ଆମ ଜିଲା ଖବର

ତୁଷୁରାରେ ଆମ୍ବୁଲେନ୍ସ ସେବା: ରୁଗୀକୁ ନାଇଁ, ଭିଆଇପିକୁ ହଁ

  ଗୁଡ଼ଭେଲା, ୨୫।୧ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ଏନ୍‌ଏସିରେ ଥିବାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୁଗୀ ଆମ୍ବୁଲାନ୍ସ ସେବାରୁ ବଁଚିତ୍‌ ହେଉଥିଲାବେଲେ ଭିଆଇପିମାନକର ସେବାରେ ଲାଗୁଥିବାର ଅଭିଯୋଗ ହେଉଛେ। ଇ କେନ୍ଦ୍ରରେ ଗୁଟେ ୧୦୮ ଆମ୍ବୁଲାନ୍ସ ଆର ମହିଳା ଶିଶୁ ବିକାଶ…

ସାତ୍‌ସପନ ହେଇଛେ ଆବାସ ଘର: ଦଦ୍‌ରା ଘରେ ମୁଡ଼ ଗୁଁଜିଛନ୍‌ ଗରିବ୍‌ ପରିବାର

ଲାଠୋର, ୨୫।୧ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ସରକାର ଉଭଏ ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ଆବାସ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ସର୍ଭେରେ ଭୁଲଭଟକା, ପରଶାସନିକ ଅଧ୍‌କାରୀକଁର ଉଦାସିନ୍‌ତା ଲାଗି ଅନେକ୍‌ ଜାଗାରେ ହକ୍‌ଦାର ହିତାଧିକାରୀ ଯୋଜନାରୁ ବାଦ୍‌…

ବାଟ ହୁଡୁଛି ଆଇଟିଡିଏ ଉନ୍ନୟନ କାର୍ଯ୍ୟ

ଦାରିଙ୍ଗବାଡ଼ି,୨୫।୧(ଡି.ଏନ୍‌.ଏ.) – ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ଅଞ୍ଚଳ କାଟିଙ୍ଗିଆ ପଞ୍ଚାୟତର ତିଆରିଗାଁ ଛାତ୍ରାବାସ ଏବଂ ସରାମୁଳି ପଞ୍ଚାୟତର ପାକଲମାହା ଛାତ୍ରାବାସରେ ବହୁ ଅବ୍ୟବସ୍ଥା ଦେଖାଯାଇଛି । ହଷ୍ଟେଲରେ ରହୁଥିବା ଛାତ୍ରଙ୍କ ପାଇଁ ଲକ୍ଷାଧିକ ଟଙ୍କା ବିନିମୟରେ ପାଇଖାନା ନିର୍ମାଣ କରାଯାଇଥିଲେ ସୁଦ୍ଧା…

ଦୁଇ ଗାଁକୁ ଯୋଡ଼ିଛି କାଠପୋଲ

ଫୁଲବାଣୀ ଅଫିସ, ୨୫ା୧ – କନ୍ଧମାଳ ଜିଲା କୋଟଗଡ ବ୍ଲକ ପାରିଗଡ ପଞ୍ଚାୟତର ଦୁଇ ଗ୍ରାମ ହଦଗାଁ ଓ ପିଲିମାହା ଦୁର୍ଗମ ଅଞ୍ଚଳ ଭାବେ ପରିିଚିତ। ଏହି ଗ୍ରାମକୁ ପ୍ରଶାସନିକ ଅଧିକାରୀଙ୍କ ପାଦ ପଡ଼େ ନାହିଁ। କେବଳ ଭୋଟ ବେଳେ ନେତାମାନେ…

ଗ୍ରୀନ ଇଣ୍ଡିଆ ଚିଟ୍‌ଫଣ୍ଡ ସଂସ୍ଥା ଏମ୍‌ଡି ଗିରଫ

ବ୍ରହ୍ମପୁର ଅଫିସ,୨୫ା୧-ଛତିଶଗଡ଼ ପୋଲିସର ଏକ ୬ ଜଣିଆ ଟିମ ବ୍ରହ୍ମପୁର ପୋଲିସ ସହାୟତାରେ ଶୁକ୍ରବାର ବ୍ରହ୍ମପୁରରେ ଚଢ଼ାଉ କରି ଗ୍ରୀନ ଇଣ୍ଡିଆ ଚିଟ୍‌ଫଣ୍ଡ ସଂସ୍ଥାର ଅନ୍ୟତମ ଏମ୍‌ଡି ଜିତେନ୍ଦ୍ର ମିଶ୍ରଙ୍କୁ ଗିରଫ କରିଛି। ତାଙ୍କୁ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ସିଜେଏମ୍‌)ଙ୍କ…

ଅଧା ବାଟରେ ରୋଗୀଙ୍କୁ ଛାଡ଼ି ଚାଲିଗଲା ଆମ୍ବୁଲାନ୍ସ

ଛତ୍ରପୁର/ ଗଞ୍ଜାମ,୨୫ା୧(ଡି.ଏନ.ଏ.)-ଟଙ୍କା ନ ଦେବାରୁ ୧୦୮ ଆମ୍ବୁଲାନ୍ସ ରୋଗୀଙ୍କୁ ଅଧାବାଟରେ ଓହ୍ଲାଇ ଦେଇ ଚାଲିଗଲା। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲାରେ। ଜିଲାପାଳଙ୍କ ନିର୍ଦ୍ଦେଶ ପରେ ସମ୍ପୃକ୍ତ ଆଉଟ୍‌ସୋର୍ସିଂ ସଂସ୍ଥା କାର୍ଯ୍ୟରେ ଅବହେଳା କରିଥିବା ୧୦୮ ଆମ୍ବୁଲାନ୍ସର ୩ କର୍ମଚାରୀଙ୍କୁ…

