ପରିବା ବୋଝେଇ ପିକ୍ଅପ୍କୁ ପିଟିଲା ଟ୍ରକ: ଦୁଇ ମୃତ, ଜଣେ ଗୁରୁତର
କେନ୍ଦୁଝର,୩୦।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେକଡାଘର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପରିବା ବୋଝେଇ ପିକ୍ଅପ୍ ଗାଡି ଖରାପ ଥିବାରୁ ଛିଡ଼ା ହୋଇ ସଜାଡୁ ଥିବା ସମୟରେ ପଛରୁ ଏକ ଆଇରନ ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଫଳରେ…
ବିନା ଟେଣ୍ଡରରେ କାମ ହାତେଇଛି ଦିଲୀପ କନ୍ଷ୍ଟ୍ରକଶନ
ପୁରୀ ଅଫିସ, ୩୦ା୧: ଗତ ୨୪ତାରିଖରେ ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଛାତ ଭୁଶୁଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସମ୍ପୃକ୍ତ ଠିକା ସଂସ୍ଥା ଦିଲୀପ କନ୍ଷ୍ଟ୍ରକଶନର ମୁଖ୍ୟ ଦିଲୀପ ଖଟେଇଙ୍କ ସମେତ ୪ଜଣଙ୍କୁ ଗିରଫ କରାଯାଇଥିଲା।…

