୩୦ରୁ ତିହିଡ଼ି ମହୋତ୍ସବ
ତିହିଡ଼ି,୨୯ା୧(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି କାଳିପଡ଼ିଆରେ ଆସନ୍ତା ୩୦ ତାରିଖଠାରୁ ତିହିଡ଼ି ମହୋତ୍ସବ ଆରମ୍ଭ ହେବ। ୫ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବରେ ସ୍ବାସ୍ଥ୍ୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ସୋମବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ମହୋତ୍ସବର କର୍ମକର୍ତ୍ତା…
୫ରୁ ସରସ୍ବତୀ ମେଳା
ଉଦଳା,୨୯ା୧(ଡ଼ି.ଏନ୍.ଏ.)- ଆସନ୍ତା ଫେବୃୟାରୀ ୫ ତାରିଖରୁ ଉଦଳାଠାରେ ଐତିହାସିକ ସରସ୍ବତୀ ମେଳା ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ମଙ୍ଗଳବାର ଆୟୋଜିତ ଏହି ଖବରଦାତା ସମ୍ମିଳନୀରେ ମନ୍ଦିର ପରିଚାଳନା କମିଟି ସଭାପତି ସନ୍ତୋଷ କୁମାର ବେହେରା, ଉପସଭାପତି…
ସରିଲା ସୀମାନ୍ତ ଯୁବ ମହୋତ୍ସବ
ଝାରପୋଖରିଆ,୨୯ା୧(ଡି.ଏନ୍.ଏ.)- ସାରସକଣା ବ୍ଲକ୍ ଅନ୍ତର୍ଗତ ଝାରପୋଖରିଆଠାରେ ସୀମାନ୍ତ ଯୁବ ସମିତି ଓ ଜାତୀୟ ଯୁବ ପ୍ରକଳ୍ପ ଦ୍ୱାରା ଆୟୋଜିତ ୫ମ ବାର୍ଷିକ ସୀମାନ୍ତ ଯୁବ ମହୋତ୍ସବ ଉଦ୍ଯାପିତ ହୋଇଯାଇଛି। ୫୬ନଂ. ଜୋନ୍ ଜିଲା ପରିଷଦ ସଦସ୍ୟ ଭୁବନେଶ୍ୱର ମହାନ୍ତ ମହୋତ୍ସବକୁ ଉଦ୍ଘାଟନ…
ଜନବସତିରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍କୁ ବିରୋଧ
ବାଲେଶ୍ୱର ଅଫିସ, ୨୯।୧-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ୨୯ ନମ୍ବର ୱାର୍ଡ଼ର ଶ୍ରୀକଣ୍ଠପୁର କ୍ୟାଥୋଲିକ୍ ପଡ଼ାରେ ବର୍ଜ୍ୟବସ୍ତୁ ପ୍ରୋସେସିଂ ୟୁନିଟ୍ ଖୋଲାଯିବାକୁ ମ୍ୟୁନିସିପାଲିଟି ପକ୍ଷରୁ ନିଷ୍ପତ୍ତିକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ୨୯ ନମ୍ବର ୱାର୍ଡ଼ ସହରର ମଧ୍ୟମସ୍ଥଳୀରେ ଅବସ୍ଥିତ। ଘରୋଇ ଶିକ୍ଷାନୁଷ୍ଠାନ…
ମନ୍ଦିର ଉଚ୍ଛେଦକୁ ନେଇ ବିରୋଧ
ବାଲେଶ୍ୱର ଅଫିସ, ୨୯।୧-ବାଲେଶ୍ୱର ସହର ମୁଖ୍ୟରାସ୍ତା ଓଟିରୋଡ୍କୁ ସମ୍ପ୍ରସାରଣ ଲାଗି ଆଇଟିଆଇସ୍ଥିତ ଲକ୍ଷ୍ମୀନାରାୟଣ ମନ୍ଦିର ଭଙ୍ଗାଯିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଦୀର୍ଘଦିନ ହେଲା ମନ୍ଦିର ପରିଚାଳନା କମିଟିକୁ ନୋଟିସ୍ ଦିଆଯାଇଥିଲା। ପୂର୍ବରୁ ଲୋକଙ୍କ ବିରୋଧ ଯୋଗୁ ପ୍ରଶାସନ ବିଫଳ ହୋଇ…
ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାରିପଦା ଅଫିସ,୨୮ା୧- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ମୟୂରଭଞ୍ଜ ଜିଲା ବାରିପଦାର ସୁନଗଡିଆସ୍ଥିତ ବାସଭବନରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ବାଲେଶ୍ୱର ଜିଲା…
ବାହାଘର ଭୋଜି ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ
