ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ୍ୟୁକୁ ନେଇ ପ୍ରଧାନ ଶିକ୍ଷକ ନିଲମ୍ବିତ
ଜଳେଶ୍ୱର, ୨୨।୧(ଡି.ଏନ.ଏ./ସ୍ବ.ପ୍ର.): ଜଳେଶ୍ୱର ନୋଡ଼ାଲ ଟାଉନ ହାଇସ୍କୁଲର ବାର୍ଷିକ ଉତ୍ସବ ପାଇଁ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ଯାଇଥିବା ଜଣେ ଛାତ୍ରଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଦାୟୀ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କର୍ତ୍ତବ୍ୟରେ ଅବହେଳା…
ଶାରିରୀକ ବିକାଶ ପାଇଁ ଖେଳକୁଦ ଆବଶ୍ୟକ
ବଅଁରପାଳ,୨୨।୧(ଡି.ଏନ.ଏ.): ବଅଁରପାଳ ପିଏସଏସଜେ ଡିଗ୍ରୀ କଲେଜ ପରିସରରେ ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ବୁଧବାର ଉଦ୍ଯାପିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ କଲେଜ ଅଧ୍ୟକ୍ଷ ଗୋକୁଳା ନନ୍ଦ ପ୍ରଧାନ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ଏଥିରେ ୧୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।…
କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର
ମାଲକାନଗିରି ,୨୨ା୧(ସ୍ବ.ପ୍ର.): ମାଲକାନଗିରି ଜିଲା ଆଇନସେବା ପ୍ରାଧିକରଣ ମାଲକାନଗିରି ଆନୁକୂଲ୍ୟରେ ବୁଧବାର ବାଲିମେଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ କିନ୍ନରଙ୍କ ଅଧିକାର ସମ୍ପର୍କିତ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମାଲକାନଗିରି ଆଇନସେବା ପ୍ରାଧିକରଣର ସଚିବ ଅମରେଶ ନାୟକ, ଚିତ୍ରକୋଣ୍ଡାର ଅତିରିକ୍ତ…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ସଂଯୋଗ ହେଲା ବିଦ୍ୟୁତ୍
କୋରକେଣ୍ଡା,୨୨ା୧(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ପଞ୍ଚାୟତବୁଦୁଗୁଡା ଗ୍ରାମରେ ପ୍ରାୟ ୬ମାସ ହେବ ବିଦ୍ୟୁତ୍ କାଟ୍ ହୋଇଥିଲା। ଫଳରେ ଲୋକେ ସନ୍ଧ୍ୟା ହେଲେ ଡିବି, ଲଣ୍ଠନ ଜାଳି ଚଳୁଥିଲେ। ଗ୍ରାମବାସୀଙ୍କ ଉପରେ ସେସୁର ବିଦ୍ୟୁତ୍ ବିଲ୍ ବକେୟା ଥିବାରୁ ବିଭାଗ ପକ୍ଷରୁ…
ନାଗରିକତ୍ୱ ସଂଶୋଧନ ଆଇନରେ କାହାର ନାଗରିକତା ଯିବନାହିଁ: ଏମ୍ପି ରୂପା ଗାଙ୍ଗୁଲି
ମାଲକାନଗିରି,୨୨ା୧(ଡି.ଏନ.ଏ.): ନାଗରିକତ୍ୱ ସଂଶୋଧନ ଆଇନ ପ୍ରଥମେ କଂଗ୍ରେସ ସରକାର ସମୟରେ ଆରମ୍ଭ ହୋଇ ଏକ କାର୍ଡ ଦେବାର ବ୍ୟବସ୍ଥା ଥିଲା। ମାତ୍ର ତାହା ସେମାନେ କରିପାରିଲେ ନାହିଁ। ବର୍ତ୍ତମାନ ମୋଦି ସରକାର କରିଥିବା ନାଗରିକତ୍ୱ ସଂଶୋଧନ ବିଲ୍କୁ ସେମାନେ ବିରୋଧ କରୁଛନ୍ତି।…
ଦଳିତ ପରିବାରଙ୍କୁ ଆକ୍ରମଣ ଘଟଣା: ପ୍ରଶାସନକୁ ହାଇକୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ପୁରୀ ଅଫିସ, ୨୨ା୧: ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଧୀନ ନୂଆଗଁ। ଏବଂ କଣାସ ବ୍ଲକ ଅନ୍ତର୍ଗତ ବୀରକେଶରପୁର ଗ୍ରାମର ୬ଟି ଦଳିତ ପରିବାରଙ୍କୁୁ ଆକ୍ରମଣ, ବାସଗୃହ ଭାଙ୍ଗିଦେବା ଘଟଣାରେ ଓଡ଼ିଶା ଗୋତିମୁକ୍ତ ଅଭିଯାନ ପକ୍ଷରୁ ହାଇକୋର୍ଟରେ ଏକ ପିଟିଶନ ଦାୟର…
