ଆମ ଜିଲା ଖବର

ବିଶୋଇରେ ଭାରତବନ୍ଦ ବେଳେ ବହୁଜନ କ୍ରାନ୍ତି ମୋର୍ଚ୍ଚା କର୍ମୀ ଗିରଫ

ବିଶୋଇ,୨୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବିଶୋଇ ବ୍ଲକରେ ବୁଧବାର ସକାଳ ୬ଟାରୁ ବ୍ଲକସ୍ତରୀୟ ବହୁଜନ କ୍ରାନ୍ତି ମୋର୍ଚ୍ଚାର ବହୁସଂଖ୍ୟକ କର୍ମୀ ୪୯ ନଂ. ଜାତୀୟ ରାଜପଥ ବ୍ଲକ ଛକଠାରେ ଅବରୋଧ କରିଥିଲେ। ଏ ନେଇ ଶତାଧିକ ଟ୍ରକ୍‌, ଯାତ୍ରୀବାହୀ ବସ୍‌ ଚଳାଚଳ…

ତପ୍ତପାଣି ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ, ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିବା ଯୋଗୁ ୮ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ଅନୁକମ୍ପା…

ବିକେଏମ୍‌ର ଭାରତବନ୍ଦ ଡାକରା: ତୁମୁଡ଼ିବନ୍ଧରେ ପ୍ରଭାବ

ତୁମୁଡ଼ିବନ୍ଧ,୨୯।୧(ଡି.ଏନ୍‌.ଏ.): ସିଏଏ, ଏନ୍‌ଆର୍‌ସି, ଇଭିଏମ୍‌ ଓ ଏନ୍‌ଆର୍‌ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍‌) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ତୁମୁଡ଼ିବନ୍ଧର ଭିମ୍‌ ଆର୍ମି…

ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ା ଜେ.କେ.ପୁରର ବିଦ୍ୟୁତ୍‌ ନାୟକ( ୪୦),…

ବସ୍‌ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍‌ ନଂ. ଓ ଆର୍‌ ୦୫-ଏ ବି ୩୫୩୦ ବୁଧବାର ଭୋର୍‌ ସମୟରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା…

ଭାରତବନ୍ଦ ଆନ୍ଦୋଳନକାରୀଙ୍କ ପାକିସ୍ତାନ ଜିନ୍ଦାବାଦ୍‌ ସ୍ଲୋଗାନ୍‌

କେନ୍ଦୁଝର,୨୯।୧(ସ୍ବ.ପ୍ର.): ଏନ୍‌ଆରସି ଓ ସିଏଏ ବିରୋଧରେ ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ କେନ୍ଦୁଝର ଜିଲାରେ ସେଭଳି ପ୍ରଭାବ ଦେଖିବାକୁ ମିଳିନାହିଁ। କେନ୍ଦୁଝର ସହର ଗାନ୍ଧିଛକରେ ମୋର୍ଚ୍ଚାର ସଦସ୍ୟ ଓ ନେତାମାନେ ଏନ୍‌ଏଚ୍‌ ନଂ.୪୯କୁ ଅବରୋଧ…

ପୁରୀ ବେଳାଭୂମିରେ ନିଶାସକ୍ତ ଯୁବତୀଙ୍କୁ ବଳାତ୍କାର

ପୁରୀ ଅଫିସ,୨୯।୧: ପୁରୀ ବେଳାଭୂମିରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ନିଶାସକ୍ତ ଯୁବତୀଙ୍କୁ ଦୁଇ ଜଣ ସ୍ଥାନୀୟ ଯୁବକ ବଳାତ୍କାର ଉଦ୍ୟମ କରିଛନ୍ତି। କିଛି ଯୁବକ ତାଙ୍କୁ ଧରି ସମୁଦ୍ରକୂଳ ଥାନାରେ ଜିମା ଦେଇଛନ୍ତି। ପ୍ରକାଶ ଯେ, କଂଗ୍ରେସ ଯୁବନେତା ସ୍ବାଧୀନ…

ବାଲେଶ୍ବରରେ ଭାରତ ବନ୍ଦ ଡାକରା ପ୍ରଭାବଶୂନ୍ୟ

ବାଲେଶ୍ୱର ଅଫିସ, ୨୯।୧: ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ବାଲେଶ୍ବରରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ବୁଧବାର ପୂର୍ବାହ୍ନ ୯ଟା ସମୟରେ ଗଗନ ସେଠୀଙ୍କ ନେତୃତ୍ୱରେ ମାତ୍ର ୧୫ରୁ ୧୬ ଜଣ ଲୋକ ଷ୍ଟେଶନ ଛକରେ ଆନ୍ଦୋଳନ…

ବସ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଲା, ୩୮ ଗୁରୁତର

ବ୍ରହ୍ମପୁର ଅଫିସ,୨୯।୧: ତପ୍ତପାଣି ଘାଟିରେ ବୁଧବାର ବଡି ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଥିବାବେଳେ ୩୮ଜଣ ଗୁରୁତର ଆହତ ହୋଇଛନ୍ତି। ରାୟଗଡା ଜିଲ୍ଲା ଟିକିରି ରୁ ୪୮ ଜଣ ଯାତ୍ରୀଙ୍କୁ ନେଇ ପୁରୁଷୋତ୍ତମପୁର…

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡିବାରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକମାନଙ୍କ ମଧ୍ୟରେ ଜଣେ…

ମୁଖ୍ୟରାସ୍ତା ହେଲା ନୋ ପାର୍କିଂ ଜୋନ୍‌

ଜୟପୁର,୨୯।୧(ନି.ପ୍ର./ଡି.ଏନ୍‌.ଏ.) – ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି ଟାଉନଥାନା ପୋଲିସ। ରଜାନହର ଛକରୁ ତହସିଲ ଅଫିସ ଯାଏ ନୋ ପାର୍କିଂ ଜୋନ୍‌ କରାଯାଇଛି।…

ଯତରାର ଦ୍ୱିତୀୟ ସନ୍ଧ୍ୟା :ରାଜସ୍ଥାନର ଭବାଇ ନୃତ୍ୟ, ପିପିଲିର ପଲ୍ଲୀନୃତ୍ୟ ମନମୋହିଲା

ସୁନ୍ଦରଗଡ଼,୨୯।୧ (ଡି.ଏନ୍‌.ଏ) -ସ୍ଥାନୀୟ ଭବାନୀ ଭବନ ପଡିଆରେ ଚାଲିଥିବା ଜିଲା ସାଂସ୍କୃତିକ ମହୋତ୍ସବ ଯତରା -୨୦୨୦ର ଦ୍ୱିତୀୟ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ତଥା ରାଜ୍ୟ ବାହାରର କଳାକାର ଓ ସାଂସ୍କୃତିକ ଦଳ ଦ୍ୱାରା ପାରମ୍ପରିକ ବିଭିନ୍ନ ଲୋକନୃତ୍ୟ ଓ ଲୋକସଙ୍ଗୀତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?