୭ ଟ୍ରେଲର ଡ୍ରାଇଭରଙ୍କ ଲାଇସେନ୍ସ ବାତିଲ୍
ବାରିପଦା ଅଫିସ,୨୫ା୧- ଅତ୍ୟଧିକ ମାଲ୍ ପରିବହନ କରୁଥିବା ୭ ଭାରିଯାନ (ଟ୍ରେଲର) ଡ୍ରାଇଭରଙ୍କ ଲାଇସେନ୍ସ ୩ ମାସ ପର୍ଯ୍ୟନ୍ତ ବାତିଲ କରାଯାଇଛି। ଏହି ଟ୍ରେଲରଗୁଡିକରୁ ୫ ଲକ୍ଷ ୫୫୦ ଟଙ୍କା ଜରିମାନା ମଧ୍ୟ ଆଦାୟ କରାଯାଇଛି। ମୟୂରଭଞ୍ଜ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ…
‘ନେତାଜୀଙ୍କ ଭଳି ସ୍ବାଭିମାନୀ ହୁଅ’
ଖଇରା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ତିଳଦା ଗ୍ରାମର ନେତାଜୀ ଯୁବକ ସଂଘ ଆନୁକୂଲ୍ୟରେ ରୌପ୍ୟ ଜୟନ୍ତୀ ଉତ୍ସବ ଗୁରୁବାର ପାଳିତ ହୋଇଯାଇଛି ା ସଂଘ ସଭାପତି ଜଗବନ୍ଧୁ ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ସତ୍ୟସାଇ ଗ୍ରୁପ…
ବନୋଜ ବିଶ୍ୱାଳ ଶ୍ରେଷ୍ଠ ମତ୍ସ୍ୟଜୀବୀ
ସଜନାଗଡ଼,୨୫।୧(ଡି.ଏନ.ଏ.)-କୃଷକ ଆମ ଦେଶର ମେରୁଦଣ୍ଡ ସଦୃଶ। ବର୍ତ୍ତମାନ କୃଷି ଉପରେ ନିର୍ଭର କରୁଥିବା କୃଷିଜୀବୀ ମାନଙ୍କର ଜୀବନଧାରଣ ମାନର ପରିବର୍ତ୍ତନ ନିମନ୍ତେ ଗୁରୁବାର ଭୁବନେଶ୍ୱର ଜନତା ମଇଦାନରେ ରାଜ୍ୟ ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ‘କୃଷି ଓଡ଼ିଶା’…
ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା
ସଜନାଗଡ଼, ୨୫।୧(ଡି.ଏନ.ଏ.)-ନୀଳଗିରି ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ନୀଳଗିରି ଜେଲ୍ରୋଡ଼ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ପ୍ରକଳ୍ପସ୍ତରୀୟ ପରିଚାଳନା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବୈଠକରେ ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ଆଇଟିଡ଼ିଏର ପ୍ରକଳ୍ପ ପ୍ରଶାସକ ବୀରକିଶୋର ପାଣିଗ୍ରାହୀ, ଜିଲା…
ଅଭିଯୁକ୍ତଙ୍କୁ ଆଜୀବନ ଜେଲ
ଢେଙ୍କାନାଳ ଅଫିସ, ୨୫।୧ ଢେଙ୍କାନାଳ ସ୍ବତନ୍ତ୍ର ପୋକ୍ସୋ ଅଦାଲତରେ ଶୁକ୍ରବାର ୨୦୧୬ରେ ସଂଘଟିତ ଏକ ନାବାଳିକା ବଳାତ୍କାର ଏବଂ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ମାମଲାର ଅଭିଯୁକ୍ତ ଶିବାନନ୍ଦ ପ୍ରଧାନଙ୍କୁ ଦୋଷୀସାବ୍ୟସ୍ତ…
ଦନ୍ତାକୁ ନେଇ କମୁନି ଚିନ୍ତା
ଢେଙ୍କାନାଳ ଅଫିସ, ୨୫।୧ ତାଳଚେରରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ କପିଳାସ ଚିଡ଼ିଆଖାନାକୁ ଅଣାଯିବା ପରେ ଅଡୁଆରେ ପଡ଼ିଛି ବନ ବିଭାଗ। ହାତୀ ଆୟତ୍ତ ବାହାରକୁ ଚାଲିଯାଉଛି। କାଳେ ଦନ୍ତା ଲୁହା ଚେନ୍ ଛିଣ୍ଡାଇ ଦର୍ଶକଙ୍କ ପାଇଁ ବିପଦ ସୃଷ୍ଟି…
