ହେବ ଚାଷ ଜମିକୁ ପାଣି ମାଡ଼ୁନି:ଘାଇ ବନ୍ଦ କଲେ ଗ୍ରାମବାସୀ
ବଇଣ୍ଡା,୧୯।୧୦(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତରେ ଥିବା ଟିଲିମୁଣ୍ଡା ଜଳସେଚନ ପ୍ରକଳ୍ପର ହେଡଓ୍ବାଲ ନିକଟରେ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ନାଳ ଗୁଡ଼ିକରେ ବାହାରକୁ ଚାଲି ଯାଉଥିବାବେଳେ ମାସେ ହେବ ଚାଷ ଜମିକୁ ପାଣି ମା଼ଡି ପାରୁ…
ଧଣ୍ଡାତୋପାରେ ଥମୁନି ହାତୀ ଉପଦ୍ରବ
ବଇଣ୍ଡା,୧୯।୧୦(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଧଣ୍ଡାତୋପା ରେଞ୍ଜରେ ଦିନକୁ ଦିନ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ ଜଙ୍ଗଲୁ ଗ୍ରାମାଭିମୁଖୀ ହୋଇ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଏ ଦିଗରେ ବନବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ…
ଏନ୍ସେଫାଲାଇଟିସ୍ ଜିଲା ଟାସ୍କଫୋର୍ସ ବୈଠକ:୧୧ ନଭେମ୍ବରରୁ ଟିକାକରଣ
ଅନୁଗୋଳ ଅଫିସ, ୧୯ା୧୦ ଜାପାନିଜ୍ ଏନ୍ସେଫାଲାଇଟିସ୍ ଟିକାକରଣ ଅଭିଯାନର ଜିଲା ଟାସ୍କ ଫୋର୍ସ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଏଥିରେ ଅଧ୍ୟକ୍ଷତା କରି ଟିକାକରଣ ଅଭିଯାନର…
ଡାକ୍ତରଖାନା ପରିସରରେ ମୃତ ଶିଶୁ
ଅନୁଗୋଳ ଅଫିସ, ୧୯ା୧୦ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶୁକ୍ରବାର ଭୋର ସମୟରେ ଜଣେ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ଶିଶୁର ଦେହରେ ନାଭି ଲାଗିଥିବାବେଳେ କେହି କପଡାରେ ଗୁଡାଇ ମେଡିକାଲର ପୁରୁଣା ଓଟି(ଏମ୍ଆରଆଇ ପାର୍ଶ୍ୱରେ ଥିବା ଔଷଧ…
ସାମାଜିକ ସଂହତିର ସେତୁବନ୍ଧ ‘ଲୋକକଳା’
(ରତନ ନାୟାର) ଢେଙ୍କାନାଳ ଅଫିସ, ୧୮।୧୦ ଶିଳ୍ପ ସମୃଦ୍ଧ ଢେଙ୍କାନାଳ ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି ଲୋକକଳା। ତେବେ ରାଜରାଜୁଡ଼ା ଅମଳରୁ ପ୍ରଚଳିତ ଲୋକକଳାରେ ଧସେଇ ପଶିଲା ଉଗ୍ର ଆଧୁନିକତା। ପରିସ୍ଥିତି ଏମିତି ହେଲା ଯେ, କଳାକାରମାନେ ମୁଖ୍ୟସ୍ରୋତରୁ ଦୂରେଇ ଗଲେ।…
ବାର୍ଷିକ ପରୀକ୍ଷାକୁ ଆଉ ୪ମାସ ବାକି: ଏଯାଏ ପୁସ୍ତକ ଯୋଗାଇ ପାରିଲେନି ସରକାର
ମାଲକାନଗିରି,୧୯।୧୦ (ଡି.ଏନ୍.ଏ.)- ଚଳିତବର୍ଷ ମାଲକାନଗିରି ଜିଲାର ୪୨ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରୀକ୍ଷା ଫଳାଫଳ ନୈରାଶ୍ୟଜନକ ଥିବାରୁ ସରକାର ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କ ବାର୍ଷିକ ଇନକ୍ରିମେଣ୍ଟ ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍…
ବ୍ୟବସାୟୀଙ୍କ ଯୋଗୁ ବନ୍ଦ ହୋଇପାରୁନି ପଲିଥିନ୍
