ଚଳନ୍ତା ଟ୍ରାକ୍ଟରରୁ ଅଲଗା ହେଲା ଚକା, ଅଳ୍ପକେ ବର୍ତ୍ତିଲେ ଲୋକେ
ଜି.ଉଦୟଗିରି,୧ା୧୨(ଡି.ଏନ୍.ଏ.)- ଜି.ଉଦୟଗିରି ବରାଳିନୀ ମାର୍କେଟ ତହସିଲ ଗେଟ୍ ସମ୍ମୁଖରେ ରବିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ମାଟି ବୋଝେଇ ଟ୍ରାକ୍ଟରର ଏକ୍ସିଲ ଭାଙ୍ଗି ବଡଚକ ଅଲଗା ହୋଇଯାଇଥିଲା। ସୌଭାଗ୍ୟବଶତଃ ଚକାଟି ପାଖରେ ଯାଉଥିବା ଟ୍ରଲି ଚକାରେ ଲାଗି ଅଟକି ଯାଇଥିଲା। ଫଳରେ…
ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ
ପାଟପୁର,୧ା୧୨-ପାଟପୁର ଥାନା ଅଞ୍ଚଳରେ ଘରୁ ଟେକି ନେଇ ଜଣେ ପଞ୍ଚମ ଶେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମରେ ଶନିବାର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଅକ୍ଷୟ ନାଇକ। ନାବାଳିକାଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ପାଟପୁର ଥାନାରେ ନଂ. ୨୫୭/୧୯ରେ…
ପୋଖରୀରୁ ଚାଷୀଙ୍କ ମୃତଦେହ ଉଦ୍ଧାର
ଦିଗପହଣ୍ଡି,୧ା୧୨(ଡି.ଏନ.ଏ.)-ଦିଗପହଣ୍ଡି କୁଶପଡ଼ା ପଞ୍ଚାୟତ କେଦାରପୁର ଗାଁ ପୋଖରୀରୁ ରବିବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ସିଦ୍ଧେଶ୍ୱର ଗାଁ ମାଳିସାହିର ରୁପାଙ୍ଗ ବେହେରା। ସକାଳେ ରୁପାଙ୍ଗ ନିଜ ଜମିକୁ ଧାନ କାଟିବାକୁ ଯାଇଥିଲେ। କାମ ସାରି ପୋଖରୀରେ ଗାଧୋଇବା…
୨ ଶିକ୍ଷକଙ୍କ ଦରମା ବନ୍ଦ
ଚମ୍ପୁଆ, ୧ା୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପ୍ରାଥମିକ ବିଦ୍ୟାଳୟରେ ଜିଲା ଶିକ୍ଷା ଅଧିକାରୀଙ୍କ ମନିଟରିଂ ପରେ ଚମ୍ପୁଆ ବ୍ଲକ ଶିକ୍ଷା ଅଧିକାରୀ ୨ ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଥିବା ଜଣାପଡିଛି। ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ…
ସହରରେ ଟ୍ରାଫିକ ନିୟମ କଡ଼ାକଡ଼ି: ୨ ମଦ୍ୟପ ଚାଳକ ଗିରଫ
ବାଲେଶ୍ୱର ଅଫିସ, ୧।୧୨-ବାଲେଶ୍ୱର ସହର ପୋଲିସ ଲାଇନ୍ ଛକରେ ଟ୍ରାଫିକ୍ ଥାନା କର୍ମଚାରୀଙ୍କ ଦ୍ୱାରା ରବିବାରଠାରୁ ଟ୍ରାଫିକ୍ ନିୟମ କଡ଼ାକଡ଼ି ପାଳନ କରାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍ ଥାନା ଇନ୍ସପେକ୍ଟର ପ୍ରଶାନ୍ତ ରଣସିଂହଙ୍କ ତତ୍ତ୍ୱାବଧାନରେ ଏକ ଟିମ୍…
ସ୍ତ୍ରୀଙ୍କୁ ନିର୍ଯାତନା, ଜେଲ ଗଲେ ସ୍ବାମୀ
ରୂପ୍ସା, ୧।୧୨(ଡି.ଏନ.ଏ.)-ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ବାଲେଶ୍ୱର ଜିଲା ରୂପ୍ସା ଥାନା ପୋଲିସ ଜାମୁନିଆ ଗ୍ରାମର ଅନିରୁଦ୍ଧ ରାଉତଙ୍କୁ ରବିବାର ଗିରଫ କରିଛି। ସେ ତାଙ୍କ ସ୍ତ୍ରୀ ବାସନ୍ତୀଙ୍କୁ ନିର୍ଯାତନା ଦେବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ଥାନାରେ…
