ଆମ ଜିଲା ଖବର

ମୟୂରଭଞ୍ଜ ଜିଲା ଚିଠି: ପର୍ଯ୍ୟଟନ ଶିଳ୍ପ

ମୟୂରଭଞ୍ଜ ଜିଲାରେ ରହିଛି ବହୁ ପର୍ଯ୍ୟଟନ ସ୍ଥଳ। ପ୍ରସ୍ତାବିତ ଜାତୀୟ ଉଦ୍ୟାନ ଶିମିଳିପାଳ ସହିତ ବହୁ ଜଳପ୍ରପାତ, ମନ୍ଦିର, ଐତିହାସିକ ସ୍ଥାନ ରହିଛି। ହେଲେ ଏହି ସବୁର ରକ୍ଷଣାବେକ୍ଷଣ ତଥା ପ୍ରଚାରପ୍ରସାର ଦିଗରେ ରାଜ୍ୟ ସରକାର କୌଣସି ଆଖିଦୃଶିଆ ପଦକ୍ଷେପ ନେଉ…

୨୦୧୯-୨୦ ଶିକ୍ଷାବର୍ଷ ସରିବାକୁ ୨ମାସ ରହିଲା: ଛାତ୍ରୀଛାତ୍ରଙ୍କୁ ମିଳିଲାନି ମାଗଣା ୟୁନିଫର୍ମ, ଜୋତା

ରସୁଲପୁର, ୨୬।୧ (ଡି.ଏନ୍‌.ଏ.): ଯାଜପୁର ଜିଲାରେ ରସୁଲପୁର ବ୍ଲକ ଏକ ଅଗ୍ରଣୀ ବ୍ଲକ ଭାବରେ ଖ୍ୟାତି ରହିଛି। ହେଲେ ଏହି ବ୍ଲକର ଶିକ୍ଷା ବ୍ୟବସ୍ଥା ଓ ତା’ର ଅବସ୍ଥା ସେତେଟା ସନ୍ତୋଷଜନକ ମନେ ହେଉନାହିଁ। ତେବେ ଛାତ୍ରୀଛାତ୍ରଙ୍କୁ ମଗଣା ୟୁନିଫର୍ମ ଓ…

ଗ୍ରାମବାସୀଙ୍କ ବାରଣ୍ଡାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ରାୟଗଡ଼ା ଅଫିସ, ୨୬।୧ – ପିଲାମାନଙ୍କୁ ପ୍ରାକ୍‌ ସ୍କୁଲ ଶୈକ୍ଷିକ ବାତାବରଣ ଦେବାକୁ କେନ୍ଦ୍ର ସରକାର ଅଙ୍ଗନଓ୍ବାଡି କେନ୍ଦ୍ରର ପରିକଳ୍ପନା କରିଥିଲେ। ଏଥିପାଇଁ କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। କିନ୍ତୁ କେତେକ ସ୍ଥାନରେ ଏଥିରେ ବ୍ୟତିକ୍ରମ ଦେଖାଦେଉଛି। ସରକାରଙ୍କ…

ଏସ୍‌ସିଏସ୍‌ଟି ଯୁଗ୍ମ ସଚିବଙ୍କ ପାଲଲହଡ଼ା ଗସ୍ତ

ପାଲଲହଡ଼ା,୨୬ା୧(ଡି.ଏନ.ଏ.) – ଏସ୍‌ସିଏସଟି ବିଭାଗ ଯୁଗ୍ମ ସଚିବ ଶରତ ଚନ୍ଦ୍ର ମିଶ୍ର ଶନିବାର ପାଲଲହଡା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି। ପ୍ରଥମେ ସଚିବ ମାଲ୍ୟଗିରି ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯାଇ…

ବ୍ରାଉନସୁଗାର ପରେ ଟାର୍ଗେଟରେ କୋଲ୍‌ ମାଫିଆ

ଅନୁଗୋଳ ଅଫିସ୍‌, ୨୬ା୧ – ଅନୁଗୋଳ ଜିଲାକୁ ଅପରାଧ ମୁକ୍ତ କରିବାକୁ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ। ଉପାନ୍ତରୁ ସହର, ଗ୍ରାମାଞ୍ଚଳରୁ ନଗର ଯାଏ ଆପରାଧିକ କାର୍ଯ୍ୟକଳାପର ଡାଟା ବେସ୍‌ ପ୍ରସ୍ତୁତ କରୁଛି ପୋଲିସ। ବିଶେଷ କରି ଖାକି ଟାର୍ଗେଟରେ ଏବେ…

କଣ୍ଠରେ ମୃଦଙ୍ଗଠୁ ଭାଓଲିନ୍‌

ଭୁବନ, ୨୬ା୧ – ବିଦ୍ୟୁତ୍‌ ଆଘାତରେ ରୁଦ୍ଧ ହୋଇଯାଇଥିଲା କଣ୍ଠସ୍ବର। ଆଉ କେବେ ଅର୍କେଷ୍ଟ୍ରାରେ ଗୀତ ଗାଇପାରିବେ କି ନାହଁ ତାହାକୁ ନେଇ ସୃଷ୍ଟି ହୋଇଥିଲା ଅନେକ ଆଶଙ୍କା, ଦ୍ୱନ୍ଦ୍ୱ। ହେଲେ ଏହି ଦୁର୍ଘଟଣା ହିଁ ଏବେ ପାଲଟିଯାଇଛି ତାଙ୍କ ପାଇଁ…

