ଆମ ଜିଲା ଖବର

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି । ଏସଆଇ ଗଣନାଥଙ୍କ ସ୍ତ୍ରୀ ମୋନାଲିସା ଦେବୀଙ୍କ ଅଭିଯୋଗ କ୍ରମେ ମାମଲା ନଂ ୫୩୦/୨୬…

କୁଲାଡ ରାଧା ଗିରିଧାରୀ ଆଶ୍ରମରେ ଝୁଲଣ ଯାତ୍ରା, ଜାରି ରହିଛି ୨୩ବର୍ଷର ପରମ୍ପରା

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଶ୍ରାବଣ ଶୁକ୍ଲପକ୍ଷ ଏକାଦଶୀ ଠାରୁ ଶ୍ରାବଣ ପୂର୍ଣ୍ଣିମା ପର୍ଯ୍ୟନ୍ତ କୁଲାଡ଼ ରାଧା ଗିରିଧାରୀ ଆଶ୍ରମ ଠାରେ ମହା ଆଡମ୍ବର ସହକାରେ ପବିତ୍ର ଝୁଲଣ ଯାତ୍ରା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଦିନ ମାନଙ୍କରେ ଶ୍ରୀ ଗିରି ମହାରାଜଙ୍କୁ…

ଘୁମୁସର ପୁରୋହିତ ବ୍ରାହ୍ମଣ ସମିତି ସଭାଗୃହର ଶିଳାନ୍ୟାସ: ଜମିଦାତା ବିଷ୍ଣୁ ପ୍ରସାଦ ପ୍ରଧାନଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଜମି ଚାଖଣ୍ଡେ ପାଇଁ ବିଭିନ୍ନ ସମୟରେ ଲୋକଙ୍କ ମଧ୍ୟରେ ବିବାଦ ଓ ହିଂସା ହେଉଛି । କିନ୍ତୁ ଏବେବି ଲୋକଙ୍କ ଉନ୍ନତି ପାଇଁ ନିଜ ଜମି ଦାନ କରି ଉଦାହରଣ ସୃଷ୍ଟି କରିବା ଲୋକ ଅଛନ୍ତି । ଭଞ୍ଜନଗର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ ଓ ମାନସିକ ନିର୍ଯାତନା ଦେବାସହ ଦିଅର ତାଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ ବ୍ୟକ୍ତି) ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅଭିଯୋଗ ଅନୁଯାୟୀ, ଜଣେ ହୋଟେଲ ମାଲିକ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ ସାକ୍ଷରତା ଶିବିର ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ର ସଂଯୋଯିକା…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଡାକ୍ତରଙ୍କ ରିପୋର୍ଟ ଆଧାରରେ ନନ୍ଦିପଦା ପୋଲିସ ଏନେଇ ମାମଲା ନଂ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା ଦେଖିବାକୁ ମିଳିଛି । ନଦୀରେ ଶବ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଧର୍ମଶାଳା…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ ଜଣେ ବ୍ୟକ୍ତିଙ୍କ ଘର ଭିତରକୁ ପଶିଯାଇଥିଲା। ଦୁର୍ଘଟଣା ସମୟରେ ଘରେ ନରହରି ବଗର୍ତ୍ତିଙ୍କ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଟବା‌କୋ ଉପରେ କଟକଣା ଜାରି କରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସେହି…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ ଶନିବାର ସ୍ୱାଗତ କରାଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ସଭାରେ ଅଧ୍ୟକ୍ଷତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?