ଲୋପପାଉଛି ତାଳଗଛ, ବଢୁଛି ବଜ୍ରପାତ ଦୁର୍ଘଟଣା
ରସୁଲପୁର,୨୫ା୧(ଡିଏନଏ) ଗ୍ରୀଷ୍ମ ଋତୁରେ ବଜ୍ରପାତର ଆଶଙ୍କା ଅଧିକ ରହୁଛି। ବଜ୍ରାଘାତ ଯୋଗୁ ବହୁ ଧନଜୀବନ ହାନୀ ଘଟୁଛି। ୧ ଏପ୍ରିଲ,୨୦୧୫ରୁ ବଜ୍ରପାତଜନିତ ଦୁର୍ଘଟଣାକୁ ପ୍ରାକୃତିକ ବିପର୍ଯ୍ୟୟଭାବେ ଧରାଯାଉଛି। ବନ୍ୟା, ବାତ୍ୟା, ଭୂମିକମ୍ପକୁ ରାଜ୍ୟ ସରକାର ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା କରିଛନ୍ତି।…
ମାନସିକଧାରୀ ଭୋଗ ଲଗାଇଲେ ଆରିସା ପିଠା, ଖିର ଗଇଁଠା
ଚଣ୍ଡିଖୋଲ,୨୪।୧(ଡି.ଏନ.ଏ) ଓଡ଼ିଶା ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ଶୁକ୍ରବାର ୫ମ ଦିନରେ ପହଞ୍ଚିଛି। ଅପରାହ୍ନରେ ମେଳାରେ ପଡ଼ିଥିବା ତିନିକଡ଼ ରାସ୍ତାରେ ବ୍ୟାପକ ଜନଗହଳି ସହିତ ପାହାଡ଼ ପାଦଦେଶରୁ ଶୀର୍ଷଦେଶ ପର୍ଯ୍ୟନ୍ତ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଜନସମାଗମ ହୋଇଥିବା ଦେଖିବାକୁ ମିଳିଛି। ୫୩ନଂ ଜାତୀୟ…
ଏସ୍ଭିଏମ୍ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ଆନ୍ଦୋଳନ
ଜଗତ୍ସିଂହପୁର ଅଫିସ୍, ୨୫।୧ ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍ଭିଏମ୍) ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ ୨ୟ ସେମିଷ୍ଟର ପରୀକ୍ଷା ଆସନ୍ତା ଏପ୍ରିଲରେ ହେବା କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଫର୍ମ ପୂରଣ ପାଇଁ ମହାବିଦ୍ୟାଳୟ ପକ୍ଷରୁ ନୋଟିସ୍ ଜାରି…
ମାଲେସିଆରେ ପୁଷ୍ପାଞ୍ଜଳିଙ୍କ କମାଲ୍
ବାଲିକୁଦା, ୨୫।୧ (ସ୍ବ.ପ୍ର.) ମାଲେସିଆର କୁଆଲାଲାମ୍ପୁରଠାରେ ଆୟୋଜିତ ଆନ୍ତର୍ଜାତୀୟ ଶାସ୍ତ୍ରୀୟ ନୃତ୍ୟ ପ୍ରତିଯୋଗିତାରେ ଭାଗନେଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ୬ବର୍ଷୀୟା ପୁଞ୍ଜାଞ୍ଜଳି। ସେ ହେଉଛନ୍ତି ବାଲିକୁଦା ବ୍ଲକ ଅପଣ୍ଡରା ପଞ୍ଚାୟତ ନଲରା ଗ୍ରାମର ସ୍ବର୍ଣ୍ଣଲତା ଲେଙ୍କା ଓ ପ୍ରତାପ କୁମାର…
୧୭ ବର୍ଷ ପରେ ବେଆଇନ ଚକ ମଡ଼ାଣ ଷଡ଼ଯନ୍ତ୍ର
ଜଗତ୍ସିଂହପୁର ଅଫିସ୍, ୨୫।୧ ଜଗତ୍ସିଂହପୁର ଜିଲାରେ ଚକ ପ୍ରସ୍ତୁତିରେ ବ୍ୟାପକ ତ୍ରୁଟି ହୋଇଛି। କେତେଜଣ ମୁଷ୍ଟିମେୟ ଜମି ମାଲିକ, ରାଜନେତା ଚଞ୍ଚକତା କରି ମୂଲ୍ୟବାନ ଜମି ହାତେଇ ନେଇଛନ୍ତି। ଏହାଦ୍ୱାରା ଅଧିକାଂଶ ଜମି ମାଲିକ କ୍ଷତିଗ୍ରସ୍ତ ହୋଇଛନ୍ତି। ଚକ ପ୍ରସ୍ତୁତ ପରେ…
କାମରେ ଲାଗୁନି ଏନଏସିର ଭେଣ୍ଡିଂ ଜୋନ୍
ଚମ୍ପୁଆ,୨୫ା୧(ଡି.ଏନ.ଏ)- ଚମ୍ପୁଆ ଏନଏସି ପକ୍ଷରୁ ସହର ସୌନ୍ଦର୍ଯ୍ୟକରଣ ଓ ଉଠା ବ୍ୟବସାୟୀଙ୍କୁ ଥଇଥାନ କରିବା ନିମନ୍ତେ ବର୍ଷେ ତଳେ ନିର୍ମାଣ କରାଯାଇଥିବା ଭେଣ୍ଡିଂ ଜୋନ୍ ଅଦ୍ୟାବଧି ଖୋଲି ପାରି ନାହିଁ। ଫଳରେ ଉଠା ଦୋକାନୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନା…
