ଆମ ଜିଲା ଖବର

ଟ୍ରକ୍‌ ଧକ୍କାରେ ଯୁବକ ମୃତ ଘଟଣା: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ

ପାଟଣାଗଡ଼,୨୫।୧(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନା ସମ୍ମୁଖରେ ଶୁକ୍ରବାର ରାତିରେ ଏକ ଟ୍ରକ୍‌ ଧକ୍କାରେ ରହେନମାଲ ଗ୍ରାମର ଯୁବକ ବେଣୁଧର କୁଅଁରଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଶନିବାର ସକାଳୁ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। କ୍ଷତିପୂରଣ ଦାବିରେ…

ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗ: ପ୍ରତିବାଦରେ ଧାରଣା

ଗୋପ,୨୫।୧: ପୁରୀ ଜିଲା ଗୋପ କଲେଜର ଅଧ୍ୟାପକ ଜଣେ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଶନିବାର ଛାତ୍ରୀଛାତ୍ର କାର୍ଯ୍ୟାନୁଷ୍ଠାନ ଦାବିରେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି। ପ୍ରକାଶ ଯେ, ମଧ୍ୟାହ୍ନରେ ମହାବିଦ୍ୟାଳୟର ଜଣେ ଅଧ୍ୟାପକ କ୍ଲାସ୍‌ ନେବାକୁ ଯାଇଥିଲେ। ପାଠ ସମ୍ପର୍କିତ…

ମନ୍ଦିର ପୂଜାରୀଙ୍କୁ ବନ୍ଧୁକ ଦେଖାଇ ୩୬ ହଜାର ଲୁଟିନେଲେ ଦୁର୍ବୃତ୍ତ

ରାଇକିଆ,୨୫।୧(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ବ୍ଲକ କରଡ଼ା ଗ୍ରାମରେ ଥିବା ହନୁମାନ ମନ୍ଦିରର ପୂଜାରୀଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ୩୬ ହଜାର ଟଙ୍କା ଲୁଟି ନେଇଥିବା ରାଇକିଆ ଥାନାରେ ଅଭିଯୋଗ ହୋଇଛି। ମନ୍ଦିର ପୂଜକ ଅଙ୍ଗିରା…

‘ଗଣତନ୍ତ୍ରରେ ଭୋଟର ସବୁଠାରୁ ଶକ୍ତିଶାଳୀ’

ବ୍ରହ୍ମପୁର ଅଫିସ,୨୫।୧: ଉପଖଣ୍ଡ ଜିଲା ପ୍ରଶାସନ ପକ୍ଷରୁ ୧୦ମ ଜାତୀୟ ଭୋଟର ଦିବସ ଶନିବାର ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ପଦଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଟାଉନହଲ ପରିସରରେ ବ୍ରହ୍ମପୁର…

ଜାତୀୟ ମତଦାତା ଦିବସ: ଶପଥ ନେଲେ ଭୋଟର

ଚିତ୍ରକୋଣ୍ଡା,୨୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ୧୮ଟି ପଞ୍ଚାୟତର ବିଭିନ୍ନ ବୁଥ୍‌ରେ ଶନିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏଥିପାଇଁ ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କ ନେତୃତ୍ୱ ଏବଂ ଚିତ୍ରକୋଣ୍ଡା ଜିପିଓ ଧୀରେନ୍‌ ଖଣ୍ଡାଗିରିଙ୍କ ପରିଚାଳନାରେ ଏକ ଆଲୋଚନା…

ବସ୍‌ର କାଚ ଭାଙ୍ଗି ଜେଲ୍‌ ଗଲେ ଦୁଇ ଯୁବକ

ଭବାନୀପାଟଣା,୨୫।୧(ଡି.ଏନ୍‌.ଏ.) : ଏକ ଘରୋଇ ବସ୍‌ର କାଚ ଭାଙ୍ଗିବା ଅଭିଯୋଗରେ ଟାଉନ ଥାନା ପୋଲିସ କଳାହାଣ୍ଡି ଜିଲା ଭବାନୀପାଟଣାର ୨ ଯୁବକଙ୍କୁ ଗିରଫ କରି ଶୁକ୍ରବାର ସନ୍ଧ୍ୟାରେ କୋର୍ଟଚାଲାଣ କରିଛି। ସୂଚନା ଅନୁଯାୟୀ, ଗତ ୨୧ ତାରିଖ ରାତି ପ୍ରାୟ ୧୦ଟାରେ…