ଫୁଲବାଣୀ ଟାଉନ ପ୍ଲାନିଂ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ

ଫୁଲବାଣୀ ଅଫିସ, ୨୬।୧-ଫୁଳବାଣୀ ସହର ଉନ୍ନତୀକରଣ ହେବ। ପୁରୁଣାକାଳିଆ ସହରକୁ ନୂତନ ରୁପ ଦିଆଯିବ। ସହରର ରୁପରେଖ ସମ୍ପୂର୍ଣ ବଦଳିବ। ଆସନ୍ତା ୨୦ ବର୍ଷର ଜନସଂଖ୍ୟ ବୃଦ୍ଧିକୁ ଆକଳନ କରି ୨୦୪୦ରେ ଫୁଲବାଣୀ ସହରର ରୁପରେଖ ପାଇଁ ମାଷ୍ଟର ପ୍ଲାନ ଶେଷ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, ମାଲିକ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୬ା୧- କନ୍ଧମାଳ ଜିଲାରେ ଗଞ୍ଜେଇ ଚୋରା ଚାଲାଣ କାରବାର ବେଧଡକ ଚାଲିଛି। ପୋଲିସକୁ ଚକ୍‌ମା ଦେଖାଇବାକୁ ଚାଲାଣକାରୀମାନେ ବିଭିନ୍ନ ପନ୍ଥା ଅବଲମ୍ବନ କରୁଛନ୍ତି। ଗଞ୍ଜେଇ ଗାଡିକୁ ପାର କରିବା ପାଇଁ ବାଇକ ପାଇଲଟିଂ ବ୍ୟବସ୍ଥା ହେଉଛି। ସାଧାରଣ ଗାଡିରେ ଗଞ୍ଜେଇ…

ବିଏମ୍‌ସିରେ ସାମିଲ ହେବ ସହରତଳି ପଞ୍ଚାୟତ ଅଞ୍ଚଳ

ବ୍ରହ୍ମପୁର ଅଫିସ,୨୬ା୧-ବ୍ରହ୍ମପୁର ମହାନଗର ନିଗମରେ ସହରତଳି ପଞ୍ଚାୟତ ଅଞ୍ଚଳ ସାମିଲ ହେବା ନେଇ ବାଟ ଫିଟିଛି । ଲୋଚାପଡା ପଞ୍ଚାୟତ ସମେତ ୩ ଗଁ। ବିଏମ୍‌ସିରେ ସାମିଲ ହେବାକୁ ସମ୍ମତି ପ୍ରକାଶ କରିଛନ୍ତି । ଏ ନେଇ ତୁରନ୍ତ ପଦକ୍ଷେପ ଆରମ୍ଭ…

ପଥର ଖୋଲରୁ ୨ ମୃତଦେହ ଉଦ୍ଧାର

ଆର.ଉଦୟଗିରି,୨୬ା୧(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି ଥାନା ଖମ୍ଭାରିସାହି ଗ୍ରାମ ନିକଟସ୍ଥ ତିତ୍‌ଲି ଆମ୍ବ ପର୍ବତର ଏକ ପଥର ଖୋଲରୁ ଶନିବାର ପୋଲିସ ଜଣେ ମହିଳା ଓ ପୁରଷଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ଏ ନେଇ ଆର.ଉଦୟଗିରି ପୋଲିସ ନଂ. ୧/୨୦ରେ ଏକ…

ଶିକ୍ଷକଙ୍କ କାଠଫାଳିଆ ମାଡ଼ରେ ଛାତ୍ର ଗୁରୁତର: ବହି ହଜିଯିବାରୁ ପିଟିଲେ

ଦିଗପହଣ୍ଡି,୨୬ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠଫାଳିଆ ମାଡ଼ରେ ଜଣେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ କୁମାର ପାତ୍ର ଗୁରୁତର ହୋଇଛନ୍ତି। ଶନିବାର ଛାତ୍ରଙ୍କ ବାପା ଟି.…

ସଚେତନତା ପାଇଁ ପୁରୀରୁ ବାହାରି ପାଟଣାରେ ପହଞ୍ଚିଲେ

ପାଟଣା,୨୬ା୧(ସ୍ବ.ପ୍ର.)- ନିଜେ ଜଣେ ଦିବ୍ୟାଙ୍ଗ ହୋଇ ଓଡ଼ିଶାରୁ କନ୍ୟା ଭ୍ରୁଣ ହତ୍ୟା,ରକ୍ତଦାନ କରି ଜୀବନ ବଞ୍ଚାଇବା ଓ ଗାଡି ଚଳାଇବାବେଳେ ହେଲମେଟ୍‌ ବ୍ୟବହାର କରିବା ଏବଂ ମୋବାଇଲ ବ୍ୟବହାର ନ କରିବା ପାଇଁ ଲୋକଙ୍କୁ ସଚେତନ କରିବା ଉଦେଶ୍ୟରେ ସେ ଅଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?