ଆମ ଜିଲା ଖବର

ନରହନ୍ତା ହାତୀକୁ ନେଇ ହଟହଟା

ଚଣ୍ଡିଖୋଲ/ ଚୌଦ୍ୱାର, ୨୯।୧ (ଡି.ଏନ୍‌.ଏ.) :ଯାଜପୁର ଜିଲାର କୋରେଇ, ସୁକିନ୍ଦା ଓ ଦାନଗଦୀ ଅଞ୍ଚଳରେ ପ୍ରାୟ ୨ସପ୍ତାହ ଧରି ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ହାତୀକୁ ନେଇ ବନ ବିଭାଗର ଚିନ୍ତା ବଢ଼ିବାରେ ଲାଗିଛି। ଉକ୍ତ ହାତୀକୁ ସୋମବାର ସନ୍ଧ୍ୟାରେ ଦାନଗଦୀ…

ଏନ୍‌ଆର୍‌ୟୁ ଲାଗୁ କରିବାକୁ ଯୁବ କଂଗ୍ରେସର ଦାବି

ଫୁଲବାଣୀ ଅଫିସ, ୨୯ା୧-ଦେଶରେ ବେକାରି ସମସ୍ୟା ଉତ୍କଟ ହୋଇଛି ା ଜାତି ସଂଘର ରିପୋର୍ଟ ଅନୁଯାୟୀ ପ୍ରତି ୫ ଯୁବତୀ ଯୁବତୀଙ୍କ ମଧ୍ୟରେ ୨ ଜଣ ବେକାର ଅଛନ୍ତି। ଦେଶର ୨୦ରୁ ୩୪ ବର୍ଷର ଯୁବତୀ ଯୁବକ ଶିକ୍ଷା ଓ ରୋଜଗାରଠାରୁ…

ମାସକରେ ସମ୍ପୂର୍ଣ୍ଣ ହେବ ରେଲୱେ ଓଭରବ୍ରିଜ୍‌

ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଏବଂ ଆଙ୍କୁଲି ଶିଳ୍ପାଞ୍ଚଳ ଛକ ପର୍ଯ୍ୟନ୍ତ ନିର୍ମାଣାଧୀନ ରେଲୱେ ଓଭରବ୍ରିଜ ମାସକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ପୂର୍ତ୍ତ ବିଭାଗ ଇଞ୍ଜିନିୟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ମାଣ କାର୍ଯ୍ୟରେ ବାଧକ…

ଏମ୍‌କେସିଜିରେ କରୋନା ଭାଇରସ ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ

ବ୍ରହ୍ମପୁର ଅଫିସ,୨୯ା୧: ଚାଇନାରୁ ଚିହ୍ନଟ କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବ୍ରହ୍ମପୁର ଏମ୍‌କେସିଜିରେ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ମିଳିଛି ା ଏନେଇ ଏମ୍‌କେସିଜିର କାଜୁଆଲିଟି ଉପରମହଲାରେ କରୋନା ଭାଇରସ୍‌…

ଟ୍ରକ୍‌ ଧକ୍କାରେ ଝିଅ ମୃତ, ବାପା ଆହତ

ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ସହର ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି। ଫଳରେ ହଳଦିଆପଦର ଲେଭଲ କ୍ରସିଂଠାରୁ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ମଧ୍ୟରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ଚାଲିଯାଉଛି। ମଙ୍ଗଳବାର ହଳଦିଆପଦର ଦେଇ ଲାଞ୍ଜିପଲ୍ଲୀ…

ମଣିନାଗ ପୀଠ ରାସ୍ତା କାମ ବନ୍ଦ: ଠାକୁରାଣୀଙ୍କୁ ଦର୍ଶନ କରିପାରୁ ନାହାନ୍ତି ପର୍ଯ୍ୟଟକ

ରଣପୁର,୨୯ା୧(ସ୍ବ.ପ୍ର.): ନୟାଗଡ଼ ଜିଲାର ରଣପୁର ନିକଟ ମା’ ମଣିନାଗ ପୀଠ ରାସ୍ତାକୁ ଜଣେ ଲୋକ ପଥର ପକାଇ ଅବରୋଧ କରିଛନ୍ତି। ଫଳରେ ରାସ୍ତା କାର୍ଯ୍ୟ ବନ୍ଦ ହୋଇଯାଇଛି। ରାସ୍ତା ଅବରୋଧ କାରଣରୁ ଭକ୍ତମାନେ ଠାକୁରାଣୀଙ୍କୁ ଦର୍ଶନ କରିପାରୁ ନାହାନ୍ତି। ପ୍ରଶାସନ ପକ୍ଷରୁ…