ବାଇକ୍‌ ମୁହଁ।ମୁହିଁ ପରେ ବସ୍‌ରେ ପିଟିହେଲା, ୨ ମୃତ

ଦିଗପହଣ୍ଡି(ଡି.ଏନ.ଏ.)/ପାଟପୁର,୨୫ା୧- ଦିଗପହଣ୍ଡି-ରାୟଗଡ଼ା ୩୨୬ ନଂ. ରାଜ୍ୟ ରାଜପଥର କଂସାମାରି-ଧର୍ମପୁର ମଧ୍ୟବର୍ତ୍ତୀ ଶ୍ମଶାନ ସମ୍ମୁଖ ମୁଖ୍ୟ ରାସ୍ତାରେ ଶୁକ୍ରବାର ସକାଳ ପ୍ରାୟ ସାଢେ ୮ଟାରେ ଏକ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହଁାମୁହିଁ ଧକ୍କା ହେବାପରେ ଆରୋହୀମାନେ ସେହି ରାସ୍ତାଦେଇ ଆସୁଥିବା ଏକ…

ପେଟ୍ରୋଲ ଢାଳି ଯୁବକଙ୍କୁ ଜାଳିଦେବାକୁ ଉଦ୍ୟମ

  ଭଞ୍ଜନଗର,୨୫।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ଧୁମୁଛାଇ ଛକରେ ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟାରେ ଜଣେ ଯୁବକଙ୍କୁ ୨ଜଣ ପେଟ୍ରୋଲ ପକାଇ ନିଅଁା ଲଗାଇ ଦେଇଥିଲେ। ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି। ସେହେଲେ ଧୁମୁଛାଇର ସନ୍ତୋଷ ନାୟକ (୩୨)।…

ପୋଖରୀରେ ପଡ଼ି ଶିଶୁର ଜୀବନ ଗଲା

ବାସୁଦେବପୁର,୨୪।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧୀନ ପଞ୍ଚୁରିଖି ଗ୍ରାମର ଆଦିତ୍ୟ ବାରିକ(୨)ଙ୍କର ପୋଖରୀରେ ପଡ଼ି ମୃତ୍ୟୁ ଘଟିଛି। ମୃତ ଶିଶୁପୁତ୍ର ଆଦିତ୍ୟ ଗ୍ରାମର ଗଣେଶ ବାରିକଙ୍କ ପୁଅ। ଶୁକ୍ରବାର ଆଦିତ୍ୟ ଅସାବଧାନତାବଶତଃ ନିକଟସ୍ଥ ଏକ ପୋଖରୀରେ ପଡ଼ିଯାଇଥିଲେ। ତାଙ୍କୁ ପୋଖରୀରୁ…

ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ

ଜଳେଶ୍ୱର, ୨୪।୧(ଡି.ଏନ.ଏ./ସ୍ବ.ପ୍ର)-ଜଳେଶ୍ୱର ଥାନା ଅନ୍ତର୍ଗତ ଧାନସିମୁଳିଆ ଛକରେ ଶୁକ୍ରବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଧାନସିମୁଳିଆ ଗ୍ରାମର ଅଜୟ ଭୂୟାଁଙ୍କ ମୃତ୍ୟୁ ଘଟିଛି। ଅଜୟ ସାଇକେଲରେ ଘରକୁ ଫେରୁଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ବାଲି ବୋଝେଇ ଡମ୍ପର ଧକ୍କା ଦେଇଥିଲା।…

ଧାନ ରଖି ଚାଷୀଙ୍କ ରାସ୍ତାରୋକୋ

ଜଳେଶ୍ୱର,୨୪।୧(ଡି.ଏନ.ଏ.)-ମଣ୍ଡିରେ ଧାନକ୍ରୟରେ ଅନିୟମିତତା ବିରୋଧରେ ଶୁକ୍ରବାର ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାର ଡେମୁରିଆଠାରେ ଚାଷୀମାନେ ରାସ୍ତା ଉପରେ ଧାନ ବସ୍ତା ରଖି ଅବରୋଧ କରିଛନ୍ତି। ଏପରିକି ଉତ୍ତ୍ୟକ୍ତ ଚାଷୀମାନେ ମିଲର୍‌ ଓ ଇକଡ଼ା ସେବା ସମବାୟ ସମିତିର ସମ୍ପାଦକଙ୍କୁ ମଧ୍ୟ ତାଲା ପକାଇ ଅଟକାଇ…

ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ରସାଳପୁର, ୨୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ହରିଡ଼ା ଗ୍ରାମର ପ୍ରଭାକର ମହାଳିକ ନାମକ ଯୁବକ ଶୁକ୍ରବାର ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବାଲେଶ୍ୱର ରେଳବାଇ ପୋଲିସ ପହଞ୍ଚତ୍ ଶବ ଜବତ କରି ପଞ୍ଚନାମା ପାଇଁ ମୁଖ୍ୟ ଚିକିତ୍ସାଳୟକୁ ନେଇ ଶବ ବ୍ୟବଚ୍ଛେଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?