ମାଲକାନଗିରି,୧୯।୧୦ (ଡି.ଏନ୍.ଏ.)- ଅକ୍ଟୋବର ୨ରୁ ସାରା ରାଜ୍ୟରେ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରଚାରପ୍ରସାର କରାଯାଇଛି। ମାଲକାନଗିରି ପୌର ପରିଷଦ, ଜିଲା ପ୍ରଶାସନ, ବନବିଭାଗ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପଲିଥିନ୍ ବର୍ଜନ ନେଇ ସହରରେ…
ଅନିୟମିତତାରେ ଚାଲିଛି ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ : ୧୧ଟାରେ ଅଫିସ ଖାଲି
ଦେବଗଡ଼, ୧୯।୧୦(ଡି.ଏନ୍.ଏ.)ସରକାର ଯେଉଁ ଲକ୍ଷ୍ୟ ଉଦ୍ଦେଶ୍ୟ ନେଇ ସର୍ବଶିକ୍ଷା ଅଭିଯାନ ଆରମ୍ଭ କରିଛନ୍ତି, ତାହା ବର୍ତ୍ତମାନ ବାଟବଣା ସଦୃଶ ହୋଇଛି। ଦେବଗଡ ଜିଲାରେ ଅନିୟମିତତାରେ ଚାଲିଥିବା ସର୍ବଶିକ୍ଷା ଅଭିଯାନରୁ ଏହା ପ୍ରମାଣିତ ହୋଇଛି। ଜିଲାର ପୁରୁଣାଗଡସ୍ଥିତ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ…
ବିପଦପୂର୍ଣ୍ଣ ହେଉଛି ସମୁଦ୍ର ସ୍ନାନ
ପୁରୀ ଅଫିସ, ୧୮ା୧୦: ଆସୁଛି ପର୍ଯ୍ୟଟନ ଋତୁ। ଏଥିପାଇଁ ପୁରୀକୁ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଇବ। ସାଧାରଣତଃ ଶ୍ରୀମନ୍ଦିର ଦର୍ଶନ ପରେ ସ୍ବର୍ଣ୍ଣାଭ ବେଳାଭୂମିରେ ବୁଲିବା ଓ ସମୁଦ୍ରରେ ସ୍ନାନ କରିବାକୁ ପର୍ଯ୍ୟଟକ ପସନ୍ଦ କରିଥାନ୍ତି। ତେବେ ପୁରୀ ସମୁଦ୍ର ପର୍ଯ୍ୟଟକଙ୍କ…
ଭିଜିଲାନ୍ସ ଜାଲରେ କୋଟିପତି ଯନ୍ତ୍ରୀ: ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ
ବାଲେଶ୍ୱର ଅଫିସ, ୧୮।୧୦-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ବାଲେଶ୍ୱର ଜିଲା ଡ୍ରେନେଜ୍ ଡିଭିଜନ୍ର କାର୍ଯ୍ୟ ନିର୍ବାହୀଯନ୍ତ୍ରୀ ବସନ୍ତ କୁମାର ପଣ୍ଡା। ଶୁକ୍ରବାର ପୂର୍ବାହ୍ନରେ ଏକକାଳୀନ ତାଙ୍କ ଘର, ଅଫିସ୍, ସମ୍ପର୍କୀୟଙ୍କ ଘର ମୋଟ ୭ଟି…
ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ: ସାଇଣ୍ଟିଫିକ୍ ଟିମ୍ର ତଦନ୍ତ ଆରମ୍ଭ
ରୂପ୍ସା/ବସ୍ତା, ୧୮।୧୦(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ବଜାରରେ ଥିବା ଏଟିଏମ୍କୁ ଦୁର୍ବୃତ୍ତମାନେ ଗୁରୁବାର ରାତିରେ ଭାଙ୍ଗି ଲୁଟ୍ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଶୁକ୍ରବାର ସିଂଲା ଥାନାରେ ପୋଲିସ ଏକ ମାମଲା (ନଂ. ୧୬୪/୧୯) ରୁଜୁ କରି ତଦନ୍ତ…
ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ନିଯୁକ୍ତିକୁ ବିରୋଧ: ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ଧାରଣା
ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ପୁନଃ ନିଯୁକ୍ତିକୁ ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବିରୋଧ କରିଛି। ଶୁକ୍ରବାର ସଂଘ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ…
Archives


