ସିମନବାଡ଼ିରେ ଭାରତମାତା ପୂଜନ ଉତ୍ସବ, ସାଂସ୍କୃତିକ କାର୍ଯ୍ୟକ୍ରମ
ଦାରିଙ୍ଗବାଡ଼ି,୨୬।୧(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ରବିବାର ଏକ ନିଆରା ଢ଼ଙ୍ଗରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ସକାଳୁ ଜାତୀୟ ପତକା ଉତ୍ତୋଳନ ସହ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ଯୋଗଦେବାକୁ ୨୫ ତାରିଖରୁ…
ଛେଣ୍ଡିପଦା ବ୍ଲକ ସଦରମହକୁମାରେ ୭୧ତମ ସାଧାରଣତନ୍ତ୍ର ଦିବସ
ଛେଣ୍ଡିପଦା,୨୬।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦର ମହକୁମା ମିନିଷ୍ଟାଡିୟମରେ ରବିବାର ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ…
ତୁରୁମୁଙ୍ଗାରେ ପତାକା ଉତ୍ତୋଳନ କଲେ ବିଧାୟକ, ଜଗନ୍ନାଥ ପାଟଣାରେ ବ୍ଲକ ଅଧ୍ୟକ୍ଷ
ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଷ୍ଟାଡିୟମ ଓ ତୁରୁମୁଙ୍ଗାସ୍ଥିତ ହାଇସ୍କୁଲ ପଡ଼ିଆରେ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ତୁରୁମୁଙ୍ଗାଠାରେ ମୁଖ୍ୟଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…
ପୁରୀରେ ପତାକା ଉତ୍ତୋଳନ କଲେ ପଞ୍ଚାୟତିରାଜ ମନ୍ତ୍ରୀ
ପୁରୀ ଅଫିସ,୨୬।୧: ଜିଲା ପ୍ରଶାସନ ଆନୁକୂଲ୍ୟରେ ତାଲବଣିଆସ୍ଥିତ ବିଜୁ ପଟ୍ଟନାୟକ ଇନ୍ଡୋର ଷ୍ଟାଡିୟମରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ନିିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ…
ସାଧାରଣତନ୍ତ୍ର ଦିବସ: ଅଭିବାଦନ ଗ୍ରହଣ କଲେ ମନ୍ତ୍ରୀ
ଅନୁଗୋଳ ଅଫିସ,୨୬।୧: ଅନୁଗୋଳ ଷ୍ଟାଡିୟମଠାରେ ରବିବାର ୭୧ତମ ଜିଲାସ୍ତରୀୟ ସଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍ରେ…
ଜଙ୍ଗଲରେ ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମବେଳେ ଉଦ୍ଧାର କଲେ ଲୋକେ, ଜଣେ ଅଟକ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୧(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ଯୁବକ ଜଙ୍ଗଲରେ ବଳାତ୍କାର ଉଦ୍ୟମ କରୁଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ସମ୍ପୃକ୍ତ ଯୁବକଙ୍କୁ ଧରି ପୋଲିସ ଜିମା ଦିଆଯାଇଛି।…
ଘର ନିର୍ମାଣକୁ ନେଇ ବେଣୀପୁର ଗାଁରେ ଉତ୍ତେଜନା, ୫ ଘଣ୍ଟା ଧରି ପୋଲିସ ଅଟକ
ଗୋପ,୨୬।୧(ଡି.ଏନ୍.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଣୀପୁର ଗାଁରେ ଗୋପ ପୋଲିସ ଦୀର୍ଘ ୫ ଘଣ୍ଟା ଧରି ଅଟକ ରହିଛି । ଜମିଜମାକୁ ନେଇ ଏପରି ଘଟଣା ଘଟିଥିବା କୁହାଯାଉଛି। ପ୍ରକାଶ ଯେ,ବେଣୀପୁର ଗାଁର ଜଗବନ୍ଧୁ ରାଉତ ରବିବାର ତାଙ୍କ…
ସ୍ବାଭିମାନ ଅଞ୍ଚଳରେ କଡ଼ା ବିରୋଧ: ଗ୍ରାମବାସୀଙ୍କ ଆକ୍ରମଣରେ ଜଣେ ମାଓବାଦୀ ମୃତ, ଜଣେ ଗୁରୁତର
ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଛି। ଉକ୍ତ ଅଞ୍ଚଳର ଜନ୍ତୁରାଇ ଗାଁକୁ ମାଓବାଦୀ ଆସି ଉନ୍ନୟନମୂଳକ କାର୍ଯ୍ୟକୁ ବିରୋଧ କରିବା ଲାଗି ଗ୍ରାମବାସୀଙ୍କୁ ଆଦେଶ ଦେଇଥିଲେ। ମାତ୍ର ଗ୍ରାମବାସୀ ଏହାର ବିରୋଧ କରିବା…
ଖୋର୍ଦ୍ଧା ହେଉଛି ବୀର ପାଇକମାନଙ୍କ ମାଟି : ଜିଲାପାଳ
ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ଖେଳପଡ଼ିଆରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି…
ରାଇକିଆରେ ପତାକା ଉତ୍ତୋଳନ କଲେ ବିଡିଓ
ରାଇକିଆ,୨୬।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆଠାରେ ରବିବାର ୭୧ତମ ସାଧାରଣନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସରେ ରାଇକିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରବୀଣ କୁମାର ବାଣୁଆ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ମିଳିତ…
ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ
ନୟାଗଡ଼ ଅଫିସ,୨୬ା୧: ନୟାଗଡ଼ ଜିଲା ସଦର ମହକୁମା ପୋଲିସ ଟ୍ରେନିଂ ପଡିଆରେ ରବିବାର ୭୧ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।…
ରାୟଗଡ଼ାରେ ତ୍ରିରଙ୍ଗା ଉଡ଼ାଇଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ
ରାୟଗଡ଼ା ଅଫିସ,୨୬।୧: ରାୟଗଡ଼ା ଜିଲା ସଦର ମହକୁମାସ୍ଥିତ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ…

