ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF
ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି କରିବା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।…
ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ
ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଡାକ୍ତରୀ ଦଳ ଘଟଣାର ଅନୁଧ୍ୟାନ ପରେ ମୃତ୍ୟୁର କାରଣ…
ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ…
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତରେ ପୋଲିସ, ବନ ଓ ଅବକାରୀ ବିଭାଗ ନଷ୍ଟ କରାଯାଇଛି। ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ…
ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ
ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ ଅଞ୍ଚଳରୁ ଏଥର ମୋଟ ୭୨୪ ବିଦ୍ୟାର୍ଥୀ ମାଟ୍ରିକ୍ ପରୀକ୍ଷା ଦେବା ପାଇଁ ନାମ…
ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ
ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ ଟ୍ରକ୍ ଛାଡ଼ିବା ପାଇଁ ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି। ଗୁରୁବାର ଅପରାହ୍ନରେ…
ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ
ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ ସୂଚନା ମିଳିଛି। ମୟୂରଭଞ୍ଜର କାଞ୍ଜିଆ ସୁନା ଖଣିରେ ପ୍ରାୟ ଦେଢ଼ ଟନ୍ ସୁନା…
ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର
ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ରାଜସ୍ବ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ…
୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ
ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍ ୫୩୭ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ପ୍ରଥମ ଦିନ ୫୨୬ ଜଣ ପରୀକ୍ଷା ଦେଇଥିବା ବେଳେ…
ବସ୍ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…
ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ମଧ୍ୟାହ୍ନରେ ଏକ ବାଲି ବୋଝେଇ ଟ୍ରାକ୍ଟରକୁ ଜୟ ମାତାଦୀ ନାମକ ଘରୋଇ ବସ୍…
ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ
ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ରେ ସରିବ। କପି ରୋକିବାକୁ ନୁଆ ଫର୍ମୂଲା…
‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’
ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ ବହୁ ଅସୁବିଧାର ସମୁଖୀନ ହେବାକୁ ପଡ଼ିଛି। ଚଳିତ ବର୍ଷ ଅଧିକାଂଶ ଚାଷୀଙ୍କ ଟୋକନ…
ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍ରେ ପିଅନଙ୍କ ଝୁଲନ୍ତା ମୃତଦେହ
ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ) ଶିବା ନାୟକ (୪୦)ଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଜବତ ହୋଇଛି। ବିଦ୍ୟାଳୟ ପ୍ରଧାନଶିକ୍ଷକ…