୩୦ ଗ୍ରାମ ବ୍ରାଉନସୁଗାର ଜବତ: ଯୁବକ ଗିରଫ
ପୁରୀ ଅଫିସ, ୨୨ା୧: ପୁରୀ ଅବକାରୀ ପୋଲିସ ସାକ୍ଷୀଗୋପାଳ ବସଷ୍ଟାଣ୍ଡ ନିକଟରୁ ଜଣେ ଯୁବକଙ୍କୁ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଗିରଫ କରିଛି। ସେ ହେଲେ ଡେଲାଙ୍ଗ ଥାନା ଅଞ୍ଚଳର ସେବକ ସାହୁପଡ଼ାର ଗଗନ ସାହୁ (୨୭)। ତାଙ୍କଠାରୁ ୩୦ଗ୍ରାମ ବ୍ରାଉନସୁଗାର ଜବତ…
ସଫା ଆଳରେ ସୁନାଗହଣା ଲୁଟ୍
ଧାମନଗର,୨୨।୧(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ପଳିକିରି ମେଳଣଡିହି ଗ୍ରାମର ଆରତି ଦାସ ନାମ୍ନୀ ଜଣେ ମହିଳାଙ୍କଠାରୁ ସଫା ଆଳରେ ସୁନାଗହଣା ଲୁଟ୍ ହୋଇଥିବା ଧାମନଗର ଥାନାରେ ଅଭିଯୋଗ କରାଯାଇଛି। ଅଭିଯୋଗ ଅନୁସାରେ, ବୁଧବାର ଦୁଇଜଣ ଅଚିହ୍ନା ଯୁବକ ସୁନା ଗହଣା…
ପାଗଳ ମାଙ୍କଡ଼ କାମୁଡ଼ାରେ ବୃଦ୍ଧା ମୃତ, କେଏନ୍ପୁରରେ ଆତଙ୍କ
ପୁରୁଷୋତ୍ତମ ପୁର, ୨୨।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନ୍ ପୁର ଗ୍ରାମରେ ଏକ ପାଗଳ ହନୁମାଙ୍କଡ଼ ଆକ୍ରମଣରେ ବୁଧବାର ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜମ୍ଭୁ ଗୌଡ଼(୬୨)। ଘଟଣା ପରେ ଲୋକେ ଆତଙ୍କିତ ହୋଇ ଘରୁ…
ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ: ଜଣେ କୋର୍ଟଚାଲାଣ
କୋରୁକୋଣ୍ଡା,୨୨।୧(ଡି.ଏନ୍.ଏ): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୧୪୦ କେଜି ୩୫୦ ଗ୍ରାମ୍ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ମାଲକାନଗିରି ଥାନା ଅଧୀନସ୍ଥ ଏମ୍ଭି ୧୧୪ ଗ୍ରାମର ଭିମା ମଣ୍ଡଳ(୩୮)। ସୂଚନାଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟାରେ…
ପୋଖରୀରେ ବୁଡ଼ି ବୃଦ୍ଧଙ୍କ ଜୀବନଗଲା
ପଦ୍ମପୁର,୨୨।୧(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଧୀନ ଏକର ସାହି ଗ୍ରାମ ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅର୍ଜୁନ ସେନାପତି (୭୫)। ମଙ୍ଗଳବାର ରାତିରେ ଅର୍ଜୁନ ଶୌଚହେବା ପାଇଁ ଯାଇ ଘରକୁ ଫେରି ନ ଥିଲେ। ପରିବାରଲୋକେ…
ସୋସୋ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
ହାଟଡିହୀ,୨୨।୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ ସରପଞ୍ଚ କାଞ୍ଚନ ନାୟକଙ୍କ ବିରୋଧରେ ୱାର୍ଡ ସଭ୍ୟାସଭ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ବୁଧବାର ୧୪ଟି ୱାର୍ଡ ମଧ୍ୟରୁ ୧୧ ସଭ୍ୟାସଭ୍ୟ ଏହି ଅନାସ୍ଥା ପ୍ରସ୍ତାବ ଆନନ୍ଦପୁର ଉପଜିଲାପାଳଙ୍କୁ ପ୍ରଦାନ କରିଛନ୍ତି…

