ଆମ ଜିଲା ଖବର

ବ୍ରିଜ୍‌ ତଳକୁ ଖସିଲା ବସ୍‌: ୩ ମୃତ, ୨୭ରୁ ଊର୍ଦ୍ଧ୍ୱ ଆହତ

ବ୍ରହ୍ମପୁର ଅଫିସ,୨୯।୧: ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଳୁଖୋଳା ନିକଟରେ ବୁଧବାର ଭୋରୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡିବାରୁ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକମାନଙ୍କ ମଧ୍ୟରେ ଜଣେ…

ମୁଖ୍ୟରାସ୍ତା ହେଲା ନୋ ପାର୍କିଂ ଜୋନ୍‌

ଜୟପୁର,୨୯।୧(ନି.ପ୍ର./ଡି.ଏନ୍‌.ଏ.) – ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି ଟାଉନଥାନା ପୋଲିସ। ରଜାନହର ଛକରୁ ତହସିଲ ଅଫିସ ଯାଏ ନୋ ପାର୍କିଂ ଜୋନ୍‌ କରାଯାଇଛି।…

ଯତରାର ଦ୍ୱିତୀୟ ସନ୍ଧ୍ୟା :ରାଜସ୍ଥାନର ଭବାଇ ନୃତ୍ୟ, ପିପିଲିର ପଲ୍ଲୀନୃତ୍ୟ ମନମୋହିଲା

ସୁନ୍ଦରଗଡ଼,୨୯।୧ (ଡି.ଏନ୍‌.ଏ) -ସ୍ଥାନୀୟ ଭବାନୀ ଭବନ ପଡିଆରେ ଚାଲିଥିବା ଜିଲା ସାଂସ୍କୃତିକ ମହୋତ୍ସବ ଯତରା -୨୦୨୦ର ଦ୍ୱିତୀୟ ସନ୍ଧ୍ୟାରେ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ତଥା ରାଜ୍ୟ ବାହାରର କଳାକାର ଓ ସାଂସ୍କୃତିକ ଦଳ ଦ୍ୱାରା ପାରମ୍ପରିକ ବିଭିନ୍ନ ଲୋକନୃତ୍ୟ ଓ ଲୋକସଙ୍ଗୀତରେ…

ସିଏଏ, ଏନ୍‌ଆରସିକେ ନେଇ ଉଠୁଛେ ପଡ଼ୁଛେ ଦେଶ୍‌: ନିଜର ମାଟିରେ ଠିକାନା ଖୁଜୁଛନ୍‌ ଲୋକ୍‌

ପର୍ଲା, ୨୯।୧ (ଡି.ଏନ୍‌.ଏ.)-ସିଏଏ ଆର ଏନ୍‌ଆରସିକେ ନେଇ ଏହେଦେ ଦେଶ୍‌ ଉଠୁଛେ ପଡ଼ୁଛେ। ଇଆଡ଼େ ଦେଶ୍‌ ସୁଆଧୀନ ହେବାର ୭୦ ବଛର ବିତିଯାଇଥିଲେ ବି ଲୋକ୍‌ ଜାଗାବାଡ଼ି ଅଭାବୁ ବାରବୁଲା ଜୀବନ୍‌ ବିତଉଛନ୍‌। ଆଏଜ୍‌ ବି ସେମାନେ କେନ୍ଦ୍ର ଆର ରାଏଜ୍‌…

ରୋଗ୍‌ ଛଡ଼େଇ ନେଲା କୁଲ୍‌ବୁର୍‌ତି: ସରକାରୀ ସାହାଯ୍‌ ଆଶ୍‌ରେ ରଙ୍କମଣି

ଗଣ୍ଡତୁରୁମ, ୨୯।୧ (ଡି.ଏନ୍‌.ଏ.)- କ୍ୟାନ୍‌ସର ଗୁଟେ ଅମାନ୍‌ତିଆ ରୋଗ୍‌। ଇ ରୋଗ୍‌ ଏହେଦେ ସାରା ଦେଶ୍‌ରେ ଚିନ୍‌ତାର କାରନ୍‌ ପାଲଟିଥିଲାବେଲେ ବରଗଡ଼ ଜିଲା ଇ ତାଲିକାଥି ୨ ନମ୍ବରରେ ରହିଛେ। ଅନେକ୍‌ ରୁଗୀ ଇ ଅମାନ୍‌ତିଆ ରୋଗ୍‌ରେ ଯୁଝି ଯୁଝି ହାରିଯାଉଛନ୍‌।…