ଚିଲିକାରେ ବାର୍ଡ ଫ୍ଲୁ ଆଶଙ୍କା: ବିଦେଶୀ ପକ୍ଷୀଙ୍କ ସ୍ବାବ୍‌ ନମୁନା ସଂଗ୍ରହ

ବାଲୁଗାଁ,୨୯ା୧ (ଡି.ଏନ.ଏ.): ଚିଲିକାରେ ବିଦେଶୀ ପକ୍ଷୀଙ୍କୁ ବାର୍ଡ ଫ୍ଲୁ ବ୍ୟାପିବା ଆଶଙ୍କା କରି ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇବା ସହ ତଟାଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ମଙ୍ଗଳବାର ସକାଳୁ ବାଲୁଗାଁ ପ୍ରାଣୀ ଚିକିତ୍ସା ଓ ବନ୍ୟପ୍ରାଣୀ ବିଭାଗ…

ବାଲିଘାଟ ବିବାଦ ସମାଧାନ ପାଇଁ ପ୍ରଶାସନର ପଦକ୍ଷେପ

ହାଟଡିହୀ,୨୯ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ଆମ୍ବୋ-କରଗୋଳା ବୈତରଣୀ ନଦୀ ବାଲି ଘାଟ ବିବାଦ ସମାଧାନ କରିବାରେ ପ୍ରଶାସନ ପଦକ୍ଷେପ ନେଇଛି। ବାଲିଘାଟ ତହସିଲ ତରଫରୁ ୫ ବର୍ଷ ଲିଜ ସୂତ୍ରରେ ଦିଆଯାଇଛି ା ଗତ ୨୦୧୯ ମାର୍ଚ୍ଚ ମାସରୁ କରଗୋଳା…

କାଗଜକଲମରେ ରାସ୍ତା ନିର୍ମାଣ

ଝୁମ୍ପୁରା, ୨୯।୧ (ଡି.ଏନ.ଏ.)- ଝୁମ୍ପୁରା ବ୍ଲକର ଗ୍ରାମାଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମିତ ହେଉଥିବା ରାସ୍ତାକୁ ନେଇ ଅଭିଯୋଗର ଫର୍ଦ୍ଦ ଲମ୍ବି ଚାଲିଛି। ସମୟ ଅବଧି ଭିତରେ ରାସ୍ତା ନିର୍ମାଣ ନ ସରିବା, ନିମ୍ନମାନର କାମ,…

ଖୋଲୁନି ଓ୍ବାଚ୍‌ ଟାଓ୍ବାର, ପର୍ଯ୍ୟଟକ ନିରାଶ

କେନ୍ଦୁଝର, ୨୯ା୧ (ସ୍ବ.ପ୍ର.)-ପାଖାପାଖି ୧କୋଟି ଟଙ୍କାରେ ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକ ଓ୍ବାଚ୍‌ ଟାଓ୍ବାର ନିର୍ମାଣ ହୋଇଛି। ତେବେ ଏହାର ଉଦ୍‌ଘାଟନ ମକରର ଦୁଇଦିନ ପୂର୍ବରୁ କରାଯାଇଥିଲେ ହେଁ ଦୁଇ ତିନିଦିନ ପରେ ଟାଓ୍ବାରରେ ତାଲା ପଡିଲା। ଫଳରେ…

ସମିତି ଋଣ ପରିଶୋଧ ନ କରି ଗିରଫ

ଭଣ୍ଡାରିପୋଖରୀ, ୨୯ା୧(ଡି.ଏନ୍‌.ଏ.)-ସେବା ସମବାୟ ସମିତିରୁ ଋଣ ଆଣି ପରିଶୋଧ ନ କରିବା ଅଭିଯୋଗରେ ରବିବାର ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ଗ୍ରାମର ବୃନ୍ଦାବନ ନାୟକ। ବୃନ୍ଦାବନ ତେସିଙ୍ଗା ସେବା ସମବାୟ ସମିତିରୁ ବ୍ୟବସାୟ ପାଇଁ…

୩୦ରୁ ତିହିଡ଼ି ମହୋତ୍ସବ

ତିହିଡ଼ି,୨୯ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି କାଳିପଡ଼ିଆରେ ଆସନ୍ତା ୩୦ ତାରିଖଠାରୁ ତିହିଡ଼ି ମହୋତ୍ସବ ଆରମ୍ଭ ହେବ। ୫ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବରେ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସୋମବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ମହୋତ୍ସବର କର୍ମକର୍ତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?