ଆମ ଜିଲା ଖବର

ନିଶାବେପାରୀଙ୍କ ଘରୁ ବୋମା, ମାରାଣାସ୍ତ୍ର, ମଦ ଜବତ

ଜଟଣୀ,୩୦ା୧(ଡି.ଏନ.ଏ.): ଜଟଣୀ ଥାନା ବାଲିଛକ ମୁଣ୍ଡିଆସାହିରେ ଜଣେ ନିଶା ମାଫିଆଙ୍କ ଘର ଉପରେ ଜଟଣୀ ପୋଲିସ ମଙ୍ଗଳବାର ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ନିଶାବେପାରୀ ଖସି ଯାଇଥିଲେ। ହେଲେ ଘର ମଧ୍ୟରୁ ଖଣ୍ଡା ଆଦି ବିଭିନ୍ନ ମାରଣାସ୍ତ୍ର, ୧୧ଟି ବୋମା, ୨୫…

ପଦ୍ମବେଶ ପାଇଁ ପଦ୍ମମାଳ ଦେଉଛନ୍ତି ଚିନ୍ତାମଣି

ପୁରୀ ଅଫିସ, ୩୦ା୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବା କରିବାକୁ କାହାର ବା ଇଚ୍ଛା ନ ଥାଏ। କିନ୍ତୁ ସମସ୍ତଙ୍କୁ ସେ ସୁଯୋଗ ମିଳି ନ ଥାଏ। ହେଲେ ଯେଉଁମାନେ ଏପରି ସୁଯୋଗ ପାଇଥାନ୍ତି ସେମାନେ ନିଜକୁ ଭାଗ୍ୟବାନ ମଣିଥାନ୍ତି। ଏମିତି ମହାପ୍ରଭୁଙ୍କ…

ଉଚ୍ଛେଦ ଯୋଗୁ ଫାଟୁଛି ପାଖ ଘର

ପୁରୀ ଅଫିସ, ୩୦ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଭଙ୍ଗାଯାଉଛି। ତେବେ ଏହି ଉଚ୍ଛେଦକୁ ନେଇ ନୂଆ ଏକ ଘଟଣା ସାମ୍ନାକୁ ଆସିଛି। ଉଚ୍ଛେଦରେ…

ପୁରୀ ଜିଲାର ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ

ପୁରୀ ଅଫିସ, ୩୦ା୧: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲାର ବିଭିନ୍ନ ସ୍ଥାନରୁ ବାର୍ଡଫ୍ଲୁ ଆଶଙ୍କା କରି ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ପଠାଯାଇଛି। ୧୧ ବ୍ଲକରେ ଥିବା ୨୦୪୦ କୁକୁଡ଼ା ଫାର୍ମ ସମ୍ପର୍କରେ…

‘ଏନ୍‌ଆର୍‌ସି ନୁହେଁ ଏନ୍‌ଆର୍‌ୟୁ ଆବଶ୍ୟକ’

ପୁରୀ ଅଫିସ, ୩୦ା୧: ଦେଶର ଭବିଷ୍ୟତ କୁହାଯାଉଥିବା ଯୁବଶକ୍ତିି ଆଜି ଦିଶାହୀନ ହୋଇ ବୁଲୁଛନ୍ତି। ଦେଶରେ ଶିକ୍ଷିତ ବେକାରୀଙ୍କ ସଂଖ୍ୟା ବଢି ଚାଲିଛି। ଗତ ୪୫ବର୍ଷ ତୁଳନାରେ ବେକାରୀ ହାର ସର୍ବାଧିକ ରହିଛି। ପ୍ରତିବର୍ଷ ୨ଲକ୍ଷ ଯୁବତୀ ଯୁବକଙ୍କୁ ନିଯୁକ୍ତି ଦିଆଯିବ…

ସ୍ବର୍ଗଦ୍ୱାରରେ ଶୋଷଣ ଅଭିଯୋଗ: ଥାନାରେ ଏତଲା, କାର୍ଯ୍ୟାନୁଷ୍ଠାନ ଦାବି

ପୁରୀ ଅଫିସ, ୩୦ା୧: ସ୍ବର୍ଗଦ୍ୱାର ହେଉଛି ପ୍ରତ୍ୟେକ ହିନ୍ଦୁଙ୍କ ଶ୍ରଦ୍ଧା ଓ ଆସ୍ଥାର କେନ୍ଦ୍ର। ମୃତ୍ୟୁ ପରେ ଏଠାରେ ମୃତଦେହ ଦାହ କଲେ ସ୍ବର୍ଗପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏଣୁ ଦୈନିକ ଶହ ଶହ ମୃତଦେହ ସତ୍କାର ଲାଗି ଏଠାକୁ…

ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ୍‌ର ଜଣେ ଗିରଫ

ପୁରୀ ଅଫିସ, ୩୦ା୧: ଗତ କିଛି ମାସ ଧରି ପୁରୀ ସହରରେ ଏକ ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ ସକ୍ରୀୟ ଥିଲା। ନିଜକୁ ପୋଲିସ ପରିଚୟ ଦେଇ ଏହି ଗ୍ୟାଙ୍ଗର ଲୁଟେରାମାନେ ବିଭିନ୍ନ ସ୍ଥାନରେ କୌଶଳ କ୍ରମେ ମହିଳାଙ୍କଠାରୁ ସୁନାଗହଣା ଲୁଟି…

ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍‌, ୨ ମୃତ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

କେନ୍ଦୁଝର, ୨୯ା୧(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡା ଥାନା ସୁନାଟାଙ୍ଗିରୀ ନିକଟରେ ବୁଧବାର ମଧ୍ୟାହ୍ନରେ ଏକ ସଡକ ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ଥାନୀୟ ଲୋକେ ରାସ୍ତାରୋକୋ କରିଥିବା ଜଣାପଡିଛି। ମିଳିଥିବା ଖବର ଅନୁସାରେ, ନରଣପୁର-ଡୁବୁରୀ ରାସ୍ତାର ସୁନାଟାଙ୍ଗିରୀ ନିକଟରେ…

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

କେନ୍ଦୁଝର, ୨୯ା୧(ସ୍ବ.ପ୍ର.): ସ୍ଥାନୀୟ ଅତିରିକ୍ତ ଜିଲା ଜଜ କମ ସ୍ପେଶାଲ ଜଜ ଲୋକନାଥ ସାହୁ ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ବୁଧବାର ଦୋଷୀ ଜଗନା ମୁଣ୍ଡାଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଓ ୧୦ ହଜାର ଟଙ୍କା ଫାଇନ…

ମହିଳାଙ୍କୁ ଗଣବଳାତ୍କାର ଘଟଣା: ୩ ଅଭିଯୁକ୍ତ ଗିରଫ

ଜଳେଶ୍ୱର,୨୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳରେ ଗତ ୧୭ ତାରିଖରେ ଜଣେ ମହିଳାଙ୍କୁ ରାସ୍ତାରୁ ଟେକି ନେଇ ଗଣବଳାତ୍କାର ଘଟଣାରେ ପୋଲିସ ଉଦାସୀନ ରହିଥିବା ଅଭିଯୋଗ ହୋଇଥିଲା। ପରେ ଗ୍ରାମବାସୀଙ୍କ ଚାପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାରେ…

ଛାତ୍ରାବାସରେ ଥିବା ପୁଅଙ୍କୁ ଭେଟିବାକୁ ଯାଇ ବାପାଙ୍କ ଜୀବନଗଲା

କୋରୁକୋଣ୍ଡା ୨୯।୧(ଡି.ଏନ୍‌.ଏ): ମାଲକାନଗିରି-ବାଲିମେଳା ମୁଖ୍ୟ ରାସ୍ତାର ଶୂଳିଆ ମନ୍ଦିର ନିକଟରେ ଥିବା ଶାରଦାଗୁଡା ଛକରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବାଇକ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସତୀଗୁଡ଼ାସ୍ଥିତ ଏରାକୁସୁମୀ ଗ୍ରାମର ହାଧୁ ଖରା।…

ଭାରତବନ୍ଦ ଡାକରା ଆନନ୍ଦପୁରରେ ପ୍ରଭାବଶୂନ୍ୟ

ଆନନ୍ଦପୁର,୨୯।୧(ସ୍ବ.ପ୍ର.): ସିଏଏ, ଏନ୍‌ଆର୍‌ସି, ଇଭିଏମ୍‌ ଓ ଏନ୍‌ଆର୍‌ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍‌) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। କେନ୍ଦୁଝର ଜିଲା ଆନନ୍ଦପୁର ସହରରେ ବନ୍ଦ ପ୍ରଭାବଶୂନ୍ୟ ଦେଖିବାକୁ ମିଳିଥିଲା। ଅଞ୍ଚଳରେ ଥିବା ସମସ୍ତ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?