ପ୍ରଫୁଲ ହତ୍ୟା ମାମଲା ସ୍ତ୍ରୀ, ପ୍ରେମିକ ଜେଲ ଗଲେ
ବ୍ରହ୍ମପୁର ଅଫିସ,୨୪ା୧-ସଦର ଥାନା ଅନ୍ତର୍ଗତ ସୁକୁଣ୍ଡାରେ ରହୁଥିବା ପ୍ରଫୁଲ୍ଲ ସାହୁଙ୍କୁ ତାଙ୍କ ସ୍ତ୍ରୀ ମିତା ଓ ପ୍ରେମିକ ସରୋଜ ମହାରଣା ଗତ ମଙ୍ଗଳବାର ରାତିରେ ଯୋଜନାବଦ୍ଧ ଭାବେ ହତ୍ୟା କରି ଅପମୃତ୍ୟୁର ରୂପ ଦେଇଥିଲେ। ଘଟଣାରେ ପୋଲିସ ଉଭୟ ହତ୍ୟାକାରୀଙ୍କୁ ବୁଧବାର…
୮ ଦୁର୍ନୀତିଖୋର ଅଧିକାରୀଙ୍କୁ ଜବାବ ତଲବ
ଯାଜପୁର ଅଫିସ,୨୪।୧ :ଯାଜପୁର ଜିଲାର ୧୦ବ୍ଲକ ଅନ୍ତର୍ଗତ ପ୍ରାୟ ଅଧିକାଂଶ ଗ୍ରାମ ପଞ୍ଚାୟତ ଦୁର୍ନୀତିରେ ବୁଡ଼ି ରହିଛି ା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମଜିଏନ୍ଆର୍ଇଜିଏସ୍), ଚତୁର୍ଦ୍ଦଶ ଅର୍ଥ କମିଶନ, ଆବାସ ଯୋଜନା ଆଦି…
ଆତଙ୍କ ଖେଳାଉଛି କିଡ୍ନୀ ରୋଗ: ୪ବର୍ଷରେ ଗଲାଣି ୩୦ରୁ ଊର୍ଦ୍ଧ୍ୱ ଜୀବନ
ଖଣ୍ଡପଡ଼ା,୨୪ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ଭାପୁର ବ୍ଲକ ଲକ୍ଷ୍ମୀପ୍ରସାଦ ଗ୍ରାମରେ କିଡ୍ନୀ ରୋଗ ଆତଙ୍କ ଖେଳାଉଛି। ଗତ ୩/୪ ବର୍ଷ ମଧ୍ୟରେ ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ଏହି ରୋଗରେ ମୃତ୍ୟୁ ଘଟିଲାଣି। ବର୍ତ୍ତମାନ ୨୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇ ଚିକିତ୍ସିତ…
ଲୁଟ୍ ଘଟଣାରେ ଜଣେ ଗିରଫ
ବିରିଡ଼ି, ୨୪।୧ (ଡି.ଏନ୍.ଏ.): ବିରିଡ଼ି ଥାନା ଅଧୀନ ଦଳେଇଘାଇଠାରେ ଏକ ଧାନ ବୋଝେଇ ଟ୍ରକ (ନଂ.-ଓଆର୍-ଏଭି-୧୮୩୯) ଡ୍ରାଇଭରଙ୍କଠାରୁ ହୋଇଥିବା ଲୁଟ୍ ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ନିକଟସ୍ଥ ମଧ୍ୟ ଶାସନ ଗ୍ରାମର…
ବ୍ୟାଙ୍କରୁ ଚୋରି ଉଦ୍ୟମ ପଣ୍ଢ, ଅଭିଯୁକ୍ତ ଗିରଫ
ଜଗତ୍ସିଂହପୁର ଅଫିସ୍, ୨୪।୧:ଜଗତ୍ସିଂପୁର ବ୍ଲକ ଶାଳଜଙ୍ଗ ସିଣ୍ଡିକେଟ୍ ବ୍ୟାଙ୍କରୁ ବୁଧବାର ରାତିରେ ହୋଇଥିବା ଚୋରି ଉଦ୍ୟମ ପଣ୍ଡ ହୋଇଛି। ଖବରପାଇ ବ୍ୟାଙ୍କ ଶାଖା ପରିଚାଳକଙ୍କ ସମେତ ଗ୍ରାମବାସୀ ସେଠାରେ ପହଞ୍ଚତ୍ ଅଭିଯୁକ୍ତଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଅଭିଯୁକ୍ତ ଜଣକ…
ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ ଇମା ଉଦ୍ଦିନ କୋର୍ଟଚାଲାଣ
ପାରାଦୀପ, ୨୪।୧ (ସ୍ବ.ପ୍ର.):ତ୍ରିକୋଣୀୟ ପ୍ରେମ ସମ୍ପର୍କ ଯୋଗୁ ପାରାଦୀପ ମଡେଲ ଥାନା ଅଧୀନ ନୂଆବଜାର ମଣିମନ୍ଦିର ପାଖ ବସ୍ତିର ଶରତ ଜେନାଙ୍କୁ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ଇମା ଉଦ୍ଦିନଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ…
