ବାଲିଯାତ୍ରା ପଡ଼ିଆରେ ସମାଜର ସାଂସ୍କୃତିକ ସମାରୋହ
କଟକ ଅଫିସ, ୨୩ା୧: ‘ସମାଜ’ର ସାଂସ୍କୃତିକ ସମାରୋହ ଦ୍ୱିତୀୟ ସନ୍ଧ୍ୟା ବୁଧବାର ଉପର ବାଲିଯାତ୍ରା ପଡ଼ିିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ କହିଥିଲେ, ସମାଜ ବିଗତ ଶହେ ବର୍ଷ ମଧ୍ୟରେ…
ନେସ୍କୋ ଡେପୁଟି ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ
ରାଇରଙ୍ଗପୁର,୨୩ା୧(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ନେସ୍କୋ ବିଦ୍ୟୁତ୍ ଡିଭିଜନର ଡେପୁଟି ମ୍ୟାନେଜର ଇଂ.ସୁର କୁମାର ଟୁଡୁଙ୍କ ବୁଧବାର ପୂର୍ବାହ୍ନରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାଇରଙ୍ଗପୁର ସ୍ଥିତ ଭଡ଼ା ଘରେ ସେ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ବିଭାଗୀୟ କର୍ମଚାରୀମାନେ ଚିକିତ୍ସା…
ସରିଲା କୁନ୍ଦୁଳିଆ ମହୋତ୍ସବ
ବିଶୋଇ,୨୩ା୧(ଡ଼ି.ଏନ୍.ଏ.)- ବିଶୋଇ ଅଞ୍ଚଳର କୁନ୍ଦୁଳିଆଠାରେ ଦିଗବିଜୟ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩୧ ତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ‘କୁନ୍ଦୁଳିଆ ମହୋତ୍ସବ- ୨୦୨୦’ ଉଦ୍ଯାପିତ ହୋଇଯାଇଛି। ୩ ଦିନିଆ ଏହି ମହୋତ୍ସବର ଉଦ୍ଯାପନୀ ଦିବସରେ ପରିବେଷଣ ହୋଇଥିବା ଢ଼ାବୁଲ…
୫ ଶ୍ରେଣୀକୁ ୮୦ ଛାତ୍ରୀଛାତ୍ର, ୨ ଶିକ୍ଷକ
ଜଳେଶ୍ୱର,୨୩।୧(ସ୍ବ.ପ୍ର.)-ସରକାର ଶିକ୍ଷାର ମାନ ବଢ଼ାଇବା ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ବାସ୍ତବ କ୍ଷେତ୍ରରେ ତାହା ଦେଖିବାକୁ ମିଳୁନାହିଁ। ବାଲେଶ୍ୱର ଜିଲାର ଜଳେଶ୍ୱର ଗୋଷ୍ଠୀ ଶିକ୍ଷା ଅଧୀନ ଖୁଆଡ଼ ପଞ୍ଚାୟତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଗ୍ରାମବାସୀ ଓ…
ରସୁଲପୁର ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ବୈଠକ: ଯୋଗଦେଲେନି ବିଧାୟକ, ଏମ୍ପି
ରସୁଲପୁର,୨୩ା୧(ଡି.ଏନ୍.ଏ.): ବିଧାୟକ ଓ ମନ୍ତ୍ରୀମାନେ ଗାଁକୁ ଯିବେ। ଲୋକଙ୍କ ସମସ୍ୟା ବୁଝିବେ। ଗାଁରେ ରାତି କାଟିବେ। ସରକାରୀ ଯୋଜନା ଠିକ୍ ଭାବେ କାର୍ଯ୍ୟ ହେଉଛି କି ନାହିଁ ସେଥିପ୍ରତି ଧ୍ୟାନ ଦେବେ। ସରକାରଙ୍କ ନୂଆ ଯୋଜନା ୫-ଟି ଓ ମୋ ସରକାର…
ପୋଷ୍ୟ ସନ୍ତାନ ଗ୍ରହଣ କଲେ କେରଳ ଦମ୍ପତି
ବାଲେଶ୍ୱର ଅଫିସ, ୨୩।୧- ବାଲେଶ୍ୱର ଶିଶୁ ମଙ୍ଗଳ କମିଟିର ୪ ବର୍ଷର କନ୍ୟାସନ୍ତାନକୁ ବୁଧବାର କେରଳର କେ.ବି. ସୁବାସ ଓ ରୀତା ସୁବାସ ନାମ୍ନୀ ଦମ୍ପତି ପୋଷ୍ୟ ସନ୍ତାନ ରୂପେ ଗ୍ରହଣ କରିଛନ୍ତି। ଉକ୍ତ ଦମ୍ପତି ୩ବର୍ଷ ପୂର୍ବରୁ ଏକ ପୋଷ୍ୟ…