ମିଳୁନି ମାଗଣା ଔଷଧ, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ
ବଇଣ୍ଡା,୨୫ା୧ (ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀମାନଙ୍କୁ ମାଗଣା ଔଷଧ ସହ ଠିକ୍ ଭାବେ ସେବା ମିଳୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଗ୍ରାମବାସୀ ବାରମ୍ବାର ଜିଲା…
ମାସିକ ୨ ଶହ ୟୁନିଟ୍ ମାଗଣା ବିଦ୍ୟୁତ୍ ଦିଆଯାଉ
ଅନୁଗୋଳ ଅଫିସ୍/ଅନୁଗୋଳ ସହର, ୨୫ା୧ ଶିଳ୍ପ ଓ କୋଇଲା ଖଣି ଦ୍ୱାରା ପ୍ରଦୂଷିତ ଅନୁଗୋଳ ଜିଲାବାସୀଙ୍କୁ ସର୍ବନିମ୍ନ ମାସକୁ ୨ ଶହ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍ ଯୋଗାଇଦେବା, ବିଦ୍ୟୁତ୍ ସେବାର ଘରୋଇକରଣ ବନ୍ଦ କରିବା, ବିଲ୍ ଆଦାୟ ନଁାରେ ଶୋଷଣ…
ଦସ୍ତଖତ ନେଇ ଅଢ଼େଇ କୋଟି ଟଙ୍କା ଋଣ ଉଠାଣ
ବଇଣ୍ଡା,୨୫ା୧(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଅମାସମା, ବାସୁଦେବପୁର, ଧଣ୍ଡାତୋପା, ଆରମପୁର ଆଦି ଗ୍ରାମର ୨୫୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ ଦସ୍ତଖତ ନେଇ ଠାକୁରଗଡ଼ସ୍ଥିତ ଓଡ଼ିଶା ଗ୍ରାମ ବ୍ୟାଙ୍କ ଶାଖାରୁ ଅଢେଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଋଣ କରାଯାଇଥିବା ଜଣାପଡ଼ିଛି।…
ସମସିଆ ଘେରରେ ଆଖିଦାଦର ପିୟୁପିଏସ୍: ସ୍କୁଲରେ ଶିକ୍ଷକ ମର୍ଡ଼ିକେ ପଢ଼ାକୁଠି ଅଭାବ୍
ବିନିକା, ୨୪।୧ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଆଖିଦାଦର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ଆଏଜ୍କେ ୮ ବଛର ହେଲା ଅବେବସ୍ତା ଘେରରେ ରହିଛେ। ସ୍କୁଲ ସମସିଆର ସମାଧାନ ଲାଗି ପ୍ରଧାନଶିକ୍ଷକ ବ୍ରଜ ବିହାରୀ ପଣ୍ଡା ବିଇଓକଁରନୁ ଡିଇଓ ତକ୍…
ଆବାସ ଯୋଜନା ବାଟ୍ବନା: ପଲିଥିନ ତଲେ ମୁଡ଼ ଗୁଁଜିଛନ୍ ୫ ପରାନୀ କୁଟୁମ
ପଲମ, ୨୫।୧ (ଡି.ଏନ୍.ଏ.)- କେନ୍ଦ୍ର ଆର ରାଏଜ୍ ଉଭଏ ସରକାର ଗରିବ୍ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରି ଫିବଛର କୋଟି କୋଟି ଟଁକା ସାରୁଛନ୍। ହେଲେ ଅନେକ ଜାଗାରେ ଇ ସରକାରୀ ଯୋଜନାମାନକର ସୁଫଲ ଗରିବ୍ ଦୁଖି…
ଭତାରୁ ବଁଚିତ୍ ବୁରୁଧ୍ ଦମ୍ପତି
ଲୋଇସିଂହା, ୨୫ା୧ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗଁା(ଖ) ସଦର ଗଁାର ବୁରୁଧ୍ ଦମ୍ପତି ଯଦୁମଣି ହରପାଲ(୬୩) ଆର ଉଷା ହରପାଲ(୬୦) ବୁଢ଼ାବୁଢ଼ୀ ଭତା ପାଏବାରୁ ବଁଚିତ୍ ହେଇ ରହିଛନ୍। ଇ ଦମ୍ପତି ଭତାର ଲାଗି ଅନେକ ଥର ପଁଚେତ୍ରୁ…