ଭାଇଚାରା ସୃଷ୍ଟି କରେ ଝୋଡ଼ିଆ ପରଜାଙ୍କ ପୁଷ୍ ପରବ
ଟିକିରି,୨୪ ।୧(ଡି.ଏନ୍.ଏ.) ରାୟଗଡା ଜିଲା କାଶୀପୁର ବ୍ଲକ ଝୋଡ଼ିଆ ପରଜାଙ୍କ ନିଆରା ପରବ ପୁଷ୍ ପରବ ଶେଷ ହୋଇଛି। ଏହା ସେମାନେ ପରମ୍ପରା ଅନୁଯାୟୀ ବିଶ୍ୱାସର ସହ ପାଳନ କରିଥାନ୍ତି। ଏହି କାଶୀପୁର ବ୍ଲକର ସମସ୍ତ ଝୋଡ଼ିଆ ପରଜା ଗ୍ରାମ ଉତସବ…
ପଠନ ଅଭ୍ୟାସ ମଣିଷକୁ ସାକାରାତ୍ମକ କରେ
ସୋନପୁର,୨୪।୧(ନି.ପ୍ର.) ସୋନପୁର ରୟାଲ ପଡିଆଠାରେ ଗତ ୧୭ ତାରିଖରୁ ଆରମ୍ଭ ହୋଇଥିବା ଚତୁର୍ଥ ସୁବର୍ଣ୍ଣପୁର ଜିଲା ପୁସ୍ତକ ଓ ସାହିତ୍ୟ ଉତ୍ସବ ଇଙ୍କ୍ଫେଷ୍ଟ-୨୦୨୦ ଗୁରୁବାର ରାତିରେ ଉଦ୍ଯାପିତ ହୋଇଯାଇଛି। ସନ୍ଧ୍ୟାରେ ଅନୁଷ୍ଠିତ ସାରସ୍ବତ ସଭାରେ ଜିଲାପାଳ ମୋନିଷା ବାନାର୍ଜୀ ମୁଖ୍ୟ ଅତିଥି…
ରୋଗୀ ନେଇ ଯାଉଥିବା ଗାଡ଼ିି ଦୁର୍ଘଟଣାଗ୍ରସ୍ତ
ଠାକୁରମୁଣ୍ଡା,୨୪ା୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ତିରିଂ ଥାନା ଅଧୀନ ଝରାଡ଼ିର ବଡ଼କଦମ ଗ୍ରାମରୁ ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ କଟକ ନେବା ବାଟରେ କରଞ୍ଜିଆଠାରୁ ୪ କିମି ଦୂର ମାଣ୍ଡୁଆ ନିକଟରେ ବୁଧବାର ବିଳମ୍ବିତ ରାତିିରେ ଗାଡ଼ି ଦୁର୍ଘଟଣା ହୋଇଛି। ଫଳରେ ଗାଡ଼ିରେ…
ଶିକ୍ଷକଙ୍କୁ ଛାତ୍ର ମସାଜ୍ କରୁଥିବା ଭିଡିଓ ଭାଇରାଲ୍
ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ଛାତ୍ରମାନେ ମସାଜ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। ଭିଡିଓଟି କେବେକାର ଜଣାପଡି ନାହିଁ। ତେବେ ବିଦ୍ୟାଳୟ ଛାତ୍ରାବାସରେ ଶିକ୍ଷକ ଜଣକ…
ବାଘ ଆକ୍ରମଣରେ ବଳଦ ମୃତ, ଲୋକେ ଆତଙ୍କିତ
ରାଇରଙ୍ଗପୁର,୨୪ା୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍ଡିଭିଜନ ବିଶୋଇ ରେଞ୍ଜ ସରଗଡ଼ା ରିଜର୍ଭ ଜଙ୍ଗଲରେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ଘଟିଛି। ଗ୍ରାମପାର୍ଶ୍ୱ ଜଙ୍ଗଲରେ ବାଘର ଉପସ୍ଥିତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଖବରପାଇ ସରଗଡ଼ା ବନ ବିଭାଗ ବିଟ୍…
କାର୍ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକୋ
ଚିତ୍ରଡା,୨୪ା୧(ଡି.ଏନ୍.ଏ.)- କାର୍ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ପ୍ରତିବାଦରେ ମୟୂରଭଞ୍ଜ ଜିଲା ସଦର ଥାନା ଅନ୍ତର୍ଗତ ବାଘୁଆଶୋଳ ଛକରେ ଗୁରୁବାର ରାସ୍ତାରୋକୋ କରାଯାଇଥିଲା। ବାଘୁଆଶୋଳ ଏବଂ ନିଚୁଆପଦା ଗ୍ରାମବାସୀ ପୂର୍ବାହ୍ନ ୧୦ଟାରୁ କ୍ଷତିପୂରଣ ଦାବିରେ ରାସ୍ତାରେ ମୃତଦେହ ରଖି ବସି ରହିଥିଲେ।…