ଜାଲ ଟିକଟ ବିକ୍ରି ଅଭିଯୋଗରେ ୨ ଗିରଫ
ବାଲେଶ୍ୱର ଅଫିସ,୨୩।୧-ଜାଲ ଟିକଟ ବିକ୍ରି କରୁଥିବା ଅଭିଯୋଗରେ ରେଲୱେ ଡିଭିଜନାଲ ଟାସ୍କଫୋର୍ସ ଟିମ୍ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସୋର ଅଞ୍ଚଳର ଜଗନ୍ନାଥ ଦାସ ଓ ରେଳ ବିଭାଗର ଆର୍ଏମ୍ଏସ୍୍ କର୍ମଚାରୀ ହେମନ୍ତ ପୃଷ୍ଟି ରେଳ ଟିକଟକୁ କଳାବଜାରୀ ମାଧ୍ୟମରେ…
ଦିଶା ବୈଠକ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଗୁରୁତ୍ୱ
ନୟାଗଡ଼ ଅଫିସ/ଗଣିଆ (ଡି.ଏନ୍.ଏ.),୨୩ା୧: ନୟାଗଡ଼ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ଡାକବଙ୍ଗଳାଠାରେ ବୁଧବାର ଡିଷ୍ଟ୍ରିକ୍ଟ ଡେଭଲପ୍ମେଣ୍ଟ କୋ ଅର୍ଡ଼ିନେସନ୍ ଆଣ୍ଡ ମନିଟରିଂ କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। ବର୍ଷ ଆରମ୍ଭରୁ ଏହି ବୈଠକ ହୋଇଥିବାରୁ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ…
ମିଳିନି ବୁଲ୍ବୁଲ୍ କ୍ଷୟକ୍ଷତି ସହାୟତା
ଭଦ୍ରକ ଅଫିସ, ୨୩।୧-ଭଦ୍ରକ ଜିଲାରେ ଖରିଫ୍ ଧାନ ଅମଳ ସରିବାକୁ ବସିଲାଣି। ହେଲେ ଏଯାଏ ବୁଲ୍ବୁଲ୍ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିଲାନି ଇନ୍ପୁଟ୍ ସବ୍ସିଡି। ଯାହାକୁ ନେଇ କ୍ଷତିଗ୍ରସ୍ତ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଫଳରେ ପ୍ରତି ଅଭିଯୋଗ…
ପରୀକ୍ଷା ସରିବାର ୧୦ଦିନ ପରେ ମିଳିଲା ଆଡମିଟ କାର୍ଡ
ଲୋଇସିଂହା,୨୨।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରଧିଆପାଲି ପୋଷ୍ଟମାଷ୍ଟର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପ୍ରତି ଖେଳ ଖେଳୁଥିବା ଅଭିଯୋଗ ହୋଇଛି। ପୋଷ୍ଟ ଅଫିସ ଅଧୀନ ପଣ୍ଡକିଟାଲ ଗାଁର ଶଶିକାନ୍ତ ପଧାନ ଏପରି ଅଭିଯୋଗ ଆଣିଛନ୍ତି। ଏକ ପରୀକ୍ଷାର ସରିବା ୧୦ ଦିନ ପରେ…
ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ: ନଷ୍ଟ କଲେ ଧାନ, କଦଳୀ ଓ ପନିପରିବା
ଗୋପାଳପୁର,୨୨ା୧: ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ଉଦ୍ୟମ କରି ନାକେଦମ ହୋଇ…
ଶିମିଳିପାଳରୁ ଉଚ୍ଛେଦକୁ ନେଇ ଖେଜୁରୀ ଗ୍ରାମବାସୀଙ୍କ ବିକ୍ଷୋଭ
ଯଶିପୁର,୨୨ା୧(ଡ଼ି.ଏନ୍.ଏ.): ଶିମିଳିପାଳ ମଧ୍ୟରେ ଥିବା ଗୁଡଗୁଡିଆ ପଞ୍ଚାୟତ ଅଧୀନ ଖେଜୁରୀ ଗ୍ରାମର ବାସିନ୍ଦାଙ୍କୁ ଉଚ୍ଛେଦ ଉଦ୍ୟମକୁ ବିରୋଧକରି ବୁଧବାର ଯଶିପୁର ବ୍ଲକ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶତାଧିକ ଗ୍ରାମବାସୀ ରରୁଆଁ ଛକଠାରୁ ଏକ ଶୋଭାଯାତ୍ରାରେ ଯାଇ ବ୍ଲକ…