ମୃତ୍ୟୁ ଆସେ ଏମିତି: ଶୌଚ ପାଇଁ ଯାଉଥିଲେ ଯୁବକ, ମୋଟରସାଇକେଲ ଧକ୍କା ଦେବାରୁ ଗଲା ଜୀବନ

ଭବାନୀପାଟଣା,୨୫।୧(ଡି.ଏନ୍‌.ଏ.): ମୃତ୍ୟୁ ଏମିତି ଆସେ। ସାଙ୍ଗମାନଙ୍କ ସହ ମିଶି ଶୌଚ ହେବାକୁ ନିକଟସ୍ଥ ପୋଖରୀକୁ ଜଣେ ଯୁବକ ଯାଉଥିବା ବେଳେ ଏକ ମୋଟରସାଇକେଲ ଧକ୍କା ଦେବାରୁ ତାଙ୍କ ଜୀବନ ଚାଲିଯାଇଛି। କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ କଲମ ପଞ୍ଚାୟତର ଚାନ୍ଦପଲା…

ଜାତୀୟ ଭୋଟର ଦିବସ ପାଳନ

ଅନୁଗୋଳ ଅଫିସ,୨୫।୧: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜାତୀୟ ଭୋଟର ଦିବସ ପାଳନ କରାଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବରେ ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଶାନ୍ତନୁ ସାର,…

ଚିନ୍ତାକରି ଭୋଟ ଦେଲେ ଗଣତନ୍ତ୍ର ସୁଦୃଢ଼ ହୋଇପାରିବ: ଜିଲାପାଳ

ଛତ୍ରପୁର,୨୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାସ୍ତରୀୟ ଜାତୀୟ ଭୋଟର ଦିବସ ଶନିବାର ପାଳିତ ହୋଇଯାଇଛି। ପୂର୍ବାହ୍ନରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଭୋଟର ସଚେତନତା ରାଲିକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ପରେ ଡିଆର୍‌ଡିଏ ସମ୍ମିଳନୀ ଗୃହରେ ଆୟୋଜିତ ସଭାରେ ଚିନ୍ତାକରି ଭୋଟଦେଲେ ଗଣତନ୍ତ୍ର…

ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ଝିଅ ବାହାଘର ପାଇଁ ଥିବା ସୁନାଗହଣା

ବଅଁରପାଳ,୨୫।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବଳରାମପ୍ରସାଦ ପୂର୍ବପାଟଣା ଗ୍ରାମରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜାନକୀ ବେହେରା, ଚିନ୍ତାମଣି ବେହେରା, ବାବାଜୀ ବେହେରା ଓ ମକର ବେହେରାଙ୍କର ୪ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି।…

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୧: ପୁରୀରେ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଆରମ୍ଭ ହୋଇଛି। ଶନିବାର ପ୍ରଥମ ପର୍ଯ୍ୟାୟ ରଥକାଠ ନୟାଗଡ଼ ବନଖଣ୍ଡରୁ ଆସି ପୁରୀରେ ପହଞ୍ଚିଛି। ଦୁଇଟି ଟ୍ରକ୍‌ରେ ସମୁଦାୟ ୫୩ ଖଣ୍ଡ କାଠ ଆସିଥିବା ଜଣାପଡ଼ିଛି। ଏଥିରେ ୨୦ ଫୁଟିଆ ଅସନ…

ବଢୁଛି ଶିଳ୍ପ, ଗାଁ ମୁହାଁ ହାତୀ

ଯାଜପୁର ଅଫିସ,୨୪ା୧ – ହାତୀ ଆକ୍ରମଣରେ ମଣିଷଙ୍କ ମୃତ୍ୟୁ, ଫସଲହାନି, ଘରଦ୍ୱାର କ୍ଷୟକ୍ଷତି ଘଟଣା ଆଦି ବୃଦ୍ଧି ପାଉଛି। ଗତ କିଛିବର୍ଷ ହେଲା ଏଭଳି ଘଟଣା ଜଙ୍ଗଲ ଆଖପାଖ ଗ୍ରାମ ଗ୍ରାମ ବ୍ୟତୀତ ଜଙ୍ଗଲରୁ ଦୂରରେ ଥିବା ଜନବସତିରେ ମଧ୍ୟ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?