ପଥରଆଡି ମନ୍ଦିରରୁ ଚୋରି
ଭଦ୍ରକ ଅଫିସ,୨୩।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ପଥରଆଡିସ୍ଥିତ ରାଧାକୃଷ୍ଣ ମନ୍ଦିରରୁ ବୁଧବାର ରାତିରେ କେହି ଦୁବୃର୍ତ୍ତ ଚୋରି କରିଥିବା ଅଭିଯୋଗ ହୋଇଛି। ରାଧାକୃଷ୍ଣଙ୍କ ପିତଳ ପ୍ରତିମୂର୍ତ୍ତି ସହ ସୁନା ଅଳଙ୍କାର, ଦାନବକ୍ସ ଚୋରି କରିନେଇଥବା ଜଣାପଡିଛି। ଗୁରୁବାର ପୋଲିସ…
କେନ୍ଦ୍ର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ
କଟକ ଅଫିସ,୨୩ା୧: ଚୌଦ୍ୱାରସ୍ଥିତ ଇଣ୍ଡିଆନ ମେଟାଲ୍ସ ଆଣ୍ଡ ଫେରୋ ଆଲଏଜ୍ (ଇମ୍ଫା) କମ୍ପାନୀ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଓ ବିଚାରପତି ଜଷ୍ଟିସ ଏସ୍.କେ. ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ…
ବୋଲ ମାନୁନି ଦନ୍ତା: ପୁଣି ଛିଣ୍ଡାଇଲା ଚେନ୍
ଢେଙ୍କାନାଳ ଅଫିସ,୨୩।୧: ତାଳଚେରରୁ କପିଳାସକୁ ଅଣାଯାଇଥିବା ଦନ୍ତାହାତୀଟି କାହା ବୋଲ ମାନୁ ନ ଥିବା ବେଳେ ବନ୍ଧା ଯାଇଥିବା ଚେନ୍ ଛିଣ୍ଡାଇ ଦେଇଛି। ଚେନ୍ରେ ବାନ୍ଧିବାକୁ ପୁଣି ଟ୍ରାଙ୍କୁଲାଇଜ୍ କରିବାକୁ ସାତକୋଶିଆରୁ ଅଧିକାରୀମାନେ ଆସୁଛନ୍ତି ବୋଲି କପିଳାସ ରେଞ୍ଜର ଦର୍ଶନିଆ ଭୋଇ…
ପୁରୀ ମାରାଥନ୍: ସମ୍ସଦ୍ ଆରା, ମୁକୁନ୍ଦ ଚାମ୍ପିଅନ
ପୁରୀ ଅଫିସ,୨୩।୧: ପ୍ରାକୃତିକ ବିପର୍ଯ୍ୟୟ ସଚେନତନା ସୃଷ୍ଟି ନିମନ୍ତେ ଗୁରୁବାର ସକାଳେ ପୁରୀରେ ମିନି ମାରାଥନ୍ ଅନୁଷ୍ଠିତ ହୋଇଯାଇଛି। ମହିଳାବର୍ଗରେ ସମ୍ସଦ୍ ଆରା ବେଗମ୍ ଏବଂ ପୁରୁଷବର୍ଗରେ ମୁକୁନ୍ଦ ବାନରା ଚାମ୍ପିଅନ ହୋଇଛନ୍ତି। ତାଳବଣିଆସ୍ଥିତ ଜିଲା ସ୍ପୋର୍ଟସ କମ୍ପ୍ଲେକ୍ସରୁ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି…
ଟ୍ରେନ୍ରେ କଟି ମହିଳାଙ୍କ ଜୀବନଗଲା
ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା ପୋଲିସ ଜିଲାର ବାଘମାରୀ ଥାନା ବାଘମାରୀ ଓଭର ବ୍ରିଜ୍ଠାରେ ଗୁରୁବାର ସକାଳେ ଟ୍ରେନରେ କଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏ ପର୍ଯ୍ୟନ୍ତ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ବାଘମାରୀ ପୋଲିସ ପହଞ୍ଚି ତଦନ୍ତ…
ପୂର୍ବତନ ପାଟଣା ବିଧାୟକ ଗୌରହରୀଙ୍କ ଦେହାନ୍ତ
ପାଟଣା,୨୩/୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରୀ ନାଏକଙ୍କ ପରଲୋକ ଘଟିଛି। ବୁଧବାର ରାତିରେ ସାହାରପଡା ବ୍ଲକ ହଲଦୀବଟା ଗାଁରେ ଥିବା ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। ସେ…