ଆଜି ଅନୁଗୋଳ ବ୍ଲକସ୍ତରୀୟ ମହୋତ୍ସବ

ଅନୁଗୋଳ ଅଫିସ୍‌, ୨୯।୧ – ଆସନ୍ତା ଫେବୃୟାରୀରେ ଜିଲା ମହୋତ୍ସବ ଆୟୋଜନ କରାଯିବ। ଏନେଇ ପ୍ରତି ବ୍ଲକ ସ୍ତରରେ ସଜବାଜ ଆରମ୍ଭ ହୋଇଛି। ଅନୁଗୋଳ ବ୍ଲକରେ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବୁଧବାର ପୂର୍ବାହ୍ନରେ ଅନୁଗୋଳ ବ୍ଲକ ବନ୍ତଳା ଉଚ୍ଚ…

୭ରୁ ଅଙ୍ଗାରବନ୍ଧ ମହିମା ଆଶ୍ରମରେ ମାଘମେଳା

ଅନୁଗୋଳ ଅଫିସ୍‌, ୨୯।୧ – ଅନୁଗୋଳର ଅଙ୍ଗାରବନ୍ଧ ମହିମା ଆଶ୍ରମରେ ମାଘ ମେଳା ଆସନ୍ତା ୭ ତାରିଖରୁ ଆରମ୍ଭ ହେବ। ଏହାର ସୁପରିଚାଳନା ପାଇଁ ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନିକସ୍ତରରେ ଏକ ପ୍ରସ୍ତୁତି ବୈଠକ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ଅଧ୍ୟକ୍ଷତାରେ ତାଙ୍କ…

ପୂର୍ବତନ ଶାଖା ପରିଚାଳକଙ୍କ ନାମରେ ମାମଲା

ବଇଣ୍ଡା,୨୯।୧(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା, ବାସୁଦେବପୁର, ଅଲେଖପୁର ଆଦି ଗ୍ରାମର ଚାଷୀଙ୍କ ଦସ୍ତଖତ ନେଇ ଠାକୁରଗଡ଼ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ଅଢେଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଋଣ କରାଯାଇଥିବା ଘଟଣାରେ ମଙ୍ଗଳବାର ଠାକୁରଗଡ଼…

ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଆଠମଲ୍ଲିକ, ୨୯ା୧(ଡି.ଏନ.ଏ.) – ଆଠମଲ୍ଲିକ ଆଡିଶନାଲ ସେସନ୍ସ ଜଜ୍‌ ଏସ୍‌. ଆର୍‌. ସାମନ୍ତ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ୨୦୧୬ ସେପ୍ଟେମ୍ବର…

ଅସମ୍ପୂର୍ଣ୍ଣ ଘର ଆଗରେ ପ୍ରଶାସକଙ୍କ ଧାରଣା

କାମାକ୍ଷାନଗର, ୨୯।୧(ଡି.ଏନ.ଏ.) – ଆବାସ ଯୋଜନାରେ ପୁଳାପୁଳା ଦୁର୍ନୀତିକୁ ନେଇ ନିନ୍ଦିତ ହେଉଛି ଢେଙ୍କାନାଳ ଜିଲା ପ୍ରଶାସନ। ବିଶେଷ କରି ପରଜଙ୍ଗ, କଙ୍କଡ଼ାହାଡ଼ ବ୍ଲକରେ ଏହା ସୀମା ଟପିଛି। ହେଲେ କାମାକ୍ଷାନଗର ବ୍ଲକରୁ ଏହାର ଓଲଟା ଚିତ୍ର ପଦାକୁ ଆସିଛି। ପ୍ରଶାସନିକ…

ଅଧ୍ୟକ୍ଷଙ୍କୁ ଚାପୁଡ଼ା ମାରିଲେ ପୂର୍ବତନ ଅଧ୍ୟକ୍ଷା

ଫୁଲବାଣୀ ଅଫିସ/ଖଜୁରିପଡ଼ା, ୨୯ା୧-ଖଜୁରିପଡା ବ୍ଲକ ଦୂତିମେଣ୍ଡିସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ବର୍ତ୍ତମାନର ଅଧ୍ୟକ୍ଷଙ୍କୁ ମଙ୍ଗଳବାର ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ଅଧ୍ୟକ୍ଷ ତଥା ଓଡିଆ ଶିକ୍ଷକ ଲକ୍ଷ୍ମୀଧର ସାହୁ ଏ ନେଇ ଖଜୁରିପଡା ଥାନାରେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ…

ଡକାୟତ ଧରୁନି ପୋଲିସ, ଏସ୍‌ପିଙ୍କୁ ଭେଟିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ, ୨୯ା୧-ରାଇକିଆ ଥାନା ଅନ୍ତର୍ଗତ କରଡା ଗ୍ରାମର ହନୁମାନ ମନ୍ଦିର ପୂଜକଙ୍କୁ ବନ୍ଧୁକ ଦେଖାଇ ୩୬ ହଜାର ଟଙ୍କା ଲୁଟ୍‌ ଘଟଣାରେ ପୋଲିସ ଜାଣିଶୁଣି ଡକାୟତଙ୍କୁ ଧରୁନି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରି ଛାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?