ଗର୍ଭବତୀ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ; ଶାଶୁ, ଶ୍ୱଶୁର ଏବଂ ସ୍ବାମୀ ଅଟକ
ସିଂହପୁର,୧।୧୨(ଡି.ଏନ୍.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମର ଜଣେ ମହିଳାଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ବାପଘର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ…
ବିଶ୍ୱ ଏଡ୍ସ ଦିବସ: କୋରାପୁଟରେ ଚଳିତବର୍ଷ ଏଡ୍ସ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୭
କୋରାପୁଟ,୧।୧୨(ସ୍ବ.ପ୍ର.): ଚଳିତବର୍ଷ ଜିଲାରେ ୫୧ହଜାର ୮୬୬ଜଣ ରକ୍ତ ପରୀକ୍ଷା କରିଥିବାବେଳେ ସେଥିମଧ୍ୟରୁ ୧୩୦ ଜଣଙ୍କ ରକ୍ତରେ ଏଚ୍ଆଇଭି ଭୂତାଣୁ ରହିଥିଲା। ଅନ୍ୟପକ୍ଷରେ ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କ ଏଡ୍ସରେ ମୃତ୍ୟୁ ଘଟିଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାଯାଇଛି। ଏହି…
ଏକାଠି ହୋଇ କାର୍ଯ୍ୟକଲେ ତୃଣମୂଳସ୍ତରରେ ଏଡ୍ସ ଦୂରୀକରଣ ସମ୍ଭବ: ଜିଲାପାଳ
ରାୟଗଡ଼ା ଅଫିସ,୧।୧୨: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ତତ୍ୱାବଧାନରେ ରବିବାର ବିଶ୍ୱ ଏଡ୍ସ ଦିବସ ପାଳିତ ହୋଇଯାଇଛି। ସକାଳେ ରାୟଗଡ଼ା କଲେଜଠାରୁ ଏକ ଶୋଭାଯାତ୍ରା ବାହାରି ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲା। ପରେ ଚିକିତ୍ସାଳୟରେ ଏକ ବୈଠକ…
ଲକ୍ଷାଧିକ ଟଙ୍କାର ଧାନ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତ ଗିରଫ, କ୍ଷତିପୂରଣ ଦାବି
ଭବାନୀପାଟଣା,୧।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଲ ପଞ୍ଚାୟତ ଅଜରାଇ ଗାଁର ଚାଷୀମାନେ ଖଳାରେ ଧାନ ରଖିଥିବା ବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେବାରୁ ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇଯାଇଛି। ସୂଚନାନୁଯାୟୀ, ଅଜରାଇ ଗାଁର ଚାଷୀ ଫଟୁ…
କାର୍-ମିଲ୍କଭ୍ୟାନ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର
ଝାରସୁଗୁଡ଼ା ଅଫିସ/ଲଖନପୁର,୧।୧୨(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ମହିମା ଛକ ନିକଟ ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।…
ରାତିରେ ପାଟ୍ରୋଲିଂ ବେଳେ ବାଉଁଶ ବୋଝେଇ ମିନିଟ୍ରକ୍ ଜବତ
ଓଡ଼ଗାଁ,୧।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ କର୍ମଚାରୀମାନେ ଶନିବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଚେମେଡୀ -ସୁନୁସୁନିଆ ରାସ୍ତାରୁ ଏକ କଣ୍ଟା ବାଉଁଶ ବୋଝେଇ ମିନିଟ୍ରକ୍ ଜବତ କରିଛନ୍ତି। ଜବତ ମିନିଟ୍ରକ୍ (ଓଡି ୨୫ଏ ୮୦୭୬)ରେ ୯୩ଟି କଣ୍ଟା ବାଉଁଶ ଚାଲାଣ…
Archives