ପୁଓର ସୁଧିକାଯ୍ ଲାଗି ବଁଧା ପଡ଼ଲା ରାଶନକାର୍ଡ
ପର୍ଲା, ୨୩।୧ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍ ବେହେରାଗୁଡ଼ା ଗଁାର ସୁବାସ ଦୋରୁଆନ(୫୦) ଅନେକ ଦିନ୍ ହେଲା କୁଷ୍ଠ ରୋଗ୍ରେ ପୀଡ଼ିତ ଥିଲେ। ଗଲା ୧୭ ତାରିଖ୍ ତାକର ମୁର୍ତୁ ହେଇଥିଲା। ହେଲେ ଜାତିଭାଇ…
ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ, ଛାତ୍ରୀଛାତ୍ର
ବାଲେଶ୍ୱର ଅଫିସ,୨୩।୧: ବାଲେଶ୍ୱର ପୋଲିସ ଉଚ୍ଚ ବିଦ୍ୟାଳୟରେ ତାଲା ପକାଇ ଛାତ୍ରୀଛାତ୍ର ଓ ଅଭିଭାବକ ଧାରଣାରେ ବସିଛନ୍ତି। ଗୁରୁବାର ବିଭିନ୍ନ ଦାବି ନେଇ ଛାତ୍ରୀଛାତ୍ର ଓ ଅବିଭାବକମାନେ ସ୍କୁଲ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି। ପିଲାଙ୍କ ପାଠପଢା…
‘ଆଧୁନିକ ଗଳ୍ପରେ ଜନଜୀବନ, ଯନ୍ତ୍ରଣାର ସ୍ବର’
ସୋନପୁର,୨୩।୧(ନି.ପ୍ର.) ଗଳ୍ପ ସାହିତ୍ୟ ସମାଜରେ ସୁଧାର ଆଣେ। ସତ୍ୟ ଘଟଣା ଉପରେ ଗାଳ୍ପିକଙ୍କ ରୁଚିସମ୍ପନ୍ନ ଲେଖା ବିପ୍ଳବ ସୃଷ୍ଟି କରେ। ସାମ୍ପ୍ରତିକ ଜନଜୀବନର ଯନ୍ତ୍ରଣାର ସ୍ବର ଆଧୁନିକ ଗଳ୍ପରେ ପରିପ୍ରକାଶ ହେଉଛି। ଆଧୁନିକ ଓଡିଆ, କୋସଲି ଗଳ୍ପରେ ନିଷ୍ପେସିତ, ଖଟିଖିଆ, ସରଳ…
ଦରଖଁଡ଼ିଆ ହେଇ ପଡ଼ିଛେ ଡାଇନିଂ ହଲ୍: ତଲେ ବସି ଖାଉଛନ୍ ଛାତ୍ରୀଛାତ୍ର
ଲାଠୋର, ୨୩।୧ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ମାଲପଡ଼ା ପଁଚେତ୍ ସଦରରେ ରହିଛେ ଅନୁସୂଚୀତ ଜାତି ଜନଜାତି ଉନ୍ନୟନ ବିଭାଗ ଦୁଆରା ପରିଚାଲିତ ଉଚ୍ଚ ମାଧ୍ୟମିକ ବିଦ୍ୟାଲୟ। ହେଲେ ସ୍କୁଲରେ ଡାଇନିଂ ହଲ୍ ତିଆରି କାମ୍ ଅନେକ ଦିନୁ…
ଇଞ୍ଜିନ୍ ବଦଳାଇବା ବେଳେ ଦୁର୍ଘଟଣା; ଟ୍ରେନ ଚଳାଚଳ ବାଧାପ୍ରାପ୍ତ
ଗୁଣପୁର,୨୩ା୧(ଡି.ଏନ୍.ଏ.) ରାୟଗଡ଼ା ଜିଲା ଗୁଣପୁର ରେଳ ଷ୍ଟେଶନ୍ରେ ବୁଧବାର ରାତିରେ ଏକ ଇଞ୍ଜିନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଇଞ୍ଜିନ୍ ସାମାନ୍ୟ ଲାଇନ୍ଚ୍ୟୁତ ହୋଇଥିବାବେଳେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ପୁରୀ-ଗୁଣପୁର ପାସେଞ୍ଜର ଟ୍ରେନ୍ ରାତି ୯ଟା ୧୫ରେ…
ବାଲିଯାତ୍ରା ପାଇଁ ବାଲି ସଂଗ୍ରହ
ବୋରିଗୁମ୍ମା, ୨୩ା୧ (ଡି.ଏନ୍.ଏ.) ବୋରିଗୁମ୍ମା ଐତିହାସିକ କୃଷି ପର୍ବ ବାଲିଯାତ୍ରା ନିମନ୍ତେ ବୁଧବାର ବାଲି ସଂଗ୍ରହ କରାଯାଇଛି। ଅବିଭକ୍ତ କୋରାପୁଟ ଜିଲାରେ ଏହି ପର୍ବର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଏଠାରେ ପ୍ରତିବର୍ଷ ମାଘ ମଣ୍ଢେଇ ଆୟୋଜିତ ହେଉଥିବା ବେଳେ ପ୍ରତି…