ଦୁର୍ଘଟଣା: ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ
ଯୋଡ଼ା,୨୫ା୧(ଡି.ଏନ୍.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କରଣସାହିଠାରେ ଗୁରୁବାର ରାତିରେ ଏକ ବୋଲେରୋ ଦୁର୍ଘଟଣାରେ ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ପୌରପାଳିକାର…
ଘସିପୁରା ଥାନା ମହିଳା ଏସ୍ଆଇଙ୍କୁ ଆକ୍ରମଣ
ଆନନ୍ଦପୁର,୨୫।୧(ଡି.ଏନ.ଏ): କେନ୍ଦୁଝର ଜିଲା ଘସିପୁରା ଥାନାର ଜଣେ ମହିଳା ଏସ୍ଆଇଙ୍କୁ ପଦନପୁର ଗ୍ରାମରେ ଆକ୍ରମଣ ହୋଇଛି। ଗୁରୁବାର ସନ୍ଧ୍ୟାରେ ପଦନପୁର ଗ୍ରାମକୁ ଏକ ପାରିବାରିକ ବିବାଦ ମାମଲାର ଅନୁସନ୍ଧାନ ପାଇଁ ଯାଇଥିବା ବେଳେ ତାଙ୍କ ଉପରେ ଏଭଳି ଆକ୍ରମଣ ହୋଇଥିଲା। ସୂଚନା…
ହନୁମତିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ: ତଳମୁଣ୍ଡକୁ ପାଣି ଆସୁନି, ଚାଷୀ ହନ୍ତସନ୍ତ
ତେଲକୋଇ, ୨୫ା୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ହନୁମତିଆ କ୍ଷୁଦ୍ର ଜଳ ସେଚନ (ଡିମିରିଆ)ପ୍ରକଳ୍ପରୁ ତଳ ମୁଣ୍ଡକୁ ଜଳ ଯୋଗାଣ ହୋଇପାରୁନାହିଁ । ଏଥିଯୋଗୁ ସୂର୍ଯ୍ୟମୁଖି, ଆକୁଳ ମକା, ଶୋରିସ ଓ ଚିନାବାଦାମ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହା…
ଧାନ କିଣାରେ ଅନିୟମିତତା
ପଦ୍ମପୁର,୨୫।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ସେବା ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ନେଇ ଚାଷୀମାନେ ଶୁକ୍ରବାର ଜିଲାପାଳ, ଜିଲା ଯୋଗାଣ ଅଧିକାରୀ, ଜିଲା ଆରକ୍ଷୀ ଅଧୀକ୍ଷକ, ନାୟକାଣିଡିହୀ ଥାନାଧିକାରୀ ଓ କଷିଆ ସାମୁଦ୍ରିକ ଥାନାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି।…
ଶିକ୍ଷକ ଅଭାବ ସାଙ୍ଗକୁ ଭିତ୍ତିଭୂମି ଅସଜଡ଼ା
ଭଣ୍ଡାରିପୋଖରୀ,୨୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ପଞ୍ଚାୟତର ମାଳଦା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ। ୨ ଶିକ୍ଷକରେ ଦୁଇଟି ଶ୍ରେଣୀ ଚାଲିଛି। ଆବଶ୍ୟକ ସଂଖ୍ୟକ ଶିକ୍ଷକ ନ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସମସ୍ୟା ସୃଷ୍ଟି ହେଉଛି। ଏଭଳି ସ୍ଥିତିରେ ଚଳିତବର୍ଷ…
ବାରିପଦା ବନଖଣ୍ଡରେ ଅଛନ୍ତି ୮୧୫୭ ପକ୍ଷୀ
ବାରିପଦା ଅଫିସ,୨୫ା୧- ଶୀତ ଋତୁରେ ମୟୂରଭଞ୍ଜ ଜିଲାକୁ ଦେଶ ବିଦେଶ ତଥା ବିଭିନ୍ନ ଅଞ୍ଚଳରୁ ଆସୁଥିବା ପକ୍ଷୀଙ୍କ ଗଣନା କାର୍ଯ୍ୟ ଗତ ୩ ଓ ୪ ତାରିଖ ଦୁଇଦିନ ଧରି କରାଯାଇଥିଲା। ବାରିପଦା ବନଖଣ୍ଡର ୭ଟି ବନାଞ୍ଚଳରେ ଗଣନା କାର୍ଯ୍ୟ ଶେଷ…