ବାରିପଦା ଅଫିସ,୨୮ା୧- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଧୀନ ଷ୍ଟେଶନ ବଜାର ଅଞ୍ଚଳରେ ସୋମବାର ରାତିରେ ବାହାଘର ଭୋଜି ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇ ପଡ଼ିଛନ୍ତି। ଭୋଜି ଖାଇବା ପରେ ବାନ୍ତି ହେବାରୁ ବିଳମ୍ବିତ ରାତିରେ ସେମାନଙ୍କୁ ବାରିପଦା…
କୃଷି ବିଭାଗ କର୍ମଚାରୀ ବୋଲି ପରିଚୟ ଦେଇ ଶିକ୍ଷକଙ୍କଠାରୁ ୪ ଲକ୍ଷ ଠକେଇ
ହାଟଡିହୀ,୨୮ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗେଡମା ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକ ୪ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏନେଇ ନନ୍ଦିପଦା ଥାନାରେ ଏକ ମାମଲା (ନଂ.୭/୨୦୨୦) ଦାୟର ହୋଇଛି। ଅଭିଯୋଗ ଅନୁସାରେ ଜଣେ ବ୍ୟକ୍ତି ଶିକ୍ଷକ ଲକ୍ଷ୍ମୀଧର ସାହୁଙ୍କ…
ପ୍ରଧାନଶିକ୍ଷକଙ୍କ ନିଲମ୍ବନ ପ୍ରତିବାଦରେ ଆନ୍ଦୋଳନ: ରାସ୍ତାରେ ବସିଲେ ଅଭିଭାବକ, ସ୍କୁଲ ହତାରେ ଛାତ୍ରୀଛାତ୍ର
ଜଳେଶ୍ୱର,୨୮।୧(ଡି.ଏନ.ଏ./ସ୍ବ.ପ୍ର.)-ଜଳେଶ୍ୱର ବଡ଼ବଜାରସ୍ଥିତ ଟାଉନ୍ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଓ ବଦଳି ଆଦେଶକୁ ବିରୋଧ କରି ମଙ୍ଗଳବାର ଅଭିଭାବକ ଓ ଛାତ୍ରୀଛାତ୍ରମାନେ ଦିନତମାମ ଆନ୍ଦୋଳନ ଓ ଗଣଧାରଣାରେ ବସିଥିଲେ। ସମାଧାନର ସୂତ୍ର ନ ବାହାରିବାରୁ ବୁଧବାର ଆନ୍ଦୋଳନ ଚାଲୁରହିବ ବୋଲି ଆନ୍ଦୋଳନକାରୀମାନେ…
ପରିବହନ ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ ଅଫିସ,୨୮।୧: ହାଇକୋର୍ଟ ମଙ୍ଗଳବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାଗତ ଯୋଗ୍ୟତା ନେଇ ପଦ୍ମନାଭ ତଥ୍ୟ ବଦଳାଉଥିବା ଅଭିଯୋଗର ଶୁଣାଣି କରି ବୀରମହାରାଜପୁର ଥାନା ଆଇଆଇସିଙ୍କୁ ଏହାର ତଦନ୍ତ କରିବା ଲାଗି କୋର୍ଟ ନିର୍ଦ୍ଦେଶ…
ଗଛରେ ପିଟିହେଲା ଚାଉଳ ବୋଝେଇ ପିକ୍ଅପ
ଶେରଗଡ଼,୨୮ା୧(ଡି.ଏନ୍.ଏ.)- ଶେରଗଡ ବ୍ଲକ ଭୁଷୁଣ୍ଡା ଗ୍ରାମ ଛକ ଆସିକା ଶେରଗଡ଼ ମୁଖ୍ୟ ରାସ୍ତାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଏକ ଚାଉଳ ବୋଝେଇ ପିକ୍ଅପର ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଚାଳକ ସାମନ୍ୟ ଆହତ ହୋଇଛନ୍ତି। ମାତ୍ର…
ଖୁଦଖାଇ ନାଳ ନିକଟରୁ ହାତୀଛୁଆର ମୃତଦେହ ଉଦ୍ଧାର, କାଦୁଅରେ ଫସି ମୃତ୍ୟୁ ସନ୍ଦେହ
କାମାକ୍ଷାନଗର,୨୮।୧(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ତୁରୁସିଙ୍ଗା ଖୁଦଖାଇ ନାଳ ନିକଟରୁ ମଙ୍ଗଳବାର ଏକ ହାତୀଛୁଆର ମୃତଦେହ ଉଦ୍ଧାର କରାଯାଇଛି। କାଦୁଅରେ ଫସି ଯାଇ ହାତୀ ଛୁଆଟିର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ହାତୀଟିର ବୟସ ପ୍ରାୟ ଏକ ମାସ…

